ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର
ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା କରୁଛନ୍ତି। ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ଏଭଳି ବିକଳ ଚିତ୍ର ଦେଖିବାକୁ ମିଳିଛି। ରୋଗୀଙ୍କ…
ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…
ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର ପ୍ଲାଷ୍ଟିକମୁକ୍ତ ଅଭିଯାନ ଜାରି ରହିଛି। ଲୋକେ ସଚେତନ ହୋଇ ପ୍ଲାଷ୍ଟିକ ବର୍ଜନ କରିବାରେ…
୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…
ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ ୨୨ବର୍ଷୀୟ ଯୁବକ ଗୁରୁତର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ସୂଚନା…
ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…
ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା ପୂର୍ବରୁ ଚାଇନା ପକ୍ଷରୁ ସକାରାତ୍ମକ ଆଭିମୁଖ୍ୟ ପ୍ରକାଶ ପାଇଛି। ଶୁକ୍ରବାର ଚାଇନା ବୈଦେଶିକ…
ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…
ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ ଅଫଗାନିସ୍ତାନ ବିପକ୍ଷ ଆଗାମୀ ଟି-୨୦ ସିରିଜ୍ରେ ତାଙ୍କୁ ଚୂଡ଼ାନ୍ତ ଏକାଦଶ (Playing 11)ରେ…
ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ
ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍। ଏହି ସିରିଜ୍ ପାଇଁ ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ୧୫ ଜଣିଆ ଭାରତୀୟ ଦଳ ପ୍ରସ୍ତୁତ ଥିବା ବେଳେ…
ବିରେନ୍ଦ୍ର ସେହ୍ବାଗଙ୍କ ନୂଆ ଇନିଂସ, ଅଶନୀର ଗ୍ରୋଭରଙ୍କୁ ଆଉଟ୍ କରି ଚମକାଇଲେ, ଏଣିକି…
ମୁମ୍ବାଇ,୧୧।୯: ପ୍ରାଇମ୍ ଭିଡିଓର ସୁପରହିଟ୍ ରିଆଲିଟି ଶୋ’ ‘ରାଇଜ୍ ଆଣ୍ଡ୍ ଫଲ୍’ (Rise And Fall) ନିଜର ଦ୍ୱିତୀୟ ସିଜନ୍ ସହ ଫେରୁଛି। ଏଥର ଶୋ’କୁ ନେଇ ଦର୍ଶକଙ୍କ ମଧ୍ୟରେ ଅଧିକ ଉତ୍ସାହ ଦେଖିବାକୁ ମିଳିଛି, କାରଣ ଭାରତୀୟ କ୍ରିକେଟ୍ ଦଳର…
ଘରେ ଝିଅ ଜନ୍ମ ହେଲେ ଆପଣଙ୍କୁ ମିଳିବ ୨୭ ଲକ୍ଷ ଟଙ୍କା! କରିବାକୁ ହେବ କେବଳ ଏହି କାମ…
ନୂଆଦିଲ୍ଲୀ,୧୧।୯: ଯଦି ଆପଣଙ୍କ ଘରେ ଝିଅ ଜନ୍ମ ହୋଇଛି, ତେବେ ଏବେ ଆପଣ ୨୭ ଲକ୍ଷ ଟଙ୍କା ପାଇପାରିବେ। କେନ୍ଦ୍ର ସରକାରଙ୍କ ଏପରି ଏକ ଯୋଜନା ଅଛି, ଯାହା ଆପଣଙ୍କ ଝିଅ ଜନ୍ମ ହେବାଠାରୁ ବଡ଼ ହେବା ପର୍ଯ୍ୟନ୍ତ ଆପଣଙ୍କୁ ଆର୍ଥିକ…
ତାଜ୍ରେ ଜିନପିଙ୍ଗ, ITC ର୍ମୌଯ୍ୟରେ ପୁଟିନ: ଗୋଟିଏ ରାତିର ଭଡ଼ା ଜାଣିଲେ ତାଜୁବ ହେବେ…
ନୂଆଦିଲ୍ଲୀ,୧୧।୯: ଦିଲ୍ଲୀରେ ସେପ୍ଟେମ୍ୱର ୧୨ ଏବଂ ୧୩ ତାରିଖରେ ହେବାକୁ ଥିବା ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ରାଜଧାନୀର ଅନେକ ଅଞ୍ଚଳ ଛାଉଣୀରେ ପରିଣତ ହୋଇଛି। ହୋଟେଲ ତାଜ ପ୍ୟାଲେସରୁ ଆରମ୍ଭ କରି ITC ମୌର୍ଯ୍ୟ ପର୍ଯ୍ୟନ୍ତ, ଦିଲ୍ଲୀର ବିଳାସପୂର୍ଣ୍ଣ ହୋଟେଲଗୁଡ଼ିକ…
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ, ଆଜି ଅଭିଯୁକ୍ତଙ୍କୁ…
ଦିଗପହଣ୍ଡି,୧୧ା୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ସନ୍ଧ୍ୟାରେ ପାଟପୁର ଥାନା ପି. ରାମଚନ୍ଦ୍ରପୁର ଗ୍ରାମର ବଳରାମ ପ୍ରଧାନ ଓରଫ ବଳିଆଙ୍କୁ ଛିନତାଇ ଓ ହତ୍ୟା ଉଦ୍ୟମ ମାମଲାରେ ଗିରଫ କରି କୋର୍ଟ ଚାଲାଣ କରିଛି। କେସ୍…
ଆନନ୍ଦପୁରରେ ବ୍ୟାଙ୍କ ଧର୍ମଘଟ, ଏସ୍ବିଆଇ ସମ୍ମୁଖରେ ବିକ୍ଷୋଭ କରି…
ବଞ୍ଚୋ,୧୧ା୯(ପ୍ରଦୋଷ ବିଶ୍ୱାଳ): ୟୁନାଇଟେଡ୍ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସର ଆହ୍ବାନକ୍ରମେ ଶୁକ୍ରବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଳିତ ହୋଇଛି। ଏହାର ପ୍ରଭାବ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ବ୍ୟାଙ୍କ ଉପରେ ମଧ୍ୟ ପଡ଼ିଛି। ଆନନ୍ଦପୁରସ୍ଥିତ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ସମ୍ମୁଖରେ ବ୍ୟାଙ୍କ…
ହଷ୍ଟେଲ ଛାଡ଼ିଥିଲେ ଶତାଧିକ ଛାତ୍ର: ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବନ ପରେ ଏବେ କମିଶନଙ୍କ ନିକଟରେ ରିପୋର୍ଟ ଦାଖଲ ନିର୍ଦ୍ଦେଶ
ଝରିଗାଁ,୧୧ା୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଭିତ୍ତିଭୂମିର ଅଭାବ ଓ ନିମ୍ନମାନର ଖାଦ୍ୟ ଯୋଗୁ ଗତ ଅଗଷ୍ଟ ୬ ତାରିଖରେ ୧୪୦ ଜଣ ଅନ୍ତେବାସୀ ଛାତ୍ର ହଷ୍ଟେଲ ଛାଡ଼ିଥିଲେ।…

