Home

ପ୍ରିୟଙ୍କାଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଝିଅଙ୍କୁ ମିଳିବ ମାଗଣା ଚିକିତ୍ସା, ‘ସୁରଜ ଯୋଜନା’ରେ ସହାୟତା

ଭୁବନେଶ୍ୱର,୫।୨(ବ୍ୟୁରୋ): କିଡ୍‌ନୀ ଦାନ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଥିବା ଦିଗପହଣ୍ଡିର ପ୍ରିୟଙ୍କାରାଣୀ ରାଜୁଙ୍କ ପରିବାର ଲାଗି ମୁଖ୍ୟମନ୍ତ୍ରୀ ବୁଧବାର ବଡ଼ ଘୋଷଣା କରିଛନ୍ତି। ପ୍ରିୟଙ୍କାଙ୍କ ଝିଅର ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏଥିସହ ‘ସୁରଜ ଯୋଜନା’ରେ…

ପାକିସ୍ତାନର କଟା ଘା’ରେ ଚୂନ ଦେଲେ ସେହ୍ବାଗ

ନୂଆଦିଲ୍ଲୀ,୫।୨: ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ ବିଶ୍ୱକପରେ ଗତଥରର ଚାମ୍ପିୟନ ଭାରତ ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ ବୋଲିଂ ଓ ପରେ ବ୍ୟାଟିଂରେ ଉଚ୍ଚକୋଟୀର ପ୍ରଦର୍ଶନ କରି ଭାରତ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ପରାସ୍ତ କରି ଫାଇନାଲ ଟିକେଟ…

ଆତଙ୍କବାଦୀଙ୍କୁ ଘେରିଲେ ସୁରକ୍ଷାକର୍ମୀ

ଶ୍ରୀନଗର,୫।୨: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀ ଆତଙ୍କବାଦୀଙ୍କୁ ଘେରିଛନ୍ତି। ସ୍ଥାନୀୟ ଶ୍ରୀନଗରର ପାରିମ୍‌ ପୋରା ଚେକ୍‌ ପୋଷ୍ଟ ନିକଟରେ ଉଭୟ ପକ୍ଷଙ୍କ ମଧ୍ୟରେ ହୋଇଥିବା ଗୁଳି ବିନିମୟରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ସିଆର୍‌ପିଏଫ୍‌ ଯବାନ ଶହୀଦ୍‌ ହୋଇଛନ୍ତି। ଜଣେ…

କରୋନା ଭାଇରସ୍‌ର ଲକ୍ଷଣ ଏବଂ ପ୍ରତିକାର

ସାରା ବିଶ୍ୱକୁ ଏବେ ଘାରିଛି କରୋନା ଭାଇରସ୍‌ ଆତଙ୍କ। ଚାଇନାର ଉହାନ ସହରରୁ ବ୍ୟାପିଥିବା ଏହି ଭାଇରସ୍‌ ପ୍ରାୟ ୨୫ ଦେଶକୁ କବଳିତ କରିସାରିଲାଣି। କେବଳ ଚାଇନାରେ ବର୍ତ୍ତମାନ ସୁଦ୍ଧା ୪୨୬ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ ହଜାର ୪୩୮ ଜଣ…

ଦିଲ୍ଲୀର ଜନତା ଏଥର କେବଳ ‘ଝାଡୁ’କୁ ହିଁ ଭୋଟ ଦେବେ: ସୁନୀତା କେଜରିଓ୍ବାଲ

ନୂଆଦିଲ୍ଲୀ,୫।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋରସୋରରେ ଚାଲିଛି। ଏଥର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପାଇଁ ତାଙ୍କ ପରିବାର ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି। ନୂଆଦିଲ୍ଲୀ ବିଧାନସଭା ଆସନରୁ ନିର୍ବାଚନ ଲଢୁଥିବା କେଜରିଓ୍ବାଲଙ୍କ ସ୍ତ୍ରୀ ସୁନୀତା, ଝିଅ ହର୍ଷିତା ଏବଂ ପୁଅ…

ସୁନ୍ନୀ ଓ୍ବାକଫ୍‌ ବୋର୍ଡ ଗଠନ କରିବ ଇଣ୍ଡୋ ଇସ୍ଲାମିକ୍‌ କଲଚର ଟ୍ରଷ୍ଟ

ନୂଆଦିଲ୍ଲୀ,୫।୨: ରାମମନ୍ଦିର ନିର୍ମାଣ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଶ୍ରୀରାମ ଜନ୍ମଭୂମି ତୀର୍ଥ ଟ୍ରଷ୍ଟ ଗଠନ ସମ୍ପର୍କରେ ଘୋଷଣା ହୋଇଛି। ଏହାପରେ ସୁନ୍ନୀ ଓ୍ବାକଫ ବୋର୍ଡ ପକ୍ଷରୁ ବାବରୀ ମସଜିଦ୍‌ ନିର୍ମାଣ ପାଇଁ ଇଣ୍ଡୋ ଇସ୍ଲାମିକ୍‌ କଲଚର ଟ୍ରଷ୍ଟ ଗଠନ ନେଇ…

ଡାଇବେଟିସ୍‌ ରୋଗୀଙ୍କ ପାଇଁ ବହୁ ଉପକାରୀ…

ଆଜିକାଲି ଅଧିକାଂଶ ଲୋକ ଡାଇବେଟିସ୍‌ ରୋଗରେ ପୀଡ଼ିତ। ଏହି ରୋଗ ହେଲେ ରକ୍ତରେ ଶର୍କରା ଅଂଶ ବଢ଼ିଯାଇଥାଏ। ଶରୀରରେ ଇନ୍‌ସୁଲିନ ଠିକ୍‌ ଭାବେ କାମ କରି ନ ଥାଏ। ଡାଇବେଟିସ୍‌ ଥିଲେ ରୋଗୀ ଶରୀରର ଅନ୍ୟ ଅଙ୍ଗଗୁଡ଼ିକ ପ୍ରଭାବିତ ହୋଇଥାଏ। ତେଣୁ…

୫୮ ବର୍ଷ ବୟସରେ ଅବସର ଗ୍ରହଣ କରିବେ ସେନା ଯବାନ: ସିଡିଏସ୍‌ ବିପିନ ରାଓ୍ବତ ଦେଲେ ସୂଚନା

ନୂଆଦିଲ୍ଲୀ, ୫।୨: ଭାରତୀୟ ସେନାରେ କାର୍ଯ୍ୟ କରୁ ଥିବା ଯବାନ ଏଣିକି ୫୮ ବର୍ଷ ବୟସରେ ଅବସର ଗ୍ରହଣ କରିବେ। ଏନେଇ ଚିଫ୍‌ ଅଫ୍‌ ଡିଫେନ୍ସ୍‌ ଷ୍ଟାଫ୍‌(ସିଡିଏସ୍‌) ବିପିନ ରାଓ୍ବତ ସୂଚନା ଦେଇଛନ୍ତି। ସେନାରେ ୨ ବର୍ଗର କର୍ମଚାରୀ କାର୍ଯ୍ୟ କରିଥାନ୍ତି।…

ପାକିସ୍ତାନରେ ବି ରହିଛି ମନ୍ଦିର ପାଖରେ ମସଜିଦ୍‌: ଲୋକେ ପାଳନ୍ତି ଇଦ୍‌-ହୋଲି-ଦିଓ୍ବାଲି

ଇସଲାମାବାଦ୍‌: ପୃଥିବୀରେ ଭିନ୍ନ ଭିନ୍ନ ସମ୍ପ୍ରଦାୟର ମଣିଷ ମଣିଷ ମଧ୍ୟରେ ଭେଦଭାବ ବଢ଼ିଚାଲିଛି। ତେବେ ପାକିସ୍ତାନର ଏକ ସହର ସାମ୍ପ୍ରଦାୟିକ ସଦ୍‌ଭାବର ବାର୍ତ୍ତା ଦେଇଥାଏ। ସହରରେ ମନ୍ଦିର ପାଖରେ ମସଜିଦ୍‌ ରହିଛି। ଏହି ସହରରେ ଜନସଂଖ୍ୟା ୬୦ ହଜାର। ଏଠାରେ ମୁସଲମାନ୍‌ଙ୍କ…

ଦିଲ୍ଲୀରେ ଗୁଳି ଫୁଟିବା ପାଇଁ ଅନୁରାଗ ଠାକୁର ଦାୟୀ: ଅଭିନେତ୍ରୀ ନଗମା

ନୂଆଦିଲ୍ଲୀ,୫।୨: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ହୋଇଯାଇଛି। ଏଠାରେ ବିଭିନ୍ନ ଦଳ ପକ୍ଷରୁ ପ୍ରଚାର ଜୋରସୋରରେ ଚାଲିଛି। କଂଗ୍ରେସ ପକ୍ଷରୁ ପ୍ରଚାର ମୈଦାନକୁ ଓହ୍ଲାଇ ଥିବା ପ୍ରସିଦ୍ଧ ଅଭିନେତ୍ରୀ ନଗମା ଭାଜପା ନେତା କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁରଙ୍କ ଉପରେ…

ରାମମନ୍ଦିର ଟ୍ରଷ୍ଟ ଗଠନ ସମ୍ପର୍କରେ ଘୋଷଣା କଲେ ମୋଦି

ନୂଆଦିଲ୍ଲୀ,୫।୨: କେନ୍ଦ୍ର ସରକାର ବୁଧବାର ରାମନ୍ଦିର ଟ୍ରଷ୍ଟ ଗଠନ କରିଛନ୍ତିି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୂଚନା ଦେଇଛନ୍ତି। ଲୋକ ସଭାରେ ଶ୍ରୀରାମ ଜନ୍ମଭୂମି ତୀର୍ଥ ଟ୍ରଷ୍ଟ ଗଠନ କରାଯାଇଥିବା ସମ୍ପର୍କରେ ସେ କହିଛନ୍ତି। ସୁପ୍ରିମ୍‌କୋର୍ଟ ରାମମନ୍ଦିର ମାମଲାରେ ରାୟ ଦେବାର…

ଦେଶରେ ପ୍ରଥମ ଥର ପାଇଁ ଡ୍ରୋନ୍‌ ଦ୍ୱାରା ଖୋଜାଯିବ କୋଇଲା ଓ ଖଣିଜ ଭଣ୍ଡାର

ରାଞ୍ଚି,୫।୨: ଭୂଗର୍ଭରେ ଥିବା କୋଇଲା ଏବଂ ଅନ୍ୟ ଖଣିଜ ଭଣ୍ଡାର ସମ୍ପର୍କରେ ତଥ୍ୟ ଏବେ ଡ୍ରୋନ୍‌ ଦ୍ୱାରା ସଂଗ୍ରହ କରାଯିବ। ଦେଶରେ ପ୍ରଥମ ଥର ପାଇଁ ଝାଡ଼ଖଣ୍ଡର ରାଞ୍ଚିରେ ଡ୍ରୋନ୍‌ ଦ୍ୱାରା ଏପରି କରାଯିବ। ଏହାଦ୍ୱାରା ଭୂଗର୍ଭର ୨୦୦ ମିଟର ମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri