Home

ଶିକ୍ଷା ବିଭାଗର ନିଷ୍ପତ୍ତିକୁ ଓଷ୍ଟାର ବିରୋଧ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) ପକ୍ଷରୁ ରାଜ୍ୟ ସରକାର ଦେଇଥିବା ପ୍ରେସ୍‌ ଇସ୍ତାହାରକୁ ବିରୋଧ କରାଯାଇଛି। ଓଷ୍ଟାର ସାଧାରଣ ସମ୍ପାଦକ ପ୍ରକାଶ ଚନ୍ଦ୍ର ମହାନ୍ତି କହିଛନ୍ତି, ସରକାର ଶିକ୍ଷକ ‘ମୁତୟନ’ ମାନସିକତାରୁ ଓହରି ଶୂନ୍ୟ ପଡ଼ିଥିବା ପଦବୀରେ ଶିକ୍ଷକ…

ବଦଳିବ ବିଜୁ ପଟ୍ଟନାୟକ ପାର୍କର ରୂପରେଖ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଭୁବନେଶ୍ୱରରେ ଥିବା ପାର୍କଗୁଡ଼ିକର ଭିତ୍ତିଭୂମିରେ ସୁଧାର ଅଣାଯିବ। ଏ ନେଇ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ବିଭିନ୍ନ ଯୋଜନା ହାତକୁ ନେଇଛି। ଏବେ ପ୍ରାଥମିକ ଭାବେ ବିଜୁ ପଟ୍ଟନାୟକ (ଫରେଷ୍ଟ) ପାର୍କ ଓ ବୁଦ୍ଧ ଜୟନ୍ତୀ ପାର୍କରେ କିଛି ନୂଆ…

କାରାଗାରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜ୍ୟର ଏକାଧିକ କାରାଗାରରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି। ସ୍ବୀକୃତିପ୍ରାକ୍ତ ପଦବୀ ଅନୁସାରେ ଆବଶ୍ୟକ ଡାକ୍ତର ନାହାନ୍ତି। ଏପରିକି ଡାକ୍ତର ନିଯୁକ୍ତ ପାଇଁ ଜେଲ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଉଥିଲେ ମଧ୍ୟ ଗ୍ରାମାଞ୍ଚଳ ଜେଲକୁ ଯିବା ପାଇଁ ଡାକ୍ତର ମଙ୍ଗୁନାହାନ୍ତି।…

ନଗରୋଟା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୩୧।୧: ଜମ୍ମୁ-କଶ୍ମୀରରେ ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏହି ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଆହତ ହୋଇଛନ୍ତି। ଆହତ ଯବାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସକାଳେ ଜମ୍ମୁ-ଶ୍ରୀନଗର ହାଇଓ୍ବେ ନଗରୋଟାରେ…

ବଦଳି ନିୟମ କାର୍ଯ୍ୟକାରୀ କରିବାକୁ ଦାବି

ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟରତ କର୍ମଚାରୀଙ୍କ କ୍ଷେତ୍ରରେ ବଦଳି ନୀତି ଲାଗୁ ହୋଇଥାଏ। ସର୍ବୋଚ୍ଚ ପ୍ରଶାସନ ଏବଂ ଅନ୍ୟ ପେସାଗତ ବୃତ୍ତିରେ ଏହା ନିୟମିତ ରୂପେ ହୋଇଥାଏ। ହେଲେ ସଚିବାଳୟ କର୍ମଚାରୀଙ୍କ କ୍ଷେତ୍ରରେ ଏହା ଠିକ୍‌ ଭାବେ ନିୟମିତ ଲାଗୁ…

ଧନ୍ଦାମୂଳକ ତାଲିମ ନେବେ ଭିକାରି

ଭୁବନେଶ୍ୱର,୩୧।୧(ବ୍ୟୁରୋ): ବିଭିନ୍ନ ଦେବାଳୟ ସମ୍ମୁଖରେ ଭିକ୍ଷାବୃତ୍ତି କରୁଥିବା ବ୍ୟକ୍ତିମାନଙ୍କୁ ଥଇଥାନ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଭିକାରିମାନଙ୍କୁ ଧନ୍ଦାମୂଳକ ତାଲିମ ଦିଆଯିବ। ସେମାନେ କିପରି ସ୍ବାଭିମାନର ସହ ବଞ୍ଚିପାରିବେ ସେ ନେଇ ବ୍ୟବସ୍ଥା ହେବ। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର…

ରସିଦ୍‌ ସ୍କୁଲ, ଗଣଶିକ୍ଷା ବିଭାଗ ଅତିରିକ୍ତ ସଚିବ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ୨୦୦୭ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ରସିଦ୍‌ ଖାନ ସ୍କୁଲ ଓ ଗଣଶିକ୍ଷା ବିଭାଗର ନୂଆ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ରସିଦ୍‌ ବର୍ତ୍ତମାନ ବିଜ୍ଞାନ ଏବଂ ବୈଷୟିକ ବିଦ୍ୟା ବିଭାଗର ଅତିରିକ୍ତ ସଚିବ ଭାବେ କାର୍ଯ୍ୟ କରୁଛନ୍ତି। ସେହିପରି…

୫୦ ଚେକ୍‌ ଡ୍ୟାମ୍‌ ନିର୍ମାଣ ହେବ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଚାଷଜମିକୁ ପର୍ଯ୍ୟାପ୍ତ ଜଳସେଚନ ପାଇଁ ରାଜ୍ୟ ସରକାର ରାଜ୍ୟର ବିଭିନ୍ନ ଅଞ୍ଚଳରେ ୫୦ଟି ଚେକ୍‌ ଡ୍ୟାମ୍‌ ନିର୍ମାଣ କରିବାକୁ ଯୋଜନା କରିଛନ୍ତି। ନିକଟରେ ମୁଖ୍ୟ ଶାସନ ସଚିବ ଅସିତ୍‌ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।…

ଅଦିନିଆ ରଥଯାତ୍ରାକୁ ତୀବ୍ର ବିରୋଧ

ପୁରୀ ଅଫିସ,୩୧।୧: ଚଳିତବର୍ଷ ରଥଯାତ୍ରା ପାଇଁ ପୁରୀରେ ଗୁରୁବାର ରଥକାଠ ଅନୁକୂଳ ହୋଇଛି। ଠିକ୍‌ ଏହିଦିନ ଇସ୍କନ ପକ୍ଷରୁ ମୁମ୍ବାଇରେ ଅନୁଷ୍ଠିତ ହୋଇଛି ରଥଯାତ୍ରା। ଏହି ଅଦିନିଆ ରଥଯାତ୍ରାକୁ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ସମସ୍ତେ ଇସ୍କନକୁ…

ଖଣି ଚିନ୍ତା: ନିଲାମ ପୂର୍ବରୁ ଅନୁମତି କାର୍ଯ୍ୟ ସାରିବାକୁ ପରାମର୍ଶ

ଭୁବନେଶ୍ୱର,୩୧।୧(ବ୍ୟୁରୋ): ଖଣି ନିଲାମ ପୂର୍ବରୁ ସମସ୍ତ ପ୍ରକାର ଅନୁମତି(କ୍ଲିୟରାନ୍ସ) ଆଗୁଆ ଶେଷ କରିବାକୁ ରାଜ୍ୟ ସରକାରଙ୍କୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ଏହାଦ୍ୱାରା ଖଣି ନିଲାମ ପାଇଁ ହେଉଥିବା ବିଳମ୍ବକୁ ଏଡାଇଦିଆଯିବା ସହ ବଡ ବଡ କମ୍ପାନୀଗୁଡିକୁ ଆକର୍ଷିତ କରାଯାଇପାରିବ। ଏପରି…

ନାବାଳିକା ଗଣବଳାତ୍କାର ମାମଲା: ୨ ଦୋଷୀଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ

ନୂଆଦିଲ୍ଲୀ,୩୧-୧:ଦିଲ୍ଲୀର ଏକ କୋର୍ଟ ନାବାଳିକା(୫) ଗଣବଳାତ୍କାର ମାମଲାରେ ୨ ଦୋଷୀ ମନୋଜ ଶାହା ଓ ପ୍ରଦୀପ କୁମାରଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ୨୦୧୩ ଏପ୍ରିଲ ୧୫ରେ ପୂର୍ବ ଦିଲ୍ଲୀର ଗାନ୍ଧୀନଗରରେ ଏହି ଦୁଇ ଯୁବକ ବଳାତ୍କାର ପରେ ନାବାଳିକାର…

ଫଳରେ ରାସାୟନିକ ବ୍ୟବହାର ଗ୍ରାହକଙ୍କୁ ବିଷ ଦେବା ସଦୃଶ

ନୂଆଦିଲ୍ଲୀ,୩୧-୧(ପି.ଟି.):ଫଳ ପଚାଇବା ପାଇଁ ସେଥିରେ ରାସାୟନିକ ପ୍ରୟୋଗ କରିବା ଗ୍ରାହକଙ୍କୁ ବିଷ ଦେବା ସହ ସମାନ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। କ’ଣ ପାଇଁ ସେମାନଙ୍କ ବିରୋଧରେ ଭାରତୀୟ ଦଣ୍ଡସଂହିତା ଲାଗୁ ନ ହେବ ବୋଲି ଅଦାଲତ ପ୍ରଶ୍ନ କରିଛନ୍ତି। ଏପରିକି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri