ନିଯୁକ୍ତି ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ
ବାଲେଶ୍ୱର ଅଫିସ, ୧।୨-ବାଲେଶ୍ୱର ପୌରାଞ୍ଚଳରେ ସଫେଇ କାର୍ଯ୍ୟ ପାଇଁ ଫେବୃୟାରୀ ପହିଲାରୁ ନୂତନ ଠିକାଦାର ନିଯୁକ୍ତି ହୋଇଛନ୍ତି। ଦୀର୍ଘବର୍ଷ ଧରି ପୌର ପରିଷଦ ଓ ଠିକାଦାରମାନଙ୍କ ଅଧୀନରେ କାର୍ଯ୍ୟ କରିଆସୁଥିବା କେତେକ ସଫେଇ କର୍ମଚାରୀଙ୍କୁ ନିଯୁକ୍ତିରୁ ବାହାର କରିଦେବା ପାଇଁ ନୂତନ…
ଧରିତ୍ରୀ ପ୍ରଭାବ: ଖୋଲିଲା ଓ୍ବାଚ ଟାଓ୍ବାର
କେନ୍ଦୁଝର, ୧ା୨(ସ୍ବ.ପ୍ର.): ପାଟଣା ବ୍ଲକ ଭୀମକୁଣ୍ଡ ପର୍ଯ୍ୟଟନ କେନ୍ଦ୍ରରେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ଓ୍ବାଚ ଟାଓ୍ବାରକୁ ଜିଲା ପ୍ରଶାସନ ମକର ପୂର୍ବ ଦିନ ଉଦ୍ଘାଟନ କରିଥିଲେ। ଉଦ୍ଘାଟନର ତିନି ଦିନ ପରେ ତାଲା ପଡିବାରୁ ପର୍ଯ୍ୟଟକମାନେ ନିରାଶ ହୋଇଥିଲେ। ୧ କୋଟି…
ପିଏମ୍ କିଷାନରେ ୨୭.୫% ହ୍ରାସ
ନୂଆଦିଲ୍ଲୀ,୧ା୨: ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ୍-କିଷାନ) ଯୋଜନା ଲାଗି ପୂର୍ବରୁ ୭୫,୦୦୦ କୋଟି ଟଙ୍କା ବ୍ୟୟବରାଦର ଲକ୍ଷ୍ୟ ରଖାଯାଇଥଲା। ତେବେ ପଶ୍ଚିମବଙ୍ଗ ସମେତ କେତେକ ରାଜ୍ୟରେ ପରିଚାଳନାଗତ ଅସୁବିଧା ଯୋଗୁ ଏଥିରେ ୨୭.୫% ହ୍ରାସ…
୧୫ ଲକ୍ଷ କୋଟିର କୃଷି ଋଣ
ନୂଆଦିଲ୍ଲୀ,୧ା୨: କେନ୍ଦ୍ର ସରକାର ୨୦୨୦-୨୧ ଆର୍ଥିକ ବର୍ଷରେ ୧୫ ଲକ୍ଷ କୋଟି ଟଙ୍କାର କୃଷି ଋଣ ଦେବା ପାଇଁ ଯୋଜନା କରିଛନ୍ତି। ଚଳିତ ଆର୍ଥିକ ବର୍ଷରେ ଏହା ୧୩.୫ ଲକ୍ଷ କୋଟି ଟଙ୍କା ଥିବାବେଳେ ଏଥିରେ ୧୧% ବୃଦ୍ଧି କରାଯାଇଛି। ଚାଷୀମାନଙ୍କୁ…
ବେଆଇନ ବାଲି ଚାଲାଣ: ୪୫ ହଜାର ଜରିମାନା ଆଦାୟ
ସିଂହପୁର,୧।୨(ଡି.ଏନ୍.ଏ.) : ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ବରୀ ତହସିଲ ଅଧିନସ୍ଥ ଖରସ୍ରୋତା ନଦୀର ମଧୁସୂଦନପୁର ଘାଟ ନିକଟରୁ ଶନିବାର ବେଆଇନ ବାଲି ଚାଲାଣ ବେଳେ ମୋଟ୍ ୫ଟି ଟ୍ରାକ୍ଟରକୁ ବରୀ ତହସିଲଦାର ଜବତ କରିଥିବା ଜଣାପଡ଼ିଛି। ଖବର ଅନୁଯାୟୀ,…
ସ୍ବାସ୍ଥ୍ୟସେବା ଲାଗି ୬୯ ହଜାର କୋଟି
ନୂଆଦିଲ୍ଲୀ, ୧ା୨: କେନ୍ଦ୍ର ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ଶନିବାର ସ୍ବାସ୍ଥ୍ୟସେବାର ବିକାଶ ଲାଗି ମୋଟ ୬୯ ହଜାର କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗି ବଜେଟରେ ୬,୪୦୦ କୋଟି ଟଙ୍କା ରହିଛି। ଏଥିରେ ୨୦…
ଆଜିର ବଜେଟ ଚାଷୀଙ୍କ ଲାଗି ଆଶାଶୂନ୍ୟ: ସୋଲାଙ୍କି
ଭୁବନେଶ୍ୱର,୧।୨(ବ୍ୟୁରୋ): ପ୍ରଦେଶ କିଷାନ କଂଗ୍ରେସର ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅମିୟ କୁମାର ପଟ୍ଟନାୟକଙ୍କ ସଭାପତିତ୍ୱରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) କିଷାନ କଂଗ୍ରେସ ଉପାଧ୍ୟକ୍ଷ ସୁରେନ୍ଦ୍ର ସୋଲାଙ୍କି ମୁଖ୍ୟ ଅତିଥିଭାବେ ଯୋଗଦେଇ କେନ୍ଦ୍ର ଭାଜପା…
ମାଲକାନଗିରିରେ ପୋଲିସ ମହାନିର୍ଦ୍ଦେଶକ: ଉନ୍ନୟନ କାର୍ଯ୍ୟର କଲେ ସମୀକ୍ଷା
ମାଲକାନଗିରି,୧।୨(ଡି.ଏନ୍.ଏ.): ପୋଲିସ ମହାନିର୍ଦ୍ଦେଶକ ଅଭୟ ଶନିବାର ମାଲକାନଗିରି ଗସ୍ତରେ ଆସି ମାଓବାଦୀ ସମସ୍ୟା ଓ ଦମନ ନେଇ ବୈଠକରେ ଆଲୋଚନା କରିଛନ୍ତି। ପ୍ରଥମେ ସେ ସ୍ବାଭିମାନ ଅଞ୍ଚଳର ଜନ୍ତାପାଇ, ବଡ଼ପଡ଼ା ଓ ଜାନବାଇ ବିଏସ୍ଏଫ୍ କ୍ୟାମ୍ପକୁ ହେଲିକପ୍ଟର ଯୋଗେ ପରିଦର୍ଶନ କରିଥିଲେ।…
କଟକ ସୌନ୍ଦର୍ଯ୍ୟକରଣ ଅତ୍ୟାଧୁନିକ ପଦ୍ଧତିରେ କର: ମନ୍ତ୍ରୀ
ଭୁବନେଶ୍ୱର,୧।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିକଟରେ କଟକ ଗସ୍ତ କରି ସହରର ସୌନ୍ଦର୍ଯ୍ୟକରଣ ଲାଗି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଏହାସହ ସବୁଠାରୁ ପୂରୁଣା ସହର କଟକର ବିଭିନ୍ନ ରାସ୍ତାଗୁଡିକର ପ୍ରଶସ୍ତିକରଣ ଉପରେ ଧ୍ୟାନ ଦେବାକୁ ନିର୍ଦ୍ଦେଶ ଦେବାପରେ ଏନେଇ ତତ୍ପରତା…
ଏଥର ଆକାଂକ୍ଷାର ୫ ବର୍ଷ: ସମୀର
ଭୁବନେଶ୍ୱର,୧।୨(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାରଙ୍କ ଦ୍ୱିତୀୟ ପାଳିର ବଜେଟ ଆମ ଦେଶର ଆର୍ଥିକ ପ୍ରଗତିକୁ ଆଗେଇ ନେବ। ପାର୍ଲାମେଣ୍ଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଣିଥିବା ବଜେଟ ସବୁବର୍ଗକୁ ସୁହାଇଲା ଭଳି କରାଯାଇଛି। ମୋଦିଙ୍କ ନୂଆ ଭାରତର ପରିକଳ୍ପନାକୁ…
ଚକ୍ ଖଣ୍ଡକୁ ନୂଆ ଜୀବନ ଦେଉଛନ୍ତି ବଲରାଜ୍
ଆଜିକାଲିର ସମୟରେ ଧାନ, କାଠ, କାଗଜକୁ ଭଳିକି ଭଳି ରୂପ ନେଇ ନୂତନ କିଛି ସୃଷ୍ଟି କରୁଥିବା ଅନେକ ଆର୍ଟିଷ୍ଟ(କଳାକାର) ଦେଖିବାକୁ ମିଳେ। ହେଲେ ଚଣ୍ଡିଗଡ଼ର ଜଣେ ଶିକ୍ଷକ ଚକ୍ ଉପରେ କରୁଥିବା ନିଖୁଣ କଳାକୃତି ସମସ୍ତଙ୍କୁ ମୋହିତ କରୁଛି। ପାଞ୍ଚ…
ଘରୋଇ ଉପାୟରେ ତ୍ୱଚାରେ ଆସିବ ଚମକ
ସାଧାରଣତଃ ଗୋରା ଏବଂ କୋମଳ ତ୍ୱଚା ପାଇଁ ଲୋକେ ଡାକ୍ତରଙ୍କ ନିକଟକୁ ଯାଇ ଅନେକ ଅର୍ଥ ବ୍ୟୟ କରିଥାନ୍ତି। କିଛି ଦିନ ଗୋରା ଦେଖାଯିବା ପରେ ପୁଣି ମଳିନ ପଡ଼ିଯାଇଥାନ୍ତି। ମାତ୍ର ଘରୋଇ ଉପାୟରେ ମଧ୍ୟ ତ୍ୱଚାରେ ଚମକ ଆସିବ ବୋଲି…
Archives


