Home

ଚାଇନାରୁ ଫେରୁଥିବା ୩ଶହ ଛାତ୍ରଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ନୂଆଦିଲ୍ଲୀ,୩୧।୧: ଚାଇନାରେ ଏବେ ମହାମାରୀ ରୂପ ନେଇଛି କରୋନା ଭୂତାଣୁ। ଏବେସୁଦ୍ଧା ଏଥିରେ ଆକ୍ରାନ୍ତ ହୋଇ ୨୧୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ହଜାର ହଜାର ଆକ୍ରାନ୍ତ ଚିକତ୍ସିତ ହେଉଛନ୍ତି। ଏହାକୁ ନେଇ ଏବେ ସାରା ବିଶ୍ୱରେ ଏକ ପ୍ରକାର ଭାଳେଣି…

ମଲାଇକା ନୁହନ୍ତି, ଏହି ଅଭିନେତ୍ରୀଙ୍କ ସହ ‘ବ୍ଲାଇଣ୍ଡ୍‌ ଡେଟ୍‌’ରେ ଗଲେ ଅର୍ଜୁନ

ମୁମ୍ବାଇ: ଅଭିନେତା ଅର୍ଜୁନ କପୁର ଏବଂ ମଲାଇକା ଆରୋରାଙ୍କ ପ୍ରେମ ସମ୍ପର୍କ କାହାକୁ ଅଚ୍ଛପା ନାହିଁ। ମଲାଇକାଙ୍କ ସହ ଅର୍ଜୁନ ହସଖୁସିର ସମୟ କାଟୁଥିବା ବେଳେ ବିବାହ କରିବେ ବୋଲି ଏକପ୍ରକାର ନିଷ୍ପତ୍ତି ନେଇସାରିଛନ୍ତି। ଅନ୍ୟପଟେ ପ୍ରଥମ ଥର ପାଇଁ ତାଙ୍କ…

ଫାଶୀ ପୂର୍ବର ୨୪ ଘଣ୍ଟା…

ନୂଆଦିଲ୍ଲୀ,୩୧।୧: ନିର୍ଭୟା ଗଣବଳାତ୍କାର ମାମଲାକୁ ନେଇ ଦୋଷୀମାନଙ୍କୁ ଫେବୃୟାରୀ ୧ରେ ଫାଶୀ ଦେବାକୁ ତିହାର ଜେଲ ପକ୍ଷରୁ ସବୁ ବ୍ୟବସ୍ଥା କରାଯାଇଥିବା ସୂଚନା ମିଳିଛି। ଏବେ ଅନେକଙ୍କ ମନରେ ପ୍ରଶ୍ନ ଉଠୁଥିବ ଫାଶୀ ପୂର୍ବର ୨୪ ଘଣ୍ଟା କେମିତି କାଟିଥାଆନ୍ତି ଦୋଷୀ।…

‘ଭାରତ ମାତା କୀ ଜୟ’ ନାରା ଦେଲେ ନ୍ୟୁଜିଲାଣ୍ଡ ପ୍ରଶଂସକ

ହାମିଲଟନ,୩୧।୧: ହାମିଲଟନର ଶେଡନ ପାର୍କରେ ଟିମ ଇଣ୍ଡିଆ ସୁପର୍‌ ଓଭରରେ ଚମତ୍କାର ବିଜୟ ସହ ନ୍ୟୁଜିଲାଣ୍ଡ ମାଟିରେ ପ୍ରଥମଥର ଦ୍ୱିପାକ୍ଷିକ ଟି-୨୦ ସିରିଜ ଜିତି ଇତିହାସ ରଚିଛି। ଏହି ମ୍ୟାଚ୍‌ ଦେଖିବାକୁ ଆସିଥିବା ଦର୍ଶକ ଭରପୂର ମଜା ଉଠାଇଥିଲେ। ତେବେ ମ୍ୟାଚ୍‌…

ରାଜ୍ୟ ଯୋଜନା ବୋର୍ଡ ପୁନର୍ଗଠନ ନେଇ ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ନୀତି ଆୟୋଗ ଢାଞ୍ଚାରେ ରାଜ୍ୟ ଯୋଜନା ବୋର୍ଡ ପୁନର୍ଗଠନ ନିମନ୍ତେ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ପାଖକୁ ପ୍ରସ୍ତାବ ଯାଇଛି, ନିର୍ଦ୍ଦେଶକୁ ଅପେକ୍ଷା ରହିଛି। ଅନ୍ୟ ରାଜ୍ୟର…

ଭୂତଙ୍କ କବଳରେ ଭିକି

ମୁମ୍ବାଇ: ବଲିଉଡ୍‌ ଅଭିନେତା ଭିକି କୌଶଳଙ୍କ ଅପ୍‌ କମିଂ ହରର, ଥ୍ରୀଲର ଓ ଡ୍ରାମା ଫିଲ୍ମ ‘ଭୂତ-ପାର୍ଟ ଓ୍ବାନ ଦ ହଣ୍ଟେଡ୍‌ ଶିପ୍‌’ର ଟିଜର ରିଲିଜ୍‌ ହୋଇଛି। ଭୟଙ୍କର ପୋଷ୍ଟର ଭଳି ଏହି ଟିଜର ମଧ୍ୟ ବହୁ ଭୟଙ୍କର ହୋଇଛି। ଟିଜରର…

ବିବାହ ପୂର୍ବରୁ ବ୍ୟାଚ୍‌ଲର୍‌ ପାର୍ଟି ଦେଲେ ନେହା, ଆଦିତ୍ୟ

ବଲିଉଡ୍‌ ପ୍ରସିଦ୍ଧ ଗାୟିକା ନେହା କକ୍କରଙ୍କ ବିବାହକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ପ୍ରସିଦ୍ଧ ଗାୟକ ଉଦିତ୍‌ ନାରାୟଣଙ୍କ ପୁଅ ଆଦିତ୍ୟ ନାରାୟଣଙ୍କୁ ବିବାହ କରିବେ। ଉଭୟଙ୍କ ବିବାହ ଆସନ୍ତା ଫେବୃୟାରୀ ୧୪ ଅର୍ଥାତ୍‌ ଭାଲେଣ୍ଟାଇନ ଡେ’ରେ ହେବ ବୋଲି…

ଟିକ୍‌ଟକ୍‌ ହେଲା କାଳ, ପାଟିରେ ରହିଗଲା ‘ମାଉଥ୍‌ ଅରଗାନ୍‌

ଆଜିକାଲି ଯୁବପିଢିଙ୍କୁ ଟିକ୍‌ଟକ୍‌ ନିଶା ଘାରିଛି। କିଏ ଘରେ ତ ଆଉ କିଏ କଲେଜରେ, ଆଉ କେଉଁଠି ଟ୍ରେନରେ କିଏ ପାର୍କରେ ବିଭିନ୍ନ ସ୍ଥାନରେ ଟିକ୍‌ଟକ୍‌ ଭିଡିଓ କରି ଅପଲୋଡ କରୁଛନ୍ତି। ବେଳେବେଳେ ଟିକ୍‌ଟକ୍‌ ଭିଡିଓ ପ୍ରସ୍ତୁତ ବେଳେ ଅଭାବନୀୟ ଘଟଣାମାନ…

ସାବଧାନ! ଏସବୁ ଖରାପ ଅଭ୍ୟାସ ପାଇଁ ହୋଇପାରନ୍ତି ମୋଟା

ଖାଲି ଖାଦ୍ୟ ଯୋଗୁ ଲୋକେ ମୋଟା ହୁଅନ୍ତି ତାହା ନୁହେଁ। ଏକ ଗବେଷଣାରୁ ଜଣାପଡ଼ିଛି, କେତେକ ଖରାପ ଅଭ୍ୟାସ ଯୋଗୁ ଲୋକେ ଖୁବ୍‌ଶୀଘ୍ର ମୋଟା ହୋଇଯାଇଥାନ୍ତି। ଯାହା ପ୍ରତି ଆଦୌ ଧ୍ୟାନ ନ ଥାଏ। ତେବେ ଜାଣନ୍ତୁ ଏ ସମ୍ପର୍କରେ… ସୋସିଆଲ…

ପୃଥ୍ବୀରାଜର ଶୁଟିଂ ଆରମ୍ଭ କଲେ ମାନୁଷୀ, ଅକ୍ଷୟଙ୍କ ସହ ଡେବ୍ୟୁ କରିବାର ମିଳିଛି ସୁଯୋଗ

ବମ୍ବେ: ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ ମାନୁଷୀ ଛିଲ୍ଲର। ୨୦୧୭ରେ ବିଶ୍ୱ ସୁନ୍ଦରୀ ଆଖ୍ୟା ପାଇବା ପରେ ସେ ସୁଯୋଗ ଅପେକ୍ଷାରେ ରହିଥିଲେ। ଶେଷରେ ସେ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ସହ ଫିଲ୍ମ ‘ପୃଥ୍ବୀରାଜ’ରେ ଡେବ୍ୟୁ କରୁଛନ୍ତି। ଚଳଚ୍ଚିତ୍ରରେ ପୃଥ୍ବୀରାଜଙ୍କ…

ତରଳୁଛି ଫ୍ଲୋରିଡାକ୍ଷେତ୍ର ଭଳି ହିମପାହାଡ଼: ଚେତାବନୀ ଦେଲେ ବୈଜ୍ଞାନିକ

ଓ୍ବାଶିଂଟନ,୩୧।୧: ପୃଥିବୀ ଉପରେ ବିପଦ ମାଡ଼ି ଆସୁଛି। ଫ୍ଲୋରିଡାର କ୍ଷେତ୍ର ଭଳି ହିମପାହାଡ଼ ତରଳିବାରେ ଲାଗିଛି ବୋଲି ସମ୍ପୃକ୍ତି ଏକ ଗବେଷଣାରୁ ଜଣାପଡ଼ିଛି। ଜଳବାୟୁ ପରିବର୍ତ୍ତନ ଏବଂ ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ପ୍ରଥମଥର ପାଇଁ ଆଣ୍ଟାର୍କଟିକାରେ ଗରମ ପାଣି ଯୋଗୁ ବରଫ…

ଏହି ଆଣ୍ଟିନା ପ୍ରଥମେ ଦେଇଥିଲା ଟାଇଟନିକ୍‌ ବୁଡ଼ିବା ବାର୍ତ୍ତା

ଆଜିର ସମୟରେ ହଜାର ହଜାର କିଲୋମିଟର ଦୂରରେ ଥିଲେ ମଧ୍ୟ ମୋବାଇଲ ଯୋଗେ ସଙ୍ଗେ ସଙ୍ଗେ ବାର୍ତ୍ତା ପହଞ୍ଚିପାରୁଛି। ବିନା ତାରରେ ଅନାୟସରେ ଦୂର ସମ୍ପର୍କୀୟଙ୍କ ସହ ଯୋଗାଯୋଗ ହୋଇପାରୁଛି। କିନ୍ତୁ ବିନା ତାରରେ ଲୋକଙ୍କ ନିକଟରେ ପ୍ରଥମେ ବାର୍ତ୍ତା ପହଞ୍ଚାଇବାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri