ଭିଜିଲା ଧାନ: ୯୨ ମଣ୍ଡିରେ ପଡ଼ିଛି ୮୧୦୭ ପ୍ୟାକେଟ ଧାନ
ପଦ୍ମପୁର,୨।୧୨ (ପ୍ରଦୀପ୍ତ ଦାଶ) :ପଦ୍ମପୁର ଉପଖଣ୍ଡରେ ଗତ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟାକୁ ସୋମବାର ୪ ଦିନ ବିତି ଯାଇଛି। ସୋମବାର ଭୋରରୁ ବର୍ଷା ହୋଇଛି। ଫଳରେ ଅନେକ ସ୍ଥାନରେ କ୍ଷେତ, ଖଳାରେ…
ମଣ୍ଡିରୁ ଉଠିନି ଧାନ: ଦାବି ପୂରଣ ନ ହେଲେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଗଦା ହେବ ଧାନ
ବରଗଡ଼,୨।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭରୁ ଅଚଳାବସ୍ଥା ଲାଗି ରହିଛି। ଗତମାସ ୨୮ତାରିଖରୁ ମଣ୍ଡି ଖୋଲିଛି ସତ, ହେଲେ ଏପର୍ଯ୍ୟନ୍ତ ଗୋଡଭଗା ମଣ୍ଡିରୁ କେବଳ ୭୫କୁଇଣ୍ଟାଲ ଧାନ ଉଠାଯାଇଛି। ନାନା ଆଳ ଦେଖାଇ ଧାନକିଣାକୁ ବିଳମ୍ବିତ କରାଯାଉଥିବା…
ସାମନ୍ଥା ନା ରାଜ୍, କିଏ ଅଧିକ ଧନୀ: ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଲୋକପ୍ରିୟ ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ଦ୍ୱିତୀୟ ବିବାହକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସେ ଦି ଫ୍ୟାମିଲି ମ୍ୟାନ ନିର୍ଦ୍ଦେଶକ ରାଜ ନିଦିମୋରୁଙ୍କୁ ବିବାହ କରିଛନ୍ତି। ଡିସେମ୍ବର ୧ ଅର୍ଥାତ୍ ଆଜି ଇଶା ଯୋଗ କେନ୍ଦ୍ରରେ ଏକ ବ୍ୟକ୍ତିଗତ ଉତ୍ସବରେ ସେମାନେ…
ଛାତ୍ରବାସକୁ ଫେରିଲେ ନିଖୋଜ ୨୦ ଛାତ୍ର: ଜାଣନ୍ତୁ ଯାଇଥିଲେ କୁଆଡ଼େ
କୋରାପୁଟ,୧।୧୨(ଅମିତାଭ ବେହେରା): କୋରାପୁଟ ସରକାରୀ ଉଛ ବିଦ୍ୟାଳୟ -ଲଙ୍କାପୁଟର ଛାତ୍ରବାସରୁ ନିଖୋଜ ୨୦ ଛାତ୍ର ପୁଣି ଫେରିଛନ୍ତି। ସମସ୍ତେ ନିକଟସ୍ତ ପଣ୍ଡି ପିକନିକ ସ୍ପଟକୁ ଯାଇଥିଲେ ବୋଲି ଛାତ୍ରମାନେ କହିଛନ୍ତି। କିନ୍ତ ଏହି ଘଟଣାକୁ ନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ସୋ…
‘ଫ୍ଲାଇଂ କ୍ରେମଲିନ’ ଜେଟରେ ଭାରତ ଆସିବେ ପୁଟିନ: ଦାମ୍ ଜାଣିଲେ ଉଡିଯିବ ହୋଶ୍
ନୂଆଦିଲ୍ଲୀ,୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଡିସେମ୍ବର ୪ ଏବଂ ୫ରେ ୨୩ତମ ବାର୍ଷିକ ଶିଖର ସମ୍ମିଳନୀ ପାଇଁ ଭାରତ ଗସ୍ତରେ ଆସୁଛନ୍ତି। ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ରୁଷିଆର ସୁରକ୍ଷା ଏଜେନ୍ସିଗୁଡ଼ିକର ଏକ ଟିମ୍ ମଧ୍ୟ ଭାରତରେ ପହଞ୍ଚିଛି।…
ବିଦ୍ୟାଳୟରୁ ୨୦ ଛାତ୍ର କୁଆଡ଼େ ଉଭାନ: ଚିନ୍ତାରେ ଅଭିଭାବକ
କୋରାପୁଟ,୧।୧୨(ଅମିତାଭ ବେହେରା): କୋରାପୁଟ ସରକାରୀ ଉଛ ବିଦ୍ୟାଳୟ -ଲଙ୍କାପୁଟର ଛାତ୍ରବାସରୁ ୨୦ ଛାତ୍ର ନିଖୋଜ। ଆଜି ସକାଳୁ ପ୍ରଥମରୁ ପଞ୍ଚମ ର ୨୦ ଜଣ ଛାତ୍ର କୁଆଡେ ଚାଲି ଯାଇଥିବା ସୂଚନା ମିଳିଛି। ଛାତ୍ରବାସ ଆଗରେ ନିଖୋଜ ଛାତ୍ରଙ୍କ ଅଭିଭାବକମାନେ ଖୋଜାଖୋଜି…
ବିଧାୟକଙ୍କୁ ହତ୍ୟା ଧମକ:ଦୁବୃର୍ତ୍ତଙ୍କୁ ଗିରଫ ଦାବିରେ ପ୍ରତିବାଦ ସଭା
କେସିଙ୍ଗା,୧।୧୨(ତୁମେଶ୍ୱର ସାହୁ):ଭବାନୀପାଟଣା ନିର୍ବାଚନ ମଣ୍ଡଳୀର କଂଗେସ ବିଧାୟକ ସାଗର ଦାସଙ୍କୁ ହତ୍ୟା ଧମକ ଦିଆଯାଇଛି। ଦେପୂର ଜୋନର କଂଗ୍ରେସ ସଭାପତି ଦେବାନନ୍ଦ ଯୋଶୀଙ୍କୁ ମାଧ୍ୟମରେ ଏହି ଧମକ ଦିଆଯାଇଛି। କେସିଙ୍ଗା ଟାଉନ ସଭାପତି ସୁବାଷ ଜୈନଙ୍କ ନେତୃତ୍ୱରେ ଥାନା ସମ୍ମୁଖରେ ଏକ…
ଧାନ ସଂଗ୍ରହରେ ଅଚଳାବସ୍ଥା ଜାରି: ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ
ସମ୍ବଲପୁର,୧।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଧାନ ସଂଗ୍ରହ ପକ୍ରିୟାରେ ଅଚଳାବସ୍ଥା ଜାରି ରହିଛି। ଯାହାକୁ ନେଇ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଉତ୍ତ୍ୟକ୍ତ ଚାଷୀ ସମ୍ବଲପୁର ସଦରଥାନା ଅନ୍ତର୍ଗତ ସିନ୍ଦୁରପଙ୍କ ବାଇପାସ ଛକରେ ଜାତୀୟ ରାଜପଥ(୫୩)ରେ ଅର୍ଥନୈତିକ ଅବରୋଧ କରିଛନ୍ତି।…
ପୋଷା କୁକୁର ସହ ସଂସଦରେ ପହଞ୍ଚିଲେ କଂଗ୍ରେସ ଏମ୍ପି: ଉଠିଲା ବିବାଦ
ନୂଆଦିଲ୍ଲୀ,୧।୧୨: ସଂସଦର ଶୀତକାଳୀନ ଅଧିବେଶନର ଆଜି ପ୍ରଥମ ଦିନରେ କଂଗ୍ରେସ ଏମ୍ପି ରେଣୁକା ଚୌଧୁରୀ ଏକ ଅନନ୍ୟ ବିବାଦରେ ଫସିଯାଇଛନ୍ତି। ସେ ପୋଷା କୁକୁର ସହିତ ତାଙ୍କ କାରରେ ସଂସଦରେ ପହଞ୍ଚିଥିଲେ। ତାଙ୍କ ଆସିବାର ଭିଡିଓ ରାଜନୈତିକ ମହଲରେ ହଇଚଇ ସୃଷ୍ଟି…
ସନ୍ତୁଳିତ ଖାଦ୍ୟ ଓ ସୁସ୍ଥ ଜୀବନ
ଶରୀର ପୋଷଣ ପାଇଁ ଖାଦ୍ୟ ଆବଶ୍ୟକ। ଖାଦ୍ୟ ମଧ୍ୟ ସାତ୍ତ୍ୱିକ ହେବା ଉଚିତ। ଖାଦ୍ୟର ମାନ, ମାତ୍ରା ଓ ସମୟ ମଧ୍ୟ ଠିକ୍ ନିର୍ଦ୍ଧାରଣ ହେବା ଉଚିତ। ଆହାର ଗ୍ରହଣ ପୂର୍ବରୁ ଭଗବାନଙ୍କୁ ଅର୍ପଣ କଲେ ଭଲ। ଖାଇବା ସମୟରେ କଥାବାର୍ତ୍ତା…
ମାନସିକ ରୋଗ: କିଛି କଥା
ମାନସିକ ରୋଗଗୁଡ଼ିକ ସମ୍ପର୍କରେ ଲୋକମାନଙ୍କ ମଧ୍ୟରେ ଅନେକ ଭୁଲ୍ ଧାରଣା ରହିଛି। ଲୋକମାନେ ଭାବନ୍ତି ମାନସିକ ରୋଗର ଚିକିତ୍ସା ସମ୍ଭବ ନୁହେଁ ଏବଂ ଏହା କେବେ ଭଲ ହୋଇପାରିବ ନାହିଁ। ଔଷଧ ସାରା ଜୀବନ ଖାଇବାକୁ ପଡ଼େ ଏବଂ ଶରୀରର ବିଭିନ୍ନ…
‘ପ୍ରଧାନମନ୍ତ୍ରୀ ସବୁଠାରୁ ବଡ ଡ୍ରାମେବାଜ’, ମୋଦିଙ୍କ ବୟାନକୁ ନେଇ ଖପ୍ପା କଂଗ୍ରେସ
ନୂଆଦିଲ୍ଲୀ,୧।୧୨: କଂଗ୍ରେସ ଦଳ ପ୍ରଧାନମନ୍ତ୍ରୀଙ୍କ ବୟାନର ପ୍ରତିଶୋଧ ନେଇ ତାଙ୍କୁ ସବୁଠାରୁ ବଡ଼ ଡ୍ରାମେବାଜ ବୋଲି କହିଛି। ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଗଣମାଧ୍ୟମ ସହିତ କଥାବାର୍ତ୍ତା କରିବା ପରେ କଂଗ୍ରେସ ଦଳର ଏହି ବୟାନ…

