ସିଏଏ ବିରୋଧରେ ହିଂସା: ୨୨ ବିଶ୍ୱବିଦ୍ୟାଳୟରେ ଅଶାନ୍ତି; ଆସାମରେ ୪ ମୃତ ୧୯୦ରୁ ଅଧିକ ଗିରଫ; ୩ ହଜାରରୁ ଅଧିକ ଅଟକ
ନୂଆଦିଲ୍ଲୀ,୧୭।୧୨: ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ଦେଶର ୨୨ଟି ପ୍ରମୁଖ ବିଶ୍ୱବିଦ୍ୟାଳୟରେ ଅଶାନ୍ତି ବଢ଼ିଚାଲିଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବାରେ ପ୍ରଶାସନ ପକ୍ଷରୁ ଉଦ୍ୟମ ହେଉଥିଲେ ମଧ୍ୟ ସଫଳତା ମିଳିପାରୁ ନାହିଁ। ଆସାମରେ ଏହାକୁ ନେଇ ଘଟିଥିବା ହିଂସାରେ ୪ ଜଣଙ୍କ…
ପଡିଆରୁ ନବଜାତ ଶିଶୁ କନ୍ୟା ଉଦ୍ଧାର
ଜଗନ୍ନାଥ ପ୍ରସାଦ,୧୭।୧୨ (ଡି.ଏନ.ଏ): ପୁଣି ଅଲୋଡା ଶିଶୁ କନ୍ୟା ଉଦ୍ଧାର। ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅଲାଡ଼ି ପଞ୍ଚାୟତ କାଦପ ଗ୍ରାମରେ ଏଭଳି ଘଟଣା ଦେଖିବାକୁ ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ସକାଳ ୭ଟା ସମୟରେ ଗ୍ରାମର ମହିଳା ଶାନ୍ତିଲତା…
ଓସ୍କାର ଦୌଡରୁ ବାଦ୍ ପଡିଲା ‘ଗଲି ବୟ’
ନୂଆଦିଲ୍ଲୀ,୧୭।୧୨: ଆଲିଆ ଭଟ୍ଟ ଓ ରଣବୀର ସିଂଙ୍କ ଷ୍ଟାରକାଷ୍ଟରେ ନିର୍ମାଣ କରାଯାଇଥିବା ଫିଲ୍ମ ‘ଗଲି ବୟ’ ଓସ୍କାର ଦୌଡରୁ ବାଦ୍ ପଡିଛି। ଭାରତ ପକ୍ଷରୁ ଏହାକୁ ୯୨ତମ ଏକାଡେମୀ ଆଓ୍ବାର୍ଡ ପାଇଁ ପଠାଯାଇଥିଲା। ‘ଗଲି ବୟ’ର ଏଣ୍ଟ୍ରି ବେଷ୍ଟ ଇଣ୍ଟରନ୍ୟାଶନାଲ ଫିଚର…
ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଉଚ୍ଛେଦ ପ୍ରକ୍ରିୟା ଜାରି: ଭଙ୍ଗାଗଲା ଘରୋଇ କୋଠା
ପୁରୀ ଅଫିସ୍, ୧୭।୧୨: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ସୋମବାର ଦୋଳବେଦୀ କୋଣସ୍ଥିତ ଏକ ତିନି ମହଲା ଘରୋଇ କୋଠା ଭଙ୍ଗାଯାଇଥିବାବେଳେ ମଙ୍ଗଳବାର ଗାଣ୍ଡୁଆଚଉରା ଛକରେ ଉଚ୍ଛେଦ ଚାଲିଛି। ଦାମୋଦର ସିଂଘାରୀଙ୍କ ଦୁଇ ମହଲା ବିଶିଷ୍ଟ କୋଠା…
ମାଗଣାରେ ଖାଇବାକୁ ବାଂଲାଦେଶ ଆସୁଛନ୍ତି ଭାରତୀୟ: ବୈଦେଶିକ ମନ୍ତ୍ରୀ
ଢାକା,୧୭।୧୨: ନାଗରିକତା ସଂଶୋଧନ ଆଇନ (ସିଏଏ) ଓ ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି)କୁ ନେଇ ସାରା ଦେଶରେ ନିଆଁ ଜଳୁଛି। ଏହାରି ଭିତରେ ବାଂଲାଦେଶ ବୈଦେଶିକ ମନ୍ତ୍ରୀଙ୍କର ଏକ ଚାଞ୍ଚଲ୍ୟକର ବୟାନ ସାମ୍ନାକୁ ଆସିଛି। ରବିବାର ବାଂଲାଦେଶ ବୈଦେଶିକ ମନ୍ତ୍ରୀ ଡା.…
୩ ହଜାର ୬ ଶହ ବର୍ଷ ତଳେ ବ୍ୟବହୃତ ହେଉଥିଲା ସିଙ୍ଗଲ୍ ୟୁଜଡ୍ ମାଟିପାତ୍ର: କରାଯାଉଥିଲା ମଦ୍ୟପାନ
ଲଣ୍ଡନ,୧୭।୧୨: ଲଣ୍ଡନ ମ୍ୟୁଜିୟମ୍ରେ ୩ ହଜାର ୬ ଶହ ବର୍ଷ ପୁରୁଣା ଏକ ଅଧାଭଙ୍ଗା ମାଟିପାତ୍ର ରହିଛି। ଏହା ଖ୍ରୀଷ୍ଟପୂର୍ବ ୨୭୦୦ରୁ ୧୪୫୦ ମଧ୍ୟରେ ନିର୍ମାଣ କରାଯାଇଥିବା କୁହାଯାଉଛି। ଏଭଳି ମାଟିପାତ୍ର ଗ୍ରୀସ୍ର ମିନୋଅନ ସଭ୍ୟତା ସମୟରେ କ୍ରେତେ ଦ୍ୱୀପରେ ଲୋକେ…
କାର୍ଟୁନ ଗୋଦାମରେ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
ବାରିପଦା ଅଫିସ,୧୭।୧୨: ବାରିପଦା ସହର ଉପକଣ୍ଠ ମଞ୍ଚାବନ୍ଧାସ୍ଥିତ ଏକ କାର୍ଟୁନ ଗୋଦାମରେ ସୋମବାର ବିଳମ୍ବିତ ରାତିରେ ନିଆଁ ଲାଗିଥିଲା। ଖବର ପାଇ ଅଗ୍ନିଶମ ବିଭାଗର ୩ଟି ଗାଡି ଆସି ନିଆଁକୁ ଆୟତ କରିଥିଲେ। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ସମ୍ପତ୍ତି ପୋଡି ଯାଇଥିବା…
ସିଏଏ ଦେଶରେ ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିପାରେ: ମାୟାବତୀ
ଲକ୍ଷ୍ନୌ,୧୭।୧୨: ସିଟିଜେନଶିପ ଆମେଣ୍ଡମେଣ୍ଟ ଆକ୍ଟ(ସିଏଏ) ବା ନାଗରିକତ୍ୱ ସଂଶୋଧନ ଆଇନକୁ ନେଇ ସାରା ଦେଶରେ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ ଏହାକୁ ନେଇ ବହୁଜନ ସମାଜ ପାର୍ଟି(ବିଏସ୍ପି) ସୁପ୍ରିମୋ ମାୟାବତୀ ମଧ୍ୟ ମୁହଁ ଖୋଲିଛନ୍ତି। ସେ କହିଛନ୍ତି କେନ୍ଦ୍ର ସରକାର ଏହି…
ତୃତୀୟ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର
ଧାମନଗର, ୧୭।୧୨(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଅଞ୍ଚଳରେ ଜଣେ ତୃତୀୟ ଶ୍ରେଣୀର ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ସୋମବାର ଅପରାହ୍ନରେ ଏକ ବିଦ୍ୟାଳୟ ପଛପଟରେ ଜଣେ ଯୁବକ ବଳାତ୍କାର କରିଥିବା ଜଣାପଡିଛି। ଖବର ପାଇ ପୋଲିସ ବିଳମ୍ବିତ ରାତିରେ ଅଭିଯୁକ୍ତଙ୍କୁ…
ବିରୋଧୀ ଦଳଙ୍କୁ ନେଇ ସାଥିରେ ଚାଲିବାକୁ ମୋଦି ସରକାରଙ୍କୁ ପରାମର୍ଶ ଦେଲେ ପ୍ରଣବ ମୁଖାର୍ଜୀ
ନୂଆଦିଲ୍ଲୀ,୧୭।୧୨: ବିରୋଧୀ ଦଳଙ୍କୁ ନେଇ ସାଥିରେ ଚାଲିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ପରାମର୍ଶ ଦେଇଛନ୍ତି। ଏହା ସହିତ ବହୁସଂଖ୍ୟକବାଦଠାରୁ ଦଳକୁ ଦୂରେଇ ରଖିବାକୁ ସେ କହିଛନ୍ତି। ଜନତାଙ୍କ ଦ୍ୱାରା ବହୁମତରେ କ୍ଷମତାକୁ ଆସିବା ପରେ…
ସେଲଫି ହେଲା କାଳ: ନଦୀରେ ଭାସିଯାଇଥିବା ଛାତ୍ରୀଙ୍କ ମୃତଦେହ ଉଦ୍ଧାର
ଯାଜପୁର ଅଫିସ,୧୭।୧୨: ତନ୍ତୀଘାଇ ନଦୀରେ ସେଲଫି ଉଠାଉଥିବାବେଳେ ଭାସିଯାଇଥିବା ଯାଜପୁର ଜିଲା ଏରବାଙ୍କ ଗ୍ରାମର ଛାତ୍ରୀ ସାଇତା ବେଗମ(୧୭)ଙ୍କ ମୃତଦେହକୁ ମଙ୍ଗଳବାର ସକାଳ ୮ଟାରେ ଉଦ୍ଧାର କରାଯାଇଛି। ବରୀ ବ୍ଲକ ବିଞ୍ଝାରପୁର ଥାନା ଅନ୍ତର୍ଗତ ଏରଡା ଗ୍ରାମର ଏକ ପୋଲ ତଳେ…
ଚାଇନା କୋଇଲା ଖଣି ବିସ୍ଫୋରଣ: ୧୪ ମୃତ
ବେଜିଂ,୧୭।୧୨: ଚାଇନାରେ ଏକ କୋଇଲା ଖଣିରେ ବିସ୍ଫୋରଣ ହେବା ଫଳରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଖଣିରେ ପାଖାପାଖି ୩୪୬ ଶ୍ରମିକ କାମ କରୁଥିବା ବେଳେ ଏହି ବିସ୍ଫୋରଣ ହୋଇଥିବା କହିଛି ଚାଇନାର ଗଣମାଧ୍ୟମ ସିନୁଆ ନ୍ୟୁଜ। ଏମାନଙ୍କ ସହ…
Archives


