Home

ଚିନ୍ମୟାନନ୍ଦଙ୍କୁ ଜାମିନ

ଆଲ୍ଲାହାବାଦ, ୪ା୨(ପି.ଟି.): ଜଣେ ଆଇନ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେବା ମାମଲାରେ ଅଭିଯୁକ୍ତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦଙ୍କୁ ଆଲ୍ଲାହାବାଦ ହାଇକୋର୍ଟ ସୋମବାର ଜାମିନ ପ୍ରଦାନ କରିଛନ୍ତି। ଚିନ୍ମୟାନନ୍ଦଙ୍କ ଦ୍ୱାରା ଗଠିତ ଟ୍ରଷ୍ଟ ଦ୍ୱାରା ପରିଚାଳିତ ଶାହଜାହାନ୍‌ପୁର ଆଇନ କଲେଜରେ ଉକ୍ତ…

ଜାମିଆରେ ଫୁଟିଲା ଗୁଳି

ନୂଆଦିଲ୍ଲୀ, ୪ା୨(ପି.ଟି.): ସିଏଏ ଓ ଏନ୍‌ଆର୍‌ସିକୁ ବିରୋଧ ଜାରି ରହିଥିବା ବେଳେ ରବିବାର ରାତିରେ ଦିଲ୍ଲୀର ଜାମିଆ ମିଲିଆ ଇସ୍‌ଲାମିଆ ବିଶ୍ୱବିଦ୍ୟାଳୟ ନିକଟରେ ପୁଣି ଗୁଳିକାଣ୍ଡ ଘଟିଛି। ଦୁଇ ଅଜ୍ଞାତ ବ୍ୟକ୍ତି ଏହି ଗୁଳି ଫୁଟାଇ ଫେରାର୍‌ ହୋଇଯାଇଥିବା ବେଳେ ଏଥିରେ…

ସିଏଏ, ଏନ୍‌ଆର୍‌ସିକୁ ନେଇ ପାର୍ଲାମେଣ୍ଟରେ ଅଚଳାବସ୍ଥା

ନୂଆଦିଲ୍ଲୀ,୪ା୨(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ), ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଏ) ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି)କୁ ନେଇ ସୋମବାର ପାର୍ଲାମେଣ୍ଟରେ ବିରୋଧୀ ସଦସ୍ୟମାନେ ସରକାରଙ୍କ ଉପରେ ଜୋର୍‌ଦାର ବର୍ଷିଥିଲେ। ସରକାର ଗୁଳି ଚଳାଇ ଲୋକଙ୍କ ସ୍ବରକୁ ଚାପିଦେଇପାରିବେ ନାହିଁ…

ଜୈବିକ ଯୁଦ୍ଧାସ୍ତ୍ରରୁ ‘କରୋନା’

ନୂଆଦିଲ୍ଲୀ,୪ା୨(ଆଇଏଏନ୍‌ଏସ୍‌): ପ୍ରାଣୀଠାରୁ ସୃଷ୍ଟ ବୋଲି କୁହାଯାଉଥିବା ମାରାତ୍ମକ କରୋନା ଭୂତାଣୁ ସାରା ବିଶ୍ୱରେ ଆତଙ୍କ ଖେଳାଇ ଦେଇଛି। ଏହାର କେନ୍ଦ୍ରସ୍ଥଳ କୁହାଯାଉଥିବା ଚାଇନାର ଉହାନ ସହରକୁ ନେଇ ଏବେ ଏକ ନୂଆ ତଥ୍ୟ ପଦାକୁ ଆସିଛି। ଯେଉଁଠାରୁ ଏହି ଭୂତାଣୁ ବ୍ୟାପିଛି,…

ବହୁ ଉପକାରୀ ମୁଗଡାଲି ପାଣି

ମୁଗଡାଲିରେ ଥିବା ଜରୁରୀ ଭିଟାମିନ୍‌ ଏବଂ ମିନେରାଲ୍ସ ଶରୀରକୁ ସୁସ୍ଥ ରଖିଥାଏ। ତା’ସହ ଏହାର ପାଣି ଓଜନ ହ୍ରାସ କରିବାରେ ସହାୟକ ହୋଇଥାଏ। ମୁଗ ଡାଲିରେ ମାଙ୍ଗାନିଜ୍‌, ପଟାସିୟମ୍‌, ମ୍ୟାଗ୍ନେସିୟମ୍‌, କପର୍‌, ଏବଂ ଅନେକ ପ୍ରକାରର ଭିଟାମିନ୍‌ ଭରପୂର୍‌ ଥାଏ। ମୁଗଡାଲିର…

କ୍ରିକେଟ ଖେଳିନାହାନ୍ତି, ତଥାପି ବିଶ୍ୱ କ୍ରିକେଟରେ ତାଙ୍କ କ୍ରେଜ୍‌ ଅଧିକ

ସୁଧୀର କୁମାର ଗୌତମ ଜୀବନରେ ବ୍ୟାଟ କିମ୍ବା ବଲ ଧରି ନ ଥିଲେ ମଧ୍ୟ ଭାରତୀୟ କ୍ରିକେଟରେ ଏକ ପରିଚିତ ନାମ। କ୍ରିକେଟ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ପ୍ରବଳ ସମର୍ଥକ ଭାବେ ସୁଧୀର ଗୌତମ ସାରା ବିଶ୍ବରେ ପ୍ରସିଦ୍ଧ। ସଚିନଙ୍କୁ ଈଶ୍ବରଙ୍କ…

ବିବାହିତ ମହିଳାଙ୍କୁ ବିବାହ କରିବା ପାଇଁ ଘରୁ ଲୁଚି ପଳାଇଥିଲେ ଏହି କ୍ରିକେଟର୍‌

ଭାରତୀୟ କ୍ରିକେଟ ଖେଳାଳିଙ୍କ ପ୍ରେମ କାହାଣୀକୁ ନେଇ ସର୍ବଦା ଚର୍ଚ୍ଚା ଉଠିଥାଏ। କିଏ କାହା ସହ ଡେଟିଂରେ ଗଲେ, କିଏ କାହାକୁ ନେଇ ବୁଲିଲେ ତାକୁ ନେଇ ଗଣମାଧ୍ୟମରେ ବେଶ୍‌ ଆଲୋଚନା ମଧ୍ୟ ହୋଇଥାଏ। କିନ୍ତୁ ଏମିତି ଜଣେ କ୍ରିକେଟର ଅଛନ୍ତି…

ଟ୍ରାକ୍ଟର ଓଲଟି ହେଲପର ମୃତ, ରାସ୍ତାରୋକୋ

ଗୁଡ଼ଭେଲା, ୩ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ତୁଷୁରା ବିଦେଶୀ ମଦ ଦେକାନ ସମ୍ମୁଖରେ ଏକ ଓଭରଲୋଡିଙ୍ଗ ଟ୍ରାକ୍ଟର ଓଲଟି ପଡିବାରେ ଗାଡି ହେରପରଙ୍କର ମୃତ୍ୟୁ ଘଟିଥିଲା। ସୋମବାର ମୃତକଙ୍କ ପରିବାର ଓ ସ୍ଥାନୀୟ ଲୋକେ ତୁଷୁରା-ବଲାଙ୍ଗୀର ମୁଖ୍ୟରାସ୍ତାର ଜଗନ୍ନାଥ ମନ୍ଦିର ପାଖରେ ରାସ୍ତାରୋକୋ…

ଗଡ଼ମଣ୍ଡଳ ସରସ୍ବତୀ ଶିଶୁ ମନ୍ଦିରରୁ ଚୋରି

ଛେଣ୍ଡିପଦା,୩।୨(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପାତ୍ରପଡା ପଞ୍ଚାୟତର ଗଡ଼ମଣ୍ଡଳ ସରସ୍ବତୀ ଶିଶୁମନ୍ଦିର କାର୍ଯ୍ୟାଳୟ ତାଲାଭାଙ୍ଗି ରବିବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ନେଇ ସୋମବାର ଛେଣ୍ଡିପଦା ଥାନାରେ ଅଭିଯୋଗ ହୋଇଛି । ପ୍ରକାଶ ଯେ, ଶିକ୍ଷକ ଦେବରାଜ ସାହୁ ସବୁଦିନ…

ଏମିତି ଏକ ମନ୍ଦିର, ଯେଉଁଠି ଗୋବରରେ ପୂଜା ପାଆନ୍ତି ଗଣେଶ

ମଧ୍ୟପ୍ରଦେଶର ମହେଶ୍ୱରଠାରେ ଥିବା ଏକ ମନ୍ଦିରରେ ଗୋବରରେ ନିର୍ମିତ ଗଣେଶ ପୂଜା ପାଇଥା’ନ୍ତି। ଭାରତରେ ଯେତେ ବି ମନ୍ଦିର ଅଛି ସବୁ ମନ୍ଦିରର କିଛି ନା କିଛି ଇତିହାସ ରହିଛି। ତେବେ ଆପଣ ଏହା ବିଶ୍ୱାସ କରିବେନି କି, ଏହି ମନ୍ଦିରରେ…

ବିଏସ୍‌ପିକୁ ଝଟ୍‌କା: ଏଏପିରେ ଯୋଗଦେଲେ ନାଥୁରାମ

ନୂଆଦିଲ୍ଲୀ,୩।୨: ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବାର ୫ଦିନ ପୂର୍ବରୁ ବିଏସ୍‌ପିକୁ ବଡ଼ ଝଟ୍‌କା ଲାଗିଛି। କରାଓ୍ବଲ ନଗରରୁ ବିଏସ୍‌ପି ପ୍ରାର୍ଥୀ ଥିବା ନାଥୁରାମ କଶ୍ୟପ ଆମ ଆଦ୍‌ମୀ ପାର୍ଟି (ଏଏପି)ରେ ଯୋଗଦେଇଛନ୍ତି। ସୋମବାର ଏଏପିର ନେତା ଓ ରାଜ୍ୟସଭା ଏମ୍‌ପି ସଞ୍ଜୟ…

କରୋନାଭାଇରସ୍‌ ଭୟ ସତ୍ତ୍ୱେ ଚାଇନା ଯୁବତୀଙ୍କୁ ବିବାହ କଲେ ଭାରତୀୟ ଯୁବକ

ଭୋପାଳ,୩।୨: କଥାରେ ଅଛି ପ୍ରେମ କି ଜାଣେ ବାଧା ବନ୍ଧନ। ଏହି ଉକ୍ତିଟିର ସଫଳ ରୂପାୟନ ଦେଖିବାକୁ ମିଳିଛି ମଧ୍ୟପ୍ରଦେଶରେ। ମଧ୍ୟପ୍ରଦେଶ ମନ୍ଦସୌର ଜିଲାରେ ରହୁଥିବା ଜଣେ ଯୁବକ ଧର୍ମ ଓ ଦେଶର ସୀମାକୁ ଭାଙ୍ଗି ଚାଇନା ଯୁବତୀଙ୍କୁ ବିବାହ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri