ମୋଦିଙ୍କ ସୁରକ୍ଷା ଲାଗି ବଜେଟରେ ୬ଶହ କୋଟି
ନୂଆଦିଲ୍ଲୀ,୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସ୍ପେଶାଲ ପ୍ରୋଟେକଶନ୍ ଗ୍ରୁପ(ଏସ୍ପିଜି)ଲାଗି ଏଥର ସରକାର ବଜେଟରେ ପ୍ରାୟ ୬ଶହ କୋଟି ଟଙ୍କାର ବ୍ୟୟ ବରାଦ ରଖିଛନ୍ତି। ଗତବର୍ଷ ଏହି ସୁରକ୍ଷା ବଜେଟକୁ ୪୨୦କୋଟିରୁ ବୃଦ୍ଧି କରି ୫୪୦ କୋଟି କରାଯାଇଥିଲା।…
ଶେୟାର ବଜାରରେ ଗୋଟିଏ ଦିନରେ ବୁଡ଼ିଗଲା ୩ ଲକ୍ଷ ୪୬ ହଜାର କୋଟି: ଡିଡିଟି ହଟାଇବା ପଡ଼ିଲା ମହଙ୍ଗା
ମୁମ୍ବାଇ,୨।୨: ଚଳିତ ୨୦୨୦-୨୧ ବଜେଟ ଉପସ୍ଥାପନ ପରେ ଶେୟାର ବଜାରରେ ଗୋଟିଏ ଦିନରେ ୩ ଲକ୍ଷ ୪୬ ହଜାର କୋଟି ଟଙ୍କା ବୁଡ଼ି ଯାଇଛି। ଗତ ୧୦ ବର୍ଷ ମଧ୍ୟରେ ଶେୟାର ବଜାର ସର୍ବନିମ୍ନସ୍ତରରେ ପହଞ୍ଚିଛି। ଶନିବାର ଶେୟାର ବଜାର ଛୁଟିଥିଲେ…
କାନ୍ଥ ନିର୍ମାଣ ନେଇ ପଡ଼ୋଶୀଙ୍କ ସଂଘବଦ୍ଧ ଆକ୍ରମଣରେ ଗୋଟିଏ ପରିବାରର ୩ ଗୁରୁତର: ୫ ଗିରଫ
ଆସିକା,୨।୨(ଡି.ଏନ୍.ଏ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ସୁମନ୍ତପଲ୍ଲୀ ଗ୍ରାମରେ ଶନିବାର ବିଳମ୍ବତ ରାତିରେ ସଂଘବଦ୍ଧ ଆକ୍ରମଣ ହୋଇଛି। ଏଥିରେ ଉକ୍ତ ଗ୍ରାମର ଗୋଟିଏ ପରିବାରର ୩ଜଣ ସଦସ୍ୟ ଗୁରୁତର ହୋଇଛନ୍ତି । ସେମାନେ ହେଲେ ପୂର୍ଣ୍ଣଚନ୍ଦ୍ର ଗୌଡ, ତାଙ୍କ ପୁଅ…
ଚମତ୍କାରୀ ତେଲ ନେବାକୁ ଦଳାଚକଟା: ୨୦ ମୃତ
ମୋଶି,୨।୨: ଚମତ୍କାରୀ ତେଲ ନେବାକୁ ତାଞ୍ଜାନିଆରେ ହୋଇଥିବା ଦଳାଚକଟାରେ ୨୦ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୧୬ ଜଣ ଆହତ ହୋଇଛନ୍ତି। ତେବେ ମୃତାହତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ମୋଶି ସହରରେ ଏକ ଷ୍ଟାଡିୟମ୍ରେ…
ଯୋଗୀଙ୍କ ନାଁରେ ଅଭିଯୋଗ ଆଣିଲା ଏଏପି
ନୂଆଦିଲ୍ଲୀ,୨।୨: ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ କରି ନିର୍ବାଚନ କମିଶନଙ୍କ ଦ୍ୱାରସ୍ଥ ହୋଇଛି ଆମ ଆଦମୀ ପାର୍ଟି(ଏଏପି)। ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଯୋଗୀ ଆଦିତ୍ୟନାଥଙ୍କ…
ମାଓବାଦୀ ପୋଷ୍ଟର: ଠିକାଦାର, ସୁପରଭାଇଜରଙ୍କୁ ହତ୍ୟା ଧମକ
ଭବାନୀପାଟଣା,୨।୨(ଡି.ଏନ୍.ଏ.) : କଳାହାଣ୍ଡି ଜିଲାରେ ମାଓବାଦୀ ପୁଣି ପୋଷ୍ଟର ଲଗାଇଥିବା ଦେଖିବାକୁ ମିଳିଛି। ରାସ୍ତାକାମ ବନ୍ଦ କରିବାକୁ ଏଥିରେ ଚେତାବନୀ ଦିଆଯାଇଥିବା ବେଳେ କାମ ବନ୍ଦ ନ ହେଲେ ଠିକାଦାର ଓ ସୁପରଭାଇଜରଙ୍କୁ ମୃତ୍ୟୁଦଣ୍ଡର ଧମକ ମଧ୍ୟ ଦିଆଯାଇଛି। ସୂଚନାନୁଯାୟୀ, କଳାହାଣ୍ଡି…
କରୋନା ଭୟ: ଚାଇନା ନାଗରିକଙ୍କ ଅନ୍ଲାଇନ୍ ଭିଜା ଆବେଦନ ଉପରେ ସାମୟିକ କଟକଣା ଜାରି କଲା ଭାରତ
ବେଜିଂ,୨।୨: କରୋନା ଭୁତାଣୁ ଯୋଗୁ ଚାଇନାର ବୁହାନରେ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ଲାଗି ଭାରତ ଚାଇନା ନାଗରିକଙ୍କ ଅନ୍ଲାଇନ୍ ଭିଜା ଆବେଦନ ଉପରେ ସାମୟିକ କଟକଣା ଜାରି କରିଛି। ଏହା ସହିତ ଚାଇନାରେ ଥିବା…
‘ଜନସମ୍ପର୍କ ଅଭିଯାନ’ରେ ସାମିଲ ହେଲେ ଶାହା
ନୂଆଦିଲ୍ଲୀ,୨।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ଏହାକୁ ନେଇ ପ୍ରଚାର ଯୋରସୋରରେ ଚାଲିଛି। ରବିବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କ୍ୟାଣ୍ଟନମେଣ୍ଟ ଅଞ୍ଚଳରେ ‘ଜନସମ୍ପର୍କ ଅଭିଯାନ’ରେ ସାମିଲ ହୋଇଛନ୍ତି। ଏହି ସମୟରେ ସେ ଲୋକମାନଙ୍କ ସହ ସିଧାସଳଖ କଥା…
ଲାଟେଷ୍ଟ ଟ୍ରେଣ୍ଡ୍ରେ ଜୁଟ୍ ବ୍ୟାଗ୍ ଫ୍ୟାଶନ
ପରିବର୍ତ୍ତନଶୀଳ ଫ୍ୟାଶନ ଦୁନିଆରେ ଏବେ ଜୁଟ୍ ବ୍ୟାଗ୍ର ଖୁବ୍ ଚାହିଦା ରହୁଥିବା ଦେଖିବାକୁ ମିଳୁଛି। କାରଣ ଏହା ପରିବେଶ ଅନୁକୂଳ ହେବା ସଙ୍ଗେସଙ୍ଗେ ଆକର୍ଷଣୀୟ ଲାଗିଥାଏ। ଲେଦର ତଥା ରେକ୍ସିନ୍ର ବ୍ୟାଗ୍ ତ ଅନେକ ଦେଖିଥିବେ। ହେଲେ ମାର୍କେଟରେ ଏବେ ଜୁଟ୍…
ପିଆଜ ଖାଇଲେ ଦୂରହେବ କରୋନାଭାଇରସ!
ଚେନ୍ନାଇ,୨।୨: କରୋନାଭାଇରସ ଏବେ ସାରା ବିଶ୍ୱର ଚିନ୍ତାର କାରଣ ପାଲଟିଛି। ହେଲେ ଏହି ସମୟରେ ତାମିଲନାଡୁ କରାଇକୁଡିର ଜଣେ ହୋଟେଲ ମାଲିକ ସହଜ ଉପାୟରେ କରୋନାଭାଇରସଠାରୁ ଦୂରେଇ ରହିହେବ ବୋଲି କହିଛନ୍ତି। ସେ କହିଛନ୍ତି ଗୋଟିଏ ଛୋଟ ପିଆଜ ଖାଇଲେ କରୋନାଭାଇରସ…
୪ ରାଜନେତାଙ୍କ ଉପରୁ ହଟିଲା ନଜରବନ୍ଦୀ
ଶ୍ରୀନଗର,୨।୨: ଜମ୍ମୁ-କଶ୍ମୀରରେ ୪ ଜଣ ରାଜନେତାଙ୍କ ଉପରୁ ନଜରବନ୍ଦୀ ହଟାଇ ନିଆଯାଇଛି। ସେମାନଙ୍କ ମଧ୍ୟରେ ନ୍ୟାସନାଲ୍ କନଫରେନ୍ସ୍ର ଅବଦୁଲ୍ ମଜିଦ୍ ଲାରମୀ, ଗୁଲାମ ନବୀ ଭଟ୍ଟ, ମହମ୍ମଦ ଶଫି ଏବଂ ମହମ୍ମଦ୍ ୟୁସୁଫ ଭଟ୍ଟ ରହିଛନ୍ତି। ୨୦୧୯ ଅଗଷ୍ଟ ୫ ଜମ୍ମୁ-କଶ୍ମୀରରେ…
ଶାହିନବାଗରେ ପ୍ରଦର୍ଶନକାରୀଙ୍କୁୁ ହଟାଇବାକୁ ପହଞ୍ଚିଲେ ସାଧାରଣ ଜନତା
ନୂଆଦିଲ୍ଲୀ,୨।୨: ଶାହିନବାଗରେ ଚାଲିଥିବା ବିରୋଧ ପ୍ରଦର୍ଶନକୁ ନେଇ ଏବେ ବିବାଦ ମୁଣ୍ଡ ଟେକିଛି। ରାସ୍ତା ଖାଲି କରିବା ପାଇଁ ସେଠାରୁ ପ୍ରଦର୍ଶନମାରୀଙ୍କୁ ହଟାଇବା ଲାଗି ରବିବାର ସାଧାରଣ ଜନତା ଏକାଠି ହୋଇଛନ୍ତି। ଇତିମଧ୍ୟରେ ପ୍ରଦର୍ଶନକାରୀ ଓ ସାଧାରଣ ଜନତାଙ୍କ ମଧ୍ୟରେ ମୁହାଁମୁହିଁ…
Archives


