Home

ଲାଲ୍‌ଚୌକରେ ସିଆର୍‌ପିଏଫ୍‌ ଯବାନଙ୍କ ଉପରେ ଆତଙ୍କବାଦୀଙ୍କ ଗ୍ରେନେଡ୍‌ ମାଡ଼

ଶ୍ରୀନଗର,୨।୨: ଆତଙ୍କବାଦୀମାନେ ଜମ୍ମୁ-କଶ୍ମୀରରେ ପୁଣିଥରେ ଗ୍ରେନେଡ୍‌ ମାଡ଼ କରିଛନ୍ତି। ରବିବାର ଶ୍ରୀନଗର ଲାଲ୍‌ଚୌକଠାରେ ମୁତୟନ ଥିବା ସିଆର୍‌ପିଏଫ୍‌ ସି-୧୭୧ ବାଟାଲିୟନ୍‌ ଯବାନଙ୍କ ଉପରେ ଗ୍ରେନେଡ୍‌ ମାଡ଼ କରାଯାଇଛି। ଏଥିରେ ୨ ଜଣ ସିଆର୍‌ପିଏଫ୍‌ ଯବାନ ଆହତ ହୋଇଥିବାବେଳେ ଅନ୍ୟ ୨ ଜଣ…

ଚାଇନାରୁ ଫେରିଥିବା ଭାରତୀୟମାନେ ମାସ୍କ ପିନ୍ଧି କଲେ ଡ୍ୟାନ୍ସ

ନୂଆଦିଲ୍ଲୀ,୨।୨: ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ ଯୋଗେ ୩୨୪ ଭାରତୀୟ ଚାଇନାରୁ ସ୍ବଦେଶ ଫେରିଛନ୍ତି। ଏମାନଙ୍କ ଭିତରେ ୩ ଶିଶୁ ଓ ୧୧ ଛାତ୍ର ରହିଛନ୍ତି। ଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିବା ପରେ ସେମାନଙ୍କୁ ଦିଲ୍ଲୀର ଚାଓ୍ବଲାରେ ଆଇଟିବିପି ଯବାନଙ୍କ ଦ୍ୱାରା…

କଂଗ୍ରେସ ଜାରି କଲା ଘୋଷଣା ପତ୍ର: ବେକାର ଯୁବବର୍ଗଙ୍କୁ ମାସିକ ୫୦୦୦ରୁ ୭୫୦୦ ଟଙ୍କା ଭତ୍ତା

ନୂଆଦିଲ୍ଲୀ,୨।୨: ଆଗକୁ ଦିଲ୍ଲୀ ବିଧାନସଭା ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି କଂଗ୍ରେସ ପକ୍ଷରୁ ଏହାର ଘୋଷଣା ପତ୍ର ଜାରି କରାଯାଇଛି। ସମସ୍ତଙ୍କୁ ୩୦୦ ୟୁନିଟ୍‌ ପର୍ଯ୍ୟନ୍ତ ମାଗଣା ବିଦ୍ୟୁତ୍‌ ଯୋଗାଇବା ପାଇଁ କଂଗ୍ରେସ ଏହାର ଘୋଷଣା ପତ୍ରରେ ସୂଚନା ଦେଇଛି। ସେହିପରି…

ରବି ସିଂଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ଶେଷକୃତ୍ୟ

ଭୁବନେଶ୍ୱର,୨।୨(ବ୍ୟୁରୋ): ବିପ୍ଲବୀ କବି ରବି ସିଂଙ୍କ ପରଲୋକକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକପ୍ରକାଶ କରିଛନ୍ତି। ଟୁଇଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ବିପ୍ଲବୀ କବି ରବି ସିଂଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଓଡ଼ିଆ ସାହିତ୍ୟ ଜଗତକୁ ସମୃଦ୍ଧ କରିଥିବା…

ଡିସେମ୍ବର ୪ରେ ୫ଟି ଭାଷାରେ ରିଲିଜ୍‌ ହେବ ବ୍ରହ୍ମାସ୍ତ୍ର: ଭିଡ଼ିଓ ଶେୟାର କଲେ ଆଲିଆ

ମୁମ୍ବାଇ: ହିନ୍ଦି ଫିଲ୍ମ ବ୍ରହ୍ମାସ୍ତ୍ରର ରିଲିଜ୍‌ ତାରିଖ ନେଇ ନାନା କଳ୍ପନାଜଳ୍ପନା ଲାଗି ରହିଥିଲା। ତେବେ ଶେଷରେ ଏହାର ଅନ୍ତ ଘଟିଛି। ଅୟାନ ମୁଖାର୍ଜୀଙ୍କ ନିର୍ଦ୍ଦେଶନାରେ ନିର୍ମିତ ହେଉଥିବା ଏହି ଫିଲ୍ମ ଡିସେମ୍ବର ୪ରେ ୫ଟି ଭାଷାରେ ରିଲିଜ୍‌ ହେବ। ଏନେଇ…

ଏସବୁ କାରଣ ଲାଗି ଖରାପ ହୋଇଥାଏ କିଡ୍‌ନୀ

କିଡ୍‌ନୀ ଖରାପ ହେବାର ଅନେକ କାରଣ ରହିଛି ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କୁହନ୍ତି। ତେବେ କେଉଁ କାରଣରୁ କିଡ୍‌ନୀ ଖରାପ ହୋଇଥାଏ ସେ ସମ୍ପର୍କରେ ଜାଣନ୍ତୁ… – ଅଧିକ ମାତ୍ରାରେ ଲୁଣ ଖାଇଲେ କିଡ୍‌ନୀ ଉପରେ ପ୍ରଭାବ ପକାଇଥାଏ। – ଠିକ୍‌…

ଏହି ସରକାର ସୁଧାରର କଥା କହିବାରୁ ରାଜନୀତିରେ ଯୋଗଦେଲି: ଜୟଶଙ୍କର

ନୂଆଦିଲ୍ଲୀ,୨।୨: ବୈଦେଶିକମନ୍ତ୍ରୀ ଏସ୍‌. ଜୟଶଙ୍କର ରବିବାର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ସେ କାହିଁକି ରାଜନୀତିକୁ ଆସିଛନ୍ତି ବୋଲି କହିଛନ୍ତି। ସେ କହିଛନ୍ତି ମୋର ରାଜନୀତିରେ ଯୋଗ ଦେବାର ପ୍ରଥମ କାରଣ ହେଉଛି ବର୍ତ୍ତମାନର ସରକାର ସୁଧାରର କଥା କହୁଥିବା ମୁଁ…

ସିଏଏକୁ ବିରୋଧ କରି ଷ୍ଟାଲିନଙ୍କ ଦସ୍ତଖତ ଅଭିଯାନ

ଚେନ୍ନାଇ,୨।୨: କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ଥମିବାର ନାଁ ନେଉନି। ରବିବାର ଡିଏମ୍‌କେ ଅଧ୍ୟକ୍ଷ ଏମ୍‌କେ ଷ୍ଟାଲିନଙ୍କ ଦ୍ୱାରା ସିଏଏକୁ ବିରୋଧ କରି ଚେନ୍ନାଇଠାରେ ଏକ ଦସ୍ତଖତ ଅଭିଯାନ କରାଯାଇଛି। ଏହାକୁ ନେଇ ଷ୍ଟାଲିନ କହିଛନ୍ତି ଡିଏମ୍‌କେ…

ଦାବିନ୍ଦରଙ୍କ ଆତଙ୍କବାଦୀ ଲିଙ୍କ୍‌: ଜମ୍ମୁ-କଶ୍ମୀରରେ ଏନ୍‌ଆଇଏ ଚଢ଼ାଉ

ଶ୍ରୀନଗର,୨।୨: ଡିଏସ୍‌ପି ଦାବିନ୍ଦର ସିଂଙ୍କ ଆତଙ୍କବାଦୀ ଲିଙ୍କ୍‌ ସମ୍ପର୍କରେ ଅଧିକ ତଥ୍ୟ ସଂଗ୍ରହ ପାଇଁ ଏନ୍‌ଆଇଏ ପକ୍ଷରୁ ଜମ୍ମୁ-କଶ୍ମୀରର କେତେକ ସ୍ଥାନରେ ରବିବାର ଚଢ଼ାଉ କରାଯାଇଛି। କିଛି କାର୍ଯ୍ୟାଳୟ ଏବଂ ଘରୋଇ ଅଞ୍ଚଳରେ ଏନ୍‌ଆଇଏ ପକ୍ଷରୁ ଚଢ଼ାଉ କରାଯାଇଥିବା କୁହାଯାଉଛି। ସୂଚନାଯୋଗ୍ୟ,…

ଗାଜଲବାଡ଼ି ଘାଟିରେ ସରୁନି ଗାର୍ଡଓ୍ବାଲ କାର୍ଯ୍ୟ, ଚାଳକଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ ଟଳିଲା ବଡ଼ଧରଣର ଦୁର୍ଘଟଣା

ଦାରିଙ୍ଗବାଡ଼ି,୨।୨(ଡି.ଏନ୍‌.ଏ.): କନ୍ଧମାଳ-ଗଞ୍ଜାମ ସୀମାବର୍ତ୍ତୀ ଗାଜଲବାଡ଼ି ଘାଟିରେ ରବିବାର ସକାଳେ ଏକ ବଡ଼ ଧରଣର ଦୁର୍ଘଟଣା ଟଳି ଯାଇଛି। ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଟ୍ରକ୍‌ଟିକୁ ରୋକିବାରେ ସଫଳ ହୋଇଛନ୍ତି। ସୂଚନାଯୋଗ୍ୟ, ଟ୍ରକ ନଂ.(ଓଆର-୧୫ ଆର୍‌-୦୩୬୩) ଦାରିଙ୍ଗବାଡ଼ିରୁ ୫୯ନଂ ଜାତୀୟ ରାଜପଥରେ ବ୍ରହ୍ମପୁର…

ପରଲୋକରେ ବିପ୍ଳବୀ କବି ରବି ସିଂ

କଟକ ଅଫିସ,୨।୨: ବିପ୍ଳବୀ କବି ରବି ସିଂଙ୍କ ପରଲୋକ ଘଟିଛି। କଟକସ୍ଥିତ ଖପୁରିଆ ବାସଭବନରେ ରବିବାର ଭୋର ସମୟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା। ଦୀର୍ଘଦିନ ଧରି ସେ ବାର୍ଦ୍ଧକ୍ୟଜନିତ ରୋଗରେ…

ନାଗରିକତ୍ୱ ପ୍ରମାଣ କରିବା କଷ୍ଟକର; ମହାରାଷ୍ଟ୍ରରେ ହେବନି ଲାଗୁ ଏନ୍‌ଆର୍‌ସି: ଉଦ୍ଧବ

ମୁମ୍ବାଇ,୨।୨: ନାଗରିକତ୍ୱ ପ୍ରମାଣ କରିବା ସାଧାରଣ ଲୋକଙ୍କ ପାଇଁ କଷ୍ଟକର ହେବ। ତେଣୁ ମହାରାଷ୍ଟ୍ରରେ ରାଷ୍ଟ୍ରୀୟ ନାଗରିକତ୍ୱ ପଞ୍ଜିକା(ଏନ୍‌ଆର୍‌ସି) ଲାଗୁ ହେବ ନାହିଁ ବୋଲି ମୁଖ୍ୟନ୍ତ୍ରୀ ଉଦ୍ଧବ ଠାକ୍‌ରେ ସୂଚନା ଦେଇଛନ୍ତି। ଶିବସେନା ମୁଖପତ୍ର ସାମନାରେ ଏକ ସାକ୍ଷାତ୍‌କାରରେ ସେ ଏଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri