ବନ୍ଦ ହୋଇଯିବ କି ଆପଣଙ୍କ Instagram, Facebook? ଏ ହେଉଛି ବଡ଼ କାରଣ…
ନୂଆଦିଲ୍ଲୀ,୧୬।୪: ମେଟା ଏକ ଆଣ୍ଟିଟ୍ରଷ୍ଟ ମାମଲା ସାମ୍ନା କରୁଛି। ଏହି ପରୀକ୍ଷଣ ଯୋଗୁ କମ୍ପାନୀ Instagram ଏବଂ WhatsApp ହରାଇପାରେ। ମେଟା ବିରୋଧରେ ଅନେକ ଅଭିଯୋଗ ଆସିଛି। ଏହି ମାମଲା ୨୦୨୦ ମସିହାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ କାର୍ଯ୍ୟକାଳ ସମୟରେ…
ଏଣିକି ମୃତଦେହ ପରିବହନ ପାଇଁ ରହିବ କଲ୍ ସେଣ୍ଟର; ଘର କିମ୍ବା ଶ୍ମଶାନ ଯାଏ…
ଭୁବନେଶ୍ୱର,୧୬।୪: ରାଜ୍ୟରେ ଏଣିକି ଶବ ପରିବହନ ପାଇଁ କଲ ସେଣ୍ଟର ରହିବ। ୧୦୮ ଆମ୍ବୁଲାନ୍ସ ସେବା ଭଳି ଏଥିରେ ଟୋଲ ଫ୍ରି ନମ୍ବର ରହିବ। ବୁଧବାର ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏନେଇ ବିସ୍ତୃତ ଆଲୋଚନା ହୋଇଛି। ତେବେ ମୃତଦେହକୁ…
Job Alert: ଟିମ୍ ଇଣ୍ଡିଆରେ ନିଯୁକ୍ତି ସୁଯୋଗ, ଜାଣନ୍ତୁ ଯୋଗ୍ୟତା; କିଏ-କିଏ ଏବଂ କିଭଳି କରିପାରିବେ ଆବେଦନ…
ନୂଆଦିଲ୍ଲୀ,୧୬।୪: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ(ବିସିସିଆଇ)ରେ ନିଯୁକ୍ତି ସୁଯୋଗ। ବୋର୍ଡ ପକ୍ଷରୁ ବୁଧବାର ଖାଲି ପଦବୀ ବିଷୟରେ ସୂଚନା ଦିଆଯାଇଥିଲା। ଇଣ୍ଡିଆ ମହିଳା ଟିମ୍କୁ ମୁଖ୍ୟ ଫିଜିଓଥେରାପିଷ୍ଟ ଏବଂ ପ୍ରଶିକ୍ଷକଙ୍କ ଆବଶ୍ୟକତା ଅଛି। ଖାଲି ପଦବୀ ସହିତ, ବିସିସିଆଇ ଆବଶ୍ୟକୀୟ ଯୋଗ୍ୟତା…
ଜଷ୍ଟିସ୍ ବି.ଆର୍. ଗଭାଇ କିଏ? ଯିଏ ହେବେ ଭାରତର ପରବର୍ତ୍ତୀ CJI
ନୂଆଦିଲ୍ଲୀ,୧୬।୪: ଭାରତର ପ୍ରଧାନ ବିଚାରପତି ସଞ୍ଜିବ ଖାନ୍ନା ବୁଧବାର ସୁପ୍ରିମକୋର୍ଟର ବରିଷ୍ଠତମ ବିଚାରପତି ଜଷ୍ଟିସ ବି.ଆର୍. ଗଭାଇଙ୍କୁ ତାଙ୍କ ଉତ୍ତରାଧିକାରୀ ଭାବରେ ସୁପାରିଶ କରିଛନ୍ତି। ଜଷ୍ଟିସ ଗଭାଇ ପରବର୍ତ୍ତୀ ସିଜେଆଇ ହେବେ ବୋଲି ବିଶ୍ୱାସ କରାଯାଉଛି। ତେବେ ସେ ସେ ମେ’୧୪…
ଜାତୀୟ ରାଜପଥ କଡ଼ରେ ପଡ଼ିଛି ୨ ଅପରିଚିତ ଯୁବକଙ୍କ ମୃତଦେହ, ପରିଚୟ ଖୋଜୁଛି ପୋଲିସ
ବଲାଙ୍ଗୀର, ୧୬।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହର ମଠଖାଇ ଜଙ୍ଗଲ ସନ୍ନିକଟ ବଲାଙ୍ଗୀର-ଦେଓଗାଁ ୨୬ ନଂ ଜାତୀୟ ରାଜପଥ କଡ଼ରୁ ଦୁଇଜଣ ଅପରିଚିତ ଯୁବକଙ୍କ ମୃତଦେହକୁ ବୁଧବାର ସଦର ଥାନା ପୋଲିସ ଉଦ୍ଧାର କରିଛି। ମୃତ୍ୟୁର କାରଣ ସ୍ପଷ୍ଟ ହୋଇ ନ…
ଛତିଶଗଡ଼ ଚାଲାଣ ହୋଇଛନ୍ତି ବଲାଙ୍ଗୀରର ନବଜାତ ଶିଶୁ
ବଲାଙ୍ଗୀର, ୧୬।୪(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ଜିଲା ମୁରିବାହାଲ ଥାନା କର୍ଲା ଗାଁରୁ ଏକ ନବଜାତ ଶିଶୁକନ୍ୟାକୁ ଚାଲାଣ କରାଯାଉଥିବା ଜଣାପଡ଼ିବା ପରେ ପୁଣିଥରେ ହଇଚଇ ସୃଷ୍ଟି ହୋଇଛି। ଏହି ଗାଁର ଜଣେ ମହିଳା କିଛି ଦିନ ତଳେ ବଲାଙ୍ଗୀର ଭୀମଭୋଇ…
ନିଜ ଛଳନା ଜାଲରେ ଫସିଗଲା ପାକିସ୍ତାନ: ଜୟଶଙ୍କର
ନୂଆଦିଲ୍ଲୀ,୧୬।୪: ଆତଙ୍କବାଦ ପ୍ରସଙ୍ଗରେ ପାକିସ୍ତାନକୁ ଘେରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର। ସେ କହିଛନ୍ତି, ପାକିସ୍ତାନ ନିଜ ଛଳନା ଜାଲରେ ଫସି ଯାଇଛି। ପାକିସ୍ତାନ ତାଲିବାନ ଏବଂ ଅନ୍ୟାନ୍ୟ ପକ୍ଷଗୁଡ଼ିକ ସହିତ ଦୋମୁହାଁ ମାନଦଣ୍ଡ ଗ୍ରହଣ କରିଛି। ଗୁଜରାଟର ଚାରୋତର ବିଜ୍ଞାନ…
Tariff War:ଚାଇନା ଉପରେ ୨୪୫% ଟାରିଫ୍ ଲଗାଇବାକୁ ଘୋଷଣା କଲା ଆମେରିକା
ଓ୍ବାଶିଂଟନ,୧୬।୪: ଚାଇନା ଏବଂ ଆମେରିକା ମଧ୍ୟରେ ଟାରିଫ୍ ଓ୍ବାର୍ ଥମିବାର ନାଁ ଧରୁନି। ବୁଧବାର ହ୍ବାଇଟ ହାଉସ ଦ୍ୱାରା ଜାରି ଏକ ଦଲିଲରେ କୁହାଯାଇଛି,ଆମେରିକା ବିରୋଧରେ ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନ ଯୋଗୁ ଚାଇନା ଏବେ ୨୪୫ ପ୍ରତିଶତ ପର୍ଯ୍ୟନ୍ତ ଟାରିଫ୍ ଦେବାକୁ ପଡ଼ିବ।…
ଗର୍ଲଫ୍ରେଣ୍ଡଙ୍କ ସହ ବାଗେଶ୍ୱର ବାବାଙ୍କ ଶରଣ ପଶିଲେ ଶିଖର ଧାଓ୍ବନ
ମୁମ୍ବାଇ,୧୬।୪: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ବର୍ତ୍ତମାନ ତାଙ୍କ ନୂତନ ପ୍ରେମିକାଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଧାୱନ ସୋଫି ସାଇନଙ୍କୁ ଡେଟ କରୁଛନ୍ତି। ଉଭୟଙ୍କୁ ଆଜିକାଲି ପ୍ରାୟତଃ ଏକାଠି ଦେଖାଯାଉଛି। ଧାୱନ ଏବେ ସୋଫିଙ୍କ ସହିତ ଶ୍ରୀ ବାଗେଶ୍ୱର ବାଲାଜୀ…
ସେବାଶ୍ରମରେ ଏବେ ବି ଘୁରିବୁଲୁଛି ମହୁମାଛି: ଆତଙ୍କିତ ଛାତ୍ରୀଛାତ୍ର
ଦାରିଙ୍ଗବାଡି,୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ସେବାଶ୍ରମରେ ମଙ୍ଗଳବାର ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ କରିଥିଲେ। ବୁଧବାର ମଧ୍ୟ ସେଠାରେ ପ୍ରାୟ ପଚାଶରୁ ଷାଠିଏ ମହୁମାଛି ଘୁରି ବୁଲୁଛନ୍ତି। ଫଳରେ ଭୟ ଓ ଆତଙ୍କିତ ଅବସ୍ଥାରେ…
ଦାବି ପୂରଣ ନ ହେଲେ ଆନ୍ଦୋଳନ: ଚେତାବନୀ ଦେଲା କଂଗ୍ରେସ
ପୁରୁଷୋତ୍ତମପୁର,୧୬।୪(ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁର ଠାରେ କଂଗ୍ରେସ ପକ୍ଷରୁ ବିଧାୟକ ପ୍ରାର୍ଥୀ ଚିତ୍ରସେନ ବେହେରାଙ୍କ ନେତୃତ୍ୱରେ ଏକ ମଶାଲ ଶୋଭାଯାତ୍ରା ଅନୁଷ୍ଟିତ ହୋଇଥିଲା। ଦଳୀୟ କର୍ମୀମାନେ କାଳୀମନ୍ଦିର ଛକଠାରୁ ଶୋଭାଯାତ୍ରାରେ ମଶାଲ ଧରି ଭାଜପା ସରକାରଙ୍କ…
ବିବାହର ୮ ବର୍ଷ ପରେ ବାପା ହେଲେ ଜାହିର ଖାନ: ସନ୍ତାନର ନାଁ ରଖିଲେ…
ମୁମ୍ବାଇ,୧୬।୪: ଚକ ଦେ ଇଣ୍ଡିଆ ଅଭିନେତ୍ରୀ ସାଗରିକା ଘାଟଗେ ଏବଂ ପୂର୍ବତନ ଭାରତୀୟ କ୍ରିକେଟର ଜାହିର ଖାନ ପ୍ରଥମ ସନ୍ତାନକୁ ସ୍ବାଗତ କରିଛନ୍ତି। ଏହି ଦମ୍ପତି ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ପୁଅର ଦୁଇଟି ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଖୁସିଖବର ଦେଇଛନ୍ତି।…
Archives


