Home

ଫଡ୍‌ନବିସ ନିଜକୁ କହୁଥିଲେ ସମୁଦ୍ର: ଏବେ ଠିକଣା ବଦଳିଲା; ରହିବେ ସାଗରରେ

ମୁମ୍ବାଇ,୨।୧୨: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ଙ୍କ ଠିକଣା ଏବେ ବଦଳିଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଲାଗି ଉଦ୍ଦିଷ୍ଟ ସରକାରୀ ବାସ ଭବନ ଛାଡିବା ପରେ ଏବେ ତାଙ୍କୁ ମୁମ୍ବାଇର ସାଗର ଅଞ୍ଚଳରେ ବାସ ଭବନ ଯୋଗାଇ ଦିଆଯିବ। ଫଡ୍‌ନବିସ ବିଧାନସଭାରେ ବିରୋଧୀ ଦଳ…

ଅଧ୍ୟାପିକା ଆତ୍ମହତ୍ୟା ମାମଲା: ଝାରପୋଖରିଆ ଆଇଆଇସି ନିଲମ୍ବିତ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ମୟୁରଭଞ୍ଜ ଜିଲାରେ ବଳାତ୍କାରର ଶିକାର ହୋଇ ଜଣେ ଅଧ୍ୟାପିକା ପୋଲିସଠାରୁ ନ୍ୟାୟ ନ ପାଇ ଆତ୍ମହତ୍ୟା କରିବା ଭଳି ଘଟଣା ରାଜ୍ୟରେ ଆଲୋଡନ ସୃଷ୍ଟି କରିଛି। ଏହି ଘଟଣାରେ କାର୍ଯ୍ୟରେ ଅବହେଳା ଯୋଗୁ ଝାରପୋଖରିଆ ଆଇଆଇସିଙ୍କୁ ଶରତ ମହାଳିକଙ୍କୁ କାର୍ଯ୍ୟରୁ…

ମାଓବାଦୀଙ୍କ ପିଏଲ୍‌ଜିଏ ସପ୍ତାହ ପାଳନ ଆରମ୍ଭ : ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ମାଲକାନଗିରି,୨।୧୨(ଡି.ଏନ୍‌.ଏ): ସୋମବାରଠାରୁ ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ଏକ ସପ୍ତାହ ବ୍ୟାପୀ ମାଓବାଦୀଙ୍କ ପିଏଲ୍‌ଜିଏ ସପ୍ତାହ ପାଳନ ଆରମ୍ଭ ହୋଇଛି। ଏଥି ନିମନ୍ତେ ଜିଲାର ବିଭିନ୍ନ ସ୍ଥାନରେ ମାଓବାଦୀଙ୍କ ପୋଷ୍ଟର ଲଗାଯାଇଥିବା ଦେଖିବାକୁ ମିଳିଛି। ଏହାକୁ ଦୃଷ୍ଟିରେ ରଖି ପୋଲିସ ବିଭାଗ…

ଦେଶର ୧୦ ରାଜ୍ୟରେ ନାହିଁ ମହିଳା ହେଲ୍ପ୍‌ଲାଇନ୍‌: ସେଥିରେ ରହିଛି ଭାଜପା ଶାସିତ ୯ ରାଜ୍ୟ

ନୂଆଦିଲ୍ଲୀ,୨।୧୨: ମହିଳାଙ୍କ ସୁରକ୍ଷା ପାଇଁ କେନ୍ଦ୍ର ସରକାର କେବଳ ମିଥ୍ୟା ପ୍ରତିଶ୍ରୁତି ଦେଉଛନ୍ତି। ଦେଶର ୧୦ଟି ରାଜ୍ୟରେ ମହିଳା ହେଲ୍ପ୍‌ଲାଇନ୍‌ ଆରମ୍ଭ ହୋଇ ନାହିଁ। ସେଥିମଧ୍ୟରେ ଭାଜପା ଶାସିତ ୯ ରାଜ୍ୟ ରହିଛି ବୋଲି କଂଗ୍ରେସ ପକ୍ଷରୁ ଅଭିଯୋଗ କରାଯାଇଛି। କଂଗ୍ରେସ…

ଧନୀ ଶିଳ୍ପପତିଙ୍କୁ ସନ୍ତୁଷ୍ଟ କରିବା ଲାଗି ଗରିବଙ୍କ ପେଟରେ ଲାତ ମାରୁଛି ଭାଜପା: ପ୍ରିୟଙ୍କା

ନୂଆଦିଲ୍ଲୀ,୨।୧୨: ଟେଲିକମ୍‌ କମ୍ପାନୀଗୁଡ଼ିକ ଇଣ୍ଟରନେଟ୍‌ ତଥା କଲ୍‌ ରେଟ୍‌ ବଢ଼ାଇଛନ୍ତି। ଏହାକୁ ନେଇ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଭାଜପା ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଧନୀ ଶିଳ୍ପପତିଙ୍କୁ ସନ୍ତୁଷ୍ଟ କରିବା ଲାଗି ଭାଜପା ସରକାର ଗରିବଙ୍କ ପେଟରେ ଲାତ…

ଜମିପଟ୍ଟା ଦାବି, ଜିଲାପାଳ ଅଫିସରେ ଧାରଣା ଦେଲେ ଭୂମିହୀନ ମହିଳା

ବରଗଡ ଅଫିସ,୨।୧୨: ବରଗଡ ପୌର ପରିଷଦ ଅନ୍ତର୍ଗତ ୱାର୍ଡ୍‌ ନଂ-୧୯ ଅଧୀନ ବନ୍ଧପଡା, ତ୍ରିନାଥ ନଗର ନିବାସୀ ଭୂମିହୀନ ପରିବାରର ମହିଳାମାନେ ଜମିପଟ୍ଟା ଦାବି ନେଇ ସୋମବାର ଜିଲାପାଳ ଅଫିସ ଆଗରେ ଧାରଣାରେ ବସିଥିଲେ। ଏନେଇ ସେମାନେ ବରଗଡ ଜିଲାପାଳ ଜ୍ୟୋତିରଞ୍ଜନ…

କୁନ୍ଦୁଲି ମାମଲା: କୋରାପୁଟରେ ପହଞ୍ଚିଲା ଏସଆଇଟି ଟିମ୍‌

କୋରାପୁଟ, ୨।୧୨(ସ୍ବ.ପ୍ର.): କୁନ୍ଦୁଲି ଗଣବଳାତ୍କାର ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଏସଆଇଟି ଟିମ୍‌ ସୋମବାର କୋରାପୁଟ୍‌ରେ ପହଞ୍ଚିଛନ୍ତି। ଏହି ଟିମ୍‌ କୋରାପୁଟ ଡିଆଇଜି କାର୍ଯ୍ୟାଳୟରେ ପହଞ୍ଚି କୁନ୍ଦୁଲି ପୀଡିତାର ମା’ ଦୋମାଇ ସାତି, ଭାଇ ଲକ୍ଷ୍ମଣ ଖରା ଏବଂ ଖୁଡିଙ୍କ ସହ…

ଡାକ୍ତରଙ୍କ ଧର୍ମଘଟ: କେନ୍ଦ୍ର ସରକାର ଏବଂ ମେଡ଼ିକାଲ କାଉନସିଲ୍‌କୁ ନୋଟିସ୍‌ ଜାରି କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨।୧୨: ଦେଶରେ ଜାରି ରହିଥିବା ଡାକ୍ତରଙ୍କ ଧର୍ମଘଟ ନେଇ ସୁପ୍ରିମ୍‌କୋର୍ଟ କେନ୍ଦ୍ର ସରକାର ଏବଂ ମେଡ଼ିକାଲ କାଉନସିଲ୍‌କୁ ନୋଟିସ୍‌ ଜାରି କରିଛନ୍ତି। ଧର୍ମଘଟ ବିରୋଧରେ ଦାଖଲ ହୋଇଥିବା ଏକ ଆବେଦନର ଶୁଣାଣି କରି ସର୍ବୋଚ୍ଚ ନ୍ୟାୟାଳୟ ଏପରି ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟ…

ଏମିତି ସହର, ଯେଉଁଠି କୌଣସି ଗଳି କିମ୍ବା ରାସ୍ତାର ନାଁ ନାହିଁ

ଜର୍ମାନୀ: ଆଜିର ସମୟରେ ଗଳିକନ୍ଦି, ସାହିବସ୍ତିର ନାଁ ଥିବାବେଳେ ବିଶ୍ୱରେ ଏମିତି ଏକ ସହର ରହିଛି, ଯେଉଁଠି ମୁଖ୍ୟ ଛକକୁ ଛାଡ଼ିଦେଲେ ଅନ୍ୟ କୌଣସି ଛକ, ଗଳି, ରାସ୍ତା ସବୁ ବେନାମୀ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏମିତି ଏକ ସହର…

୪୦ ଟଙ୍କାରେ ପିଆଜ ବିକିଲା କଂଗ୍ରେସ

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ପିଆଜ ଦରକୁ ନେଇ ସାରା ଦେଶରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ସର୍ବକାଳୀନ ରେକର୍ଡ ଭଙ୍ଗ କରି ଅନେକ ରାଜ୍ୟରେ ପିଆଜ କିଲୋ ପ୍ରତି ୮୦ରୁ ୧୨୦ ଟଙ୍କାରେ ପହଞ୍ଚିଛି। ତେଣୁ ପିଆଜ ମୂଲ୍ୟ ବୃଦ୍ଧିକୁ ରୋକିବା ପାଇଁ…

ଦାନ୍ତ ଘଷିଲେ କମେ ହାର୍ଟଆଟାକ୍‌ ଆଶଙ୍କା !

ଓ୍ବାଶିଂଟନ,୨।୧୨: ଦାନ୍ତ ଘଷିବା ଦ୍ୱାରା ହାର୍ଟଆଟାକ୍‌ ଆଶଙ୍କା କମେ। ଏନେଇ ନିକଟରେ ଏକ ଗବେଷଣା ଭିତ୍ତିକ ରିପୋର୍ଟ ୟୁରୋପିଆନ୍‌ ଜର୍ନାଲ୍‌ ଅଫ୍‌ ପ୍ରିଭେଣ୍ଟିଭ୍‌ କାର୍ଡିଓଲୋଜିରେ ପ୍ରକାଶ ପାଇଛି। ଦାନ୍ତରେ ସୃଷ୍ଟି ହେଉଥିବା ବ୍ୟାକ୍ଟେରିଆ ଧମନୀରେ ରକ୍ତ ପ୍ରବାହ ପ୍ରକ୍ରିୟାକୁ ପ୍ରଭାବିତ କରିଥାଏ।…

ପୁରୀ ପଞ୍ଜାବୀ ମଠକୁ ସିଲ୍‌ କଲା ପୋଲିସ

ପୁରୀ ଅଫିସ୍‌, ୨।୧୨: ଶ୍ରୀମନ୍ଦିର ଦକ୍ଷିଣ ପାର୍ଶ୍ୱରେ ଥିବା ପଞ୍ଜାବୀ ମଠକୁ ସୋମବାର ପୋଲିସ ସିଲ୍‌ କରିଦେଇଛି। ରବିବାର ରାତିରେ ମଠରେ ନିଶାକାରବାର ହେଉଥିବା ଖବର ପାଇ ସୋମବାର ପୋଲିସ ଚଢାଉ କରିଥିଲା। ଚଢାଉ ସମୟରେ ମଠ ପରିସରରେ କୋରେକ୍ସ ବୋତଲ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri