Home

ଭାଜପାରେ ଯୋଗଦେଲେ ବରିଷ୍ଠ କଂଗ୍ରେସ ନେତାଙ୍କ ପୁଅ

ନୂଆଦିଲ୍ଲୀ,୪।୨: ବରିଷ୍ଠ କଂଗ୍ରେସ ନେତା ଜନାର୍ଦ୍ଦନ ଦ୍ୱିବେଦୀଙ୍କ ପୁଅ ସମିର ଦ୍ୱିବେଦୀ ମଙ୍ଗଳବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। ହେଲେ ଜନାର୍ଦ୍ଦନ ଏକଥା ଜାଣି ନ ଥିବା କହିଛନ୍ତି। ସେ କଂଗ୍ରେସର ଜଣେ ବରିଷ୍ଠ ନେତାଭାବେ ବେଶ୍‌ ଜଣାଶୁଣା ଥିବା…

ବରଗଡ଼ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ସମସ୍ୟା, ମୁଖ୍ୟମନ୍ତ୍ରୀଙ୍କୁ ଭେଟିବେ ବିଜେଡି ପ୍ରତିନିଧି ଦଳ

ବରଗଡ଼ ଅଫିସ, ୪।୩- ବରଗଡ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇଦେବା ତଥା ଏହାକୁ ସିଟି ହସପିଟାଲ ଘୋଷଣା ଦାବିରେ ଅସନ୍ତୋଷ ଲାଗି ରହିଛି। ଏହାକୁ ନେଇ ସୋମବାର ଜନଆନ୍ଦୋଳନ ହେବା ପରେ ପୁରୁଣା ଜିଲା…

ମହାତ୍ମା ଅବା ନେହେରୁଙ୍କ ବିରୋଧରେ କହିନି ଗୋଟିଏ ବି ଶବ୍ଦ: ଅନନ୍ତ ହେଗଡ଼େ

ନୂଆଦିଲ୍ଲୀ,୪।୨: ମହାତ୍ମା ଗାନ୍ଧୀଙ୍କ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇଥିବା ଏମ୍‌ପି ଅନନ୍ତ ହେଗଡ଼େଙ୍କୁ ନେଇ ଭାଜପାକୁ ପ୍ରବଳ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି। ତେବେ ମଙ୍ଗଳବାର ଏନେଇ ଅନନ୍ତ ମୁହଁ ଖୋଲଛନ୍ତି। ସେ କହିଛନ୍ତି ଯେ, ମହାତ୍ମା ଅବା ଜବାହରଲାଲ୍‌ ନେହେରୁଙ୍କ…

ଭାଜପାକୁ କେଜରିଓ୍ବାଲଙ୍କ ଖୋଲା ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୪।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି(ଏଏପି) ଓ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ କଡା ଟକ୍କର ହେବ ବୋଲି କୁହାଯାଉଛି। ମଙ୍ଗଳବାର ଏଏପି ତା’ର ଘୋଷଣା ପତ୍ର ଜାରି କରିବା ପରେ ଭାଜପାକୁ ଖୋଲା ଚ୍ୟାଲେଞ୍ଜ ଦେଇଛି। ଦିଲ୍ଲୀ…

ଟିମ୍‌ ଇଣ୍ଡିଆର ଏହି ଖେଳାଳିଙ୍କୁ ଅସଲ ମ୍ୟାଚ୍‌ ଓ୍ବିନର୍‌ କହିଲେ ଦିଶା ପଟାନୀ

ବଲିଉଡ୍‌ର ହଟ୍‌ ଅଭିନେତ୍ରୀ ଦିଶା ପଟାନୀ ଏବଂ ଆଦିତ୍ୟ ରୟ କପୁର ଖୁବ୍‌ଶୀଘ୍ର ମୋହିତ ସୂରୀଙ୍କ ଆଗାମୀ ଫିଲ୍ମ ‘ମଲଙ୍ଗ’ରେ ନଜରକୁ ଆସିବେ। ଫିଲ୍ମର ପ୍ରମୋଶନରେ ଉଭୟ ଏବେ ବ୍ୟସ୍ତ ଅଛନ୍ତି। ଏହି ଅବସରରେ ଦିଶାଙ୍କୁ ଭାରତୀୟ କ୍ରିକେଟର ପ୍ରକୃତ ମ୍ୟାଚ୍‌…

ଏଏପି ଜାରି କଲା ଘୋଷଣାପତ୍ର: ମାଗଣା ବିଜୁଳି, ମାଗଣା ପାଣି, ୨୪ ଘଣ୍ଟା ଖୋଲା ରହିବ ବଜାର

ନୂଆଦିଲ୍ଲୀ,୪।୨: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ଆମ ଆଦମୀ ପାର୍ଟି(ଏଏପି) ମଙ୍ଗଳବାର ତା’ର ଘୋଷଣାପତ୍ର ଜାରି କରିଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ, ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆଙ୍କ ଉପସ୍ଥିତିରେ ଏହା ଜାରି କରାଯାଇଛି। ଏଥିରେ ଜନ ଲୋକପାଳ ବିଲ୍‌ ଓ ସ୍ବରାଜ ବିଲ୍‌…

ଗାନ୍ଧୀଙ୍କ ବିରୋଧରେ ମନ୍ତବ୍ୟ ଦେଉଥିବା ଲୋକେ ରାବଣଙ୍କ ବଂଶଜ: ଅଧିର ରଞ୍ଜନ

ନୂଆଦିଲ୍ଲୀ,୪।୨: ମହାତ୍ମା ଗାନ୍ଧୀଙ୍କ ବିରୋଧରେ ଆପତ୍ତି ଜନକ ମନ୍ତବ୍ୟ ଦେଇଥିବା ଭାଜପା ସଦସ୍ୟ ଅନନ୍ତ ହେଗ୍‌ଡେଙ୍କୁ ଟାର୍ଗେଟ୍‌ କରିଛନ୍ତି କଂଗ୍ରେସ ନେତା ଅଧିରରଞ୍ଜନ ଚୌଧୁରୀ। ସେ ମଙ୍ଗଳବାର କହିଛନ୍ତି ରାମଙ୍କ ପୂଜାରୀ ମହାତ୍ମାଙ୍କୁ ବିରୋଧରେ ମନ୍ତବ୍ୟ ଦେଉଥିବା ଲୋକେ ହେଉଛନ୍ତି ରାବଣଙ୍କ…

ଷ୍ଟାଚ୍ୟୁ ଅଫ୍‌ ୟୁନିଟିରେ ବେଟି ବଚାଓ-ବେଟି ପଢ଼ାଓ ବାର୍ତ୍ତା

ଗାନ୍ଧିନଗର,୪।୨: ସରକାର ବେଟି ବଚାଓ-ବେଟି ପଢ଼ାଓ ଯୋଜନା ଆରମ୍ଭ କରିଛନ୍ତି। ଏନେଇ ସଚେତନତା ବାର୍ତ୍ତା ଦେଶବ୍ୟାପି ଜାରି ରହିଛି। ଗୁଜରାଟ କଓ୍ବେଡ଼ିଆଠାରେ ଥିବା ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଷ୍ଟାଚ୍ୟୁ ଅଫ୍‌ ୟୁନିଟିରେ ଲେଜର ଲାଇଟ୍‌ ମାଧ୍ୟମରେ ବେଟି ବଚାଓ-ବେଟି ପଢ଼ାଓ…

କେଜରିଓ୍ବାଲଙ୍କ ହନୁମାନ ଚାଳିଶା ପାଠକୁ ନେଇ ଆରମ୍ଭ ହେଲା ରାଜନୀତି

ନୂଆଦିଲ୍ଲୀ,୪।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ହନୁମାନ ଚାଳିଶା ପାଠକୁ ନେଇ ଏବେ ଭାରତୀୟ ଜନତା ପାର୍ଟି(ଭାଜପା) ନେତାମାନେ ତାଙ୍କୁ ଟାର୍ଗେଟ କରିଛନ୍ତି। ଏହାକୁ ନେଇ ଦିଲ୍ଲୀର ଭାଜପା ନେତା କପିଲ ମିଶ୍ରା କେଜରିଓ୍ବାଲଙ୍କୁ କଟାକ୍ଷ କରିଛନ୍ତି। ସେହିଭଳି ମଧ୍ୟପ୍ରଦେଶର ପୂର୍ବତନ…

ରାଜଧାନୀରେ ବେଆଇନ ମଣ୍ଡପ ସିଲ୍‌ ପ୍ରକ୍ରିୟା ଜାରି

ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜଧାନୀରେ ବେଆଇନ ମଣ୍ଡପ ସିଲ ପ୍ରକ୍ରିୟା ଦ୍ୱିତୀୟ ଦିନରେ ପହଞ୍ଚିଛି। ମଙ୍ଗଳବାର ପ୍ରଥମେ ଏକାମ୍ର କଲେଜ ପାଖରେ ଥିବା ଗୋଖି ବାବା କଲ୍ୟାଣ ମଣ୍ଡପକୁ ସିଲ କରିଛନ୍ତି ବିଏମ୍‌ସି ଓ ବିଡିଏର ମିଳିତ ସ୍କ୍ବାଡ। ବେଆଇନ କଲ୍ୟାଣ ମଣ୍ଡପରେ ପହଞ୍ଚିବା…

ଦିଲ୍ଲୀ ବିଧାନସଭା ନିର୍ବାଚନ: କେଜରିଓ୍ବାଲଙ୍କୁ ଟାର୍ଗେଟ କଲେ ନଡ୍ଡା

ନୂଆଦିଲ୍ଲୀ,୪।୨:ଦିଲ୍ଲୀ ବିଧାନସଭା ନିର୍ବାନକୁ ନେଇ ପ୍ରଚାର ମଇଦାନରେ ଏବେ ଅଛନ୍ତି ସବୁ ଷ୍ଟାର ପ୍ରଚାରକ। ଏହି କ୍ରମରେ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ସବୁ ରାଜନୈତିକ ଦଳ ବଳ ଲଗାଇଛନ୍ତି। ମଙ୍ଗଳବାର ଭାରତୀୟ ଜନତା ପାର୍ଟି(ଭାଜପା)ର ଅଧ୍ୟକ୍ଷ ଜେପି ନଡ୍ଡା…

ଦେଶ ସାରା ଏନ୍‌ଏଆର୍‌ସି ଲାଗୁ ପାଇଁ ଏବେ ନାହିଁ ଯୋଜନା: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୪।୨: ଦେଶ ସାରା ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍‌ଏଆର୍‌ସି) ଲାଗୁ କରିବା ପାଇଁ ଏବେ ଯୋଜନା ନାହିଁ। ଏନେଇ ଲୋକ ସଭାରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଲିଖିତ ବୟାନ ଦିଆଯାଇଛି। ଲୋକ ସଭାରେ ଏମ୍‌ପି ଚନ୍ଦନ ସିଂ ଏବଂ ନାଗେଶ୍ୱର ରାଓଙ୍କ ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri