ମାତ୍ର ୨୭ ମିନିଟ୍ ପାଇଁ ମହିଳାଙ୍କ ମୃତ୍ୟୁ, ପୁନର୍ଜୀବିତ ହୋଇ ଲେଖିଲେ କିଛି ରହସ୍ୟମୟ ଶବ୍ଦ
ଓ୍ବାଶିଂଟନ୍: ସାଧାରଣତଃ ମୃତ୍ୟୁ ଘଟିଲେ ଜଣେ ଚିରଦିନ ପାଇଁ ଦୁନିଆରୁ ବିଦାୟ ନେଇଥାଏ। ମାତ୍ର କିଛି କ୍ଷଣ ପାଇଁ କାହାର କେବେ ମୃତ୍ୟୁ ଘଟେ ବୋଲି ଶୁଣିଛନ୍ତି କି ! କିନ୍ତୁ ଏମିତି ଏକ ଅଜବ ଘଟଣା ଦେଖିବାକୁ ମିଳିଛି ଆମେରିକାରେ।…
ପ୍ରେମ ଆଗରେ ହାର ମାନିଲା କରୋନା ଭୁତାଣୁ: ପ୍ରେମିକଙ୍କୁ ବିବାହ ପାଇଁ ଭାରତରେ ପହଞ୍ଚିଲେ ଚାଇନା ଯୁବତୀ
ମନ୍ଦସୌର,୧।୨: କରୋନା ଭୁତାଣୁ ନେଇ ପୃଥିବୀ ସାରା ଆତଙ୍କ ଖେଳି ଯାଇଛି। ତେବେ ପ୍ରେମ ଆଗରେ ଏହି ଭୁତାଣୁ ହାର୍ ମାନିଛି। ଚାଇନାର ଜଣେ ଯୁବତୀ ନିଜ ପ୍ରେମିକଙ୍କୁ ବିବାହ କରିବା ଲାଗି ଆସି ଭାରତର ମଧ୍ୟପ୍ରଦେଶର ମନ୍ଦସୌରରେ ପହଞ୍ଚିଛନ୍ତି। ତାଙ୍କ…
ପ୍ରଧାନମନ୍ତ୍ରୀ-ଅର୍ଥମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ଯୋଗୀ
ଲକ୍ଷ୍ନୌ,୧।୨: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଚଳିତ ବର୍ଷର ବଜେଟ ପାଇଁ ସେ ଏହି ଶୁଭେଚ୍ଛା ଜଣାଇଛନ୍ତି। ଏହି ବଜେଟ ଉନ୍ନତି ମୂଳକ ଓ କୃଷକଙ୍କୁ ସୁହାଇବା…
ଅଧିକ ସମୟ ବଜେଟ ଭାଷଣ ପଢ଼ି ରେକର୍ଡ କଲେ ସୀତାରମଣ
ନୂଆଦିଲ୍ଲୀ,୧।୨: ଚଳିତ ୨୦୨୦-୨୧ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୭୩ ବର୍ଷର ରେକର୍ଡ ଭାଙ୍ଗିଛନ୍ତି। ସେ ଦୀର୍ଘ ୨ ଘଣ୍ଟା ୪୧ ମିନିଟ୍ର ବଜେଟ ଭାଷଣ ପଢ଼ି ଏହି ରେକର୍ଡ କରିଛନ୍ତି। ଗତ ୭୩ ବର୍ଷ ମଧ୍ୟରେ ସଂସଦରେ ୯୧ ଥର…
୧୦ ହଜାର ୫୫ ବର୍ଷରୁ ଅଧିକ ବୟସ୍କ ଲୋକ ଚାହୁଁଛନ୍ତି ଇଛା ମୃତ୍ୟୁ
ଆମଷ୍ଟରଡାମ,୧।୨: ନେଦରଲାଣ୍ଡର ବରିଷ୍ଠ ନାଗରିକ ଇଛା ମୃତ୍ୟୁ ଚାହୁଁଛନ୍ତି। ସେମାନଙ୍କର ବୟସ ୫୫ ବର୍ଷରୁ ଅଧିକ ରହିଛି। ଦେଶର ୧୦ ହଜାର ଶହେ ୫୬ ଲୋକ ଇଛାମୃତ୍ୟୁ ଆବେଦନ ସରକାରଙ୍କ ପାଖକୁ ପଠାଇଛନ୍ତି। ଦେଶରେ ଇଛାମୃତ୍ୟୁ ଚାହୁଁଥିବା ଏଭଳି ଲୋକଙ୍କ ସଂଖ୍ୟା…
କମିଲା ଆୟକର: ୫ରୁ ୭.୫ ଲକ୍ଷ ରୋଜଗାର ଉପରେ ଟିକସ ୧୦%
ନୂଆଦିଲ୍ଲୀ,୧।୨: ଚଳିତ ୨୦୨୦-୨୧ ବଜେଟରେ ସରକାର ଆୟକର କମାଇ ଦେଇଛନ୍ତିି। ଏଣିକି ୫ ଲକ୍ଷରୁ ୭.୫ ଲକ୍ଷ ଆୟକରୁ ଥିବା ବ୍ୟକ୍ତି ବିଶେଷଙ୍କୁ ୧୦% ଟିକସ ଦେବାକୁ ପଡ଼ିବ। ପୂର୍ବରୁ ଏହା ୨୦% ଥିଲା। ତେବେ ୫ ଲକ୍ଷ ପର୍ଯ୍ୟନ୍ତ ଆୟକରୁ…
ବ୍ୟାଙ୍କ ବୁଡିଗଲେ ବି ମିଳିବ ୫ ଲକ୍ଷ ଟଙ୍କା
ନୂଆଦିଲ୍ଲୀ,୧।୨: ଚଳିତ ବଜେଟରେ ବ୍ୟାଙ୍କ ଜମାକୁ ନେଇ ସରକାର ବଡ ଘୋଷଣା କରିଛନ୍ତି। ବ୍ୟାଙ୍କ ବୁଡିଗଲେ ବି ଗ୍ରାହକଙ୍କର ୫ ଲକ୍ଷ ପର୍ଯ୍ୟନ୍ତ ଟଙ୍କା ସୁରକ୍ଷିତ ରହିବ ବୋଲି ଏଥର ବଜେଟରେ ଘୋଷଣା କରାଯାଇଛି। ବ୍ୟାଙ୍କରେ ଟଙ୍କା ଜମା କରୁଥିବା ଗ୍ରାହକଙ୍କ…
କରୋନାରୁ ବର୍ତ୍ତିବା ପାଇଁ ଭାରତକୁ ଏନ୍-୯୫ ମାସ୍କ ମାଗିଲା ଚାଇନା
ବେଜିଂ,୧।୨: ଚାଇନାରେ କରୋନା ଭୂତାଣୁ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। ଏଥିଯୋଗୁ ଏବେ ପର୍ଯ୍ୟନ୍ତ ୨୫୯ ଜଣଙ୍କର ଜୀବନ ଗଲାଣି। ଏହି ରୋଗରେ ପ୍ରାୟ ୧୨ହଜାରରୁ ଊର୍ଦ୍ଧ୍ୱ ଚାଇନା ନାଗରିକ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏପରିସ୍ଥିତିରେ ଏବେ ଚାଇନା ସମ୍ମୁଖରେ…
ସ୍ବଚ୍ଛତା ଭାରତ ମିଶନ ପାଇଁ ୧୨,୩୦୦ କୋଟି ଏବଂ ଜଳ ଜୀବନ ମିଶନ ଲାଗି ୧୧,୫୦୦ କୋଟି ବ୍ୟୟ ଅଟକଳ
ନୂଆଦିଲ୍ଲୀ,୧।୨: ଚଳିତ ୨୦୨୦-୨୧ କେନ୍ଦ୍ରୀୟ ବଜେଟରେ ସ୍ବଚ୍ଛତା ଭାରତ ମିଶନ ପାଇଁ ୧୨,୩୦୦ କୋଟି ଏବଂ ଜଳ ଜୀବନ ମିଶନ ଲାଗି ୧୧,୫୦୦ କୋଟି ବ୍ୟୟ ଅଟକଳ କରାଯାଇଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି। ସେହିପରି ସ୍ବାସ୍ଥ୍ୟ କ୍ଷେତ୍ରରେ ୬୯,୦୦୦…
ଏମିତି ଦେଶ, ଯେଉଁଠି ମନ୍ତ୍ରୀ ଚାହିଁଲେ ମଦ ପିଇ ମଧ୍ୟ କରିପାରିବେ ବଜେଟ୍ ଉପସ୍ଥାପନ
ପ୍ରତ୍ୟେକ ଦେଶର ସରକାର ପ୍ରତିବର୍ଷ ବଜେଟ୍ ପ୍ରସ୍ତୁତ କରିଥାନ୍ତି। ମୁଖ୍ୟତଃ ବଜେଟ୍ ଉପସ୍ଥାପନ ବେଳେ ସରକାର ଦେଶର ଆୟ ବ୍ୟୟ ହିସାବ କରିଥାନ୍ତି। ଏହି ବଜେଟ୍କୁ ଅର୍ଥମନ୍ତ୍ରୀ ସ୍ଥିର ଆଉ ସୁସ୍ଥ ମସ୍ତିଷ୍କରେ ଉପସ୍ଥାପନ କରିଥାନ୍ତି। ମାତ୍ର ଏମିତି ଏକ ଦେଶ…
ଡାଲା ଅଟୋକୁ ଧକ୍କା ଦେଲା କ୍ୟାଣ୍ଟର: ଜଣେ ମୃତ, ୧୦ ଆହତ
ନୟାଗଡ଼ ଅଫିସ,୧।୨: ନୟାଗଡ଼ ଜିଲା ନୂଆ ଜଗନ୍ନାଥ ରାସ୍ତାର ଗୋଡ଼ିପଡା ଝରଣପୋଖରୀ ନିକଟରେ ଶନିବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଡାଲା ଅଟୋକୁ କ୍ୟାଣ୍ଟର ଧକ୍କା ଦେବା ଫଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ ଆହତ ହୋଇଛନ୍ତି।…
ହାପି ବାର୍ଥ ଡେ ବ୍ରହ୍ମାନନ୍ଦମ୍: ୧ ହଜାରରୁ ଅଧିକ ଫିଲ୍ମରେ କରିଛନ୍ତି କାମ, ଗିନିଜ୍ ରେକଡର୍ସରେ ନାମ ସାମିଲ
ଦକ୍ଷିଣ ଭାରତୀୟ ସିନେମାର ଖ୍ୟାତନାମା ହାସ୍ୟ କଳାକାର ବ୍ରହ୍ମାନନ୍ଦମ୍ଙ୍କ ଶନିବାର ହାପି ବାର୍ଥ ଡେ। ସେ ୬୩ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ସୋସିଆଲ ମିଡିଆରେ #Brahmanandam ଟ୍ରେଣ୍ଡ କରୁଥିବା ବେଳେ ପ୍ରଶଂସକ ଓ ଶୁଭେଚ୍ଛୁମାନଙ୍କ ତରଫରୁ ତାଙ୍କୁ ଅଭିନନ୍ଦନର…
Archives


