Home

ବିରୋଧୀଙ୍କୁ ମୁକାବିଲା କର

ନୂଆଦିଲ୍ଲୀ,୧ା୨(ପି.ଟି.): ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ତାଙ୍କ ସରକାର ରକ୍ଷାତ୍ମକ ଅନୁଭବ କରିବାର କୌଣସି କାରଣ ନାହିଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନ୍‌ଡିଏ ବୈଠକରେ କହିଛନ୍ତି। ପାର୍ଲାମେଣ୍ଟରେ ସିଏଏକୁ ଦୃଢ଼ ସମର୍ଥନ କରିବା ଲାଗି ସେ ଏନ୍‌ଡିଏ ନେତାମାନଙ୍କୁ…

ପୋଷା କୁକୁର ଯୋଗୁ ପରିବାର ଲୋକଙ୍କ ଜୀବନ ରକ୍ଷା ହେଲା

ଜଟଣୀ,୧।୨(ଡି.ଏନ.ଏ.): ପୋଷା କୁକୁର ନାଗ ସାପକୁ ଅଟକାଇବା ଦ୍ୱାରା ପରିବାର ଲୋକଙ୍କ ଜୀବନ ରକ୍ଷା ହୋଇଛି। ଏଭଳି ଦେଖିବାକୁ ମଳିଛି ଜଟଣୀ କୁଦିଆରୀ ଗ୍ରାମରେ ସରୋଜ ସ୍ବାଇଁ ଓ ମନୋଜ ସ୍ବାଇଁଙ୍କ ଘରେ। ଶୁକ୍ରବାର ଅପରାହ୍ନରେ ହଠାତ୍‌ ପୋଷା କୁକୁର ଦୁଇଟି…

ସିଏଏକୁ ରାଷ୍ଟ୍ରପତିଙ୍କ ପ୍ରଶଂସା

ନୂଆଦିଲ୍ଲୀ,୧ା୨(ପି.ଟି.): ପାର୍ଲାମେଣ୍ଟର ବଜେଟ ଅଧିବେଶନ ଶୁକ୍ରବାର ଆରମ୍ଭ ହୋଇଛି। ପ୍ରାରମ୍ଭରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସଂସଦର କେନ୍ଦ୍ରୀୟ ହଲ୍‌ରେ ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ଅବସରରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ଐତିହାସିକ ବୋଲି କହିଛନ୍ତି। ଏହା ମହାତ୍ମା…

ଶୁଟରଙ୍କୁ ଜାମିଆ ଛାତ୍ର କହିଥିଲେ, ଆସ କଥା ହେବା

ନୂଆଦିଲ୍ଲୀ, ୧ା୨ : ଦିଲ୍ଲୀର ଜାମିଆ ମିଲିଆ ଇସ୍‌ଲାମିଆ ୟୁନିଭର୍ସିଟି ନିକଟରେ ଗୁରୁବାର ଗୁଳିକାଣ୍ଡ ଘଟାଇଥିବା ନାବାଳକ ରାମଭକ୍ତ ଗୋପାଳଙ୍କୁ ଆକ୍ରମଣର ଶିକାର ହେବା ପୂର୍ବରୁ ଛାତ୍ର ଶାଦାବ ନଜାର କହିଥିଲେ, ରହିଯାଅ। ଆସ ବସି କଥା ହେବା। ହେଲେ ରାମଭକ୍ତ…

ଜିଡିପି ୬.୫% ଛୁଇଁବା ଆଶା

ନୂଆଦିଲ୍ଲୀ,୧ା୨: ଶୁକ୍ରବାରଠାରୁ ୨୦୨୦-୨୧ ଆର୍ଥତ୍କ ବର୍ଷ ଲାଗି ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଏହି ଅବସରରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସଂସଦରେ ଅର୍ଥନୈତିକ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି। ଏପ୍ରିଲ ପହିଲାରୁ ଆରମ୍ଭ ହେଉଥିବା ଆସନ୍ତା ଆର୍ଥତ୍କ ବର୍ଷରେ ଦେଶର ଜିଡିପି…

୭ରୁ ଧଉଳି-କଳିଙ୍ଗ ମହୋତ୍ସବ

ଭୁବନେଶ୍ୱର,୧।୨(ବ୍ୟୁରୋ): କଳିଙ୍ଗ ବୀରମାନଙ୍କ ବୀରତ୍ୱର ଗାଥାକୁ ମନେପକାଇ ଶାନ୍ତିସ୍ତୂପ ଧଉଳି ପାହାଡ଼ର ପାଦ ଦେଶରେ ଅନୁଷ୍ଠିତ ହେବ ୧୬ତମ ଧଉଳି-କଳିଙ୍ଗ ମହୋତ୍ସବ। ଆସନ୍ତା ଫେବୃୟାରୀ ୭ରୁ ୯ ପର୍ଯ୍ୟନ୍ତ ଦୀର୍ଘ ୩ ଦିନବ୍ୟାପୀ ଚାଲିବାକୁ ଥିବା ଏହି ମହୋତ୍ସବରେ ପ୍ରତିବର୍ଷ ଭଳି…

ଆହତ ହାତୀକୁ ଖୋଜିବ ଡ୍ରୋନ୍

ଢେଙ୍କାନାଳ ଅଫିସ, ୧।୨ – ଢେଙ୍କାନାଳ ସଦର ରେଞ୍ଜ୍‌ ଓଡ଼ାପଡ଼ା ବ୍ଲକ ୫୫ନଂ. ଜାତୀୟ ରାଜପଥର ପୋଡ଼ାପଡ଼ା ଛକରେ ଗୁରୁବାର ଭୋର ସମୟରେ ଦ୍ରୁତ ଗତିରେ ଆସୁଥିବା ୧୨ଚକିଆ ଟ୍ରକ୍‌ ଧକ୍କାରେ ଏକ ହାତୀର ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ ଅନ୍ୟ ଏକ…

କେନ୍ଦ୍ର ମାନବ ସମ୍ବଳ ବିକାଶ ଯୁଗ୍ମ ସଚିବଙ୍କ ସମୀକ୍ଷା

ଢେଙ୍କାନାଳ ଅଫିସ, ୧ା୨ – କେନ୍ଦ୍ର ମାନବ ସମ୍ବଳ ବିକାଶ ବିଭାଗର ଯୁଗ୍ମ ସଚିବ ସଚିନ୍‌ ସିହ୍ନା ଏବଂ ରାଜ୍ୟ ସମଗ୍ର ଶିକ୍ଷା ପ୍ରକଳ୍ପ ନିର୍ଦ୍ଦେଶକ ଭୂପିନ୍ଦର ସିଂ ପୁନିଆ ଶୁକ୍ରବାର ଢେଙ୍କାନାଳ ଜିଲା ଗସ୍ତ କରି ବିଭିନ୍ନ ସରକାରୀ ବିଦ୍ୟାଳୟ…

ଆଜିଠାରୁ ଖଣ୍ଡଗିରି କୁମ୍ଭମେଳା

ଭୁବନେଶ୍ୱର,୧।୨(ବ୍ୟୁରୋ): ଶନିବାରଠାରୁ ଆରମ୍ଭ ହେଉଛି ପ୍ରସିଦ୍ଧ ଖଣ୍ଡଗିରି ମାଘ ସପ୍ତମୀ ମେଳା। ଏଥିପାଇଁ ଉତ୍ସବମୁଖର ହୋଇଉଠିଛି ଖଣ୍ଡଗିରି ଉଦୟଗିରି ପାଦଦେଶ। ସାରା ଦେଶରୁ ୩ହଜାରରୁ ଊର୍ଦ୍ଧ୍ୱ ସାଧୁସନ୍ଥଙ୍କ ସମାଗମ ହୋଇଥିବାବେଳେ ପ୍ରତ୍ୟୁଷରୁ ଧୁନି ସ୍ଥାପନ ପରେ ଉଛୁଳି ଉଠିବ ମେଳା ପରିସର।…

ବ୍ୟବଚ୍ଛେଦ ପରେ ପୋତାଗଲା ମୃତ ତିମି

ବ୍ରହ୍ମଗିରି, ୧।୨(ଡି. ଏନ୍‌.ଏ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସାନପାଟଣା ସମୁଦ୍ରକୂଳରେ ଲାଗିଥିବା ମୃତ ତିମିର ମୃତଦେହକୁ ଶୁକ୍ରବାର ବ୍ୟବଚ୍ଛେଦ କରାଯିବା ପରେ ପୋତି ଦିଆଯାଇଛି। ବ୍ରହ୍ମଗିରି ମଣ୍ଡଳ ପ୍ରାଣୀ ଚିକିତ୍ସାଧିକାରୀ ଡାକ୍ତର ମଳୟ କୁମାର ମିଶ୍ର ମୃତ ତିମିକୁ…

ରାସ୍ତାକୁ ଗାଈ ଛାଡ଼ିଲେ ଧରିନେବ ସ୍କ୍ବାଡ୍‌

ଭୁବନେଶ୍ୱର, ୧।୨(ବ୍ୟୁରୋ): ଏଣିକି ରାସ୍ତାକୁ ଗାଈ ଛାଡ଼ିଲେ ମାଲିକ ଗଣିବେ ୫ହଜାର ଜରିମାନା। ନଚେତ୍‌ ପାଳିତ ଗାଈକୁ ହରାଇବାକୁ ପଡ଼ିବ। ଏଭଳି କଡା ନିଷ୍ପତ୍ତି ଗ୍ରହଣ କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ରାଜଧାନୀ ତଥା ଉପକଣ୍ଠ ଅଞ୍ଚଳ ରାସ୍ତାରେ ଦଳ…

ଜଗତ୍‌ସିଂହପୁରରେ ଶୁଭାରମ୍ଭ ହେଲା ଇ-ଅଫିସ୍‌

ଜଗତ୍‌ସିଂହପୁର ଅଫିସ୍‌,୧।୨: ଫାଇଲ ଚାଷ ଯୋଗୁ ଅନେକ ସମୟରେ ଲୋକଙ୍କ ପାଖରେ ସେବା ପହଞ୍ଚତ୍ବାରେ ବିଳମ୍ବ ହେଉଛି। ଏପରି କି ଫାଇଲ ହଜିଯାଉଥିବା କୁହାଯାଇ ଅନେକ ପ୍ରସଙ୍ଗକୁ ବିବାଦୀୟ କରି ଦିଆଯାଉଛି। କେତେକ ସରକାରୀ କର୍ମଚାରୀ ଦୁର୍ନୀତି ଲୁଚାଇବା ପାଇଁ ଜାଣିଶୁଣି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri