Home

ବସ୍‌-ଟ୍ରକ୍‌ ଧକ୍କା: ୩୦ ଆହତ, ୬ ଗୁରୁତର

ରଣପୁର/ଟାଙ୍ଗୀ,୧।୨(ସ୍ବ.ପ୍ର./ଡି.ଏନ୍‌.ଏ.): ନୟାଗଡ ଜିଲା ଚାନ୍ଦପୁର ଥାନା ୧୬ ନମ୍ବର ଜାତୀୟ ରାଜପଥର ବେଣ୍ଟଛକ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ଟ୍ରକ ସହ ବସ୍‌ର ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଚାଳକଙ୍କ ସମେତ ୩୦ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ଜଣଙ୍କ ଅବସ୍ଥା…

ଅଜୟ ଜାଡେଜାଙ୍କୁ ପୂରିଲା ୪୯: ମାଧୁରୀଙ୍କ ସହ ଥିଲା ପ୍ରେମ ସମ୍ପର୍କ

ମୁମ୍ବାଇ, ୧।୨: ଭାରତୀୟ କ୍ରିକେଟର ଅଜୟ ଜାଡେଜା ଖେଳ ପଡ଼ିଆରୁ ବିଦାୟ ନେଇଥିଲେ ମଧ୍ୟ ଏବେ ବି କ୍ରିକେଟ୍‌ ନିଶା ଛାଡି ନାହାଁନ୍ତି। କେତେକ ସମୟରେ ସେ କମେଣ୍ଟ୍ରି କରୁଥିବା ଦେଖିବାକୁ ମିଳୁଛି। ଶନିବାର ସେ ୪୯ ବର୍ଷରେ ପଦାର୍ପଣ କରିଛନ୍ତି।…

୬୩ ବର୍ଷରେ ଜ୍ୟାକି ଶ୍ରଫ୍‌: ଜଗୁ ଦାଦାରୁ ପାଲଟିଥିଲେ ବଲିଉଡ୍‌ ଷ୍ଟାର

ମୁମ୍ବାଇ: ଜଗୁ ଦାଦାରୁ ବଲିଉଡ୍‌ ଷ୍ଟାର ପାଲଟିଥିବା ଜ୍ୟାକି ଶ୍ରଫ୍‌ ଶନିବାର ୬୩ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୫୭ ଫେବୃୟାରୀ ୧ରେ ବମ୍ବେର ଉଦ୍‌ଗିର୍‌ଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ଜୟ କିଶନ କାକୁଭାଇ ଶ୍ରଫ୍‌ ଥିଲା। ପ୍ରାରମ୍ଭିକ…

ଖଣିରେ ଚଢ଼ାଉ ବେଳେ ଚଢ଼ିଗଲା ଟ୍ରକ୍‌: ଶ୍ରମିକ ମୃତ, ୧୫ ପାୱାରଟିଲର, ୧ ଜେସିବି ଜବତ

ଖୋର୍ଦ୍ଧା ଅଫିସ,୧।୨: ଖୋର୍ଦ୍ଧା ପୋଲିସ ଜିଲା ଜଙ୍କିଆ ଥାନାର ଅଁଳାଯୋଡି ମାଙ୍କଡାପଥର ଖଣି ଉପରେ ଶୁକ୍ରବାର ଚଢ଼ାଉ ସମୟରେ ଟ୍ରକ ଚଢ଼ି ଯିବାରୁ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ମଳିପଡା ସୁରେଶ ସାମନ୍ତରାୟ(୪୮)। ଜଙ୍କିଆ ଥାନା ପୋଲିସ ନଂ. ୨୮/୨୦ରେ…

ବଦଳିବ ବହିର୍ବ୍ୟାପାର ମନ୍ତ୍ରଣାଳୟ ଢାଞ୍ଚା

ନୂଆଦିଲ୍ଲୀ,୧ା୨(ଆଇଏଏନ୍‌ଏସ୍‌): ବହିର୍ବ୍ୟାପାର ମନ୍ତ୍ରଣାଳୟ (ଏମ୍‌ଇଏ)ର ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ସଂସ୍କାର ଆଣିବା ପାଇଁ କେନ୍ଦ୍ର ସରକାର ଏଥିରେ ଢାଞ୍ଚାଗତ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ମନ୍ତ୍ରଣାଳୟ ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ ଏମ୍‌ଇଏର ବିକେନ୍ଦ୍ରୀକରଣ କରାଯିବ। କନ୍‌ସୁଲାର ସେବାଗୁଡ଼ିକରେ ଭିନ୍ନ ଭିନ୍ନ ବ୍ୟବସ୍ଥା…

ଇୟୁରୁ ବିଦାୟ ନେଲା ବ୍ରିଟେନ

ଲଣ୍ଡନ/ବ୍ରସେଲ୍ସ,୧ା୨: ଦୀର୍ଘ ସାଢ଼େ ୩ ବର୍ଷର ଉଦ୍ୟମ ପରେ ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନ ଶୁକ୍ରବାର ରାତି ୧୧ଟାରେ ଅଲଗା ହୋଇଯାଇଛି। ଏହା ୟୁରୋପ ଏବଂ ବ୍ରିଟେନ ପାଇଁ ଏକ ଐତିହାସିକ ମୁହୂର୍ତ୍ତ ଥିଲା। ଦୀର୍ଘ ଅର୍ଦ୍ଧଶତାବ୍ଦୀର ସମ୍ପର୍କ ଛିନ୍ନ କରି…

ଟୁଟୁଆ ହତ୍ୟାକାରୀ ମିଞ୍ଜାଙ୍କୁ ଆଜୀବନ କାରାଦଣ୍ଡ

ଭୁବନେଶ୍ୱର,୧।୨(ବ୍ୟୁରୋ): ଖୋର୍ଦ୍ଧା ଜିଲା ବାଲିପାଟଣା ଥାନାଞ୍ଚଳରେ ଘଟିଥିବା ବହୁ ଚର୍ଚ୍ଚିତ ପ୍ରଶାନ୍ତ ପ୍ରଧାନ ଓରଫ ଟୁଟୁଆ ହତ୍ୟା ଘଟଣାର ରାୟ ଶୁକ୍ରବାର ସ୍ପେଶାଲ ଜଜ୍‌ ସିବିଆଇ-୧ କୋର୍ଟରେ ପ୍ରକାଶ ପାଇଛି। ବିଚାରପତି ଗୋପାଳଚନ୍ଦ୍ର ବେହେରା ଦୋଷୀ ସାବ୍ୟସ୍ତ ହୋଇଥିବା ରୋହିତ ପ୍ରଧାନଙ୍କୁ…

ଭାରତରେ ‘କରୋନା’ ଛନକା

ନୂଆଦିଲ୍ଲୀ, ୧ା୨(ପି.ଟି.): ଭାରତରେ କରୋନା ଭାଇରସ୍‌ କାୟା ବିସ୍ତାର କରିବାରେ ଲାଗିଛି। ଶୁକ୍ରବାର ୬ ସନ୍ଦିଗ୍ଧଙ୍କୁ ଚିକିତ୍ସା ଲାଗି ଦିଲ୍ଲୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ କେରଳରେ ୧୦୫୩ ଜଣ ବ୍ୟକ୍ତିଙ୍କୁ ଅବ୍‌ଜରଭେଶନରେ ରଖାଯାଇଛି। ଦିଲ୍ଲୀର ରାମ୍‌ ମନୋହର ଲୋହିଆ ହସ୍ପିଟାଲର ସ୍ବତନ୍ତ୍ର…

ଦିଲ୍ଲୀବାସୀଙ୍କୁ ବିଶୁଦ୍ଧ ଜଳ, ଛାତ୍ରୀଙ୍କୁ ଇ-ସ୍କୁଟର

ନୂଆଦିଲ୍ଲୀ, ୧ା୨(ପି.ଟି.): ଦିଲ୍ଲୀ ବିଧାନସଭା ନିର୍ବାଚନ ଆଉ ୮ ଦିନ ବାକି ଥିବାବେଳେ ଭାଜପା ପକ୍ଷରୁ ଶୁକ୍ରବାର ଲୋଭନୀୟ ପ୍ରତିଶ୍ରୁତି ଦିଆଯାଇଛି। ନିର୍ବାଚନୀ ଇସ୍ତାହାରରେ ଭାଜପା ପ୍ରତ୍ୟେକ ଦିଲ୍ଲୀବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଓ ଉଚ୍ଚ ମାଧ୍ୟମିକ ଶିକ୍ଷାରେ ପଢ଼ୁଥିବା ଆର୍ଥତ୍କ…

ସାହସ ଭରିଲା ଯୁଦ୍ଧାବସାନ ବାଦ୍ୟ

ଭୁବନେଶ୍ୱର,୧।୨(ବ୍ୟୁରୋ): ପତାକା ଅବତରଣ ଉତ୍ସବ ୭ମ ବାଟାଲିୟନ ପଡିଆରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ସୈନିକମାନଙ୍କୁ ଉତ୍ସାହିତ କରିଥିଲେ। ପୋଲିସ ବିଭାଗରୁ ୩୨୨ଜଣ ମ୍ୟୁଜିସିଆନ ଭାଗ ନେଇ ବିଭିନ୍ନ ପ୍ରକାର ବାଦ୍ୟ ବଜାଇବା…

ଅଘୋଷିତ ଡ୍ରୋନ୍‌ ଉଡ଼ାଇଲେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧ା୨: ଦେଶର ୨୦,୦୦୦ରୁ ଊର୍ଦ୍ଧ୍ୱ ଡ୍ରୋନ୍‌ ବ୍ୟବହାରକାରୀ ସରକାରଙ୍କ ନିକଟରେ ପଞ୍ଜୀକୃତ ହୋଇଛନ୍ତି। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ପୋର୍ଟାଲରେ ପ୍ରାୟ ୧୫ ଦିନ ଧରି ଚାଲିଥିବା ଏହି ପଞ୍ଜୀକରଣ କାର୍ଯ୍ୟ ଶୁକ୍ରବାର ସନ୍ଧ୍ୟାରେ ଶେଷ ହୋଇଛି। ଏଣିକି ଓ୍ବାନ୍‌ ଟାଇମ୍‌…

ତାଲିକା ଧରି କୋଲକାତା ଗଲା ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧।୨(ବ୍ୟୁରୋ): ବାଂଲାଦେଶୀ ଯୁବତୀଙ୍କୁ ଓଡ଼ିଶା ଚାଲାଣ କରି ଦେହ ବ୍ୟବସାୟରେ ଲଗାଇବା ମାମଲାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ହାତରେ ଏବେ ଆଉ ଏକ ବଡ଼ ସୁରାକ ଲାଗିଛି। ଏହି ର଼୍ୟାକେଟର କିଙ୍ଗ୍‌ପିନ୍‌ ଅଞ୍ଜଳି ଦିଦି ଓ ତାଙ୍କ ସ୍ବାମୀ ଇବ୍ରାହିମ୍‌ଙ୍କୁ ଶୁକ୍ରବାର ରିମାଣ୍ଡରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri