Home

ସବୁ ଅଣଗେଜେଟେଡ ପଦବୀ ଲାଗି ଗୋଟିଏ ପରୀକ୍ଷା

ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ବଜେଟରେ ଯୁବପିଢ଼ିଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ସମସ୍ତ ଅଣଗେଜେଟେଡ ସରକାରୀ ପଦବୀରେ ନିଯୁକ୍ତି ପାଇଁ ଗୋଟିଏ ପରୀକ୍ଷା ବ୍ୟବସ୍ଥା ରହିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ସରକାର ଏକ ଜାତୀୟ ନିଯୁକ୍ତି ସଂସ୍ଥା (ନ୍ୟାଶନାଲ ରିକ୍ରୁଟ୍‌ମେଣ୍ଟ…

ବଜେଟ-୨୦୨୦: ମହିଳା,ଶିଶୁ ବିକାଶକୁ ପ୍ରାଧାନ୍ୟ; ଝିଅଙ୍କ ବିବାହ ବୟସ ଧାର୍ଯ୍ୟ ଲାଗି ଟାସ୍କଫୋର୍ସ

ମହିଳାମାନଙ୍କ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ବାବଦରେ ସରକାର ବଜେଟରେ ୨୮,୬୦୦ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ବଜେଟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ କହିଥିଲେ, ସରକାରଙ୍କ ‘ବେଟି ବଚାଓ, ବେଟି ପଢ଼ାଓ’ ଯୋଜନାକୁ ଉଲ୍ଲେଖନୀୟ ସଫଳତା ମିଳିଛି। ଏବେ ସବୁସ୍ତରର ଶିକ୍ଷାରେ ଝିଅମାନଙ୍କ…

ଭାଷଣରେ ଚତୁରତା

କବିତାରୁ କୂଟନୀତି ସଂସଦରେ ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବେଶ୍‌ ବିଜ୍ଞତାର ସହ ସିନ୍ଧୁ-ସରସ୍ବତୀ ସଭ୍ୟତାଠାରୁ ଆରମ୍ଭ କରି ରାଜନୀତି, କୂଟନୀତି, ଅର୍ଥନୀତି ଏବଂ ଉତ୍ତମ ରାଷ୍ଟ୍ରଗଠନ ନେଇ ଗୋଟିଏ ପରେ ଗୋଟିଏ ଉଦାହରଣ କବିତା ଓ ଶ୍ଳୋକ…

ବଜେଟ-୨୦୨୦: ଭିତ୍ତିଭୂମି ବିକାଶକୁ ଗୁରୁତ୍ୱ

କେନ୍ଦ୍ର ସରକାର ଭିତ୍ତିଭୂମି ବିକାଶ ଉପରେ ବଜେଟରେ ଅଧିକ ଗୁରୁତ୍ୱ ଦେଇଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଉଡ଼ାନ୍‌ ଯୋଜନାରେ ଦେଶରେ ଅଧିକ ୧୦୦ ବିମାନବନ୍ଦରର ବିକାଶ ୨୦୨୪ ସୁଦ୍ଧା କରାଯିବ ବୋଲି କହିଛନ୍ତି। ଆସନ୍ତା ଆର୍ଥିକବର୍ଷରେ ପରିବହନ ଭିତ୍ତିଭୂମିର ବିକାଶ ଲାଗି…

ମକା ଅଟାରୁ ତିଆରି ହେଲା ପ୍ଲାଷ୍ଟିକ୍‌

ରାୟପୁର,୨।୨: ଛତିଶଗଡ଼ରେ ଥିବା ଆଇଆଇଟିର ୩ ଜଣ ଛାତ୍ର ମକା ଅଟାରୁ ପ୍ଲାଷ୍ଟିକ୍‌ ତିଆରି କରିଛନ୍ତି। ଗୋଟିଏ ବର୍ଷ ମଧ୍ୟରେ ଏହି ପ୍ଲାଷ୍ଟିକ୍‌ ବିଘଟନ ହୋଇ ସମ୍ପୂର୍ଣ୍ଣ ଭାବେ ମାଟିରେ ମିଶି ଯିବ ବୋଲି ଛାତ୍ର ନିଖିଲ ବର୍ମା, କୃଷ୍ଣେନ୍ଦୁ ପାଣ୍ଡେ…

କୃଷି, ରେଳ, କୃଷି ଉଡାନ, ଚାଷୀଙ୍କୁ ସୌର ପମ୍ପ ସ୍ବାଗତଯୋଗ୍ୟ; ନିଯୁକ୍ତି, ଅନୁଦାନକୁ ଅଣଦେଖା:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକବର୍ଷ ପାଇଁ ଶନିବାର କେନ୍ଦ୍ର ସରକାର ପାର୍ଲାମେଣ୍ଟରେ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ ନିଆଯାଇଥିବା କେତେକ ପଦକ୍ଷେପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବାଗତ କରିଥିବା ବେଳେ କେନ୍ଦ୍ରୀୟ ଟିକସ ହ୍ରାସ, ପୁଞ୍ଜିନିବେଶ, ନିଯୁକ୍ତି, କେନ୍ଦ୍ରୀୟ ଅନୁଦାନ, ସଂସ୍କୃତି…

ରେଲଓ୍ବେ ଆରମ୍ଭ କଲା ଓ୍ବାଟରଲେସ୍‌ ଟଏଲେଟ୍‌

ମୁମ୍ବାଇ,୨।୨: ମୁମ୍ବାଇର ମରିନା ଲାଇନ୍‌ ଷ୍ଟେଶନରେ ରେଲଓ୍ବେ ପକ୍ଷରୁ ଓ୍ବାଟରଲେସ୍‌ ଟଏଲେଟ୍‌ ଆରମ୍ଭ କରାଯାଇଛି। ପ୍ଲାଟଫର୍ମ ନମ୍ବର ୧ରେ ଏହା କରାଯାଇଛି। ଏଥିରେ କମ୍‌ ପାଣି ଖର୍ଚ୍ଚ ହେବ। ବାର୍ଷିକ ୪ ଲକ୍ଷ ଲିଟର ପାଣି ଏହା ଦ୍ୱାରା ସଞ୍ଚୟ ହୋଇପାରିବ।…

୭ରୁ ଜେଡିସିଏ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବ: ପ୍ରଦର୍ଶିତ ହେବ ଦେଶ ବିଦେଶର ୪୮ ଫିଲ୍ମ

ଭୁବନେଶ୍ୱର,୨।୨(ବ୍ୟୁରୋ)- ଜେ.ଡି. ସେଣ୍ଟର ଅଫ୍‌ ଆର୍ଟ(ଜେଡିସିଏ)ର ଫିଲ୍ମ ଫୋରମ୍‌ ଆନୁକୂଲ୍ୟରେ କଳା ଓ କଳାକାର ଆଧାରିତ ତ୍ରୟୋଦଶ ଅନ୍ତର୍ଜାତୀୟ ପ୍ରାମାଣିକ କ୍ଷୁଦ୍ର ଚଳଚ୍ଚିତ୍ର ଉତ୍ସବ ଆସନ୍ତା ୭ ରୁ ୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଇଡ୍‌କଲ୍‌ ଅଡିଟୋରିୟମ୍‌ରେ ୩ଦିନ ବ୍ୟାପୀ…

୧୫ ଲକ୍ଷ କୋଟିର କୃଷି ଋଣ

ନୂଆଦିଲ୍ଲୀ,୨ା୨: କେନ୍ଦ୍ର ସରକାର ୨୦୨୦-୨୧ ଆର୍ଥିକ ବର୍ଷରେ ୧୫ ଲକ୍ଷ କୋଟି ଟଙ୍କାର କୃଷି ଋଣ ଦେବା ପାଇଁ ଯୋଜନା କରିଛନ୍ତି। ଚଳିତ ଆର୍ଥିକ ବର୍ଷରେ ଏହା ୧୩.୫ ଲକ୍ଷ କୋଟି ଟଙ୍କା ଥିବାବେଳେ ଏଥିରେ ୧୧% ବୃଦ୍ଧି କରାଯାଇଛି। ଚାଷୀମାନଙ୍କୁ…

ମାଟ୍ରିକ ପରୀକ୍ଷା: ୬ରୁ ମିଳିବ ଆଡ୍‌ମିଟ୍‌ କାର୍ଡ

କଟକ ଅଫିସ,୨।୨: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା, ମଧ୍ୟମା ପରୀକ୍ଷା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଆସନ୍ତା ୧୯ରୁ ଆରମ୍ଭ ହେବ। ଏଥି ନିମନ୍ତେ ଆଡ୍‌ମିଟ କାର୍ଡ ଆସନ୍ତା ୬ ତାରିଖରୁ ମିଳିବ ବୋଲି…

ସିଏଏ ବିରୋଧୀ ବିକ୍ଷୋଭ ବେଳେ ଦିଲ୍ଲୀରେ ଗୁଳିକାଣ୍ଡ

ନୂଆଦିଲ୍ଲୀ,୨ା୨: ଦିଲ୍ଲୀର ଶାହିନ୍‌ବାଗ୍‌ଠାରେ ସିଏଏକୁ ବିରୋଧ କରି ବିକ୍ଷୋଭ ଚାଲିଥିବାବେଳେ ଶନିବାର ଗୁଳିକାଣ୍ଡ ଘଟିଛି। ଗୁଳି ଫୁଟାଇଥିବା ଯୁବକଙ୍କୁ ପୋଲିସ ଗିରଫ କରିଥିବାବେଳେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ଅଭିଯୁକ୍ତ ଜଣକ କପିଲ ଗୁଜ୍ଜର(୨୫) ବୋଲି ଚିହ୍ନଟ କରାଯାଇଛି।…

ନିର୍ମଳା କଲେ ନିରାଶ

ନୂଆଦିଲ୍ଲୀ,୨ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ୨୦୨୦-୨୧ ଆର୍ଥିକ ବର୍ଷ ଲାଗି ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତିି। ଦ୍ୱିତୀୟ ଥର କ୍ଷମତାକୁ ଆସିବା ପରେ ନରେନ୍ଦ୍ର ମୋଦି ସରକାରଙ୍କ ଏହା ହେଉଛି ଦ୍ୱିତୀୟ ବଜେଟ। ୩୦ ଲକ୍ଷ ୪୨ ହଜାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri