Home

ନାବାଳିକାଙ୍କୁ ଅପହରଣ କରି ବିବାହ ଘଟଣା: ଜେଲ ଗଲେ ଅଭିଯୁକ୍ତ ସ୍ବାମୀ

ରୂପ୍‌ସା,୫।୨(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ସାର୍ଥା ଫାଣ୍ଡି ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ କରି ବିବାହ କରିଥିବା ଅଭିଯୋଗରେ ସିଂଲା ଥାନା ପୋଲିସ ଶୁକଦେବ ମଲିକ (୩୦)ଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଛି। ଜାମିନ ନାମଞ୍ଜୁ…

ହାର୍ଟ ଅପରେଶନ କରିବେ ଲେହମ୍ୟାନ

ସିଡ୍‌ନୀ, ୫।୨ (ଏଏଫ୍‌ପି): ପୂର୍ବତନ ଅଷ୍ଟ୍ରେଲିଆ କ୍ରିକେଟର୍‌ ତଥା କୋଚ୍‌ ଡାରେନ ଲେହମ୍ୟାନ ହାର୍ଟ ବାଇପାସ ଅପରେସନ କରିବେ। ବୁଧବାର ଛାତିରେ କଷ୍ଟ ଅନୁଭବ କରିବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଅଷ୍ଟ୍ରେଲିଆର ଏହି ଲୋକପ୍ରିୟ କ୍ରିକେଟର୍‌ଙ୍କ ବୁଧବାର ୫୦ତମ…

ନ୍ୟୁଜିଲାଣ୍ଡ ଗସ୍ତରେ ଭାରତର ପ୍ରଥମ ପରାଜୟ

ହାମିଲଟନ, ୫।୨(ପି.ଟି.): ଟି୨୦ ସିରିଜ୍‌ରେ ୫-୦ରେ ବିଜୟୀ ହୋଇ କ୍ଲିନ୍‌ ସୁଇପ୍‌ କରିଥିବା ବିରାଟ କୋହଲିଙ୍କ ନେତୃତ୍ୱାଧିନ ଭାରତ ଦିନିକିଆ ସିରିଜରେ କିନ୍ତୁ ପରାଜୟରୁ ଅଭିଯାନ ଆରମ୍ଭ କରିଛି। ସ୍ଥାନୀୟ ସେଡନ ପାର୍କ ଗ୍ରାଉଣ୍ଡରେ ବୁଧବାର ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚ୍‌ରେ…

ପୁଣି ପରଭେଶଙ୍କ ଉପରେ ଲାଗିଲା କଟକଣା

ନୂଆଦିଲ୍ଲୀ,୫।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସିଲାଣି। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳ କସରତ କରୁଥିବା ବେଳେ ନିର୍ବାଚନୀ ପ୍ରଚାରକୁ ମଧ୍ୟ ଜୋରଦାର କରାଯାଇଛି। ଇତିମଧ୍ୟରେ ଭାଜପାର ଏମ୍‌ପି ପରଭେଶ ବର୍ମାଙ୍କ ଉପରେ ନିର୍ବାଚନ କମିଶନ ବୁଧବାର ପୁଣି ଥରେ କଟକଣା…

ମାଲକାନଗିରି ବ୍ଲକସ୍ତରୀୟ ମାଲ୍ୟବନ୍ତ ମହୋତ୍ସବ: ଜିଲାର ବିକାଶରେ ଗଣପର୍ବର ଭୂମିକା ଗୁରୁତ୍ୱପୂର୍ଣ୍ଣ

ମାଲକାନଗିରି,୫ା୨(ଡି.ଏନ.ଏ.): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ପଞ୍ଚାୟତ ସମିତି ତରଫରୁ ବୁଧବାର ବ୍ଲକସ୍ତରୀୟ ମାଲ୍ୟବନ୍ତ ମହୋତ୍ସବ ଅନୁଷ୍ଠିତ ହୋଇଛି। ପୂର୍ବାହ୍ନରେ ନିକଟସ୍ଥ ସତୀଗୁଡା ଜଳଭଣ୍ଡାରର ଚମ୍ପାଖାରୀ ଗ୍ରାମ ଦୁର୍ଗା ମନ୍ଦିର ଘାଟରୁ ପବିତ୍ର ଜଳ ସଂଗ୍ରହ କରାଯାଇଥିଲା। ଶତାଧିକ ମହିଳା ପୁରୁଷ…

ସାମ୍ନାକୁ ଆସିଲା ରାମମନ୍ଦିର ଟ୍ରଷ୍ଟର ପ୍ରଥମ ସଦସ୍ୟଙ୍କ ନାମ

ନୂଆଦିଲ୍ଲୀ,୫।୨: କେନ୍ଦ୍ର ସରକାରଙ୍କ ପକ୍ଷରୁ ଉତ୍ତରପ୍ରଦେଶ ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ପାଇଁ ଗଠିତ ହୋଇଥିବା ଶ୍ରୀରାମ ଜନ୍ମଭୂମି ତୀର୍ଥ ଟ୍ରଷ୍ଟରେ ୧୫ଜଣ ଟ୍ରଷ୍ଟି ରହିବେ। ବୁଧବାର ଏନେଇ ଲୋକ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିବା ପରେ ସ୍ବରାଷ୍ଟ୍ର ମନ୍ତ୍ରୀ…

ଦିନକ ପୂର୍ବରୁ ବନ୍ଦ ହେଲା ଚାଇନାରୁ ଆସିଥିବା ବରଙ୍କ ବିବାହ

ଥିରୁଭାନନ୍ଥମପୁରମ୍‌,୫।୨: ସାରା ବିଶ୍ୱରେ କରୋନାଭାଇରସ୍‌ ଆତଙ୍କ ଖେଳାଇଥିବା ବେଳେ ଚାଇନାରେ ଏହାର ମୃତ୍ୟୁ ସଂଖ୍ୟା ୪୯୦କୁ ଛୁଇଁଛି। ଆଉ ୨୪ହଜାରରୁ ଊର୍ଦ୍ଧ୍ୱ ଲୋକ ଏହି ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଏଭଳି ସ୍ଥିତିରେ ଚାଇନାକୁ ଯିବା ଓ ଆସିବା ଉପରେ ପ୍ରତିବନ୍ଧକ ଲଗାଯାଇଛି।…

ଚିତାର ବେଗ ଘଣ୍ଟାକୁ ୧୦୨ କି.ମି., ଭିଡିଓ ଭାଇରାଲ

ସୋସିଆଲ ମିଡିଆରେ ପ୍ରାୟ ସମୟରେ ଅନେକ ଜୀବଜନ୍ତୁଙ୍କ ଭିଡିଓ ଭାଇରାଲ ହୋଇଥାଏ। ଆଉ ଏହାକୁ ଲୋକମାନେ ମଧ୍ୟ ବେଶ୍‌ ପସନ୍ଦ କରିଥାନ୍ତି। ଜୀବମାନଙ୍କ ମଧ୍ୟରେ ଚିତା ଖୁବ୍‌ ବେଗରେ ଦୌଡ଼ିପାରେ। ନିଜର ଫୂର୍ତ୍ତି ଓ ବେଗ ପାଇଁ ପରିଚିତ। ନିକଟରେ ଏଭଳି…

ସିଂହଛୁଆକୁ ଧରି ଗଛରେ ଚଢ଼ିଗଲା ମାଙ୍କଡ଼, ଫଟୋ ଭାଇରାଲ

ଜୋହାନ୍ସ୍‌ବର୍ଗ: ଦକ୍ଷିଣଆଫ୍ରିକାର କ୍ରୁଗୁର ନ୍ୟାଶନାଲ ପାର୍କରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି। ଗୋଟିଏ ମାଙ୍କଡ଼ ଏକ ସିଂହ ଛୁଆକୁ ଟେକି ନେଇ ଗଛ ଉପରକୁ ଚଢ଼ିଯାଇଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ସିଂହଛୁଆଟିକୁ ମାଙ୍କଡ଼ ଗଛ…

ଶିକ୍ଷକ ପଦବୀ ପୂରଣ ଦାବିରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ

ଦାରିଙ୍ଗବାଡ଼ି,୫।୨(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ହାତୀମୁଣ୍ଡାର ତାମାଙ୍ଗି ସରକାରୀ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ପଦବୀ ପୂରଣ ସହ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ବୁଧବାର ଛାତ୍ରୀଛାତ୍ରଙ୍କ ସମେତ ଅଭିଭାବକମାନେ ବିଦ୍ୟାଳୟରେ ତାଲା ପକାଇ ଧାରଣାରେ ବସିଛନ୍ତି।…

ପଇଡ଼ ଭିତରେ ମଦ

ପାଟନା,୫।୨: ବିହାରରେ ମଦ ବିକ୍ରି ଓ ପିଇବା ଉପରେ ସମ୍ପୂର୍ଣ୍ଣ କଟକଣା କରାଯାଇଛି। କିନ୍ତୁ ପ୍ରତିଦିନ ଏଠାରେ ଲୁଚାଛପାରେ ମଦ କାରବାର ହେଉଥିବା ଘଟଣା ସାମ୍ନାକୁ ଆସିଛି। ମଦ ବିକ୍ରିକୁ ନେଇ ବିହାର ନଓ୍ବାଡାରୁ ଆସିଥିବା ଏକ ଘଟଣା ଏବେ ସମସ୍ତଙ୍କୁ…

ସିଲେଟକାନୀରେ ନାବାଳକଙ୍କୁ ବଳି ଅଭିଯୋଗ

ଦେଓଗାଁ,୫।୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ସିଲେଟକାନୀ ଗ୍ରାମରେ ଜଣେ ନାବାଳକଙ୍କୁ ବଳି ଦିଆଯାଇଥିବା ଅଭିଯୋଗ ହୋଇଛି। ଜାନୁଆରୀ ୨୨ରୁ ଇଟାଭାଟି ପାଖରୁ ନିଖୋଜ ହୋଇଯାଇଥିଲେ ନାବାଳକ ଜଣକ। ସୋନଗଡ଼ ନଦୀପଠାରୁ ବୁଧବାର ଖଣ୍ଡ ବିଖଣ୍ଡିତ ମୃତଦେହ ମିଳିଛି। ପୋଲିସ ମୃତଦେହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri