Home

ଇଞ୍ଜିନିୟରିଂ ଛାତ୍ରୀଙ୍କୁ ବ୍ଲାକମେଲିଂ ଉଦ୍ୟମ, ଯୁବକ ଗିରଫ

ଜଗତ୍‌ସିଂହପୁର ଅଫିସ,୨ା୩: ଇଞ୍ଜିନିୟରିଂ ଛାତ୍ରୀଙ୍କୁ ବ୍ଲାକମେଲିଂ କରିବାକୁ ଉଦ୍ୟମ କରି ରବିବାର ଜଣେ ଯୁବକ ଗିରଫ ହେବା ସହ କୋର୍ଟ ଚାଲାଣ ହୋଇଛନ୍ତି। ସେ ହେଲେ ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ଧୂଆଁପାରିର ହିରଣ୍ମୟ ବାରିକ ଓରଫ ଶଙ୍କର। ପୋଲିସ ସୂଚନା ଅନୁଯାୟୀ…

ଉପକାରୀ ସପୁରି-ଅଦା ଜୁସ୍‌

ସପୁରି ଜୁସ୍‌ ନିଶ୍ଚିତ ପିଇଥିବେ ମାତ୍ର ଏଥିରେ ଅଦା ମିଶାଇ ପିଇଲେ ବହୁତ ଲାଭଦାୟକ ହୋଇଥାଏ। ଏହି ଜୁସ୍‌ ସ୍ବାସ୍ଥ୍ୟ ପାଇଁ ଅତ୍ୟନ୍ତ ଲାଭଦାୟକ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ ଗୁଣ ଭରପୂର ମାତ୍ରାରେ ରହିଛି। ଯାହା ହଜମ ପ୍ରକ୍ରିୟାକୁ ଠିକ୍‌ ରଖିବା ସହିତ…

ଜିଲାରେ ଗାଡ଼ି ଚେକିଂ କଡ଼ାକଡ଼ି

ବାରିପଦା ଅଫିସ, ୧ା୩- ନୂଆ ମୋଟର ଯାନ ଆଇନ ରବିବାରଠାରୁ ରାଜ୍ୟରେ କଡ଼ାକଡ଼ି ଲାଗୁ ହୋଇଛି। ଏହି ପରିପ୍ରେକ୍ଷୀରେ ମୟୂରଭଞ୍ଜ ଜିଲାର ବିଭିନ୍ନ ସ୍ଥାନରେ ପୋଲିସ ଓ ଆରଟିଓ ବିଭାଗ ପକ୍ଷରୁ ଗାଡ଼ି ଚେକିଂ କରାଯାଇଥିଲା। ସହରର ପାଲବଣି ଗୋଲେଇ ଛକଠାରେ…

ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ବାରିପଦା ଅଫିସ, ୧ା୩- ବାରିପଦା ମଣ୍ଡଳ କାରାଗାରରେ ରବିବାର ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସମ୍ବଲପୁର ଜିଲା ସିକମପୁର ଅଞ୍ଚଳର ସୁରଜ ନାଥ (୪୫)। ସୂଚନା ଅନଯାୟୀ, କିଛି ବର୍ଷ ତଳେ ସୁରଜ ମୟୂରଭଞ୍ଜ ଜିଲା ମୋରଡ଼ା…

୩ରୁ ପଞ୍ଚାୟତ ଅସ୍ଥାୟୀ କର୍ମଚାରୀଙ୍କ ଆନ୍ଦୋଳନ

ଆର.ଉଦୟଗିରି,୧ା୩(ଡି.ଏନ.ଏ.)-ବିଭିନ୍ନ ପଞ୍ଚାୟତରେ କାର୍ଯ୍ୟରତ ଅସ୍ଥାୟୀ କର୍ମଚାରୀମାନେ ବିଭିନ୍ନ ସମସ୍ୟା ଦେଇ ଗତି କରୁଛନ୍ତି। ସେମାନଙ୍କ ଦାବି ପୂରଣ ନିମନ୍ତେ ସରକାର ପଦକ୍ଷେପ ନେଉ ନ ଥିବାରୁ ଆନ୍ଦୋଳନ କରିବାକୁ ସଜବାଜ ହେଉଛନ୍ତି। ଗଜପତି ଜିଲାର ରାଇଗଡ, ନୂଆଗଡ ଓ ଆର.ଉଦୟଗିରି ବ୍ଲକ…

ଜାଲ ନୋଟ ଜବତ, ୨ ଗିରଫ

ପୁରୁଷୋତ୍ତମପୁର,୧ା୩(ଡି.ଏନ.ଏ.)-ପୁରୁଷୋତ୍ତମପୁର ପୋଲିସ ଜାଲ ନୋଟ କାରବାର ଅଭିଯୋଗରେ ୨ ଜଣ ଯୁବକଙ୍କୁ ଶନିବାର ଗିରଫ କରିଥିଲା। ସେମାନେ ହେଲେ ପୁରୁଷୋତ୍ତମପୁର ଥାନା ଶାଶନପଲ୍ଲୀ ଗ୍ରାମର କେ.ଶୁରେଶ ପାତ୍ର ଓ କେ.ନୂଆଗାଁ ଥାନା ଚିକିଟିପେଣ୍ଠ ଗ୍ରାମର ଭୈରବ କୁମାର ସାହୁ। ଉଭୟଙ୍କଠାରୁ ଜାଲ…

ଆତଙ୍କବାଦୀଙ୍କ ସହଯୋଗୀଙ୍କ ପାଖରେ ଚାଇନିଜ୍‌ ଗ୍ରେନେଡ୍‌

ଶ୍ରୀନଗର,୧।୩: ଜମ୍ମୁ-କଶ୍ମୀର ପୋଲିସକୁ ବଡ଼ ସଫଳତା ମିଳିଛି। ଗନ୍ଦରବାଲ ଏବଂ ବଡ଼ଗାଓ୍ବଁରେ ମିଳିତ ସର୍ଚ୍ଚ ଅପରେଶନ ସମୟରେ ଆତଙ୍କବାଦୀଙ୍କ ୫ ସହଯୋଗୀଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ବହୁ ପରିମାଣର ଅସ୍ତ୍ରଶସ୍ତ୍ର ସହିତ ଚାଇନିଜ୍‌ ଗ୍ରେନେଡ୍‌ ଜବତ ହୋଇଛି। କଶ୍ମୀର ଜୋନ୍‌ ପୋଲିସ…

କରୋନା ଭାଇରସ ପ୍ରଭାବ: ରୁଦ୍ଧଦ୍ୱାରରେ ହେବ ସୁମୋ ଟୁର୍ନାମେଣ୍ଟ

ଟୋକିଓ,୧ା୩(ଏଏଫ୍‌ପି)-କରୋନା ଭାଇରସ ପାଇଁ ସତର୍କତା ମୂଳକ ପଦକ୍ଷେପ ସ୍ବରୂପ ସୁମୋ ସ୍ପ୍ରିଙ୍ଗ୍‌ ଟୁର୍ନାମେଣ୍ଟ ରୁଦ୍ଧଦ୍ୱାର ମଧ୍ୟରେ ହେବ। ଏହି ଖେଳର ପରିଚାଳନା ପରିଷଦ ରବିବାର ପ୍ରକାଶ କରିଛି। ସୁମୋ ଟୁର୍ନାମେଣ୍ଟ ମାର୍ଚ୍ଚ ୮ରୁ ୨୨ ପର୍ଯ୍ୟନ୍ତ ଓସାକାଠାରେ ଅନୁଷ୍ଠିତ ହେବ। ଏଥିରୁ…

ପୂର୍ବତନ ହକି ଖେଳାଳି ବଲ୍‌ବୀରଙ୍କ ପରଲୋକ

ନୂଆଦିଲ୍ଲୀ, ୧ା୩ (ପି.ଟି.)-ଭାରତର ପୂର୍ବତନ ହକି ଖେଳାଳି ବଲ୍‌ବୀର ସିଂ କୁଲାରଙ୍କ ଦୃଦ୍‌ଘାତରେ ପରଲୋକ ଘଟିଛି। ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। ୧୯୬୮ ଅଲିମ୍ପିକ୍ସ ବ୍ରୋଞ୍ଜ ବିଜୟୀ ଦଳର ସେ ଅନ୍ୟତମ ସଦସ୍ୟ ଥିଲେ। ତାଙ୍କର ସ୍ତ୍ରୀ ଏବଂ ଗୋଟିଏ…

ହିଂସା ଯୋଗୁ ପରୀକ୍ଷା ଦେଇ ପାରି ନ ଥିବା ଛାତ୍ରୀଛାତ୍ର ମାର୍ଚ୍ଚ ୭ ପର୍ଯ୍ୟନ୍ତ ଦେବେ ପରୀକ୍ଷା: ସିବିଏସ୍‌ଇ

ନୂଆଦିଲ୍ଲୀ,୧।୩: ଦିଲ୍ଲୀରେ ଘଟିଥିବା ହିଂସା ଯୋଗୁ ପରୀକ୍ଷା ଦେଇପାରି ନ ଥିବା ଛାତ୍ରୀଛାତ୍ର ମାର୍ଚ୍ଚ ୭ ପର୍ଯ୍ୟନ୍ତ ପରୀକ୍ଷା ଦେଇପାରିବେ ବୋଲି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍‌ଇ) ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ସିବିଏସ୍‌ ପକ୍ଷରୁ ହିଂସାକାଣ୍ଡ ଘଟିଥିବା ସ୍କୁଲର ଅଧ୍ୟକ୍ଷଙ୍କୁ…

ଆଖିରେ ଆଖିଏ ସ୍ବପ୍ନ: ପାଉଁଶଗଦାରେ ପ୍ରିୟ ପରିଜନଙ୍କୁ ଖୋଜୁଛନ୍ତି ଲୋକେ

ନୂଆଦିଲ୍ଲୀ,୧।୩: ଦିଲ୍ଲୀ ହଂସାରେ ମୃତ୍ୟୁ ସଂଖ୍ୟା ଇତିମଧ୍ୟରେ ୪୫ରେ ପହଞ୍ଚିଛି। ତେବେ ବି ବହୁ ଲୋକ ନିଖୋଜ ରହିଛନ୍ତି। ଆଖିରେ ଆଖିଏ ସ୍ବପ୍ନ ନେଇ ପ୍ରିୟ ପରିଜନଙ୍କୁ ଖୋଜିବା କାମରେ ଲାଗିଛନ୍ତି ବହୁ ଲୋକ। ହାତରେ ଫଟୋ ଧରି ମୃତଦେହ ରଖାଯାଇ…

୫୦୦ ଏକର ସରକାରୀ ଜମି ହଡ଼ପ ମାମଲା: ଚପରାସୀଙ୍କୁ ଆଜୀବନ କରାଦଣ୍ଡ

ଭୋପାଳ,୧।୩: ମଧ୍ୟପ୍ରଦେଶରେ ସରକାରୀ ଜମି ହଡ଼ପ ମାମଲାରେ ଜଣେ ଚପରାସୀଙ୍କୁ ଆଜୀବନ କାରାଦଣ୍ଡାଦେଶ କରାଯାଇଛି। ଭୋପାଳରେ ଜିଲାପାଳଙ୍କ କାର୍ଯ୍ୟାଳୟରେ କାମ କରୁଥିବା ବାବୁଲାଲ ସୁନହରେଙ୍କ ବିରୋଧରେ ସରକାରୀ ଜମି ହଡ଼ପ ଅଭିଯୋଗ ହୋଇଥିଲା। ସେ ଏମ୍‌ପି ନଗରରେ ଏହି ଜମି ହଡ଼ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?