ସୁଶାନ୍ତ ମହାପାତ୍ର ହେଲେ ବରଗଡ଼ ଜିଲା ବିଜେଡି ସଭାପତି
ବରଗଡ଼, ୧୫।୪(ପ୍ରେମାନନ୍ଦ ଖମାରୀ): ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ବରଗଡ଼ର ଯୁବ ସଂଗଠକ ତଥା ବର୍ତ୍ତମାନର ଜିଲା ବିଜେଡି କାର୍ଯ୍ୟକାରୀ ସଭାପତି ସୁଶାନ୍ତ ମହାପାତ୍ର (ଜାପାନ )ଙ୍କ ନାମ ବରଗଡ଼ ଜିଲା ବିଜେଡି ସଭାପତିଭାବେ ଘୋଷଣା କରିଛନ୍ତି। ମହାପାତ୍ରