Home

ଆଉ ଗୋଟିଏ ଲମ୍ଫ ଦେଲେ ଓଡ଼ିଶାରେ ଶୀର୍ଷକୁ ପହଞ୍ଚିଯିବୁ: ଶାହା

ଭୁବନେଶ୍ୱର,୨୮।୨(ବ୍ୟୁରୋ): ଗୁଜରାଟ ପରେ ଓଡ଼ିଶା ମୋର ଦ୍ୱିତୀୟ ଘର ଭଳି ଲାଗେ। ଗତ ସାଧାରଣ ନିର୍ବାଚନରେ ଓଡ଼ିଶାବାସୀ ଭାଜପାକୁ ୮ ସିଟ୍‌ ଦେଇଥିବାରୁ ଧନ୍ୟବାଦ। ଏହାଦ୍ୱାରା ପୂର୍ବ ଭାରତରେ ଭାଜପା ପାଇଁ ମାହୋଲ ବନିଥିଲା। ଓଡ଼ିଶାରେ ବିଜେଡିକୁ ୧.୧ କୋଟି ଭୋଟ…

ଦିଲ୍ଲୀ ହିଂସା ପାଇଁ ଶାହାଙ୍କୁ ଦାୟୀ କଲା ପିସିସି: କୁଶପୁତ୍ତଳିକା ଦାହ, ଇସ୍ତଫା ଦାବି

ଭୁବନେଶ୍ୱର, ୨୮।୨(ବ୍ୟୁରୋ): କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍‌ ଶାହା ଶୁକ୍ରବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ତାଙ୍କର ଏହି ଗସ୍ତକୁ ବିରୋଧକରି ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ଆହ୍ବାନକ୍ରମେ ଭୁବନେଶ୍ୱର ଜିଲା କଂଗ୍ରେସ କମିଟି ପକ୍ଷରୁ ଶାହାଙ୍କ କୁଶପୁତ୍ତଳିକା ଦାହ କରାଯାଇଛି। ଦେଶରେ…

ବହାଦୁରଗଡ଼ରେ ଭୟାବହ ଅଗ୍ନିକାଣ୍ଡ: କେମିକାଲ ଫ୍ୟାକ୍ଟ୍ରିରେ ଲାଗିଲା ନିଆଁ

ନୂଆଦିଲ୍ଲୀ,୨୮।୨: ଦିଲ୍ଲୀ ନିକଟସ୍ଥ ବହାଦୁରଗଡ଼ରେ ଥିବା ଏକ କେମିକାଲ ଫ୍ୟାକ୍ଟ୍ରିରେ ଶୁକ୍ରବାର ଅଗ୍ନିକାଣ୍ଡ ଘଟିଛି। ଏହି ଦୁର୍ଘଟଣାରେ ୨ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୫ଆହତ ହୋଇଥିବା ସୂଚନା ମିଳିଛି। ଉକ୍ତ ଫାକ୍ଟ୍ରିରେ ବଏଲର୍‌ ଫାଟିବାରୁ ଏହି ଅଗ୍ନିକାଣ୍ଡ ଘଟିଥିଲା। ଚାହୁଁ ଚାହୁଁ…

ମେଦବହୁଳତା ଯୋଗୁ ଭାଙ୍ଗିଲା ବିବାହ: ଓଜନ ହ୍ରାସ କରି ଜିତିଲେ ‘ମିସ୍‌ ଗ୍ରେଟ ବ୍ରିଟେନ’

ଅତ୍ୟଧିକ ମେଦବହୁଳତା ସମସ୍ତଙ୍କ ପାଇଁ ସମସ୍ୟାର କାରଣ ପାଲଟିଥାଏ। ଏଥିଯୋଗୁ ବସିବା, ଉଠିବା ବା କାମ କରିବା କଷ୍ଟକର ହୋଇପଡିଥାଏ। ବେଳେ ବେଳେ ଲୋକମାନେ ଏଥିଯୋଗୁ ଡିପ୍ରେସନ୍‌ରେ ପଳାଇଥାନ୍ତି, ଆଉ କେତେକ ଏହାକୁ ଚ୍ୟାଲେଞ୍ଜିଂ କରି ଏକ ଭିନ୍ନ କାହାଣୀ ଲେଖିଥାନ୍ତି।…

ଦିଲ୍ଲୀ ଦଙ୍ଗା: ବାସହରାଙ୍କ ପାଇଁ ୨୫ ହଜାର ଟଙ୍କା ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୮।୨: ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଦଙ୍ଗା ପୀଡିତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଯେଉଁମାନଙ୍କ ଘର ସମ୍ପୂର୍ଣ୍ଣ ଅବା ଅଧାରୁ ଊର୍ଦ୍ଧ୍ୱ ନଷ୍ଟ ହୋଇଯାଇଛି ସେମାନଙ୍କୁ ସରକାରଙ୍କ ପକ୍ଷରୁ ୨୫ ହଜାର…

ହଲିଉଡ୍‌ରେ ନିଜ ଟ୍ୟାଲେଣ୍ଟ ଦେଖାଇବେ ହ୍ରିତିକ୍‌

ବଲିଉଡ୍‌ର ଦେଶି ଗାର୍ଲ ପ୍ରିୟଙ୍କା ଚୋପ୍ରାଙ୍କ ପରେ ଏବେ ହ୍ରିତିକ୍‌ ରୋଶନ ହଲିଉଡ୍‌ରେ ନିଜ ଟ୍ୟାଲେଣ୍ଟ୍‌ ଦେଖାଇବାକୁ ଯାଉଛନ୍ତି। ଏକ ରିପୋର୍ଟ ଅନୁସାରେ ହ୍ରିତିକ୍‌ ହଲିଉଡ୍‌ର ଟ୍ୟାଲେଣ୍ଟ ଏଜେନ୍ସି ‘ଦି ଗେର୍ଶ ଏଜେନ୍ସି’ ସହ ଜଡିତ ହୋଇଛନ୍ତି। ଏହା ପରେ ହଲିଉଡ୍‌ରେ…

ଗୋଟିଏ ଟେବୁଲରେ ଏକାଠି ଖାଇଲେ ନବୀନ-ଶାହା-ମମତା-ଧମେନ୍ଦ୍ର: ଟୁଇଟ୍‌ କରି ଖୁସିବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଅତିଥିମାନଙ୍କୁ ମଧ୍ୟାହ୍ନଭୋଜନରେ ଆପ୍ୟାୟିତ କରିଛନ୍ତି। ଗୋଟିଏ ଟେବୁଲରେ ନବୀନ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ବସି ଖାଇଛନ୍ତି। ଏହି ୫ ବରିଷ୍ଠ…

ହିଂସାରେ ପ୍ରଭାବିତ ଅଞ୍ଚଳର ପରିଦର୍ଶନ କଲେ ଉପରାଜ୍ୟପାଳ

ନୂଆଦିଲ୍ଲୀ,୨୮।୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ଉତ୍ତର-ପୂର୍ବ ଦିଲ୍ଲୀରେ ହୋଇଥିବା ହିଂସା ଏବେ ଥମିଛି। ହେଲେ ଏବେ ବି ଲୋକଙ୍କ ମନରୁ ଭୟ ଦୂରେଇନାହିଁ। ଏହି ହିଂସାକାଣ୍ଡରେ ୪୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଲୋକ ଆହତ ହୋଇଛନ୍ତି। ଏଥିରେ…

ନିର୍ଭୟା ମାମଲା: ଫାଶୀ ତାରିଖ ଘୁଞ୍ଚାଇବାକୁ ଆଉ ଏକ ଉଦ୍ୟମ

ନୂଆଦିଲ୍ଲୀ,୨୮।୨: ନିର୍ଭୟା ଗଣବାଳାତ୍କାର ମାମଲାର ୪ ଦୋଷୀଙ୍କୁ ମାର୍ଚ୍ଚ ୩ ସକାଳ ୬ଟାରେ ଫାଶୀ ଦେବାକୁ ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ହେଲେ ଏହାକୁ ଘୁଞ୍ଚାଇବାକୁ ଦୋଷୀଙ୍କ ପକ୍ଷରୁ ଆଉ ଏକ ଉଦ୍ୟମ କରାଯାଇଛି। ଶୁକ୍ରବାର ଏହି ମାମଲାର ଅନ୍ୟତମ ଦୋଷୀ…

ଦିଲ୍ଲୀ ହିଂସା: ତାହିରଙ୍କ ଘରେ ପହଞ୍ଚିଲା କ୍ରାଇମ୍‌ ବ୍ରାଞ୍ଚ ଟିମ୍‌

ନୂଆଦିଲ୍ଲୀ,୨୮।୨: ସାମୂହିକ ଭାବେ ବହିଷ୍କୃତ ହୋଇଥିବା ଆମ ଆଦମୀ ପାର୍ଟି (ଏଏପି) ନେତା ତାହିର ହୁସେନଙ୍କ ଅଡ଼ୁଆ ଏବେ ବଢ଼ିବାରେ ଲାଗିଛି। ତାହିରଙ୍କ ବିରୋଧରେ ଉତ୍ତର-ପୂର୍ବ ଦିଲ୍ଲୀରେ ହିଂସା ଉସୁକାଇବା ଅଭିଯୋଗ ହୋଇଛି। ଏନେଇ ଦୟାଲପୁର ଥାନାରେ ତାଙ୍କ ନାଁରେ ଏତଲା…

ଶାହାଙ୍କ ଗସ୍ତକୁ ସୁନ୍ଦରଗଡ଼ରେ ବିରୋଧ: କୁଶପୁତ୍ତଳିକା ଦାହ କଲେ କଂଗ୍ରେସ କର୍ମୀ

ସୁନ୍ଦରଗଡ଼,୨୮।୨(ଡି.ଏନ୍‌.ଏ.): ସ୍ଥାନୀୟ ଡିଆର୍‌ଡିଏ ଛକଠାରେ ଶୁକ୍ରବାର ମଧ୍ୟାହ୍ନରେ ପୂର୍ବତନ ଜିଲାସଭାପତି ବେଣୁ ମାଧବ ତ୍ରିପାଠୀଙ୍କ ନେତୃତ୍ୱରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍‌ ଶାହାଙ୍କ ସ୍ବେଚ୍ଛାଚାରୀ ଓ ହିଂସା ସୃଷ୍ଟିକାରୀ ଶାସନ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇ ତାଙ୍କ କୁଶପୁତ୍ତଳିକା ଦାହ କରାଯାଇଥିଲା। ଉକ୍ତ…

କରୋନା ଭାଇରସ: ଚାଇନାରେ ମୃତ୍ୟୁ ସଂଖ୍ୟା ୨,୭୮୮

ବେଜିଂ,୨୮।୨: ଚାଇନାରେ କରୋନା ଭାଇରସ ମୃତ୍ୟୁ ସଂଖ୍ୟା ବଢି ଚାଲିଛି। ଶୁକ୍ରବାର ସୁଦ୍ଧା ଏଠାରେ ମୃତ୍ୟୁସଂଖ୍ୟା ୨,୭୮୮ ହୋଇଥିବା ସରକାରୀ ଭାବେ ଘୋଷଣା କରାଯାଇଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ୭୮,୮୨୪ରେ ପହଞ୍ଚିଛି। ଚାଇନାର ପ୍ରାୟ ୩୧ଟି ଅଞ୍ଚଳରେ କରୋନା ଭାଇରସ ତା’ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?