ଦର୍ଶକଙ୍କୁ ଡରାଇ ପାରିଲାନି ‘ଭୂତ’: ୩ ଦିନରେ ୧୬.୩୬ କୋଟି ବ୍ୟବସାୟ
ମୁମ୍ବାଇ: ଭିକି କୌଶଲଙ୍କ ଅଭିନୀତ ଫିଲ୍ମ ‘ଭୂତ’ ରିଲିଜ ହୋଇସାରିଛି। ଟ୍ରେଲର ରିଲିଜ ପରେ ଦର୍ଶକେ ଯାହା ଆଶା କରୁଥିଲେ କିନ୍ତୁ ସେମିତି କିଛି କମାଲ କରିପାରିଲାନି ଏହି ଫିଲ୍ମ। ଲଗାତର ୩ ଦିନ ଫିଲ୍ମର କଲେକ୍ସନ ପ୍ରାୟ ସମାନ ରହିଲା।…
ଜଳିଗଲା ୨୦୦ରୁ ଊର୍ଦ୍ଧ୍ୱ କାଜୁଗଛ
ମହାକାଳପଡ଼ା,୨୪।୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାହାକୁଦ କାଜୁ ଜଙ୍ଗଲରେ ରବିବାର ବିଳମ୍ବିତ ରାତିରେ ନିଆଁ ଲାଗି ୨୦୦ରୁ ଊର୍ଦ୍ଧ୍ୱ କାଜୁ ଗଛ ଜଳିଯାଇଛି। ଖବର ପାଇ ମହାକାଳପଡ଼ା ଅଗ୍ନିଶମ ବିଭାଗର ୨ଟି ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଛି। ଅଗ୍ନିକାଣ୍ଡର…
ଭିଜିଟର୍ସ ବୁକ୍ରେ ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ
ଅହମଦାବାଦ,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁଜରାଟର ଅହମଦାବାଦ ବିମାନ ବନ୍ଦରରେ ଅବତରଣ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ସ୍ବାଗତ ଜଣାଇଥିଲେ। ଏହାପରେ ମୋଦିଙ୍କ ସହ ମିଶି ଟ୍ରମ୍ପ ସାବରମତି ଆଶ୍ରମ ଗସ୍ତ କରିଥିଲେ। ସେଠାରେ ପହଞ୍ଚିବା ପରେ…
ଶିକାରୀ ଗିରଫ: ଶମ୍ବର ମାଂସ, ବନ୍ଧୁକ ଜବତ
ଉଦଳା, ୨୪।୨: ମୟୂରଭଞ୍ଜ ଜିଲା ଉଦଳା ବନବିଭାଗ ପକ୍ଷରୁ ସୋମବାର ଆଠପଡ଼ା ଗ୍ରାମ ନିକଟରେ ଚଢ଼ାଉ କରାଯାଇ ଜଣେ ଶିକାରୀଙ୍କୁ ଗିରଫ କରାଯାଇଛି। ସେ ହେଲେ ଗ୍ରାମର ମୋହନ ହାଁସଦା। ତାଙ୍କ ନିକଟରୁ ୫୦ କେଜି ସମ୍ବର ମାଂସ, ଗୋଟିଏ ଦେଶୀ…
କୁଡୁପାତିଆରୁ କୁହୁଡ଼ିକୁ ଗଞ୍ଜେଇ ଚାଲାଣ: ୨ ଗିରଫ
ସୋରଡ଼ା,୨୪।୨(ଡି.ଏନ୍.ଏ.): କନ୍ଧମାଳ ଜିଲା କଣାସ ନୂଆଗାଁ ଥାନ କୁଡୁପାତିଆରୁ ଖୋର୍ଦ୍ଧା କୁହୁଡ଼ିକୁ ଗଞ୍ଜେଇ ଚାଲାଣ ବେଳେ ପୋଲିସ ୨ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ କଣାସ ନୂଆଗାଁର ସୁଦାମ ପ୍ରଧାନ ଓ ଖଗେଶ୍ୱର ପ୍ରଧାନ। ଜବତ…
ବନ୍ଦ ବୋତଲରୁ ମିଳିଲା ୮୨ ବର୍ଷ ତଳର ଚିଠି
ପ୍ୟାରିସ୍, ୨୪।୨: ଫ୍ରାନ୍ସ୍ର ଜର୍ସି ନିକଟରେ ଥିବା ଇଂଲିଶ୍ ଚ୍ୟାନେଲର ସମୁଦ୍ର କୂଳରୁ ୮୨ ବର୍ଷ ତଳେ ଲେଖାଯାଇଥିବା ଏକ ଚିଠି ବନ୍ଦ ବୋତଲରୁ ମିଳିଛି। ଏହା ସ୍ଥାନୀୟ ଚ୍ୟାନେଲ ଦ୍ୱୀପ ଉପକୂଳର ବେଲ୍ ରୟାଲରେ ପଡ଼ିଥିଲା। ବୋତଲଟି ବାଲିରେ ପୋତି…
ସ୍ବର୍ଗଦ୍ୱାରରୁ ଜବରଦଖଲ ଉଚ୍ଛେଦ ଆରମ୍ଭ
ପୁରୀ ଅଫିସ, ୨୪।୨: ପୁରୀ ସ୍ବର୍ଗଦ୍ୱାରରୁ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ସୋମବାର ପୂର୍ବାହ୍ନରେ ପୌରସଂସ୍ଥା ପକ୍ଷରୁ ଏହି ଉଚ୍ଛେଦ କରାଯାଉଛି। ସମୂଦ୍ର କୂଳ ପାର୍ଶ୍ୱରେ ଥିବା ୩ଟି ଦୋକାନ ଉଚ୍ଛେଦ ସରିଛି। ତେବେ ଏକ ଧର୍ମଶାଳାର ଉଚ୍ଛେଦକୁ ନେଇ…
ଟ୍ରମ୍ପଙ୍କ ସ୍ବାଗତ ପାଇଁ ୧୦୭ କେଜିର ୩ ଇଡ୍ଲି ତିଆରି କଲେ ଚେନ୍ନାଇ ଶେଫ୍
ଚେନ୍ନାଇ,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଗସ୍ତରେ ଆସିଥିବା ବେଳେ ତାଙ୍କୁ ସ୍ବାଗତ କରିବାକୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏହି ଅବସରରେ ଚେନ୍ନାଇର ଇନିଆଭାନ ନାମକ ଜଣେ ଫୁଡ୍ ଆର୍ଟିଷ୍ଟ ଟ୍ରମ୍ପଙ୍କୁ ସ୍ବାଗତ କରିବା ପାଇଁ ୩ଟି ଇଡ୍ଲି(ରାଇସ୍…
ଏହି ଦେଶରେ ମାର୍ଚ୍ଚ ୧ରୁ ବସ୍, ଟ୍ରେନ୍ ଯାତ୍ରା ମାଗଣା
ମହିଳାଙ୍କ ପାଇଁ ଦିଲ୍ଲୀରେ ବସଯାତ୍ରା ମାଗଣା ବୋଲି ସମସ୍ତଙ୍କୁ ଜଣା। ମାତ୍ର ବିଶ୍ୱରେ ଏମିତି ଏକ ଦେଶ ରହିଛି, ଯେଉଁଠି ମାର୍ଚ୍ଚ ୧ରୁ ଟ୍ରେନ୍ ଏବଂ ବସ୍ରେ ସମସ୍ତେ ମାଗଣାରେ ଯିବାଆସିବା କରିପାରିବେ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏହି ଦେଶ…
ସାବରମତୀରେ ଗାନ୍ଧୀଙ୍କ ଚରଖା ଦେଖିଲେ ଟ୍ରମ୍ପ୍-ମେଲାନିଆ
ଅହମଦାବାଦ୍,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍ ଟ୍ରମ୍ପ୍ ଅହମଦାବାଦ୍ ବିମାନ ବନ୍ଦରରୁ ସିଧା ସଳଖ ପ୍ରାୟ ୭ କିମି ଦୂରରେ ଥିବା ସାବରମତୀ ଆଶ୍ରମରେ ପହଞ୍ଚିଛନ୍ତି। ସେଠାରେ ଟ୍ରମ୍ପ୍ ସ୍ତ୍ରୀ ମିଲେନିଆ ଟ୍ରମ୍ପ୍ଙ୍କ ସହିତ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ବ୍ୟବହୃତ…
ବିଜେଡି ନେତ୍ରୀଙ୍କ ଆତ୍ମହତ୍ୟା ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜି
କଟକ ଅଫିସ,୨୪।୨: ବ୍ରହ୍ମପୁର ଏସ୍ପିଙ୍କ କାର୍ଯ୍ୟାଳୟ ପରିସରରେ ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ର ଗତ ୧୨ ତାରିଖରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଗତ ୧୯ ତାରିଖରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣାର…
ମହିଳାଙ୍କୁ ଅପହରଣ ଅଭିଯୋଗ: ଥାନାରେ ୫ ଅଟକ
ଆନନ୍ଦପୁର,୨୪।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଶାଳପଡ଼ା ବସଷ୍ଟପ୍ ନିକଟରୁ ଜଣେ ମହିଳାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଆଧାର କରି ଘସିପୁରା ପୋଲିସ ୫ ଜଣଙ୍କୁ ଅଟକ ରଖିଥିବା ସୂଚନା ମିଳିଛି। ଅପହୃତା ମହିଳା ଜଣକ ଯାଜପୁର ଅଞ୍ଚଳର…

