Home

ଆଜି ବାର୍ଡ ଫ୍ଲୁ ସଂକ୍ରମିତ ଅଞ୍ଚଳ ପରିଦର୍ଶନରେ ଆସୁଛନ୍ତି କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର, ୩୦ା୧(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର କୁକ୍କୁଟ ପ୍ରଜନନ ଓ ଗବେଷଣା କେନ୍ଦ୍ର ଫାର୍ମରେ ବାର୍ଡ ଫ୍ଲୁ ଭୂତାଣୁ ଚିହ୍ନଟ ହେବାପରଠାରୁ ଆତଙ୍କ ଜାରି ରହିଛି। ବାର୍ଡ ଫ୍ଲୁ ଭୂତାଣୁ ଯେପରି ମଣିଷ ଓ ଅନ୍ୟ ଅଞ୍ଚଳକୁ…

ଓଭରବ୍ରିଜ୍‌ ତଳୁ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଭୁବନେଶ୍ୱର,୩୦ା୧(ବ୍ୟୁରୋ): ଖାରବେଳ ନଗର ଥାନା ପୋଲିସ ସତ୍ୟନଗର ଅଞ୍ଚଳରେ ଚଢାଉ କରି ଓଭରବ୍ରିଜ୍‌ ତଳୁ ୫.୧୫୦ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସେ ହେଲେ ହାଉସିଂବୋର୍ଡ କଲୋନୀ ଅଞ୍ଚଳର ଜ୍ୟୋତିରଞ୍ଜନ ଦାସ। ସୂଚନା ମୁତାବକ, ସତ୍ୟନଗର…

ଆଉ ୨ ମାସ ଜାରି ରହିବ ଏସି ମୋ ବସ୍‌ର ଭଡ଼ା ରିହାତି

ଭୁବନେଶ୍ୱର, ୩୦ା୧(ବ୍ୟୁରୋ): କଟକ, ଭୁବନେଶ୍ୱର ଓ ଖୋର୍ଦ୍ଧାରେ ଚଳାଚଳ କରୁଥିବା ଶୀତତାପ ନିୟନ୍ତ୍ରିତ (ଏସି) ମୋ ବସ୍‌ର ଭଡ଼ା ରିହାତି ଆସନ୍ତା ୨ ମାସ ପାଇଁ ଜାରି ରହିବ। ଗତ ଡିସେମ୍ବର ମାସରୁ ଯାତ୍ରୀ ଭଡ଼ାରେ ୩୮% ହ୍ରାସ କରାଯାଇଥିଲା। ଏହା…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁର୍ନୀତି

ଖୋର୍ଦ୍ଧା ଅଫିସ,୩୦ା୧: ଖୋର୍ଦ୍ଧା ମ୍ୟୁନିସିପାଲିଟିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ୟାପକ ଅନିୟମିତତା ହୋଇଥିବାର ମୁଖ୍ୟମନ୍ତ୍ରୀ ଓ ଖୋର୍ଦ୍ଧା ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ଆବାସ ଯୋଜନାରେ କାର୍ଯ୍ୟାଦେଶ ପାଇଥିବା ହିତାଧିକାରୀଙ୍କ ୪ ପର୍ଯ୍ୟାୟର ଫଟୋ ଉତ୍ତୋଳନ ଓ ୪ ପର୍ଯ୍ୟାୟର ବିଲ୍‌…

ନିଶାବେପାରୀଙ୍କ ଘରୁ ବୋମା, ମାରାଣାସ୍ତ୍ର, ମଦ ଜବତ

ଜଟଣୀ,୩୦ା୧(ଡି.ଏନ.ଏ.): ଜଟଣୀ ଥାନା ବାଲିଛକ ମୁଣ୍ଡିଆସାହିରେ ଜଣେ ନିଶା ମାଫିଆଙ୍କ ଘର ଉପରେ ଜଟଣୀ ପୋଲିସ ମଙ୍ଗଳବାର ଚଢ଼ାଉ କରିଥିଲା। ଚଢ଼ାଉ ସମୟରେ ନିଶାବେପାରୀ ଖସି ଯାଇଥିଲେ। ହେଲେ ଘର ମଧ୍ୟରୁ ଖଣ୍ଡା ଆଦି ବିଭିନ୍ନ ମାରଣାସ୍ତ୍ର, ୧୧ଟି ବୋମା, ୨୫…

ପଦ୍ମବେଶ ପାଇଁ ପଦ୍ମମାଳ ଦେଉଛନ୍ତି ଚିନ୍ତାମଣି

ପୁରୀ ଅଫିସ, ୩୦ା୧: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସେବା କରିବାକୁ କାହାର ବା ଇଚ୍ଛା ନ ଥାଏ। କିନ୍ତୁ ସମସ୍ତଙ୍କୁ ସେ ସୁଯୋଗ ମିଳି ନ ଥାଏ। ହେଲେ ଯେଉଁମାନେ ଏପରି ସୁଯୋଗ ପାଇଥାନ୍ତି ସେମାନେ ନିଜକୁ ଭାଗ୍ୟବାନ ମଣିଥାନ୍ତି। ଏମିତି ମହାପ୍ରଭୁଙ୍କ…

ଉଚ୍ଛେଦ ଯୋଗୁ ଫାଟୁଛି ପାଖ ଘର

ପୁରୀ ଅଫିସ, ୩୦ା୧: ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ରେ ଉଚ୍ଛେଦ ଅଭିଯାନ ଜାରି ରହିଛି। ମେଘନାଦ ପାଚେରି କଡ଼ରୁ ୭୫ ମିଟର ପରିଧି ମଧ୍ୟରେ ଥିବା ନିର୍ମାଣ ଭଙ୍ଗାଯାଉଛି। ତେବେ ଏହି ଉଚ୍ଛେଦକୁ ନେଇ ନୂଆ ଏକ ଘଟଣା ସାମ୍ନାକୁ ଆସିଛି। ଉଚ୍ଛେଦରେ…

ପୁରୀ ଜିଲାର ୧୦୦୮ କୁକୁଡ଼ାଙ୍କ ରକ୍ତ ନମୁନା ସଂଗ୍ରହ

ପୁରୀ ଅଫିସ, ୩୦ା୧: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପୁରୀ ଜିଲାର ବିଭିନ୍ନ ସ୍ଥାନରୁ ବାର୍ଡଫ୍ଲୁ ଆଶଙ୍କା କରି ୧୦୦୮ କୁକୁଡ଼ାଙ୍କ ରକ୍ତ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ନିମନ୍ତେ ପଠାଯାଇଛି। ୧୧ ବ୍ଲକରେ ଥିବା ୨୦୪୦ କୁକୁଡ଼ା ଫାର୍ମ ସମ୍ପର୍କରେ…

‘ଏନ୍‌ଆର୍‌ସି ନୁହେଁ ଏନ୍‌ଆର୍‌ୟୁ ଆବଶ୍ୟକ’

ପୁରୀ ଅଫିସ, ୩୦ା୧: ଦେଶର ଭବିଷ୍ୟତ କୁହାଯାଉଥିବା ଯୁବଶକ୍ତିି ଆଜି ଦିଶାହୀନ ହୋଇ ବୁଲୁଛନ୍ତି। ଦେଶରେ ଶିକ୍ଷିତ ବେକାରୀଙ୍କ ସଂଖ୍ୟା ବଢି ଚାଲିଛି। ଗତ ୪୫ବର୍ଷ ତୁଳନାରେ ବେକାରୀ ହାର ସର୍ବାଧିକ ରହିଛି। ପ୍ରତିବର୍ଷ ୨ଲକ୍ଷ ଯୁବତୀ ଯୁବକଙ୍କୁ ନିଯୁକ୍ତି ଦିଆଯିବ…

ସ୍ବର୍ଗଦ୍ୱାରରେ ଶୋଷଣ ଅଭିଯୋଗ: ଥାନାରେ ଏତଲା, କାର୍ଯ୍ୟାନୁଷ୍ଠାନ ଦାବି

ପୁରୀ ଅଫିସ, ୩୦ା୧: ସ୍ବର୍ଗଦ୍ୱାର ହେଉଛି ପ୍ରତ୍ୟେକ ହିନ୍ଦୁଙ୍କ ଶ୍ରଦ୍ଧା ଓ ଆସ୍ଥାର କେନ୍ଦ୍ର। ମୃତ୍ୟୁ ପରେ ଏଠାରେ ମୃତଦେହ ଦାହ କଲେ ସ୍ବର୍ଗପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି। ଏଣୁ ଦୈନିକ ଶହ ଶହ ମୃତଦେହ ସତ୍କାର ଲାଗି ଏଠାକୁ…

ଆନ୍ତଃ ରାଜ୍ୟ ଲୁଟେରା ଗ୍ୟାଙ୍ଗ୍‌ର ଜଣେ ଗିରଫ

ପୁରୀ ଅଫିସ, ୩୦ା୧: ଗତ କିଛି ମାସ ଧରି ପୁରୀ ସହରରେ ଏକ ଆନ୍ତଃ ରାଜ୍ୟ ଲୁଟେରା ଗ୍ୟାଙ୍ଗ ସକ୍ରୀୟ ଥିଲା। ନିଜକୁ ପୋଲିସ ପରିଚୟ ଦେଇ ଏହି ଗ୍ୟାଙ୍ଗର ଲୁଟେରାମାନେ ବିଭିନ୍ନ ସ୍ଥାନରେ କୌଶଳ କ୍ରମେ ମହିଳାଙ୍କଠାରୁ ସୁନାଗହଣା ଲୁଟି…

ଗର୍ଭାବସ୍ଥାରେ ଏସବୁ ଖାଇଲେ ରହିଥାଏ ଗର୍ଭପାତ ଆଶଙ୍କା

ସାଧାରଣତଃ ଗର୍ଭାବସ୍ଥାରେ ସ୍ବାସ୍ଥ୍ୟକର ଖାଦ୍ୟ ଖାଇବା ଉଚିତ୍‌। କିନ୍ତୁ ଏମିତି କିଛି ଖାଦ୍ୟପାନୀୟ ରହିଛି, ଯାହାକୁ ଖାଇଲେ ଗର୍ଭପାତ ଆଶଙ୍କା ରହିଥାଏ ବୋଲି ଏକ ଗବେଷଣାରୁ ଜଣାପଡ଼ିଛି। ଜାଣନ୍ତୁ ଏ ସମ୍ପର୍କରେ… ଅମୃତଭଣ୍ଡା : ଗର୍ଭାବସ୍ଥାର ଆରମ୍ଭରେ କଞ୍ଚା ଅମୃତଭଣ୍ଡା ଖାଇଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri