ସିଟି ହସ୍ପିଟାଲ ଘୋଷଣା ଦାବିରେ ଟାୟାର ଜାଳି ରାସ୍ତା ଅବରୋଧ
ବରଗଡ଼ ଅଫିସ,୧।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାକୁ ସିଟି ହସ୍ପିଟାଲ ଘୋଷଣା ଦାବିରେ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି। ଏହି ଦାବି ନେଇ କଂଗ୍ରେସ ୨୪ ଘଣ୍ଟିଆ ଅନଶନକୁ ଓହ୍ଲାଇ ଥିବାବେଳେ ଭାଜପା, ସଚେତନ ନାଗରିକ ମଞ୍ଚ…
‘ବିଗ୍ ବସ୍’ ପରେ ନିଜ ପାଇଁ ବର ଖୋଜିବେ ଶେହନାଜ!
ଲୋକପ୍ରିୟ ରିଆଲିଟି ଶୋ’ ବିଗ୍ ବସ୍ର ଚଳିତ ସିଜନ୍ରେ ଲୋକପ୍ରିୟ ପ୍ରତିଯୋଗୀଙ୍କ ମଧ୍ୟରୁ ଜଣେ ହେଉଛନ୍ତି ପଞ୍ଜାବର କଟ୍ରିନା ଓରଫ ଶେହନାଜ ଗିଲ। ସେ ନିଜର ଚୁଲ୍ବୁଲି ସ୍ବଭାବକୁ ନେଇ ଦର୍ଶକଙ୍କ ମନ କିଣି ନେଇଛନ୍ତି। ଫଳରେ ଘର ବାହାରେ ଏବେ…
ଏଥର ବଜେଟରେ କ’ଣ ହେଲା ଶସ୍ତା
ନୂଆଦିଲ୍ଲୀ,୧।୨: ଲୋକ ସଭାରେ ଶନିବାର ଉପସ୍ଥାପନ ହୋଇଥିବା ବଜେଟ ଉପରେ ସମସ୍ତଙ୍କ ନଜର। ବିଶେଷ କରି କେଉଁ ଜିନିଷ ଶସ୍ତା ଓ କେଉଁ ଜିନିଷ ମହଙ୍ଗା ହୋଇଛି ତା’ ଉପରେ ରହିଛି ସାଧାରଣ ଜନତାଙ୍କ ନଜର। ମହଙ୍ଗା ତାଲିକାକୁ ଆସିଛି ଫର୍ଣ୍ଣିଚର,…
ବଜେଟ ଭାଷଣରେ ସର୍ବାଧିକ ଥର ‘ଟ୍ୟାକ୍ସ’ ଶବ୍ଦର ଉଚ୍ଚାରଣ କରିଛନ୍ତି ଅର୍ଥମନ୍ତ୍ରୀ: ‘ରୋଜଗାର’ ଶବ୍ଦ କହିଛନ୍ତି ମାତ୍ର ୭ଥର
ନୂଆଦିଲ୍ଲୀ,୧।୨: ଲମ୍ବା ଅବଧିର କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନ ଏଥର ରେକର୍ଡ କରିଛନ୍ତି। ଏଥର ସେ ୨ ଘଣ୍ଟା ୪୧ ମିନିଟର ଭାଷଣ ଦେଇଛନ୍ତି। ଏହି ସମୟ ମଧ୍ୟରେ ସେ ‘ଟ୍ୟାକ୍ସ’ ଶବ୍ଦର ଉଚ୍ଚାରଣ ସର୍ବାଧିକ ୧୩୨ଥର…
ଆଜିଠାରୁ ବଦଳିଲା ହ୍ବାଟ୍ସଆପ୍, ଜୀବନବୀମା, ଏଟିଏମ୍ ସହ ଜଡ଼ିତ ଏସବୁ ନିୟମ: ଜାଣନ୍ତୁ…
୨୦୨୦ ଫେବୃୟାରୀ ପହିଲାରୁ ବଦଳିଛି ଅନେକ ନିୟମ। ଏଟିଏମ୍, ହ୍ବାଟ୍ସଆପ୍, ଜୀବନବୀମା, ଏଟିଏମ୍ ଏବଂ ଡାକଘର ସମ୍ପର୍କିତ ଅନେକ ନିୟମ ଶନିବାରଠାରୁ ବଦଳିଛି। ହ୍ବାଟ୍ସଆପ୍: ଫେବୃୟାରୀ ୧ରୁ ଲକ୍ଷାଧିକ ସ୍ମାର୍ଟଫୋନ୍ରେ ହ୍ବାଟ୍ସଆପ୍ କାମ କରିବ ନାହିଁ। କାରଣ କମ୍ପାନୀ ଏହାକୁ ବନ୍ଦ…
ନିର୍ଭୟା ମାମଲା: କୋର୍ଟରେ ଦାଖଲ ହେଲା ଷ୍ଟାଟସ ରିପୋର୍ଟ
ନୂଆଦିଲ୍ଲୀ,୧।୨: ନିର୍ଭୟା ଗଣବଳାତ୍କାର ମାମଲାର ଷ୍ଟାଟସ ରିପୋର୍ଟ ଶନିବାର ଜିହାର ଜେଲ ପ୍ରଶାସନ ପକ୍ଷରୁ କୋର୍ଟରେ ଦାଖଲ କରାଯାଇଛି। ଏହି ମାମଲାର ଦୋଷୀ ବିନୟଙ୍କ କ୍ଷମା ଆବେଦନ ଖାରଜ ହୋଇଯିବା ଓ ଅକ୍ଷୟ ରାଷ୍ଟ୍ରପତିଙ୍କ ନିକଟରେ କ୍ଷମା ଆବେଦନ କରିବାକୁ ନେଇ…
ଚଳିତ ଦଶନ୍ଧିର ସବୁଠାରୁ ଦେବାଳିଆ ବଜେଟ: ଅଖିଳେଶ
ନୂଆଦିଲ୍ଲୀ,୧।୨: ଦ୍ୱିତୀୟ ଥର ଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶନିବାର ଲୋକ ସଭାରେ ଚଳିତ ବର୍ଷର ବଜେଟ ଉପସ୍ଥାପନ କରିଛନ୍ତି। ଏହାକୁ ନେଇ ବିରୋଧୀଙ୍କ ପ୍ରତିକ୍ରିୟା ଏବେ ଦେଖିବାକୁ ମିଳିଛି। ନିର୍ମଳା ସୀତାରାମନ କଶ୍ମୀର କବିତା ପଢି ଓ ମୋଦି ସରକାରଙ୍କ…
ଚିକେନ୍ ପରିବର୍ତ୍ତେ କାଉ ମାଂସରେ ବିରିୟାନି ବିକି ଗିରଫ ହେଲେ ଦୋକାନୀ
ଚେନ୍ନାଇ: ବଲିଉଡ୍ ଫିଲ୍ମ ‘ରନ୍’ରେ ଶୁଣିଥିବେ କାଉ ମାଂସରେ ବିରିୟାନି ହେବା କଥା। ମାତ୍ର ବାସ୍ତବରେ ଏପରି ଘଟଣା ଦେଖିବାକୁ ମିଳିଛି ତାମିଲନାଡୁରେ। ରାମେଶ୍ୱରମ୍ ରାସ୍ତାପାର୍ଶ୍ୱରେ ଥିବା ଏକ ହୋଟେଲରେ ବିରିୟାନିରେ ଚିକେନ୍ ପରିବର୍ତ୍ତେ କାଉ ମାଂସ ବିକ୍ରି କରାଯାଉଥିବା ଖାଦ୍ୟ…
କରୀନାଙ୍କ ଚାଟ୍ ଶୋ’ରେ ଖାସ୍ ଅତିଥି, ଯାହାଙ୍କ ଉପରୁ ଦର୍ଶକଙ୍କ ନଜର ହଟି ନ ଥିଲା
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ କରୀନା କପୁର ଏକ ରେଡିଓ ଶୋ’ର ହୋଷ୍ଟ କରୁଛନ୍ତି। ଯାହାର ନାମ ‘ଇସ୍କ’। କରୀନାଙ୍କ ଏହି ଶୋ’କୁ କେହି ନା କେହି ସେଲିବ୍ରିଟି ଆସିଥାନ୍ତି। ସେମାନଙ୍କୁ କରୀନା କିଛି ପ୍ରଶ୍ନ ପଚାରିଥାନ୍ତି। ଆଉ ସେଲିବ୍ରିଟିମାନେ ପ୍ରଶ୍ନର ଉତ୍ତର…
ଡମ୍ପରକୁ ଧକ୍କାଦେଲା ହାଇଓ୍ବା: ଗାଡ଼ିରେ ଚାପିହେଲେ ଡ୍ରାଇଭର
ଯୋଡ଼ା,୧।୨(ଡି.ଏନ୍.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ୨ନଂ. ରାଜ୍ୟ ରାଜପଥ ତଥା ଜୁରୁଡି ଲାଲ୍ ଗେଟ୍ ଛକ ନିକଟ ରାସ୍ତାରେ ଶନିବାର ମଧ୍ୟାହ୍ନରେ ଡମ୍ପର ପଛକୁ ଏକ ହାଇଓ୍ବା ଧକ୍କା ଦେଇଛି। ଏଥିରେ ହାଇଓ୍ବା ଡ୍ରାଇଭର ଅରୁଣ ପ୍ରସାଦ ଗୁରୁତର…
ଶେୟାର ବଜାରରେ ନୈରାଶ୍ୟ: ସେନସେକ୍ସ୍ ୭୮୦ ଅଙ୍କ ହ୍ରାସ; ମୋଦି ସରକାରଙ୍କ ୭ ବଜେଟରେ ୫ ଥର ସଙ୍କଟ
ମୁମ୍ବାଇ,୧।୨: ଚଳିତ ୨୦୨୦-୨୧ ବଜେଟ ଉପସ୍ଥାପନ ପରେ ଶେୟାର ବଜାରରେ ନୈରାଶ୍ୟ ଖେଳି ଯାଇଛି। ଫଳରେ ସେନସେକ୍ସ୍ ୭୮୦ ଅଙ୍କ ହ୍ରାସ ପାଇଛି। ଶେୟାର ବଜାର ୩୯,୩୯୦ସ୍ତରରେ ବନ୍ଦ ହୋଇଛି। ସେହିପରି ନିଫ୍ଟିରେ ୨୦୦ ଅଙ୍କ ହ୍ରାସ ପାଇଛି। ନିଫ୍ଟି ୧୧,୭୪୧.୬୫ରେ…
ବଢିଲା ପ୍ରତିରକ୍ଷା ବଜେଟ
ନୂଆଦିଲ୍ଲୀ,୧।୨: ଗତବର୍ଷ ତୁଳନାରେ ଚଳିତ ବର୍ଷ ପ୍ରତିରକ୍ଷା ବଜେଟର ପରିମାଣକୁ ବୃଦ୍ଧି କରାଯାଇଛି। ଶନିବାର ଲୋକସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କ ଦ୍ୱାରା ଉପସ୍ଥାପନ କରାଯାଇଥିବା ବଜେଟରେ ପ୍ରତିରକ୍ଷା ପାଇଁ ୧ଲକ୍ଷ ୧୦ ହଜାର ୭୩୪ କୋଟି ଟଙ୍କା ଅନୁମୋଦନ କରାଯାଇଛି। ଯାହା…
Archives


