Home

ବଳଦା ଲୁହାପଥର ଖଣି ହାତେଇଲା ସିରାଜୁଦ୍ଦିନ୍‌

ଭୁବନେଶ୍ୱର,୫-୨(ବ୍ୟୁରୋ):କେନ୍ଦୁଝର ଜିଲାରେ ଥିବା ବଳଦା ଲୁହା ପଥର ଖଣିକୁ ସିରାଜୁଦ୍ଦିନ୍‌ ଆଣ୍ଡ କୋ ନିଜ ପାଖରେ ରଖିବାରେ ସମର୍ଥ ହୋଇଛି। ସୋମବାର ମଧ୍ୟରାତ୍ର ପରେ ମଧ୍ୟ ଏହି ଖଣିର ନିଲାମୀ ପ୍ରକ୍ରିୟା ଜାରି ରହିଥିଲା। ରାତି ୨ଟା ୪୧ ମିନିଟ୍‌ରେ ସେହି…

ଜେଲରୁ ମୁକୁଳିଲେ ଆଇଏଏସ୍‌ ଅଫିସର ବିଜୟ କେତନ

ଭୁବନେଶ୍ୱର,୫-୨(ବ୍ୟୁରୋ):ଲକ୍ଷେ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ସୋମବାର ହାଇକୋର୍ଟ ଜାମିନ ଦେଇଥିଲେ। ନିମ୍ନ ଅଦାଲତଙ୍କ ସର୍ତ୍ତ ନିର୍ଦ୍ଧାରଣ ପରେ ମଙ୍ଗଳବାର ସନ୍ଧ୍ୟା ୬ଟାରେ ବିଜୟ ଝାରପଡା ଜେଲରୁ ମୁକୁଳିଛନ୍ତି।…

ଟଙ୍କିକିଆ କଏନ୍‌ରେ ମିନିଏଚର ପେଣ୍ଟିଂ

ଭୁବନେଶ୍ୱର,୫-୨(ବ୍ୟୁରୋ):ଭୁବନେଶ୍ୱରର ଗାୟତ୍ରୀ ମାଭୁରୁ ଟଙ୍କିକିଆ କଏନ୍‌ରେ ମିନିଏଚର ପେଣ୍ଟିଂ କରି ଓ୍ବାର୍ଲଡ ରେକର୍ଡସ ଇଣ୍ଡିଆ (ଡବ୍ଲ୍ୟୁଆର୍‌ଆଇ)ରେ ସ୍ଥାନ ପାଇଛନ୍ତି। କଏନ୍‌ରେ ଏକାଧିକ ନିଆରା ତଥା ଭିନ୍ନ କ୍ଷୁଦ୍ର ଚିତ୍ରକଳାମାନ କରି ସେ ଏହି ରେକର୍ଡ ହାସଲ କରିଛନ୍ତି। ବଜାରକୁ ନୂଆ ଆସିଥିବା…

ଖଣି ହାତେଇବାକୁ ଭରପୂର ଉଦ୍ୟମ

ଯୋଡ଼ା,୫-୨(ଡି.ଏନ୍‌.ଏ.):ଆସନ୍ତା ମାର୍ଚ୍ଚ ୩୧ରେ ଲିଜ୍‌ ଅବଧି ଶେଷ ହେବାକୁ ଥିବା ୧୯ ଖଣିର ନିଲାମ ପ୍ରକ୍ରିୟା ଏବେ ଚାଲିଛି। ଏହା ଆସନ୍ତା ୧୮ତାରିଖରେ ଶେଷ ହେବ। ତେବେ ନିଲାମ ହାତେଇବାକୁ ଏବେ ଖଣି ବ୍ୟବସାୟୀଙ୍କ ମଧ୍ୟରେ ଏକ ପ୍ରକାର ପ୍ରତିଯୋଗିତା ଦେଖିବାକୁ…

ଆଜି ୧୨ ଘଣ୍ଟିଆ ପଶ୍ଚିମ ଓଡ଼ିଶା ବନ୍ଦ

ସମ୍ବଲପୁର, ୫-୨ (ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ପଶ୍ଚିମ ଓଡ଼ିଶା ଓକିଲ ସଂଘ ସମୂହ କେନ୍ଦ୍ରୀୟ କ୍ରିୟାନୁଷ୍ଠାନ କମିଟି ଆହ୍ବାନରେ ଆନ୍ଦୋଳନ ଜାରି ରହିଛି। ହେଲେ ଆଇନଜୀବୀମାନେ ଆନ୍ଦୋଳନ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ…

କରୋନା: ୨୪ ଘଣ୍ଟାରେ ୭୫ ମୃତ

ବେଜିଂ/ନୂଆଦିଲ୍ଲୀ,୫-୨: ସାରା ବିଶ୍ୱକୁ ଘାରିଛି କରୋନା ଭାଇରସ୍‌ ଆତଙ୍କ। ଚାଇନାର ଉହାନ ସହରରୁ ଏହା ବ୍ୟାପି ୨୫ ଦେଶକୁ କବଳିତ କଲାଣି। ଏଥିସହ ଚାଇନାରେ କେବଳ ୪୨୬ ଜଣଙ୍କ ମୃତ୍ୟୁ ଘଟିସାରିଲାଣି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଭାଇରସରେ ୭୫…

ସ୍କୁଲରେ ସିଏଏ ବିରୋଧୀ ନାଟକ: ୬୦ ଛାତ୍ରଙ୍କୁ ୪ ଘଣ୍ଟା ଜେରା

ବେଙ୍ଗାଲୁରୁ, ୫-୨:କର୍ନାଟକର ବିଦାରସ୍ଥିତ ଏକ ସ୍କୁଲରେ ସିଏଏ ବିରୋଧୀ ନାଟକ ପରିବେଷଣ କରାଯିବା ପରେ ଏହାକୁ ନେଇ ବିବାଦ ମୁଣ୍ଡ ଟେକିଛି। ସ୍କୁଲରେ ପାଠ ପଢ଼ୁଥିବା ପିଲାମାନେ ଏହି ନାଟକରେ ଅଭିନୟ କରିଥିବାବେଳେ ପୋଲିସ ସେମାନଙ୍କୁ ଜେରା କରିବା ଆରମ୍ଭ କରିଛି।…

ଏପ୍ରିଲରେ ପୁରୀ ଐତିହ୍ୟ କରିଡରର ଚୂଡ଼ାନ୍ତ ନକ୍ସା

ଭୁବନେଶ୍ୱର,୫-୨(ବ୍ୟୁରୋ):ପୁରୀ ସହରରେ ହେବାକୁ ଥିବା ନୂତନ ଐତିହ୍ୟ କରିଡର ନକ୍ସାରେ ଶ୍ରୀଜଗନ୍ନାଥ ସଂସ୍କୃତି, ପ୍ରଥା, ପରମ୍ପରା, ରୀତିନୀତିରେ କୌଣସି ପରିବର୍ତ୍ତନ ହେବ ନାହିଁ। ଏଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦିଆଯିବ। ଆସନ୍ତା ମାର୍ଚ୍ଚ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହ ସୁଦ୍ଧା ଐତିହ୍ୟ…

୧୫ ଦିନ ବଢ଼ିଲା ସର୍ବକ୍ଷମା ଅବଧି

ଭୁବନେଶ୍ୱର,୫-୨(ବ୍ୟୁରୋ):ସହରାଞ୍ଚଳରେ ପ୍ଲାନ ବାହାରେ କୋଠାବାଡି ନିର୍ମାଣ କରିଥିବା କିମ୍ବା ଅନୁମୋଦନ ନ ନେଇ ଘର ତିଆରି କରିଥିବା ମାଲିକମାନେ ଆଶ୍ୱସ୍ତ ହୋଇଛନ୍ତି। ରାଜ୍ୟ ସରକାର ମଙ୍ଗଳବାର ସର୍ବକ୍ଷମା ଯୋଜନା(ଆମନେଷ୍ଟି ସ୍କିମ)ର ଅବଧିକୁ ଆଉ ୧୫ ଦିନ ବୃଦ୍ଧି କରିଛନ୍ତି। ଅର୍ଥାତ୍‌ ଘରମାଲିକମାନେ…

ସୁସ୍ଥ କିଡନୀ ପାଇଁ ଖାଆନ୍ତୁ…

ବ୍ୟସ୍ତବହୁଳ ଜୀବନରେ ମଣିଷ ନିଜ ପାଇଁ ସମୟ ବାହର କରିବା କଷ୍ଟକର ହୋଇପଡ଼ୁଛି। ଖାଦ୍ୟ ଖାଇବାର ଅନିୟମିତତା ଯୋଗୁ ଶରୀରରେ ବିଭିନ୍ନ ପ୍ରକାର ରୋଗ ମାଡିବସୁଛି। ସେଥିମଧ୍ୟରୁ କିଡନୀ ସମସ୍ୟା ଅନ୍ୟତମ। ଏହି ସମସ୍ୟାରୁ ମୁକ୍ତି ପାଇବାକୁ ହେଲେ ଖାଦ୍ୟପେୟ ଉପରେ…

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌: ୧୦ ଉଇକେଟରେ ପାକିସ୍ତାନକୁ ହରାଇ ଫାଇନାଲରେ ଭାରତ

ପୋଚେଫ୍ସଟ୍ରୁମ୍‌,୪।୨(ପି.ଟି.)- ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ଗତଥରର ଚାମ୍ପିୟନ ଭାରତ ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ ବୋଲିଂ ଓ ପରେ ବ୍ୟାଟିଂରେ ଉଚ୍ଚକୋଟୀର ପ୍ରଦର୍ଶନ କରି ଭାରତ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ପରାସ୍ତ କରି ଫାଇନାଲ ଟିକେଟ…

ଜେଲରୁ ମୁକୁଳିଲେ ଆଇଏଏସ୍‌ ଅଫିସର ବିଜୟ କେତନ,ସହଯୋଗୀ ସନ୍ତୋଷଙ୍କୁ ବି ସର୍ତ୍ତମୂଳକ ଜାମିନ

ଭୁବନେଶ୍ୱର,୪ା୨(ବ୍ୟୁରୋ): ଲକ୍ଷେ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କୁ ସୋମବାର ହାଇକୋର୍ଟ ଜାମିନ ଦେଇଥିଲେ। ନିମ୍ନ ଅଦାଲତଙ୍କ ସର୍ତ୍ତ ନିର୍ଦ୍ଧାରଣ ପରେ ମଙ୍ଗଳବାର ସନ୍ଧ୍ୟା ୬ଟାରେ ବିଜୟ ଝାରପଡା ଜେଲରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri