ଆସାମ-ତ୍ରିପୁରାରେ ସ୍ଥିତି ଅସମ୍ଭାଳ: ସେନା ସହାୟତା ଲୋଡିଲା ପ୍ରଶାସନ
ଗୁଆହାଟି/ଅଗରତାଲା,୧୧।୧୨: ନାଗରିକତା ସଂଶୋଧନ ବିଲ୍କୁ ବିରୋଧ କରି ଆସାମ ଓ ତ୍ରିପୁରାରେ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ ସହିତ ବ୍ୟାପକ ଭଙ୍ଗାରୁଜା ଓ ପୋଡ଼ାଜଳା ଜାରି ରହିଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ସ୍ଥାନୀୟ ପ୍ରଶାସନ…
ହାଇଦ୍ରାବାଦ୍ ଘଟଣା ପରେ ସୁରକ୍ଷା ଆପ୍ ଡାଉନଲୋଡ୍ କରିଛନ୍ତି ଲକ୍ଷେ ୩୦ ହଜାର: ୭ ସେକେଣ୍ଡରେ ମିଳିବ ଉତ୍ତର
ବେଙ୍ଗାଲୁରୁ,୧୧।୧୨: ହାଇଦ୍ରାବାଦ୍ ଘଟଣା ପରେ ବେଙ୍ଗାଲୁରୁରେ ଲକ୍ଷେ ୩୦ ହଜାର ଲୋକ ସୁରକ୍ଷା ଆପ୍ ଡାଉନଲୋଡ୍ କରିଛନ୍ତି। ଏନେଇ ବେଙ୍ଗାଲୁରୁ ପୋଲିସ ଡେପୁଟି କମିଶନର କୁଲଦୀପ୍ ଜୈନ କହିଛନ୍ତି ଏହି ଆପ୍ ଦ୍ୱାରା ସହାୟତା ଲୋଡୁଥିବା ବ୍ୟକ୍ତିଙ୍କୁ ୭ ସେକେଣ୍ଡ ମଧ୍ୟର…
୨୭ ବର୍ଷରେ ଏତେ ବଦଳିଗଲେଣି ଅମିତାଭଙ୍କ ‘ଜୁମାଚୁମା’ ଗାର୍ଲ
ଅମିତାଭ ବଚ୍ଚନଙ୍କ ‘ଜୁମା ଚୁମା’ ଗାର୍ଲଙ୍କୁ କେହି ବି ଭୁଲିପାରିବେ ନାହିଁ। ୧୯୯୧ରେ ଆସିଥିବା ଫିଲ୍ମ ‘ହମ୍’ରେ ବୋଲ୍ଡ ସିନ୍ ଦେଇଥିଲେ ଏହି ଅଭିନେତ୍ରୀ। ସେ ଆଉ କେହି ନୁହନ୍ତି, କିମି କାଟ୍କର ହେଉଛନ୍ତି ବିଗ୍ ବିଙ୍କ ‘ଜୁମା ଚୁମା’ ଗାର୍ଲ।…
ଦୁଇ ବାଇକ୍ ମୁହାଁମୁହିଁ : ଜଣଙ୍କ ଜୀବନଗଲା
ଯୋଡ଼ା,୧୧।୧୨(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ୫୨୦ ନଂ. ଜାତୀୟ ରାଜପଥ ଟାଟାସ୍ପଞ୍ଜ ମେଟେରିଆଲ ଗେଟ୍ ସମ୍ମୁଖରେ ବୁଧବାର ଅପରାହ୍ନରେ ଦୁଇଟି ବାଇକ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଛତିଶଗଡ଼ ଗୃହମନ୍ତ୍ରୀ
ଭୁବନେଶ୍ୱର,୧୧।୧୨(ବ୍ୟୁରୋ): ଛତିଶଗଡ଼ ଗୃହମନ୍ତ୍ରୀ ତାମ୍ରଧ୍ୱଜ ସାହୁ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଛତିଶଗଡ଼ରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ଜନଜାତି ନୃତ୍ୟ ଉତ୍ସବରେ ଯୋଗଦେବାକୁ ଗୃହମନ୍ତ୍ରୀ ସାହୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣପତ୍ର ଦେଇଛନ୍ତି। ଆସନ୍ତା ୨୭ ତାରିଖରୁ ଛତିଶଗଡ଼ରେ ୩ ଦିନିଆ…
ସୁନ୍ଦରୀ ହେବା ପାଇଁ ପ୍ଲାଷ୍ଟିକ୍ ସର୍ଜରୀ କରାଇଥିଲେ ଏହିସବୁ ଅଭିନେତ୍ରୀ
ବଲିଉଡ୍ର ଅଧିକାଂଶ ଅଭିନେତ୍ରୀ ବାସ୍ତବରେ ସୁନ୍ଦରୀ ହୋଇଥିବା ବେଳେ ଆଉ କିଛି ଅଭିନେତ୍ରୀ ନିଜର ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ପ୍ଲାଷ୍ଟିକ ସର୍ଜରୀ କରାଇଛନ୍ତି। ଜାଣନ୍ତୁ ଏହି ଅଭିନେତ୍ରୀମାନଙ୍କ ସମ୍ପର୍କରେ… ପ୍ରିୟଙ୍କା ଚୋପ୍ରା: ବଲିଉଡ୍ଠାରୁ ଆରମ୍ଭ କରି ହଲିଉଡ୍ ପର୍ଯ୍ୟନ୍ତ ପ୍ରିୟଙ୍କା ଚୋପ୍ରା…
ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ତୃତୀୟ ପର୍ଯ୍ୟାୟରେ ୧୭ ଆସନ ପାଇଁ ମତଦାନ
ରାଞ୍ଚି,୧୧।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ଗୁରୁବାର ୮ଟି ଜିଲାର ୧୭ଟି ଆସନ ପାଇଁ ସକାଳ ୭ଟା ଠାରୁ ମତଦାନ କରାଯିବ। ଶାନ୍ତିପୂର୍ଣ୍ଣ ମତଦାନ ଲାଗି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସମ୍ବେଦନଶୀଳ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଏହି…
ଶିଶୁକନ୍ୟାଙ୍କ ଜୀବନ ନେଲା ମାଆଙ୍କ ଚୁମ୍ବନ
ଆମେରିକା: ନିଜ ସନ୍ତାନକୁ ଜଣେ ମାଆ ଚୁମ୍ବନ ଦେବା ବା ଗେଲ କରିବା ସାଧାରଣ କଥା। ମାତ୍ର ଏହା କେତେ କ୍ଷତିକାରକ ତାହା ସାମ୍ନାକୁ ଆସିଥିବା ଏକ ରିପୋର୍ଟରୁ ଜଣାପଡ଼ିଛି। ଆମେରିକାର ମେଡିକାଲ ସାଇନ୍ସ ପକ୍ଷରୁ ପ୍ରକାଶ ପାଇଥିବା ରିପୋର୍ଟରୁ ପ୍ରକାଶ…
ମୋଦି-ଶାହଙ୍କୁ କଡ଼ା ସମାଲୋଚନା କଲେ ସଞ୍ଜୟ ରାଉତ: ଯେଉଁ ସ୍କୁଲରେ ତୁମେ ପଢୁଛ ଦିନେ ମୁଁ ତାହାର ପ୍ରଧାନ ଶିକ୍ଷକ ଥିଲି
ନୂଆଦିଲ୍ଲୀ,୧୧।୧୨: ନାଗରିକତା ସଂଶୋଧନ ବିଲ୍ ନେଇ ରାଜ୍ୟ ସଭାରେ ଶିବସେନା ପ୍ରବକ୍ତା ସଞ୍ଜୟ ରାଉତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ଯେଉଁ ସ୍କୁଲରେ ତୁମେ ପଢୁଛ ଦିନେ…
ରିସାଟ୍-୨ବିଆର୍-୧ର ସଫଳ ଉତ୍କ୍ଷେପଣ କଲା ଇସ୍ରୋ: ସୀମା ଉପରେ ରଖିବ କଡ଼ା ନଜର
ଶ୍ରୀହରିକୋଟା,୧୧।୧୨: ଭାରତୀୟ ମହାକାଶ କେନ୍ଦ୍ର ଇସ୍ରୋ ପକ୍ଷରୁ ସଫଳତାର ସହିତ ରିସାଟ୍-୨ବିଆର୍-୧ର ଉତ୍କ୍ଷେପଣ କରାଯାଇଛି। ଆନ୍ଧ୍ରପ୍ରଦେଶର ଶ୍ରୀହରିକୋଟା ମହାକାଶ କେନ୍ଦ୍ରରୁ ବୁଧବାର ଅପରାହ୍ନ ୩ଟା ୨୫ରେ ଏହାକୁ ଉତ୍କ୍ଷେପଣ କରାଯାଇଛି। ଏହା ସହିିତ ଇସ୍ରାଏଲ୍, ଇଟାଲୀ ଏବଂ ଜାପାନର ଗୋଟିଏ ଲେଖାଏଁ…
ନାଗରିକତା ସଂଶୋଧନ ବିଲ୍ ନେଇ ହିଂସା: ଦିବ୍ରୁଗଡ଼ରେ ବିକ୍ଷୋଭକାରୀଙ୍କ ଉପରେ ପୋଲିସର ଲାଠି ଚାଳନା
ଦିବ୍ରୁଗଡ଼, ୧୧।୧୨: ନାଗରିକତା ସଂଶୋଧନ ବିଲ୍ ନେଇ ଆସାମରେ ହିଂସାକାଣ୍ଡ ଜାରି ରହିଛି। ବୁଧବାର ଉତ୍ୟକ୍ତ ବିକ୍ଷୋଭକାରୀଙ୍କୁ ଘଉଡ଼େଇବା ପାଇଁ ପୋଲିସ ପକ୍ଷରୁ ଲାଠି ଚାଳନା କରାଯାଇଛି। ଶାନ୍ତିପୂର୍ଣ୍ଣ ଭାବେ ପ୍ରଦର୍ଶନ କରିବାକୁ ବିକ୍ଷୋଭକାରୀଙ୍କୁ ପୋଲିସ ପକ୍ଷରୁ ସତର୍କ ସୂଚନା ଦିଆଯାଇଥିଲା।…
ଜାମିନ୍ ମିଳିବା ପରେ ଆଇନଜୀବୀ ଭାବେ ସୁପ୍ରିମ୍କୋର୍ଟରେ ଚିଦାମ୍ବରମ୍
ନୂଆଦିଲ୍ଲୀ,୧୧।୧୨: ଆଇଏନ୍ଏକ୍ସ୍ ମିଡ଼ିଆ ମାମଲାରେ ଜାମିନ୍ ମିଳିବା ପରେ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍ଙ୍କୁ ଜଣେ ଆଇନଜୀବୀ ଭାବେ ସୁପ୍ରିମ୍କୋର୍ଟରେ ବୁଧବାର ଦେଖିବାକୁ ମିଳିଛି। ଏକ ଘରୋଇ ହିଂସା ଏବଂ ଛାଡ଼ପତ୍ର ମାମଲାରେ କପିଲ ଶିବଲ, ଅଭିଶେକ ମନୁ ସିଙ୍ଘଭୀଙ୍କ ସହିତ ଚଦାମ୍ବରମ୍ଙ୍କୁ…
Archives


