Home

ଥିମ୍‌ଙ୍କ ପ୍ରତିଶୋଧ

୨୦୧୮ ଓ ୨୦୧୯ ଫ୍ରେଞ୍ଚ୍‌ ଓପନ୍‌ ଫାଇନାଲରେ ରାଫାଲ ନାଡାଲଙ୍କଠାରୁ ପରାସ୍ତ ହୋଇ ଡୋମିନିକ୍‌ ଥିମ ରନର୍ସଅପ୍‌ରେ ସନ୍ତୁଷ୍ଟ ହୋଇଥିଲେ। ତେବେ ଚଳିତ ଅଷ୍ଟ୍ରେଲିଆନ ଓପନରେ ଥିମ୍‌ ବିଶ୍ୱର ଏକ ନମ୍ବର ଖେଳାଳି ନାଡାଲଙ୍କୁ ହରାଇ ଏହାର ମଧୁର ପ୍ରତିଶୋଧ ନେଇଛନ୍ତି।…

ନିର୍ଯାତନା ଅଭିଯୋଗ: ଉଦ୍ଧାର ହେଲେ ୭ ଫେରାର ଯୁବତୀ

ଖୋର୍ଦ୍ଧା ଅଫିସ,୩୧।୧: ଖୋର୍ଦ୍ଧା ପୌର ପରିଷଦର ସାମନ୍ତରାପୁରସ୍ଥିତ ସ୍ବେଚ୍ଛାସେବୀ ଅନୁଷ୍ଠାନର ଉଜାଲା ଗୃହରେ ରହୁଥିବା ୭ ଜଣ ଅସହାୟ ଯୁବତୀ ଗୁରୁବାର ସନ୍ଧ୍ୟାରେ ଫେରାର ହୋଇଯାଇଥିଲେ। ଖବରପାଇ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ଖୋର୍ଦ୍ଧାର ବିଭିନ୍ନ ସ୍ଥାନରେ ଚଢାଉ କରି ଉଦ୍ଧାର…

ଜାମିଆ ଗୁଳିକାଣ୍ଡ: ବିରୋଧ ପ୍ରଦର୍ଶନ କରୁଥିବା ଛାତୀଛାତ୍ରଙ୍କୁ ବଳପୂର୍ବକ ହଟାଇଲା ପୋଲିସ

ନୂଆଦିଲ୍ଲୀ,୩୧।୧: କେନ୍ଦ୍ରର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ବିକ୍ଷୋଭ ବେଳେ ଘଟିଥିବା ଗୁଳିକାଣ୍ଡକୁ ନେଇ ହିଂସାକାଣ୍ଡ ଜୋର ଧରିଛି। ଗୁରୁବାର ଦିଲ୍ଲୀର ଜାମିଆ ନଗରରେ ଏକ ଅଭାବନୀୟ ଘଟଣା ଘଟିଛି। ବିକ୍ଷୋଭକାରୀମାନେ ଶୋଭାଯାତ୍ରା ପାଇଁ ବାହାରୁଥିବାବେଳେ ଜଣେ କିଶୋର ‘ଏଇ…

ପେସାଦାର ମହିଳା ଫୁଟବଲର

ମାତ୍ର ୧୦ ବର୍ଷ ବୟସରୁ ପୁଅ ପିଲାଙ୍କ ସହ ଫୁଟବଲ ଖେଳିବା ଆରମ୍ଭ କରିଥିବା ମହିଳା ଷ୍ଟ୍ରାଇକର ବାଲା ଦେବୀ ଏବେ ଇତିହାସ ସୃଷ୍ଟି କରିଛନ୍ତି। ସେ ସ୍କଟ୍‌ଲାଣ୍ଡର ଜଣାଶୁଣା ଫୁଟବଲ କ୍ଲବ ରେଞ୍ଜର୍ସ ଏଫ୍‌ସି ସହ ଚୁକ୍ତିରେ ସ୍ବାକ୍ଷର କରିଛନ୍ତି।…

ଭିଜନ୍‌ ୨୦୨୪

ରାଜ୍ୟରେ କ୍ରିକେଟକୁ ଆହୁରି କ୍ରିୟାଶୀଳ କରିବାକୁ ଓସିଏ ପ୍ରୟାସ ଆରମ୍ଭ କରିଛି। ତୃଣମୂଳସ୍ତରରେ କ୍ରିକେଟର ବିକାଶ କରିବାକୁ ଓସିଏ ଭିଜନ ୨୦୨୪ ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି। ୨୦୧୬ ମସିହାରୁ ବନ୍ଦ ରହିଥିବା ବିଭିନ୍ନ ବର୍ଗର ଟୁର୍ନାମେଣ୍ଟ ଆରମ୍ଭ କରିବା…

ଏମ୍‌ପି ଅନୁଭବଙ୍କ ବିରୋଧରେ ଅଭିଯୋଗ

କେନ୍ଦ୍ରାପଡା ଅଫିସ,୩୧।୧: ବିବାଦ କେନ୍ଦ୍ରାପଡା ଏମପି ଅନୁଭବ ମହାନ୍ତିଙ୍କ ପିଛା ଛାଡୁନାହିଁ। ପୂର୍ବରୁ ତାଙ୍କ ନାମରେ କଟକର ପୁରୀଘାଟ ଥାନା ଓ କେନ୍ଦ୍ରାପଡ଼ା ଟାଉନ ଥାନାରେ ଦୁଇଟି ମାମଲା ରୁଜୁ ହୋଇଥିବା ବେଳେ ଗୁରୁବାର ସନ୍ଧ୍ୟାରେ ପ୍ରଚାରପତ୍ର ବାବଦରେ ବାକି ଟଙ୍କା…

୧ରେ ଓଡ଼ିଶା ଆସିବେ ଆନ୍ଧ୍ର ରାଜ୍ୟପାଳ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଆନ୍ଧ୍ର ପ୍ରଦେଶର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଆସନ୍ତା ୧ତାରିଖରେ ଓଡ଼ିଶା ଗସ୍ତରେ ଯିବାକୁ ଥିବାବେଳେ ୨ରେ କୋଲକାତାରେ ଥିବା ଏକ କାର୍ଯ୍ୟକ୍ରମରେ ଯୋଗଦେବେ। ସେ ୧ତାରିଖ ଦିନ ଅପରାହ୍ନ ୪ଟା ସମୟରେ ଭୁବନେଶ୍ୱର ବିଜୁ…

ବାଂଲାଦେଶୀ ଯୁବତୀଙ୍କୁ ଓଡ଼ିଶା ଚାଲାଣ ମାମଲା: କିଙ୍ଗ୍‌ପିନ୍‌ ଅଞ୍ଜଳି, ଇବ୍ରାହିମ୍‌ଙ୍କୁ ମିଳିଲା ରିମାଣ୍ଡ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ବାଂଲାଦେଶରୁ ଓଡ଼ିିଶାକୁ ଯୁବତୀ ଚାଲାଣ ର଼୍ୟାକେଟର ମୂଳ ଚେରକୁ ଖୋଜୁଛି ଏସ୍‌ଟିଏଫ୍‌। ଏହି ର଼୍ୟାକେଟ ପଛରେ କେଉଁମାନେ ସମ୍ପୃକ୍ତ ଅଛନ୍ତି ତାହା ଜାଣିବା ପାଇଁ ଏସ୍‌ଟିଏଫ୍‌ କିଙ୍ଗପିନ୍‌ ଅଞ୍ଜଳି ଦିଦି ଏବଂ ଇବ୍ରାହିମ୍‌ଙ୍କୁ ୨ଦିନିଆ ରିମାଣ୍ଡରେ ନେବ। ଏସ୍‌ଟିଏଫ୍‌ ପକ୍ଷରୁ…

