Home

ହିନ୍ଦୀ ଥିଓରି ଫୁଲ୍‌ ମାର୍କ ୪୦, ଛାତ୍ର ରଖିଲେ ୮୭

ଉମରକୋଟ,୨୭ା୨ (ଡି.ଏନ.ଏ): ଛାତ୍ରଙ୍କ ଭବିଷ୍ୟତ ସହ ଖେଳ। ବୋର୍ଡ କାର୍ଯ୍ୟାଳୟର ଖାମଖିଆଲ ମୂଲ୍ୟାଙ୍କନ ଯୋଗୁ ପରୀକ୍ଷାରେ ଫୁଲ ମାର୍କଠାରୁ ଅଧିକ ମାର୍କ ରଖିଛନ୍ତି ଜଣେ ଛାତ୍ର। ହିନ୍ଦୀ ଥିଓରୀର ଫୁଲ ମାର୍କ ୪୦ ହୋଇଥିବା ସ୍ଥଳେ ୮୭ ମାର୍କ ଦିଆଯାଇଛି। ନବରଙ୍ଗପୁର…

ସନ୍ଦିଗ୍ଧ କରୋନା ରୋଗୀଙ୍କ ରକ୍ତ ନମୁନା ପରୀକ୍ଷା ପାଇଁ ଗଲା

ସମ୍ବଲପୁର/ହେମଗିର,୨୭ା୨(ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ଭିମ୍‌ସାରରେ ଜଣେ ସନ୍ଦିଗ୍ଧ କରୋନା ସଂକ୍ରମଣ ରୋଗୀ ଭର୍ତ୍ତି ହୋଇଛନ୍ତି। ସେ ସୁନ୍ଦରଗଡ ଜିଲା ହେମଗିର ଅଞ୍ଚଳର ବୋଲି ଜଣାପଡିଛି। ରୋଗୀଙ୍କୁ ଆଇସୋଲେସନ୍‌ ବ୍ୟବସ୍ଥାରେ ରଖାଯାଇ ସ୍ବତନ୍ତ୍ର ଚିକିତ୍ସା କରାଯାଉଛି। ଏଥିପାଇଁ ଡା. ସୁଦର୍ଶନ ପୋଥାଳଙ୍କ…

ଯଜ୍ଞରେ ଆହୁତି ଦେଲେ ମୁସଲମାନ୍‌ ମହିଳା ସରପଞ୍ଚ

ଭୋପାଳ, ୨୭।୨: ଦେଶରେ ଭିନ୍ନ ଭିନ୍ନ ସମ୍ପ୍ରଦାୟ ମଧ୍ୟରେ ହିଂସା ଜାରି ଥିବାବେଳେ ମଧ୍ୟପ୍ରଦେଶର ଜଣେ ମହିଳା ସରପଞ୍ଚ ମନ୍ଦିରରେ ଆୟୋଜିତ ଏକ ଯଜ୍ଞରେ ଆହୁତି ଦେଇ ସାମ୍ପ୍ରଦାୟିକ ସଦ୍‌ଭାବର ଊଦାହରଣ ସୃଷ୍ଟି କରିଛନ୍ତି। ସ୍ଥାନୀୟ ସରଗାପୁରର ଟିକମଗଡ଼ ଅଞ୍ଚଳର ପାଲି…

ସ୍ବର୍ଣ୍ଣ ତ୍ରିଭୁଜକୁ ହତାଦର

ପ୍ରସିଦ୍ଧ ଶୈବକ୍ଷେତ୍ର କପିଳାସ, ମହିମା ଧର୍ମର ପ୍ରମୁଖ ପୀଠ ଯୋରନ୍ଦା ଏବଂ ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ସପ୍ତଶଯ୍ୟା। ଢେଙ୍କାନାଳ ଜିଲା ପର୍ଯ୍ୟଟନ ମାନଚିତ୍ରରେ ସ୍ବର୍ଣ୍ଣ ତ୍ରିଭୁଜ ଭାବେ ପରିଚିତ ଏହି ଦର୍ଶନୀୟସ୍ଥାନ ସାରା ବିଶ୍ୱର ପର୍ଯ୍ୟଟକଙ୍କୁ ଆକର୍ଷିତ କରିବାର କ୍ଷମତା ରଖେ।…

‘ଉମରାହ’ ଉପରେ ସାମୟିକ କଟକଣା ଜାରି କଲା ସୌଦି

ରିୟାଧ,୨୭।୨: କରୋନା ସଂକ୍ରମଣ ଯୋଗୁ ସୌଦି ଏଠାକୁ ‘ଉମରାହ’ ପାଇଁ ଆସୁଥିବା ମୁସଲମାନ୍‌ ଶ୍ରଦ୍ଧାଳୁଙ୍କ ଉପରେ ସାମୟିକ କଟକଣା ଜାରି କରିଛି। ସ୍ଥିତିରେ ସୁଧାର ନ ହେବା ପର୍ଯ୍ୟନ୍ତ ବାହାର ଦେଶର ମୁସଲମାନ୍‌ ଶ୍ରଦ୍ଧାଳୁଙ୍କୁ ମକ୍କା, ମଦିନା ସମେତ ଅନ୍ୟ ତୀର୍ଥସ୍ଥଳରେ…

ଟୋକିଓ ଅଲିମ୍ପିକ ଉପରେ କରୋନା ଆତଙ୍କ: ପାଣିରେ ପଡ଼ିବ ୨୬୦୦ କୋଟି ଡଲାର !

ଟୋକିଓ,୨୭।୨: ଟୋକିଓ ଅଲିମ୍ପିକ୍‌-୨୦୨୦କୁ ଆଉ ୩ ମାସ ବାକି ରହିଛି। ଏହା ଜୁଲାଇରେ ଟୋକିଓରେ ହେବ ବୋଲି ପୂର୍ବରୁ ସମୟ ଧାର୍ଯ୍ୟ ହୋଇଛି। ତେବେ କରୋନା ଭୂତାଣୁ ସଂକ୍ରମଣ ଯୋଗୁ ଟୋକିଓ ଅଲମ୍ପିକ୍‌ ନେଇ ଆଶଙ୍କକା ଦେଖାଦେଇଛି। ଚଳିତ ଥର ଅଲିମ୍ପିକ…

ରଣବୀରଙ୍କ ଫଟୋ ଶେୟାର କରି ଅମିତାଭ କହିଲେ ଏମିତି

ମୁମ୍ବାଇ: ବିଗ୍‌ ବି ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ବହୁ ଆକ୍ଟିଭ୍‌। ବ୍ୟସ୍ତବହୁଳ ଜୀବନରୁ ସମୟ ବାହାର କରି ନିଜ ପରିବାରର ଫଟୋ ହେଉ କିମ୍ବା ବଲିଉଡ୍‌ ଇଣ୍ଡଷ୍ଟ୍ରି କଳାକାରଙ୍କ ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରିବାକୁ ଆଦୌ ଭୁଲନ୍ତି ନାହିଁ।…

ବିଚାରପତି ମୁରଲିଧରଙ୍କ ବଦଳିକୁ ନେଇ ମୋଦି ସରକାରଙ୍କୁ ଟାର୍ଗେଟ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୨୭।୨: ଦିଲ୍ଲୀ ହାଇକୋର୍ଟର ବିଚାରପତି ଜଷ୍ଟିଶ ଏସ୍‌ ମୁରଲିଧରଙ୍କ ବଦଳିକୁ ନେଇ ଏବେ ରାଜନୀତି ହୋଇଛି ସରଗରମ। ରାତି ଅଧରେ ତାଙ୍କୁ ବଦଳି କରାଯାଇ ଏବେ ତାଙ୍କୁ ପଞ୍ଜାବ-ହରିୟାଣା ହାଇକୋର୍ଟରେ ଅବସ୍ଥାପିତ କରାଯାଇଛି। ଏହାକୁ ନେଇ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ…

କରୋନା ମହାମାରୀ ଯୋଗୁ ହୋଇପାରେ ପୁଣି ମାନ୍ଦାବସ୍ଥା: ମୁଡିଜ୍‌

ଓ୍ବାଶିଂଟନ,୨୭।୨: ଚାଇନାରେ ଦେଖାଦେଇଥିବା କରୋନା ମହାମାରୀ ଧିରେଧିରେ ପୃଥିବୀର ଅନ୍ୟ ଦେଶକୁ ବ୍ୟାପିବାରେ ଲାଗିଛି। ଏଭଳି ସ୍ଥିତି ଜାରି ରହିଲେ ପୁଣି ଥରେ ପୃଥିବୀରେ ମାନ୍ଦାବସ୍ଥା ଦେଖାଯିବାର ଆଶଙ୍କା ରହିଥିବା ମୁଡିଜ୍‌ ଆନାଲିଟକ୍ସ୍‌ ପକ୍ଷରୁ କୁହାଯାଇଛି। କରୋନା ଆତଙ୍କ ଯୋଗୁ ଚାଇନାର…

ପୂର୍ବତନ ବିଧାୟକ ବିଜୟ ନାୟକଙ୍କ ପରଲୋକ

ଏରସମା, ୨୭ା୨ (ସ୍ବ.ପ୍ର.): ଏରସମା ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ ବିଜୟ ନାୟକ (୭୧)ଙ୍କ ବୁଧବାର ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ଏରସମା ବ୍ଲକ ଢିଙ୍କିଆ ପଞ୍ଚାୟତସ୍ଥିତ ଗୋବିନ୍ଦପୁର…

ପ୍ରଶାନ୍ତ କିଶୋରଙ୍କ ନାଁରେ ଅଭିଯୋଗ

ପାଟନା,୨୭।୨: ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋରଙ୍କ ନାଁରେ ଆସିଛି ଅଭିଯୋଗ। ବିହାରର ପାଟନାରେ ତାଙ୍କ ନାଁରେ ଏଫ୍‌ଆଇଆର୍‌ ଦାଖଲ କରାଯାଇଛି। ‘ବାତ ବିହାର କି’ କାର୍ଯ୍ୟକ୍ରମକୁ ନେଇ ଏହି ଅଭିଯୋଗ ହୋଇଛି। ଏଥିରେ ସେ କଣ୍ଟେଣ୍ଟ ଚୋରି କରିଥିବା ଅଭିଯୋଗ…

‘ନୀଳାଚଳ ଇସ୍ପାତ କାରଖାନାକୁ ଘରୋଇକରଣ ନିଷ୍ପତ୍ତି ଠିକ୍‌ ନୁହେଁ’: ଶ୍ରୀକାନ୍ତ

ଭୁବନେଶ୍ୱର,୨୭ା୨(ବ୍ୟୁରୋ): କଳିଙ୍ଗ ନଗରସ୍ଥିତ ସରକାରୀ ଉଦ୍ୟୋଗ, ‘ନୀଳାଚଳ ଇସ୍ପାତ କାରଖାନା’କୁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଘରୋଇକରଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହା ବିରୋଧରେ କାରଖାନାର ୪ ହଜାରରୁ ଊର୍ଦ୍ଧ୍ୱ ଶ୍ରମିକ ଓ କର୍ମଚାରୀ ଶାନ୍ତିପୂର୍ଣ୍ଣ ଭାବେ ୪୫ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?