ଗଞ୍ଜାମରେ ଶିଶୁ ସୁରକ୍ଷା ଆୟୋଗ: ଶୈଶବ ସୁରକ୍ଷିତ ଦିଗରେ ସଚେତନତା
ଛତ୍ରପୁର,୫।୨(ଡି.ଏନ୍.ଏ.) : ୨୦୨୫ ସୁଦ୍ଧା ରାଜ୍ୟ ହେବ ଶିଶୁଶ୍ରମିକ ମୁକ୍ତ। ଶୈଶବ କିପରି ସୁରକ୍ଷିତ ରହିବ ସେ ଦିଗରେ ସରକାର ଲକ୍ଷ୍ୟ ରଖିଛନ୍ତି। ଛତ୍ରପୁର ସର୍କିଟ ହାଉସ ପରିସରରେ ବୁଧବାର ଏନେଇ ଆୟୋଜିତ ଏକ ଖବରଦାତା ସମିଳନୀରେ ରାଜ୍ୟ ଶିଶୁ ସୁରକ୍ଷା…
୨୦୦ ଫୁଟ ଉଚ୍ଚ ବିଦ୍ୟୁତ୍ ଟାଓ୍ବାରରେ ଚଢ଼ି ସେଲଫି ନେଲେ ବିଦେଶୀ ପର୍ଯ୍ୟଟକ
ବାରାଣସୀ,୫।୨: ଉତ୍ତରପ୍ରଦେଶ ବାରାଣସୀରେ ଜଣେ ବିଦେଶୀ ପର୍ଯ୍ୟଟକ ୨୦୦ ଫୁଟ ଉଚ୍ଚ ବିଦ୍ୟୁତ୍ ଟାଓ୍ବାରରେ ଚଢ଼ି ସେଲଫି ନେବା ପରେ ପାରାଚ୍ୟୁଟ୍ରେ ତଳକୁ ଡେଇଁଛନ୍ତି। ଏବେ ଏହାର ଭିଡ଼ିଓ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସ୍ଥାନୀୟ ରାମନଗର ଅଞ୍ଚଳର ଓ୍ବାଜିଦ୍ପୁରରେ…
ଦିନଥିଲା ଗୁପ୍ଚୁପ ବିକୁଥିଲେ, ଆଜି ଭାରତକୁ ବିଶ୍ୱକପ୍ ଫାଇନାଲରେ ପହଞ୍ଚାଇଲେ ଏହି ଖେଳାଳି
ପୋଚେଫଷ୍ଟ୍ରୁମ,୫।୧: ପୁଣି ବିଶ୍ୱକପରେ ପାକିସ୍ତାନକୁ ଧରାଶାୟୀ କରିଛି ଭାରତ। ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ପରେ ଦୁଇ ଓପନର ଯଶସ୍ବୀ ଜଶୱାଲଙ୍କ ଶତକ ଓ ଦିବ୍ୟାଂଶ ସାକ୍ସେନାଙ୍କ ଅର୍ଦ୍ଧଶତକ ବଳରେ ଭାରତ ୧୦ ଉଇକେଟରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ହରାଇ ଅଣ୍ଡର୍-୧୯ ବିଶ୍ୱକପର ଫାଇନାଲ…
ହାଇକୋର୍ଟ ବେଞ୍ଚ ଦାବିରେ ବିଜେପୁର ବନ୍ଦ: ଜୀବନଯାତ୍ରା ବ୍ୟାହତ
ବିଜେପୁର,୫।୨(ଡି.ଏନ୍.ଏ.) : ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ଦାବିରେ ବୁଧବାର ହୋଇଥିବା ଆନ୍ଦୋଳନରେ ବରଗଡ଼ ଜିଲା ବିଜେପୁର ବ୍ଲକରେ ବନ୍ଦ ପାଳନ କରାଯାଇଛି। ସ୍ବତଃସ୍ଫୁର୍ତ୍ତ ଭାବେ ଦୋକାନ ବଜାର ବନ୍ଦ ହୋଇଥିବା ବେଳେ ଯାନବାହନ ଚଳାଚଳ ବନ୍ଦ ରହିଛି। ଆଇନଜୀବୀମାନେ ପିକେଟିଂ…
ବାବରୀ ମସଜିଦ୍ ପାଇଁ ଯୋଗୀ ସରକାର ଦାନ କଲେ ୫ଏକର ଜମି
ଆଯୋଧ୍ୟା,୫।୨: ରାମମନ୍ଦିର ଟ୍ରଷ୍ଟ ଘୋଷଣା ହେବା ପରେ ଏବେ ଯୋଗୀଙ୍କ କ୍ୟାବିନେଟ ସୁନ୍ନି ଓ୍ବାକଫ୍ ବୋର୍ଡକୁ ଜମି ପ୍ରଦାନ ନେଇ ଏକ ପ୍ରସ୍ତାବକୁ ପାସ୍ କରିଛନ୍ତି। ଆଯୋଧ୍ୟାର ସୋହାବଲ ତହସିଲର ଧନିପୁର ଗାଁରେ ସୁନ୍ନି ଓ୍ବାକଫ୍ ବୋର୍ଡଙ୍କୁ ଜମି ପ୍ରଦାନ ପାଇଁ…
ୟୁଟ୍ୟୁବ୍ ଦେଖି ସାନ ଭାଇଙ୍କ ଜୀବନ ରକ୍ଷାକଲେ ୯ ବର୍ଷ ବାଳକ
ଓ୍ବାଶିଂଟନ,୫।୨: ଆମେରିକାରେ ଜଣେ ୯ ବର୍ଷ ବୟସ୍କ ବାଳକ ୟୁଟ୍ୟୁବ୍ ଦେଖି ତାଙ୍କ ୩ ବର୍ଷର ସାନ ଭାଇଙ୍କ ଜୀବନ ରକ୍ଷା କରିଛନ୍ତି। ଟିମୋଥି ପ୍ରଥରଙ୍କ ସାନ ଭାଇ କୋନୋର ହଠାତ୍ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥିଲେ। ସେ…
ଅର୍ମାନଙ୍କ ରିସେପ୍ସନ ପାର୍ଟିରେ ମଲାଇକା, ଅର୍ଜୁନ
କରିନା- କରିସ୍ମାଙ୍କ ସମ୍ପର୍କୀୟ ଭାଇ ଅରମାନ ଜୈନଙ୍କ ରିସେପ୍ସନ ପାର୍ଟିରେ ବହୁ ନାମୀଦାମୀ ଅତିଥି ଯୋଗ ଦେଇଥିଲେ। ମାତ୍ର ପାର୍ଟିରେ ମୁଖ୍ୟ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥିଲେ ମଲାଇକା ଏବଂ ଅର୍ଜୁନ। ସମସ୍ତ ଅତିଥିଙ୍କ ନଜର ଥିଲା ଏହି ଯୋଡ଼ିଙ୍କ ଉପରେ। ଫଟୋଗ୍ରାଫରମାନେ…
ଐଶ୍ୱର୍ଯ୍ୟାଙ୍କୁ ଏମିତି ପ୍ରପୋଜ୍ କରିଥିଲେ ଅଭିଷେକ
ଅଭିଷେକ୍ ଏବଂ ଐଶ୍ୱର୍ଯ୍ୟାଙ୍କୁ ବଲିଉଡ୍ର ମୋଷ୍ଟ ପାଓ୍ବାରଫୁଲ୍ କପଲ କୁହାଯାଏ। ୧୨ ବର୍ଷ ତଳେ ଦୁହେଁ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଆଜି ଅର୍ଥାତ୍ ବୁଧବାର ଅଭିଷେକଙ୍କ ଜନ୍ମଦିନ। ଆଜିର ଏହି ଖାସ୍ ଦିନରେ ଜାଣନ୍ତୁ କେମିତି ଆରମ୍ଭ ହୋଇଥିଲା ଦୁହିଁଙ୍କ…
ବଦଳିଲା ପାଗ: ବଢ଼ିପାରେ ଶୀତ
ଭୁବନେଶ୍ୱର,୫।୨(ବ୍ୟୁରୋ): ପୁଣି ପାଗରେ ପରିବର୍ତ୍ତନ ଘଟିଛି। ବୁଧବାର ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ୨୪ ଘଣ୍ଟାରେ ତାଳଚେରରେ ସର୍ବାଧିକ ୧୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ତେବେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ…
ରାଜ୍ୟର ପ୍ରମୁଖ ବସ୍ଷ୍ଟାଣ୍ଡକୁ ବିମାନବନ୍ଦର ଭଳି ଉନ୍ନତ କରାଯିବ: ମନ୍ତ୍ରୀ
ଭୁବନେଶ୍ୱର,୫।୨(ବ୍ୟୁରୋ): ରାଜ୍ୟର ସମସ୍ତ ବସ୍ଷ୍ଟାଣ୍ଡଗୁଡ଼ିକର ଉନ୍ନତୀକରଣ କରାଯିବ। ଏପରିକି ପ୍ରମୁଖ ବସ୍ଷ୍ଟାଣ୍ଡଗୁଡ଼ିକୁ ବିମାନ ବନ୍ଦର ଭଳି ଉନ୍ନତ କରାଯିବ। ବସ୍ଷ୍ଟାଣ୍ଡରେ ଶପିଂମଲ ଓ ମଲ୍ଟି ପ୍ଲେକ୍ସ ମଧ୍ୟ ରହିବ। ଏ ନେଇ ବୁଧବାର ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସୂଚନା…
ରାମମନ୍ଦିର ଟ୍ରଷ୍ଟରେ ରହିବେ ୧୫ ଟ୍ରଷ୍ଟି: ଶାହ
ନୂଆଦିଲ୍ଲୀ,୫।୨: କେନ୍ଦ୍ର ସରକାରଙ୍କ ପକ୍ଷରୁ ରାମମନ୍ଦିର ଗଠନ ପାଇଁ କରାଯାଇଥିବା ଶ୍ରୀରାମ ଜନ୍ମଭୂମି ତୀର୍ଥ ଟ୍ରଷ୍ଟରେ ୧୫ ଜଣ ଟ୍ରଷ୍ଟି ରହିବେ ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ବୁଧବାର ଟୁଇଟ୍ କରି ଜଣାଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ଏସ୍ସି/ଏସ୍ଟି ଟ୍ରଷ୍ଟି…
ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ, ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ହେବ ଆଲୋଚନା
ପୁରୀ ଅଫିସ,୫।୨: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପରିଚାଳନା କମିଟି ବୈଠକ ବୁଧବାର ଆରମ୍ଭ ହୋଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରାଯିବ। ବିଶେଷକରି ଶ୍ରୀମନ୍ଦିର ଐତିହ୍ୟ କରିଡର, ସୁପ୍ରିମକୋର୍ଟରେ ଦାୟର…
Archives


