ପ୍ରିୟଙ୍କା ଗାନ୍ଧୀଙ୍କୁ ଭୁଲିଗଲେ କଂଗ୍ରେସ ନେତା: କହିଲେ ପ୍ରିୟଙ୍କା ଚୋପ୍ରା ଜିନ୍ଦାବାଦ
ନୂଆଦିଲ୍ଲୀ,୨।୧୨: ଏବେ ସୋସିଆଲ ମିିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ କେତେଜଣ କଂଗ୍ରେସ କର୍ମୀ ଓ ନେତାଙ୍କୁ ଦେଖିବାକୁ ମିଳିଛି। ଏଥିରେ କିନ୍ତୁ ପ୍ରିୟଙ୍କା ଚୋପ୍ରା ଜିନ୍ଦାବାଦ ବୋଲି କୁହାଯାଉଛି। ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ତେବେ ଭିଡିଓଟି…
ନିୟନ୍ତ୍ରଣ ରେଖାରେ ଭାରତୀୟ ସେନା ପକ୍ଷରୁ କଡ଼ା ଜବାବ: ୬ ପାକିସ୍ତାନୀ ଫରଓ୍ବାର୍ଡ ପୋଷ୍ଟ ଧ୍ୱଂସ
ଶ୍ରୀନଗର,୨।୧୨: ଜମ୍ମୁ-କଶ୍ମୀରର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଗତ ୩ ଦିନ ଧରି ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟରୁ ଭାରତୀୟ ପୋଷ୍ଟଗୁଡ଼ିକୁ ଲକ୍ଷ୍ୟ କରି ମୋର୍ଟାର ଶେଲିଂ ମାଡ଼ ଜାରି ରହିଥିଲା। ତେବେ ଭାରତୀୟ ସେନା ପକ୍ଷରୁ ଶାହପୁର ସେକ୍ଟରରେ…
ବୁଲେଟ୍ ଟ୍ରେନ୍ ପରିଯୋଜନାର ସମୀକ୍ଷା କରିବେ ଉଦ୍ଧବ ସରକାର
ମୁମ୍ବାଇ,୨।୧୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ପଦରେ ବସିବା ପରେ ଉଦ୍ଧବ ଠାକରେ ବୁଲେଟ୍ ଟ୍ରେନ୍ ପରିଯୋଜନା ସହ ମହାରାଷ୍ଟ୍ରର ଅନ୍ୟ ବିକାଶ ମୂଳକ କାର୍ଯ୍ୟର ସମୀକ୍ଷା ପାଇଁ ନିର୍ଦ୍ଦେଶ ଦେଇଥିବା କହିଛନ୍ତି। ବୁଲେଟ୍ ଟ୍ରେନ୍ ପରିଯୋଜନାକୁ କୃଷକ ଓ ଅନୁସୂଚିତ ଜନଜାତି ବିରୋଧ…
ତାମିଲନାଡୁରେ ପ୍ରବଳ ବର୍ଷା: କାନ୍ଥ ଭୂଷୁଡି ୧୫ ମୃତ
ମେଟୁପାଲୟମ୍,୨।୧୨: ତାମିଲନାଡୁରେ ରବିବାର ପ୍ରବଳ ବର୍ଷା ହୋଇଛି। ଏହା ଫଳରେ ଅଧିକାଂଶ ଅଞ୍ଚଳ ଜଳାର୍ଣ୍ଣବ ହେବା ସହ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ସୋମବାର ସକାଳେ ଏହି ବର୍ଷା ଫଳରେ ମେଟୁପାଲୟମ୍ର ନାଦୁର କନ୍ନାପନ ଲେଆଉଟ୍ଠାରେ ଏକ କାନ୍ଥ ଭୂଷୁଡି ପଡିବାରୁ…
ବିବାହ ବନ୍ଧନରେ ବାନ୍ଧିହେଲେ ଦଙ୍ଗଲ ଗର୍ଲ
ଚଣ୍ଡିଗଡ଼,୨।୧୨: ଅନ୍ତରାଷ୍ଟ୍ରୀୟ ପଦକ ବିଜେତା ତଥା ଦଙ୍ଗଲ ଗର୍ଲ ନାଁରେ ବେଶ୍ ପରିଚିତ ଥିବା ରେସ୍ଲର ବବିତା ଫୋଗଟ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ହରିୟାଣା ଚରଖି ଦାଦରି ଜିଲାର ବଲାଲି ଗାଁରେ ଉକ୍ତ ବିବାହ ରବିବାର ଅନୁଷ୍ଠିତ ହୋଇଥିଲା। ହିନ୍ଦୁ…
ଓରାଲ ଆଣ୍ଟିବାୟୋଟିକ ଓ ପାର୍କିନସନସ
କେତେକ ଓରାଲ ଆଣ୍ଟିବାୟୋଟିକ ଦୀର୍ଘ ବର୍ଷ ଧରି ଖାଇଲେ ତାହାର ଖରାପ ପ୍ରଭାବ ଶରୀର ଉପରେ ପଡିଥାଏ। ଓ୍ବାଶିଂଟନ୍ ୟୁନିଭର୍ସିଟିର ସ୍ନାୟୂୁଶଲ୍ୟ ବିଶେଷଜ୍ଞମାନେ ଏପରି ସତର୍କ ସୂଚନା ଦେଇଛନ୍ତି। ଦୀର୍ଘ ବର୍ଷ ଧରି ଓରାଲ ଆଣ୍ଟିବାୟୋଟିକ ଖାଇବା ଦ୍ୱାରା ଆମ ଶରୀର…
୩୫ ବର୍ଷରେ ଭୋପାଳ ବିଷାକ୍ତ ଗ୍ୟାସ୍ ବିଭୀଷିକା: ଏବେ ବି ମିଳିନି ମୃତକଙ୍କୁ ନ୍ୟାୟ !
ଭୋପାଳ,୨।୧୨: ମଧ୍ୟପ୍ରଦେଶର ଭୋପାଳ ବିଷାକ୍ତ ଗ୍ୟାସ୍ ବିଭୀଷିକାକୁ ଇତିମଧ୍ୟରେ ୩୫ବର୍ଷ ପୂରିଛି। ଏବେ ମଧ୍ୟ ମୃତକଙ୍କୁ ମିଳିନି ନ୍ୟାୟ। ଦୋଷୀ ଆଇନ ହାତରୁ ସହଜରେ ଖସି ଯାଇଥିବା ଆଲୋଚନା ହେଉଛି । ୧୯୮୪ ଡିସେମ୍ବର ୨-୩ ତାରିଖ କାଳରାତିରେ ସ୍ଥାନୀୟ ପେଷ୍ଟିସାଇଡ୍…
ଅରୁଣ ସୌରିି ଅସୁସ୍ଥ
ପୁଣେ,୨।୧୨: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ସାମ୍ବାଦିକ ଅରୁଣ ସୌରି ଅସୁସ୍ଥ ହୋଇପଡିଛନ୍ତି। ରବିବାର ରାତିରେ ସେ ଚେତାଶୂନ୍ୟ ହୋଇଯିବାରୁ ତାଙ୍କୁ ପୁଣେର ରୁବି ହାଲ୍ କ୍ଲିନକରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ୭୮ ବର୍ଷିୟ ସୌରିଙ୍କର ହସ୍ପିଟାଲରେ ସମସ୍ତ ପରୀକ୍ଷା…
ଫାଇଲେରିଆର ପ୍ରାଦୁର୍ଭାବ
”ଫାଇଲେରିଆ ଗୋଟିଏ ମଶା ବାହକ ରୋଗ। ଅସ୍ବାସ୍ଥ୍ୟକର ପରିବେଶ ଓ ଢାଙ୍କୁଣି ନ ଥିବା ନର୍ଦ୍ଦମା ପାଣିରେ ମଶାମାନେ ଅଣ୍ଡା ଦେଇ ବଂଶ ବିସ୍ତାର କରନ୍ତି। ଏହି ରୋଗରେ ମୃତ୍ୟୁହାର ନଗଣ୍ୟ ହୋଇଥିବାରୁ ପ୍ରଶାସନ ଉଦାସୀନ। ରୋଗୀ ସାରା ଜୀବନ ଜ୍ୱର…
ଫଡ୍ନବିସଙ୍କ ୮୦ ଘଣ୍ଟିଆ ମୁଖ୍ୟମନ୍ତ୍ରୀ ହେବାର ଗୁମର ଫିଟିଲା: କେନ୍ଦ୍ରର ୪୦ ହଜାର କୋଟି ସୁରକ୍ଷିତ !
ମୁମ୍ବାଇ,୨।୧୨: ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେ ସରକାରଙ୍କର ଶାସନ ଆରମ୍ଭ ହୋଇଛି। ତେବେ ଆବଶ୍ୟକ ସଂଖ୍ୟାଗରିଷ୍ଠତା ନ ଥାଇ ମଧ୍ୟ କାହିଁକି ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍ନବିସ ୮୦ ଘଣ୍ଟା ପାଇଁ ଶାସନ ଡୋରି ଧରିଲେ ତାହାର ଗୁମର ଫିଟିଛି। ଭାଜପା…
ଏହି ଅଭିନେତ୍ରୀଙ୍କୁ ବିବାହ କରିବେ କ୍ରିକେଟର ମନୀଷ ପାଣ୍ଡେ
ଭାରତୀୟ ଦଳର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ୍ ତଥା କର୍ନାଟକ ରଣଜୀ ଦଳର ଅଧିନାୟକ ମନୀଷ ପାଣ୍ଡେ ହାତକୁ ଦି’ ହାତ ହେବାକୁ ଯାଉଛନ୍ତି। ସେ ଦକ୍ଷିଣ ଭାରତୀୟ ଅଭିନେତ୍ରୀ ଆଶ୍ରିତା ସେଟ୍ଟୀଙ୍କୁ ବିବାହ କରିବାକୁ ଯାଉଛନ୍ତି। ମୁମ୍ବାଇରେ ଆଡମ୍ବରର ସହ ବିବାହ ଆୟୋଜନ…
‘ହଜାରେ ଜରିମାନା ଦେଇଛି, ହେଲମେଟ୍ ନ ପିନ୍ଧି ବୁଲିବି’
ଭୁବନେଶ୍ୱର,୨।୧୨(ବ୍ୟୁରୋ): ଯାଞ୍ଚବେଳେ କଟକ ଭଳି ଭୁବନେଶ୍ୱରରେ ମଧ୍ୟ କେତେଜଣ ନିୟମ ଉଲ୍ଲଂଘନକାରୀ ପୋଲିସ ସହ ଅଜବ ଯୁକ୍ତି କରିଥିଲେ। ରାଜମହଲ ଛକରେ ଫୋର୍ସ ଉପସ୍ଥିତିରେ ପୋଲିସ ଯାଞ୍ଚବେଳେ ହେଲ୍ମେଟ୍ ନ ପିନ୍ଧି ବାଇକ୍ ଚଳାଇ ଯାଉଥିବା ଜଣେ ଯୁବକ ଧରାପଡିଥିଲେ। ପୋଲିସ…
Archives


