Home

ହେଭିଓ୍ବେଟ୍‌ ଚାମ୍ପିୟନ

୬ ଫୁଟ ୯ ଇଞ୍ଚ୍‌ ଉଚ୍ଚତା ବିଶିଷ୍ଟ ବ୍ରିଟିଶ ବକ୍ସର ଟାଇସନ ଫ୍ୟୁରି ବିଶ୍ୱ ହେଭିଓ୍ବେଟ ଟାଇଟଲ ଜିତିଛନ୍ତି। ଆମେରିକାର ଡେଓଣ୍ଟେ ଓ୍ବାଇଲ୍ଡରଙ୍କୁ ହରାଇ ସେ ବାଜି ମାରିଛନ୍ତି। ଏଥି ସହିତ ଫ୍ୟୁରି ଡବ୍ଲ୍ୟୁବିଏ, ଆଇବିଏଫ୍‌, ଡବ୍ଲ୍ୟୁବିଓ, ଆଇବିଓ, ଡବ୍ଲ୍ୟୁବିସି ଓ…

ଛାତ୍ରୀ ଅପହରଣ ଘଟଣା: ବ୍ୟବହୃତ କାର ଜବତ, ୩ ଅଟକ

ପାଟଣା,୨୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ଗ୍ରାମ ନିକଟ ଦେଓଗାଁ ପଡିଆରୁ ୧୮ ବର୍ଷିୟା କଲେଜ ଛାତ୍ରୀଙ୍କୁ ୪ ଦୁର୍ବୃତ୍ତ ଏକ ଧଳା ହୁଣ୍ଡାଇ ଏକ୍ସ ଟେଣ୍ଟ କାରରେ ଅପହର କରାଯାଇଥିଲା। ଗୁରୁବାର ବିଳମ୍ବିତ ରାତିରେ ତୁରୁମୁଙ୍ଗା ଓ ଘଟଗାଁ…

ଭାଲୁ ଆକ୍ରମଣରେ ମହିଳା ଗୁରୁତର

ପାଟଣା,୨୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ପଲାଣି ଘାଟି ପଞ୍ଚାୟତ ପଲାଣିଘାଟି ପାତା ସାହିର ଜନୈକା ମହିଳା ଶୁକ୍ରବାର ସକାଳୁ ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ଜେମାମଣି ମୁଣ୍ଡା(୨୫)। ପ୍ରକାଶ ଯେ, ସକାଳୁ ଜେନାମଣି ଘର ନିକଟ ବିଲକୁ…

ତାରକା ବୋଲର ବସନ୍ତ

ଓଡ଼ିଶା ପାଇଁ ୧୦୦ତମ ରଣଜୀ ମ୍ୟାଚ୍‌ ଖେଳି ଦ୍ରୁତ ବୋଲର ବସନ୍ତ ମହାନ୍ତି ଏକ ବିରଳ କ୍ଲବରେ ସାମିଲ ହୋଇଛନ୍ତି। ପୂର୍ବରୁ ଦେବାଶିଷ ମହାନ୍ତି, ଶିବସୁନ୍ଦର ଦାସ, ରଶ୍ମିରଞ୍ଜନ ପରିଡା ଓ ପ୍ରଜ୍ଞାନ ଓଝା ଏହି ମାଇଲଖୁଣ୍ଟ ଅତିକ୍ରମ କରିଛନ୍ତି…. ରଣଜୀ…

ଦକ୍ଷିଣ କୋରିଆ-ଜାପାନରେ ବୃଦ୍ଧି ପାଉଛି କରୋନା ମାମଲା: ଭାରତ ବନ୍ଦ କଲା ଭିଜା

ସେୟୋଲ,୨୮।୨: ଚାଇନାରେ କରୋନା ଭାଇରସ୍‌ ମହାମାରୀର ରୂପ ନେଇଥିବା ବେଳେ ଏହାର କବଳରୁ ଦକ୍ଷିଣ କୋରିଆ ଓ ଜାପାନ ମଧ୍ୟ ବର୍ତ୍ତିପାରିନାହିଁ। ଦକ୍ଷିଣ କୋରିଆ ଓ ଜାପାନରେ ଦିନକୁ ଦିନ ବୃଦ୍ଧି ପାଉଥିବା କରୋନା ମାମଲାକୁ ଦୃଷ୍ଟିରେ ରଖି ସେଠାକାର ନାଗରିକଙ୍କ…

ସୁଇମିଂ କୁଇନ୍‌ ଦାମିନୀ

ମାତ୍ର ୧୭ ବର୍ଷରେ ସାଉଥ୍‌ ଏସିଆନ ଗେମ୍ସରେ ୪ ଟି ସ୍ବର୍ଣ୍ଣ ପଦକ ହାସଲ କରିଥିବା କର୍ନାଟକର ଦାମିନୀ ଗୌଡ଼ା ଏବେ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ମଧ୍ୟ ଉଚ୍ଚକୋଟୀର ପ୍ରଦର୍ଶନ କରିଛନ୍ତି। ସନ୍ତରଣରେ ସେ ୩ ସ୍ବର୍ଣ୍ଣ ଓ ୨…

ବ୍ୟବସ୍ଥିତ ହେବ ଶ୍ରୀମନ୍ଦିର ନୀତି

ପୁରୀ ଅଫିସ,୨୮।୨: ଶ୍ରୀମନ୍ଦିରରେ ଅନେକ ସମୟରେ ନୀତିରେ ବିଳମ୍ବ ହେଉଛି। ଏଥିଯୋଗୁ ଶ୍ରଦ୍ଧାଳୁମାନେ ଠିକ୍‌ ଭାବେ ଠାକୁରଙ୍କୁ ଦର୍ଶନ କରିପାରୁ ନ ଥିବାବେଳେ ମହାପ୍ରସାଦ ବାହାରିବାରେ ଡେରି ହେଉଛି। ଫଳରେ ବିଭିନ୍ନ ସମୟରେ ଭକ୍ତ ଅବଢା ନ ପାଇ ଫେରିବାକୁ ବାଧ୍ୟ…

ବାଙ୍କୀ ଡବଲ ମର୍ଡର ଘଟଣା: ଆଉ ୩ ଅଭିଯୁକ୍ତ ଗିରଫ

ବାଙ୍କୀ,୨୮। ୨(ସ୍ବ.ପ୍ର.): ବାଙ୍କୀ ଡବଲ ମର୍ଡର ଘଟଣାରେ ପୂର୍ବରୁ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିବା ବେଳେ ଗୁରୁବାର ଆଉ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ନୂଆଗାଁ ପଞ୍ଚାୟତସ୍ଥିତ ଖଜୁରିପଦା…

ହାତ ଚଳୁଥିଲା ପର୍ଯ୍ୟନ୍ତ ଭାତ ମିଳୁଥିବ

କଟକ ଅଫିସ,୨୮।୨: କର୍ମ ହିଁ ମଣିଷକୁ ପରିଚୟ ଦିଏ। ହେଲେ ସମୟ ମଣିଷର କର୍ମ ଓ ପରିଚୟକୁ ବି ବଦଳାଇପାରେ। ସମୟ ବଦଳିବା ସହିତ ମଣିଷ ପାଏ ଭିନ୍ନ ପରିଚୟ। ପ୍ରତିଦିନ ବିଳମ୍ବିତ ରାତିରେ ମଙ୍ଗୁଳିଛକରେ ଚା’ ବିକୁଥିବା ହରିହର ପତିଙ୍କ…

ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ

ତିର୍ତ୍ତୋଲ,୨୮।୨ (ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅଧୀନ ତେନ୍ତୁଳିପଦା ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବା ଅଞ୍ଚଳବାସୀ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ପଞ୍ଚାୟତ ଅଞ୍ଚଳରେ ଅନେକ ଅଯୋଗ୍ୟଙ୍କୁ ଆବାସ ଯୋଜନାରେ ସାମିଲ କରାଯାଇଥିବା ବେଳେ ଯୋଗ୍ୟ…

ଦୁଇ ଭଉଣୀଙ୍କୁ ନୟାପଲ୍ଲୀ ଥାନାରେ ନିସ୍ତୁକ ମାଡ଼ ମାମଲା: ୫୦ ହଜାର ଲେଖାଏ କ୍ଷତିପୂରଣ ଦେବାକୁ ଗୃହ ବିଭାଗକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ନୟାପଲ୍ଲୀ ଥାନା ଅନ୍ତର୍ଗତ ବେହେରା ସାହିର ଦୁଇଉଭଣୀ ଗାୟତ୍ରୀ ଓ ଇତିଶ୍ରୀ ମଲିକଙ୍କୁ ପୋଲିସ ଉଠାଇ ନେଇ ଥାନାରେ ନିସ୍ତୁକ ମାଡ଼ ମାରିଥିଲା। ଏହି ମାମଲାର ଶୁଣାଣି କରି ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍‌ଆର୍‌ସି) ଗୁରୁବାର ପୀଡିତା ଦୁଇ…

ସ୍ବାଇନ୍‌ ଫ୍ଲୁ ପାଇଁ ପ୍ରସ୍ତୁତ ଏସ୍‌ସିବି ମେଡିକାଲ

କଟକ ଅଫିସ,୨୮।୨: ଏସ୍‌ସିବି ମେଡିକାଲ ଚକ୍ଷୁ ବିଭାଗର ତୃତୀୟ ମହଲାରେ ଖୋଲାଯାଇଥିବା ସ୍ବତନ୍ତ୍ର ସ୍ବାଇନ୍‌ ଫ୍ଲୁ ୱାର୍ଡରେ ତିନି ଜଣ ସନ୍ଦେହରେ ଚିକିତ୍ସିତ ହୋଇ ଫେରିଛନ୍ତି। ବର୍ତ୍ତମାନ କେହି ଚିକିତ୍ସିତ ହେଉ ନ ଥିବା ମେଡିକାଲ୍‌ ସୂତ୍ରରୁ ସୂଚନା ମିଳିଛି। ଛାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?