କନ୍ଧମାଳରୁ ରାଜଧାନୀକୁ ଗଞ୍ଜେଇ ଚୋରା ଚାଲାଣ

ଭୁବନେଶ୍ୱର,୩୧।୧(ବ୍ୟୁରୋ): କ୍ୟୁଏଟି ଏବଂ ନୟାପଲ୍ଲୀ ଥାନା ପୋଲିସ ମିଳିତ ଭାବେ ଗୁରୁବାର ଜୟଦେବ ବିହାର ଅଞ୍ଚଳରେ ଚଢାଉ କରି ଏକ କାର୍‌ରୁ ୩୩ କେଜି ଗଞ୍ଜେଇ ଜବତ କରିଛି। ଏଥିସହ ଏହି କାରବାରରେ ସମ୍ପୃୃକ୍ତି ଅଭିଯୋଗରେ ଗୋଟିଏ ପରିବାରର ୩ଜଣଙ୍କୁ ପୋଲିସ…

ଚାଇନାରେ କରୋନା ଭାଇରସ୍‌ ଆତଙ୍କ:ଗଲାଣି ୨୧୨ ଜଣଙ୍କ ଜୀବନ, ୭୭୦୦ରୁ ଅଧିକ ସଂକ୍ରମିତ

ବେଜିଂ,୩୧।୧: ଚାଇନାରେ ବଢି ଚାଲିଛି କରୋନା ଭୂତାଣୁରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା। ଏବେସୁଦ୍ଧା ସେଠାରେ ଏହି ଭୂତାଣୁ ସଂକ୍ରମଣରେ ୨୧୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାସହ ୭୭୦୦ ନୂଆ ସଂକ୍ରମିତଙ୍କୁ ମଧ୍ୟ ଚିହ୍ନଟ କରାଯାଇଛି। ଏହାକୁ ନେଇ…

ବନ୍ଧକ ଥିବା ସମସ୍ତ ଶିଶୁ ସୁରକ୍ଷିତ ଭାବେ ଉଦ୍ଧାର

ଲକ୍ଷ୍ନୌ,୩୧।୧: ଉତ୍ତରପ୍ରଦେଶର ଫରୁଖାବାଦ ଜିଲାରେ ଜଣେ ଦୁର୍ବୃତ୍ତ ପ୍ରାୟ ୨୩ଜଣ ଶିଶୁଙ୍କୁ ଏକ ଘରେ ବନ୍ଦିକରି ରଖିଥିବା ଘଟଣାରେ ପୋଲିସକୁ ବଡ଼ ସଫଳତା ମିଳିଛି। ପୋଲିସ ୨୩ ଶିଶୁଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିବା ବେଳେ ଏନ୍‌କାଉଣ୍ଟରରେ ଦୁର୍ବୃତ୍ତଙ୍କ ମୃତ୍ୟୁ ଘଟିଥିବା…

ଆଜି ମାଘ ଷଷ୍ଠୀ : ସ୍ନାନମଣ୍ଡପକୁ ବିଜେ ହେବେ ୩ ମହାଦେବ

କୋଣାର୍କ,୩୧।୧(ଡି.ଏନ୍‌.ଏ.): ଚନ୍ଦ୍ରଭାଗାରେ ମାଘ ସପ୍ତମୀ ବୁଡ଼ ନିମନ୍ତେ ପୁରୀ ଜିଲା ପ୍ରଶାସନ ଓ କୋଣାର୍କ ଏନ୍‌ଏସି କର୍ତ୍ତୃପକ୍ଷଙ୍କ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ଶ୍ରଦ୍ଧାଳୁଙ୍କ ସ୍ନାନ ନିମନ୍ତେ ଡ୍ରେନେଜ ବିଭାଗ ପକ୍ଷରୁ ତୀର୍ଥ ପୁଷ୍କରିଣୀ ଖନନ କରାଯିବା ସହ ବ୍ଲିଚିଂ ପକାଯାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri