Home

କରୋନା ସଂକ୍ରମଣ ରୋକିବ ହୋମିଓପ୍ୟାଥି ଔଷଧ ‘ଆର୍ସେନିକ୍‌ ଅଲବୁମ୍‌-୩୦’: ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ଏଡଭାଇଜରି ଜାରି

ଜୟପୁର,୩।୨: ସାରା ପୃଥିବୀରେ କରୋନା ଭୁତାଣୁ ସଂକ୍ରମଣ ନେଇ ଆତଙ୍କ ଖେଳି ଯାଇଛି। ଇତିମଧ୍ୟରେ ଭାରତର କେରଳରେ ୨ ଜଣଙ୍କଠାରେ କରୋନା ଭୁତାଣୁ ଚିହ୍ନଟ ହୋଇଛି। ସେହିପରି ପଶ୍ଚିମବଙ୍ଗରେ ୮ ସନ୍ଦିଗ୍ଧଙ୍କୁ ଚିହ୍ନ କରାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ…

ହଟାଗଲା ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ବୋମା: ୩୫୦୦ ଲୋକ ହେଲେ ସ୍ଥାନାନ୍ତର

ରୋମ୍‌,୩।୨: ଇଟାଲୀର ଭେନିସ୍‌ରେ ଏକ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟର ବୋମାକୁ ହଟାଯାଇଛି। ଏଥିପାଇଁ ୩୫୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ବୋମାକୁ ନିଷ୍କ୍ରିୟ କରି ସମୁଦ୍ରରେ ଭସାଇ ଦିଆଯାଇଛି। ବୋମାକୁ ନିଷ୍କ୍ରିୟ କରିବା ସମୟରେ ସ୍ଥାନୀୟ ମାର୍କୋପୋଲୋ ବିମାନ ବନ୍ଦରରେ…

ବଲିଉଡ୍‌ରେ ଓ୍ବାହିଦା ରେହମାନଙ୍କୁ ଏହି ଅଭିନେତା ଦେଇଥିଲେ ବ୍ରେକ୍‌

ମୁମ୍ବାଇ: ହିନ୍ଦୀ ଚଳଚ୍ଚିତ୍ରର ପପୁଲାର ଓ ବରିଷ୍ଠ ଅଭିନେତ୍ରୀ ଓ୍ବାହିଦା ରେହମାନ ସୋମବାର ୮୨ ବର୍ଷରେ ପ୍ରଦାର୍ପଣ କରିଛନ୍ତି। ତାଙ୍କର ଜନ୍ମଦିନ ଅବସରରେ ବଲିଉଡ୍‌ ସେଲିବ୍ରିଟିଙ୍କଠାରୁ ଆରମ୍ଭ କରି ଶୁଭେଚ୍ଛୁଙ୍କ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ୧୯୩୮ ଫେବୃୟାରୀ ୩ରେ ତାମିଲନାଡୁରେ…

ପୃଥିବୀର ୨୮ ଦେଶରେ ୧୬,୭୮୧ କରୋନା ସଂକ୍ରମିତ: ଭାରତରେ ୩

ନୂଆଦିଲ୍ଲୀ/ବେଜିଂ,୩।୨: ପୃଥିବୀର ୨୮ଟି ଦେଶରେ କରୋନା ଭୁତାଣୁ ଆତଙ୍କରେ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଏହି ଭୁତାଣୁ ଦ୍ୱାରା ଚାଇନାରେ ସର୍ବାଧିକ ୧୬ ହଜାର ୬ ଶହ ଜଣ ଲୋକ ସଂକ୍ରମିତ ହୋଇଛନ୍ତି। ସେହିଭଳି ଚାଇନା ପଛକୁ ସଂକ୍ରମିତଙ୍କ ତାଲିକାରେ ଜାପାନ ରହିଛି।…

ଦିଲ୍ଲୀ ବିଧାନସଭା ନିର୍ବାଚନ: ପ୍ରଥମଥର ଲାଗି ପ୍ରଚାର ମଇଦାନକୁ ଓହ୍ଲାଇବେ ମୋଦି

ନୂଆଦିଲ୍ଲୀ,୩।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ପ୍ରଚାର ମଇଦାନୁ ଓହ୍ଲାଇଛନ୍ତି ଷ୍ଟାର ପ୍ରଚାରକମାନେ। ସୋମବାର ପ୍ରଥମଥର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବ ଦିଲ୍ଲୀର କାରକାରଡୁମାଠାରେ ଏକ ଜନସଭାକୁ ଉଦ୍‌ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ଏହା ଅପରାହ୍ନ…

ବୁଦ୍ଧିମତ୍ତା ବଢ଼ାଏ ସୁନିଦ୍ରା

ଜଣେ ବ୍ୟକ୍ତି ରାତିରେ ଅତିକମ୍‌ରେ ୭-୮ ଘଣ୍ଟା ଶୋଇବା ଦରକାର। ହେଲେ ଅନେକଙ୍କ କ୍ଷେତ୍ରରେ ଏହା ସମ୍ଭବ ହୋଇ ନ ଥାଏ। ନିକଟରେ ୟୁନିଭର୍ସିଟି ଅଫ୍‌ ଓ୍ବାଶିଂଟନର ବିଶେଷଜ୍ଞମାନେ ନିଦ୍ରାକୁ ନେଇ କରିଥିବା ଏକ ଗବେଷଣାରୁ ରୋଚକ ତଥ୍ୟ ଜାଣିପାରିଛନ୍ତି। ସଦ୍ୟ…

ହସ୍ପିଟାଲରୁ ଲୁଚି ପଳାଇଲେ ଚାଇନା ଫେରନ୍ତା ଛାତ୍ର: ଲୋକେ ଭୟଭୀତ

ଭୋପାଳ,୩।୨: ମଧ୍ୟପ୍ରଦେଶ ଛତରପୁରର ନୌଗାଁଓ ଅଞ୍ଚଳରେ ଚାଇନରୁ ଫେରିଥିବା ଜଣେ ଛାତ୍ରଙ୍କୁ କରୋନାଭାଇରସ ସଂକ୍ରମଣର ଆଶଙ୍କା କରି ଭର୍ତ୍ତି କରାଯାଇଥିଲା। ହେଲେ ସେ ହଠାତ୍‌ ହସ୍ପିଟାଲରୁ ଲୁଚି ପଳାଇବା ଫଳରେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ସୂଚନାଯୋଗ୍ୟ, ପ୍ରାୟ…

ପ୍ରଦର୍ଶନୀ ପଡ଼ିଆ ସମ୍ମୁଖ ରାସ୍ତାରେ ଭିଡ଼ ଅସମ୍ଭାଳ

ଭୁବନେଶ୍ୱର,୩।୨(ବ୍ୟୁରୋ): ସ୍ମାର୍ଟ ସିଟିରେ ଦିନକୁଦିନ ଟ୍ରାଫିକ୍‌ ସମସ୍ୟା ଜଟିଳ ହେବାରେ ଲାଗିଛି। ଏବେ କମିଶନରେଟ୍‌ ପୋଲିସ ପକ୍ଷରୁ କଳ୍ପନାରୁ ରାଜମହଲ ମୁଖ୍ୟରାସ୍ତା ସମେତ ବାପୁଜୀ ନଗର ବଜାରରେ ଟ୍ରାଫିକ୍‌ କଟକଣା ଲାଗୁ କରାଯାଇଥିବାବେଳେ ଏହା ଉପରେ ପୂରା ଫୋକସ୍‌ ଦେଉଛି। ଏପଟେ…

ପଡିଆ ଭିତରେ କଡ଼ା ଟକ୍କର, ବାହାରେ ବନ୍ଧୁତା

ମାଉଣ୍ଟ ମାଉଁଗାନୁଇ,୩।୨: ଅନ୍ତିମ ଟି୨୦ ମ୍ୟାଚରେ ନ୍ୟୁଜିଲ୍ୟାଣ୍ଡକୁ ୭ ରନରେ ପରାସ୍ତ କରି ଭାରତ ପାଞ୍ଚମ୍ୟାଚ ବିଶିଷ୍ଟ ଟି୨୦ ସିରିଜକୁ ୫-୦ରେ ମୂଳପୋଛ କରିଛି। ଶେଷ ମ୍ୟାଚରେ ଅଧିନାୟକ ବିରାଟ କୋହଲି ବିଶ୍ରାମ ନେଇଥିଲେ। ତାଙ୍କ ସ୍ଥାନରେ ଦଳର ନେତୃତ୍ୱ ନେଇଥିଲେ…

୬୧ କଲେଜକୁ ଆର୍‌ଡିଇର ଜବାବତଲବ

ଯାଜପୁର ଅଫିସ,୩।୨: ସେଲ୍ଫ ଫାଇନାନ୍ସିଂ ସ୍କିମ ନାମରେ ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷାର ବ୍ୟବସାୟୀକରଣ ଯୋଗୁ ରାଜ୍ୟରେ ବହୁ ପ୍ରତିଷ୍ଠିତ ଘରୋଇ ଆବାସିକ ଡିଗ୍ରୀ କଲେଜଗୁଡ଼ିକରେ ଛାତ୍ରୀଛାତ୍ରଙ୍କ ଠାରୁ ବେଆଇନ ଫି’ ଆଦାୟ ଚାଲିଛି। ଏନେଇ ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି)ରେ ମାମଲା…

କରୋନା ମହାମାରୀ ବେଲଗାମ: ମୃତ୍ୟୁ ସଂଖ୍ୟା ୩୬୧ ଛୁଇଁଲା;୨୪ ଘଣ୍ଟାରେ ୨୦୧୩ ଜଣ ସଂକ୍ରମିତ

ବେଜିଂ,୩।୨: ଚାଇନାର ବୁହାନରେ କରୋନା ମହାମାରୀ ବେଲଗାମ ହେବାରେ ଲାଗିଛି। ମୃତ୍ୟୁ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। ଇତିମଧ୍ୟରେ କରୋନା ଭୁତାଣୁ ସଂକ୍ରମଣରେ ୩୬୧ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଏହି ଭୁତାଣୁ ଯୋଗୁ ୨୦୧୩…

ଆକର୍ଷିତ କରୁଛି ଆଦିବାସୀ ମେଳା

ଭୁବନେଶ୍ୱର,୩ା୨(ବ୍ୟୁରୋ): ଆଦିବାସୀ ମେଳାକୁ ଛୁଟିଛି ଲୋକଙ୍କ ସୁଅ। ସାତ ଦିନରେ ୭ଲକ୍ଷରୁ ଅଧିକ ଦର୍ଶକ ମେଳା ବୁଲିବାକୁ ଆସିଥିବାବେଳେ କାରବାର ମଧ୍ୟ ସାଢ଼େ ତିନିକୋଟି ଟଙ୍କାକୁ ଟପିଗଲାଣି। ମେଳାର ୭ମ ସନ୍ଧ୍ୟାରେ ରେକର୍ଡ ସଂଖ୍ୟକ ଦେଢ଼ ଲକ୍ଷ ଲୋକ ଆସିଥିବାବେଳେ ଆଗାମୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri