Bihar Cabinet Expansion: ବଢ଼ିଲା ନୀତୀଶଙ୍କ କ୍ୟାବିନେଟ୍, ପ୍ରଥମ ପ୍ରତିକ୍ରିୟାରେ କହିଲେ…
ପାଟ୍ନା,୨୬ା୨: ବିହାରରେ ନୀତିଶ ସରକାରଙ୍କ କ୍ୟାବିନେଟ୍ ବୃଦ୍ଧି କରାଯାଇଛି। ୭ ଜଣ ଭାଜପା ବିଧାୟକ ମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ସେମାନେ ସମସ୍ତେ ଭାଜପା କୋଟାରୁ ମନ୍ତ୍ରୀ ହୋଇଛନ୍ତି। ଶପଥ ଗ୍ରହଣ ଉତ୍ସବରେ କୃଷ୍ଣ କୁମାର ମଣ୍ଟୁ, ବିଜୟ ମଣ୍ଡଳ, ରାଜୁ…
ସନ୍ନ୍ୟାସ ନେବେ ପାକିସ୍ତାନର ଏହି ଷ୍ଟାର ବ୍ୟାଟ୍ସମ୍ୟାନ୍, ଚାମ୍ପିଅନ୍ସ ଟ୍ରଫି ପରାଜୟକୁ ନେଇ PCBରେ ହଙ୍ଗାମା
ଇସଲାମାବାଦ,୨୬।୨: ଘରୋଇ ମଇଦାନରେ ଆୟୋଜିତ ଚାମ୍ପିଅନ୍ସ ଟ୍ରଫିରେ ଲଜ୍ଜାଜନକ ପ୍ରଦର୍ଶନ ପରେ ପାକିସ୍ତାନ କ୍ରିକେଟ ଦଳରେ ଅଶାନ୍ତି ଆରମ୍ଭ ହୋଇଛି। ନ୍ୟୁଜିଲ୍ୟାଣ୍ଡ ଏବଂ ଭାରତଠାରୁ ପରାଜୟ ପରେ ଏବେ ପାକିସ୍ତାନ କ୍ରିକେଟ ଦଳର ଜଣେ ବଡ଼ ଖେଳାଳି ଅବସର ନେବାକୁ ନିଷ୍ପତ୍ତି…
ଏଣିକି ଛୋଟ ପିଲାଙ୍କ ସାକ୍ଷୀ ଗ୍ରହଣଯୋଗ୍ୟ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୬ା୨: ସୁପ୍ରିମକୋର୍ଟ ବୁଧବାର ଏକ ବଡ଼ ରାୟ ଦେଇଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି, ଏଣିକି ଛୋଟ ପିଲାଙ୍କୁ ସାକ୍ଷୀ ଭାବେ ଗ୍ରହଣ କରାଯିବ। ଯଦି ସାକ୍ଷ୍ୟ ଦେଉଥିବା ପିଲାଠୁ ନିର୍ଭରଯୋଗ୍ୟ ତଥ୍ୟ ମିଳୁଛି ଗ୍ରହଣ କରାଯିବ। ନିର୍ଭରଯୋଗ୍ୟ ତଥ୍ୟ ସଂଗ୍ରହରେ ପିଲାର ସର୍ବନିମ୍ନ…
ଘରୋଇ ଶିକ୍ଷାନୁଷ୍ଠାନରେ ପ୍ରଥମ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ନେଇ ଥାନାରେ ମାମଲା ସମାଧାନ
କେନ୍ଦୁଝର,୨୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ପଣ୍ଡାପଡ଼ା ଥାନା ଅନ୍ତର୍ଗତ ମସିଣାଯୋଡ଼ିସ୍ଥିତ ଏକ ଆବାସିକ ବିଦ୍ୟାଳୟରେ ଜଣେ ଜୁଆଙ୍ଗ ପ୍ରଥମ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମରାଯିବା ଘଟଣାକୁ ନେଇ ଗ୍ରାମରେ ଅସନ୍ତୋଷ ପ୍ରକାଶ ପାଇଛି। ଅଖିଳ ଜୁଆଙ୍ଗଙ୍କ ପ୍ରଥମ ଶ୍ରେଣୀରେ ପଢୁଥିବା ଛାତ୍ରୀଙ୍କୁ ବିଦ୍ୟାଳୟର…
ଛାଡ଼ପତ୍ର ପାଇଁ ଆବେଦନ କରିଥିଲେ,ଏବେ କିନ୍ତୁ ସବୁ ଠିକ୍… ଗୋବିନ୍ଦାଙ୍କ ଓକିଲ ଖବରକୁ କହିଲେ ମିଥ୍ୟା
ମୁମ୍ବାଇ: ଆଜିକାଲି ଚର୍ଚ୍ଚାରେ ବଲିଉଡ୍ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ। ବର୍ଷେ କିମ୍ବା ଦୁଇ ବର୍ଷ ନୁହେଁ ଦୀର୍ଘ ୩୭ ବର୍ଷର ବୈବାହିକ ଜୀବନରେ ତାଙ୍କର ଝଡ଼ ସୃଷ୍ଟି ହୋଇଛି। ପତ୍ନୀ ସୁନୀତାଙ୍କ ସହ ତାଙ୍କର ଛାଡ଼ପତ୍ର ହେବ ବୋଲି କୁହାଯାଉଛି।…
ପତ୍ନୀଙ୍କଠାରୁ ଅଲଗା ହେବେ ‘ବାଗ୍ବାନ୍’ ଫେମ୍ ଅଭିନେତା ଅମନ ବର୍ମା
ମୁମ୍ବାଇ: ସୁପରଷ୍ଟାର ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନରେ ଝଡ଼କୁ ନେଇ ଖବର ଥମି ନ ଥିବା ବେଳେ ଏବେ ଆଉ ଜଣେ ଅଭିନେତା ପତ୍ନୀଙ୍କୁ ଛାଡ଼ପତ୍ର ଦେବାକୁ ଯାଉଛନ୍ତି। ସେ ହେଲେ ବାଗବାନ୍ ଭଳି ସିନେମାରେ ତଥା ଅନେକ ଟେଲିଭିଜନ ଶୋ’ରେ ନିଜର…
Whatsapp ଆଣିଲା ନୂଆ ଫିଚର୍, ଏଣିକି ଭଏସ୍ ମେସେଜ୍ ଆସିଲେ ବ୍ୟବହାରକାରୀ…
ନୂଆଦିଲ୍ଲୀ,୨୬।୨: ହ୍ବାଟ୍ସଆପ ଭାରତରେ ଏହାର ଭଏସ୍ ମେସେଜ୍ ଟ୍ରାନ୍ସକ୍ରିପ୍ଟ ଫିଚର ଲଞ୍ଚ କରିଛି। ପ୍ଲାଟଫର୍ମ ଗତ ବର୍ଷ ନଭେମ୍ବରରେ ଏହି ବୈଶିଷ୍ଟ୍ୟ ନେଇ ଘୋଷଣା କରିଥିଲା। କିନ୍ତୁ ଏବେ ଆପଣ ଏକ ଭଏସ୍ ମେସେଜର ଏକ ଟେକ୍ସଟ ଟ୍ରାନ୍ସକ୍ରିପ୍ଟ ତିଆରି କରିବା…
Maha Kumbh 2025: ୪୫ଦିନ, ୬୫କୋଟି ଶ୍ରଦ୍ଧାଳୁ, ୩ଲକ୍ଷ କୋଟି ରାଜସ୍ବ ଆୟ
ନୂଆଦିଲ୍ଲୀ,୨୬।୨:ଐତିହାସିକ ମହାକୁମ୍ଭ 2025 ଆଜି ଶେଷ ହେବାକୁ ଯାଉଛି । ଆଜି ମହାଶିବରାତ୍ରିରେ ଏହାର ଅନ୍ତିମ “ସ୍ନାନ” (ପବିତ୍ର ବୁଡ଼)। ଜାନୁଆରୀ ୧୩ ତାରିଖରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ୪୫ ଦିନ ଧରି ଚାଲିଛି। ଯେଉଁଥିରେ ୬୫ କୋଟିରୁ ଅଧିକ…
‘ଆଦିବାସୀଙ୍କ ପାଇଁ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ସରକାର’
ଭୁବନେଶ୍ୱର,୨୬ା୨: ହରିଜନ ଆଦିବାସୀ କେତେ ସୁରକ୍ଷିତ ତାହା ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଘଟଣାରୁ ସ୍ପଷ୍ଟ। ସାମାଜିକ ବିଧି ବ୍ୟବସ୍ଥା କେତେ ନିମ୍ନଗାମୀ ହେଉଛି ତାହା ଦଶମ ଶ୍ରେଣୀ ଛାତ୍ରୀ ପ୍ରସବ ଘଟଣାରୁ ଜଣାପଡ଼ୁଛି। ଆଦିବାସୀଙ୍କ ପାଇଁ ସରକାର କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି…
Googleର ବଡ଼ ନିଷ୍ପତ୍ତି! Gmailରେ ଲଗ୍ଇନ୍ ଲାଗି ଆସିବ QR-Code ବ୍ୟବସ୍ଥା, SMS ଜରିଆରେ ଭେରିଫିକେଶନ୍ ବନ୍ଦ
ନୂଆଦିଲ୍ଲୀ,୨୬।୨: ଗୁଗୁଲ୍ ଏହାର ଇମେଲ୍ ସେବା Gmailକୁ ଅଧିକ ସୁରକ୍ଷିତ କରିବା ଲାଗି ଲଗାତାର ନୂଆ ଫିଚର୍ସ ଲଞ୍ଚ କରୁଛି। ଏବେ କମ୍ପାନୀ Text Based password ବଦଳରେ ଏକ ନୂଆ ଭେରିଫିକେଶନ ସିଷ୍ଟମ ଆଣିପାରେ। Google ଏବେ ଜିମେଲ୍ରେ QR…
ହାଇଭୋଲ୍ଟେଜ୍ ବିଦ୍ୟୁତ୍ ଟାଓ୍ବାରରେ ଚଢ଼ି ଯୁବକଙ୍କ ଉନ୍ମତ୍ତ କାଣ୍ଡ, ପ୍ରଶାସନକୁ କଲେ ନାକେଦମ୍
ବଲାଙ୍ଗୀର,୨୬ା୨(ସୁନୀଲ ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଳା ଥାନା ଅର୍ନ୍ତଗତ ଖମାରମୁଣ୍ଡା ଗାଁ ନିକଟ ଏକ ହାଇଭୋଲ୍ଟେଜ୍ ବିଦ୍ୟୁତ୍ ଟାଓ୍ବାର ଉପରକୁ ଗାଁର ସିଦ୍ଧେଶ୍ୱର ଭୋଇ (୩୨) ସକାଳ ୮ ରେ ଚଢ଼ି ଯାଇଥିଲେ। ଗାଁ ଲୋକେ ପୋଲିସକୁ ଖବର ଦେବା ପରେ…
Bangladesh New Political Party: ହାସିନାଙ୍କୁ ତଡିଥିଲେ, ଏବେ ନୂଆ ଦଳ ଗଢିବେ ଛାତ୍ରନେତା, ବାଂଲଦେଶ ରାଜନୀତିରେ ହଇଚଇ
ଢାକା,୨୬।୨: ବାଂଲାଦେଶରେ ଲାଗି ରହିଛି ରାଜନୈତିକ ଅସ୍ଥିରତା । ଯେଉଁ ଛାତ୍ର ନେତାମାନଙ୍କ ଯୋଗୁଁ ଶେଖ ହାସିନାଙ୍କ ସରକାରର ପତନ ଘଟିଥିଲା, ସେହି ନେତାମାନେ ଏବେ ଏକ ନୂତନ ରାଜନୈତିକ ଦଳ ଗଠନ କରିବା ନେଇ ଘୋଷଣା କରିଛନ୍ତି। ଶେଖ ହାସିନାଙ୍କ…
Archives


