ଲୋକଙ୍କ ସୁଖଦୁଃଖ ବୁଝୁଥିବା ଜଣେ କ’ଣ ହୋଇପାରେ ଆତଙ୍କବାଦୀ: କେଜରିଓ୍ବାଲଙ୍କ ଝିଅ ହର୍ଷିତା
ନୂଆଦିଲ୍ଲୀ,୫।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ଆତଙ୍କବାଦୀ ବୋଲି କହିଥିବା ଭାଜପା ନେତାଙ୍କୁ ଟାର୍ଗେଟ୍ କରିଛନ୍ତି ଝିଅ ହର୍ଷିତା। ସେ ପ୍ରଶ୍ନ କରିଛନ୍ତି ଯେ, ଲୋକଙ୍କ ସୁଖଦୁଃଖ ବୁଝୁଥିବା ଏବଂ ବିକାଶ ଧାରା ଅବ୍ୟାହତ ରଖିଥିବା…
ଦିବ୍ୟାଙ୍ଗ ପାଦରେ ଆଙ୍କିଲେ ବିଗ୍ ବି ଅମିତାଭଙ୍କ ପେଣ୍ଟିଂ: କେବିସିର ସିଜିନ୍-୧୨ରେ ହେବେ ଅତିଥି
ମୁମ୍ବାଇ: ମଧ୍ୟପ୍ରଦେଶ ଇନ୍ଦୋରର ଜଣେ ଦିବ୍ୟାଙ୍ଗ ବିଗ୍ ବି ଅମିତାଭ ବଚ୍ଚନଙ୍କ ପେଣ୍ଟିଂ ପାଦରେ ଆଙ୍କିଛନ୍ତି। ଖବର ବିଗ୍ ବିଙ୍କ ପାଖରେ ପହଞ୍ଚିବା ପରେ ସେ ଦିବ୍ୟାଙ୍ଗ ଆୟୁଷ କୁଣ୍ଡଲଙ୍କୁ ନିଜ ଘରକୁ ଡକାଇ ତାଙ୍କ ସହିତ ଅଧଘଣ୍ଟାଏ ବିତାଇଛନ୍ତି। ଆୟୁଷଙ୍କ…
ପଶ୍ଚିମ ଓଡ଼ିଶା ବନ୍ଦ: ବରଗଡରେ ବନ୍ଦର ପ୍ରଭାବ
ବରଗଡ଼ ଅଫିସ,୫।୨- ପଶ୍ଚିମ ଓଡ଼ିଶାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବୁଧବାର ଚାଲିଥିବା ପଶ୍ଚିମ ଓ ବନ୍ଦ ଡାକରାକୁ ବରଗଡ଼ରେ ସମର୍ଥନ ମିଳିଛି। ଜିଲାର ଦୋକାନ, ବଜାର, ସରକାରୀ, ବେସରକାରୀ, ସ୍କୁଲ, କଲେଜ ସହିତ ଯାନବାହାନ ଚଳାଚଳ ବନ୍ଦ ରହିଛି।…
ବର୍ଷାରେ ଭିଜୁଛି ଶହ ଶହ ଧାନ ବସ୍ତା
ବୌଦ୍ଧ,୫।୨(ସ୍ବ.ପ୍ର.): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକର ଖଟଖଟିଆ ଧାନ ମଣ୍ଡିରେ ଦୀର୍ଘ ୬ ଦିନ ହେଲା ୨୦ରୁ ୨୫ ଚାଷୀ ଟୋକନ ପାଇ ଧାନ ବିକ୍ରି କରିବାକୁ ଆଣିଥିଲେ। କିନ୍ତୁ ଯୋଗାଣ ବିଭାଗ ପକ୍ଷରୁ ଧାନ ଉଠା ଯାଇ ନ ଥିବାରୁ…
ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ: ଭାରତର ପ୍ରଥମେ ବ୍ୟାଟିଂ; କୋହଲି, ଶ୍ରେୟସଙ୍କ ଅର୍ଦ୍ଧଶତକ
ହାମିଲଟନ,୫।୨: ଭାରତ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ତିନିମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ ବୁଧବାର ହାମିଲଟନର ସେଡନ ପାର୍କରେ ଆରମ୍ଭ ହୋଇଛି। ଘରୋଇ ଦଳ ପ୍ରଥମେ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଭାରତ ପ୍ରଥମେ ବ୍ୟାଟିଂ ଆରମ୍ଭ…
ଚାଇନାରେ ହାହାକାର: କରୋନା ମୃତ୍ୟୁ ସଂଖ୍ୟା ୪୯୦ ଛୁଇଁଲା; ୨୪ ହଜାରରୁ ଅଧିକଙ୍କ ଠାରେ ଚିହ୍ନଟ
ବେଜିଂ,୫।୨: ଚାଇନାର କରୋନା ମହାମାରୀ ହାହାକାର ସୃଷ୍ଟି କରିଛି। ଇତିମଧ୍ୟରେ ଚାଇନାରେ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ୪୯୦ରେ ପହଞ୍ଚିଛି। ସେହିପରି ୨୪ ହଜାର ୩ଶହ ୨୪ଙ୍କଠାରେ କରୋନା ଭୁତାଣୁ ଚିହ୍ନଟ ହୋଇଛି। କରୋନା ଭୁତାଣୁ ସଂକ୍ରମଣ ଯୋଗୁ ଚାଇନାର ୧୫ଟି…
ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ବୌଦ୍ଧ ଜିଲା ବନ୍ଦ ଆରମ୍ଭ
ବୌଦ୍ଧ,୫।୨(ସ୍ବ.ପ୍ର.): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଏବଂ ବୌଦ୍ଧକୁ ଉତ୍ତରାଞ୍ଜଳ ରାଜସ୍ବ ଅଧିନରେ ସାମଲ କରାଯିବା ନେଇ ବୁଧବାର ବୌଦ୍ଧ ଓକିଲ ସଂଘ ପକ୍ଷରୁ ୧୨ ଘଣ୍ଟିଆ ବୌଦ୍ଧ ବନ୍ଦ ଆରମ୍ଭ ହୋଇଛି। ଓକିଲ ସଂଘର ପ୍ରତିନିଧିମାନେ ସକାଳ ୬ଟାରୁ…
ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ବେଟି ବଚାଓ-ବେଟି ପଢ଼ାଓ ବାର୍ତ୍ତା
ଗାନ୍ଧିନଗର: ସରକାର ‘ବେଟି ବଚାଓ-ବେଟି ପଢ଼ାଓ’ ଯୋଜନା ଆରମ୍ଭ କରିଛନ୍ତି। ଏନେଇ ସଚେତନତା ବାର୍ତ୍ତା ଦେଶବ୍ୟାପୀ ଜାରି ରହିଛି। ଗୁଜରାଟ କଓ୍ବେଡ଼ିଆଠାରେ ଥିବା ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ଲେଜର ଲାଇଟ୍ ମାଧ୍ୟମରେ ବେଟି ବଚାଓ-ବେଟି ପଢ଼ାଓ ବାର୍ତ୍ତା…
‘ଓ୍ବାର୍କ ଫ୍ରମ୍ ହୋମ୍’ରୁ ନିଃସଙ୍ଗତା
ଓ୍ବାଶିଂଟନ: ବଦଳିଛି କାମ କରିବାର ତରିକା। ଏହାକୁ ଆହୁରି ସୁବିଧା କରିଦେଇଛି ଅନ୍ଲାଇନ ନେଟ୍ଓ୍ବାର୍କିଂ। ଘରେ ରହି କରାଯାଇପାରୁଛି ଗୋଟିଏରୁ ବଡ଼ ଆଉ ଗୋଟିଏ ଗୁରୁତ୍ୱପୂର୍ଣ୍ଣ କାମ। ହେଲେ ଏହାର ପ୍ରଭାବରେ ପ୍ରଭାବିତ ହେଉଛି ମାନସିକତା। ବିଶେଷ କରି ଏପରି କାର୍ଯ୍ୟ…
ଚିଲିକାରେ ୧୪୨ ମାଛଧରା ଡଙ୍ଗା ଯାଞ୍ଚ
ବାଲୁଗାଁ, ୫-୨(ଡି.ଏନ.ଏ.):ଚିଲିକାରେ ଡଙ୍ଗାବୁଡ଼ି ଘଟଣା ପରେ ପ୍ରଶାସନର ଚେତା ପଶିଛି। ଅସୁରକ୍ଷିତ ଭାବେ ଯାତ୍ରୀ ପରିବହନ କରୁଥିବା ମାଛଧରା ଓ ଯାତ୍ରୀବାହୀ ଡଙ୍ଗା ଯାଞ୍ଚ ପାଇଁ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଏକ ଟାସ୍କଫୋର୍ସ ଟିମ୍ ଗଠନ କରାଯାଇଛି। ଏହି ଟିମ୍…
୪୪ ବର୍ଷରେ ଅଭିଷେକ: ଐଶ୍ଚର୍ଯ୍ୟାଙ୍କ ସହିତ ପ୍ରେମକାହାଣୀ ଆରମ୍ଭ ହୋଇଥିଲା ଶୁଟିଂ ସେଟ୍ରୁ
ମୁମ୍ବାଇ: ବଲିଉଡ୍ ଷ୍ଟାର ଅଭିଷେକ ବଚ୍ଚନ ବୁଧବାର ୪୪ ବର୍ଷରେ ପଦାର୍ପଣ କରିଛନ୍ତି । ସେ ୧୯୭୬ ଫେବୃୟାରୀ ୫ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ପୁଅ ହେଲେ ମଧ୍ୟ ତାଙ୍କୁ ଫିଲ୍ମ ଇଣ୍ଡଷ୍ଟ୍ରିରେ ସଫଳତା ପାଇଁ ଅନେକ…
ଦିଲ୍ଲୀ ଡାଇଲଗ୍ସ ୨୦୨୦ରେ ମତ ରଖିଲେ ୫୦ ଛାତ୍ରୀଛାତ୍ର
ନୂଆଦିଲ୍ଲୀ,୫ା୨: ଦିଲ୍ଲୀରେ ଆସନ୍ତା ୮ ତାରିଖରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ‘ଦିଲ୍ଲୀ ଡାଇଲଗ୍ସ ୨୦୨୦’ ଶୀର୍ଷକ ବିତର୍କ ମଙ୍ଗଳବାର ଆୟୋଜନ କରାଯାଇଛି। ଫାଷ୍ଟ ଟାଇମ୍ ଭୋଟର ଡଟ୍ ଓଆରଜି ପକ୍ଷରୁ କନ୍ଷ୍ଟିଚ୍ୟୁଶନ କ୍ଲବ୍ ଅଫ୍ ଇଣ୍ଡିଆରେ ଆୟୋଜିତ ଏହି…
Archives


