Home

ରାଜଧର୍ମ ରାଜନୀତି: ଅଟଳଙ୍କ କଥା ଶୁଣି ନ ଥିବା ମୋଦି ଆମକୁ କାହିଁକି ମାନିବେ କହିଲେ ଶିବଲ

ନୂଆଦିଲ୍ଲୀ,୨୯।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଦିଲ୍ଲୀରେ ହୋଇଥିବା ଭିଡ଼ହିଂସା ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିରୋଧୀ ଘେରିବାରେ ଲାଗିଛନ୍ତି। ମୋଦିଙ୍କ ରାଜଧର୍ମ ନେଇ ଏବେ ରାଜନୀତି ଜାରି ରହିଛି। ୨୦୦୨ରେ ଗୁଜରାଟ ଦଙ୍ଗା ସମୟରେ ତତ୍‌କାଳୀନ ମୁଖ୍ୟମନ୍ତ୍ରୀ ମୋଦିଙ୍କୁ ରାଜଧର୍ମ…

ଦିଲ୍ଲୀ ଦଙ୍ଗା: ହ୍ବାଟସ୍‌ ଆପ୍‌ ଉପରେ କଡା ନଜର

ନୂଆଦିଲ୍ଲୀ,୨୯।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଦିଲ୍ଲୀରେ ଉପୁଜିଥିବା ଦଙ୍ଗା ପରେ ଏବେ ସ୍ଥିତି ସାମାନ୍ୟ ହେବାରେ ଲାଗିଛି। ଏହାପରେ ବି କିଛି ସ୍ଥାନରେ ଚାପା ଉତ୍ତେଜନା ଲାଗି ରହିଛି। ଏବେସୁଦ୍ଧା ଏହି ଦଙ୍ଗାରେ ୪୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ…

ଲିଙ୍ଗରାଜଙ୍କୁ ଦର୍ଶନ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା

ଭୁବନେଶ୍ୱର, ୨୯।୨(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ଶନିବାର ପୁରୀ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଭୁବନେଶ୍ୱରରେ ପହଞ୍ଚି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିଛନ୍ତି। ଏହି ଅବସରରେ ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ବିଷାକ୍ତ ଛତୁ ଖାଇବା ତ ଦୂର ଛୁଇଁଲେ ବି ହେବ ମୃତ୍ୟୁ !

ସିଡ୍‌ନୀ, ୨୯।୨: ଛତୁ ଖାଇବାକୁ କେତେକ ପସନ୍ଦ କରିଥାନ୍ତି। କବକ ଜାତୀୟ ଏହି ଖାଦ୍ୟରେ ମଣିଷ ଶରୀର ପାଇଁ ଉପଯୋଗୀ ମଧ୍ୟ। ତେବେ ନିକଟରେ ଅଷ୍ଟ୍ରେଲିଆର କିଛି ଗବେଷକ ଏକ ପ୍ରକାର ବିଷାକ୍ତ ଛତୁ ସମ୍ପର୍କରେ ଏକ ରିପୋର୍ଟ ପ୍ରକାଶ କରିଛନ୍ତି।…

ସିଏଏ ହିଂସା: ଶିଲଂରେ କର୍ଫ୍ୟୁ, ୬ ଜିଲାରେ ଇଣ୍ଟରନେଟ୍‌ ସେବା ବନ୍ଦ

ଶିଲଂ,୨୯।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଦେଶର ବିଭିନ୍ନ ଭାଗରେ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ କେତେକ ସ୍ଥାନରେ ସମର୍ଥନ ମଧ୍ୟ କରାଯାଉଛି। ଶନିବାର ମେଘାଳୟରେ ଏହାକୁ ନେଇ ନୂଆ ଘଟଣା ସାମ୍ନାକୁ ଆସିଛି। ଏଠାରେ ସିଏଏକୁ ନେଇ ଖାସି ଛାତ୍ର…

ବାଇକ୍‌ ଡିକି ଭାଙ୍ଗି ବ୍ୟବସାୟୀଙ୍କଠାରୁ ୭ ଲକ୍ଷ ଚୋରି, ପୋଲିସ ତଦନ୍ତ ଆରମ୍ଭ

ତିହିଡି,୨୯।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଖେରଙ୍ଗ ପଞ୍ଚାୟତ ତଳବନ୍ଧ ଗ୍ରାମର ଜଣେ ବ୍ୟବସାୟୀଙ୍କ ବାଇକ୍‌ ଡିକି ଭାଙ୍ଗି କେହି ଦୁର୍ବୃତ୍ତ ଶୁକ୍ରବାର ମଧ୍ୟାହ୍ନରେ ୭ଲକ୍ଷ ଟଙ୍କା ଚୋରିକରି ନେଇଛନ୍ତି। ସେ ହେଲେ ସରୋଜ ରାଉତ। ପ୍ରକାଶ ଯେ, ସରୋଜ ଭଦ୍ରକସ୍ଥିତ…

ଭିଡ଼ ହିଂସାରେ ଜଳିଗଲା ନିରୀହ ଜୀବନ: ୪୩ ମୃତଦେହ ମଧ୍ୟରୁ ୩୦ ଚିହ୍ନଟ

ନୂଆଦିଲ୍ଲୀ,୨୯।୨: ଦିଲ୍ଲୀରେ ଘଟିଥିବା ଭିଡ ହିଂସାରେ ବହୁ ନିରୀହ ଜୀବନ ଜଳି ଯାଇଛି। ସେମାନେ ସିଏଏର ସମର୍ଥକ ଅବା ବିରୋଧି ନ ଥିଲେ। କିମ୍ବା ଦଙ୍ଗାରେ ବି ନ ଥିଲେ ସାମିଲ। ପୋଡ଼ାଜଳା ବି କରୁ ନ ଥିଲେ। ସିଏଏ ରାଜନୀତିରେ…

ପ୍ରୟାଗରାଜରେ ପୁଣି ହେବ ଓ୍ବାର୍ଲଡ ରେକର୍ଡ

ଲକ୍ଷ୍ନୌ,୨୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଉତ୍ତର ପ୍ରଦେଶ ଗସ୍ତ କରିଛନ୍ତି। ପ୍ରୟାଗରାଜରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଉତ୍ତର ପ୍ରଦେଶ ରାଜ୍ୟପାଳ ଆନନ୍ଦିବେନ ପଟେଲ ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସ୍ବାଗତ କରିଛନ୍ତି। ସେଠାରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ…

ମୁକ୍ତବାୟୁ ଶିଶୁଙ୍କୁ ନକାରାତ୍ମକ ଭାବନାରୁ ଦୂରରେ ରଖିଥାଏ

ଏବେକା ସମୟରେ ଶିଶୁମାନେ ଖୋଲା ପରିବେଶରେ ଖେଳିବା ଏବଂ ବୁଲିବା ବଦଳରେ ଘର ମଧ୍ୟରେ ମୋବାଇଲ୍‌ ଏବଂ କମ୍ପ୍ୟୁଟର୍‌ରେ ଖେଳିବା ଦେଖିବାକୁ ମିଳୁଛି। ତେବେ ମୁକ୍ତ ବାୟୁ ଶିଶୁମାନଙ୍କୁ ବିଭିନ୍ନ ପ୍ରକାର ନକାରାତ୍ମକ ଭାବନାଠାରୁ ଦୂରରେ ରଖିବାରେ ସାହାଯ୍ୟ କରିଥାଏ। ଏହା…

ଭାରତୀୟ ହେଲେ ୟାହୁର ନିର୍ଦ୍ଦେଶକ

ଓ୍ବାଶିଂଟନ,୨୯।୨: ଆମେରିକାର ସିଲିକନ ଭ୍ୟାଲି ସ୍ଥିତ ୟାହୁ ଡଟ୍‌ ଇନ୍‌ର ନିର୍ଦ୍ଦେଶକ ଭାବେ ଜଣେ ଭାରତୀୟ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ହେଉଛନ୍ତି ଉତ୍ତରପ୍ରଦେଶ ଗୋରଖପୁରର ସାହବଗଞ୍ଜ୍‌ ବାସିନ୍ଦା ଲାଲ୍‌ ମୋହିତ ଗୋଏଙ୍କା। ମୋହିତଙ୍କ ଏହି ସଫଳତା ନେଇ ପିତା କିଶନ…

ମୋ ସହ ଆତଙ୍କବାଦୀ ଭଳି ବ୍ୟବହାର କରାଯାଉଛି: ଆଜମ

ରାମପୁର,୨୯।୨: ଭୁଲ ତଥ୍ୟ ଦେଇଥିବା ମାମଲାରେ ଉତ୍ତର ପ୍ରଦେଶର ସୀତାପୁର ଜେଲରେ ବନ୍ଦଥିବା ସମାଜବାଦୀ ପାର୍ଟି ନେତା ତଥା ରାମପୁର ଏମ୍‌ପି ଆଜମ ଖାଁ ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ସରକାର ଉପରେ ବଡ ଅଭିଯୋଗ ଆଣିଛନ୍ତି। ପୂର୍ବତନ କ୍ୟାବିନେଟ ମନ୍ତ୍ରୀ…

ହୋମଗାର୍ଡଙ୍କୁ ଦୈନିକ ମଜୁରି ୫ଶହ ଟଙ୍କା ଦିଅ: ହାଇକୋର୍ଟ

କଟକ ଅଫିସ,୨୯।୨: ଓଡ଼ିଶା ପୋଲିସ ବିଭାଗରେ କାର୍ଯ୍ୟ କରୁଥିବା ହୋମଗାର୍ଡମାନଙ୍କ ପାଇଁ ଖୁସି ଖବର। ଏଣିକି ହୋମଗାର୍ଡମାନଙ୍କୁ ଦୈନିକ ୫୦୦ ଟଙ୍କା ମଜୁରି ମିଳିବ। ଶୁକ୍ରବାର ରାଜ୍ୟ ସରକାରଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ। ଜଷ୍ଟିସ୍‌ ବିଶ୍ୱନାଥ ରଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?