୨ସନ୍ତାନଙ୍କ ସହ ଅର୍ପିତାଙ୍କ ଫଟୋ ଭାଇରାଲ
ମୁମ୍ବାଇ: ବଲିଉଡ୍ ଦବଙ୍ଗ ଖାଁଙ୍କ ଭଉଣୀ ଅର୍ପିତା ଖାଁ ଶର୍ମା ନିକଟରେ ଦ୍ୱିତୀୟ ସନ୍ତାନକୁ ଜନ୍ମ ଦେଇଛନ୍ତି। ଭାଇ ସଲମାନଙ୍କ ଜନ୍ମଦିନ ଅବସରରେ ଅର୍ଥାତ୍ ଡିସେମ୍ବର ୨୭ରେ ସେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ। ଜନ୍ମ ପରଠାରୁ ହିଁ ଅର୍ପିତା…
ସଂସଦରେ ସିଏଏ ତାତି: ଲୋକ ସଭା-ରାଜ୍ୟ ସଭାରେ ପ୍ରବଳ ହଟ୍ଟଗୋଳ
ନୂଆଦିଲ୍ଲୀ,୩।୨: ସଂସଦର ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଉଭୟ ଲୋକ ସଭା ଏବଂ ରାଜ୍ୟ ସଭାରେ ବିରୋଧୀ ଦଳ ସଦସ୍ୟଙ୍କ ପକ୍ଷରୁ ପ୍ରବଳ ହଟ୍ଟଗୋଳ ହୋଇଛି। ଲୋକ ସଭାରେ କଂଗ୍ରେସ ପକ୍ଷରୁ ଅଧୀର ରଞ୍ଜନ ଚୌଧୁରୀ,…
ଛାଡ଼ପତ୍ର ପରେ ସ୍ତ୍ରୀଙ୍କୁ ଭରଣପୋଷଣ ଲାଗି ସ୍ବାମୀ ଦେଲେ…
ଆର୍ଜେଣ୍ଟିନାର ସ୍ଥାନୀୟ କୋର୍ଟ ଜଣେ ବ୍ୟକ୍ତିଙ୍କୁ ତାଙ୍କ ଡିଗ୍ରୀଧାରୀ ସ୍ତ୍ରୀଙ୍କୁ ୨୮ ବର୍ଷ ପର୍ଯ୍ୟନ୍ତ ଘର କାମ କରିବା ନିମନ୍ତେ ୧ କୋଟି ୨୦ ଲକ୍ଷ ଭରଣପୋଷଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଛାଡ଼ପତ୍ର ମାମଲାରେ କୋର୍ଟ ଏହି ରାୟ ପ୍ରକାଶ କରିଛନ୍ତି।…
କର୍ନାଟକରେ ପୁଣି ଫେରିବକି ପୁରୁଣା ଡ୍ରାମା: ୟେଦୁରପ୍ପାଙ୍କୁ ଭାଜପା ବିଧାୟକଙ୍କ ଧମକ !
ବେଙ୍ଗାଲୁରୁ,୩।୨: କର୍ନାଟକରେ ପୁଣିଥରେ ପୁରୁଣା ରାରଜନୈତିକ ଡ୍ରାମା ଫେରିବା ନେଇ ଚର୍ଚ୍ଚା ହେଉଛି। ମୁଖ୍ୟମନ୍ତ୍ରୀ ବି.ଏସ୍. ୟେଦୁରପ୍ପାଙ୍କୁ ଭାଜପାର ବିଧାୟକ ଧମକ ଦେଇଛନ୍ତି। ସେମାନେ ବିଧାୟକ ପଦରୁ ଇସ୍ତଫା ଦେବା ପାଇଁ କହିଛନ୍ତି। ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ତାଲିକା ୟେଦୁରପ୍ପା ହାଇକମାଣ୍ଡ୍ଙ୍କ…
ନିଖୋଜ ପୁଅର ପତ୍ତା ମିଳୁନି: ପରିବାରବର୍ଗଙ୍କ ରାସ୍ତା ଅବରୋଧ
ରାଇକିଆ,୩।୨(ଡି.ଏନ୍.ଏ.) : କନ୍ଧମାଳ ଜିଲା ରାଇକିଆ ଅଲିମାହା ସାହିର ଶୁଭେନ୍ଦୁ ମଲିକ ଗତ ଜାନୁୟାରୀରୁ ନିଖୋଜ ହୋଇଯାଇଛନ୍ତି। ୧୮ ଦିନ ବିତି ଯାଇଥିଲେ ମଧ୍ୟ ନିଖୋଜ ପୁଅର ପତ୍ତା ମିଳିନାହିଁ। ଏ ନେଇ ପରିବାର ପକ୍ଷରୁ ଜାନୁୟାରୀ ୨୫ ତାରିଖରେ ରାଇକିଆ…
ଭାଜପାକୁ ଚାନ୍ଦ-ତାରା ମାଗି ନ ଥିଲି: ଉଦ୍ଧବ
ମୁମ୍ବାଇ,୩।୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ କରିଛନ୍ତି। ସେ ଭାଜପା ହାତଛାଡି କଂଗ୍ରେସ ଓ ଏନ୍ସିପି ସହ ମିଶି ସରକାର ଗଢିବାକୁ ନେଇ କହିଛନ୍ତି, ମୁଁ ଭାଜପାକୁ ଚାନ୍ଦ-ତାରା ମାଗି ନ ଥିଲି। ଯଦି ଭାଜପା…
ଭୂକମ୍ପରେ ଥରିଲା ଚାଇନା: ରିକ୍ଟର ସ୍କେଲରେ ତୀବ୍ରତା ୫.୧
ବେଜିଂ,୩।୨: ଗୋଟିଏ ପଟେ କରୋନା ଭାଇରସ୍ର ଆତଙ୍କ ଚାଇନାର ମୁଣ୍ଡ ବ୍ୟାଥାର କାରଣ ପାଲଟିଥିବା ବେଳେ ଏବେ ଏଠାରେ ଭୂକମ୍ପ ଅନୁଭୂତ ହୋଇଛି। ସୋମବାର ଦକ୍ଷିଣ-ପଶ୍ଚିମ ଚାଇନାର ଶିଚୁଆନ ପ୍ରାନ୍ତରେ ଥିବା କ୍ୟୁଇଙ୍ଗ୍ଓ୍ବାଇଜିଆଙ୍ଗ୍ ଜିଲାରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ…
ବଳୟାକାର ସୂର୍ଯ୍ୟୋପରାଗ
ସୂର୍ଯ୍ୟୋପରାଗ କେବଳ ଅମାବାସ୍ୟା ତିଥିରେ ସଂଘଟିତ ହୋଇଥାଏ। ମାତ୍ର ସମସ୍ତ ଅମାବାସ୍ୟାରେ ସୂର୍ଯ୍ୟୋପରାଗ ଘଟି ନ ଥାଏ। କୌଣସି ଅମାବାସ୍ୟା ତିଥିରେ ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଏକ ସମତଳରେ ଅବସ୍ଥାନ କରିଥାନ୍ତି। ମାତ୍ର କେତେକ ଅମାବାସ୍ୟାରେ ଏ ତିନି ମହାକାଶୀୟ…
ଜୀବନସାଥୀ ଖୋଜିବା ପାଇଁ ୩୩ ହଜାର ଟଙ୍କା ଖର୍ଚ୍ଚରେ ହୋର୍ଡିଂ ଲଗାଇଲେ ଯୁବକ
ଜୀବନରେ ଉପଯୁକ୍ତ ସାଥୀଟିଏ ପାଇଁ ସମସ୍ତେ ଚେଷ୍ଟିତ ଥାନ୍ତି। ଆଜିକାଲି ସାଥୀ ଖୋଜିବା ପାଇଁ ବିଭିନ୍ନ ପ୍ରକାର ମ୍ୟାଟ୍ରିମୋନିଆଲ୍ ସାଇଟ୍ ମଧ୍ୟ ଉପଲବ୍ଧ ହେଲାଣି। କିନ୍ତୁ ଇଂଲଣ୍ଡ ଜଣେ ଯୁବକ ସାଥୀଟିଏ ପାଇବା ପାଇଁ ଏକ ଅଭିନବ ଉପାୟ ଆପଣାଇଛନ୍ତି। ସେ…
ମେୟର ପଦବୀ: ନିର୍ବାଚନ ଲଢୁଛନ୍ତି ୨ କୁକୁର ଏବଂ ଛେଳି
ଓ୍ବର୍ମାଣ୍ଟୋ, ୩।୨: ମଣିଷ ନିର୍ବାଚନ ଲଢ଼ିଥାନ୍ତି। ତେବେ କୌଣସି ପ୍ରାଣୀ ନିର୍ବାଚନ ଲଢ଼ିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ଆମେରିକାର ଉତ୍ତର ପୂର୍ବରେ ଥିବା ଓ୍ବର୍ମାଣ୍ଟୋ ସହରରେ ମେୟର ପଦବୀ ପାଇଁ ୩ ପ୍ରାଣୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ହେଉଛି।…
ଖାଉଟି ଠକେଇ
ନବରଙ୍ଗପୁର ଜିଲାରେ ଖାଉଟି ଠକାମିର ଶିକାର ହେଉଛନ୍ତି। ଏବେ ବି ଜିଲାରେ ମାଣ ଓ ଅଡା କାରବାର ହାଟ ବଜାରରେ ଦେଖିବାକୁ ମିଳୁଛି। ଆଦିବାସୀ ଅଧ୍ୟୁଷିତ ଏହି ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଖାଉଟି ସଚେତନତା ଏଯାଏ ଆସି ନାହିଁ। ଫଳରେ ଚାଉଳ…
ଏଏପିକୁ ଟାର୍ଗେଟ କଲେ କପିଲ
ନୂଆଦିଲ୍ଲୀ,୩।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ଯେତେ ପାଖେଇ ଆସୁଛି ନେତାମାନେ ପରସ୍ପର ମଧ୍ୟରେ ସେତେ ଦୋଷ ଲଦାଲଦି ହେଉଛନ୍ତି। ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରାର୍ଥୀ କପିଲ ମିଶ୍ରା ପୁଣିଥରେ ଆମ ଆଦମୀ ପାର୍ଟି(ଏଏପି)କୁ ଟାର୍ଗେଟ କରିଛନ୍ତି। ନ୍ୟୁଜ ଏଜେନ୍ସି ଏଏନ୍ଆଇକୁ ଦେଇଥିବା…
Archives


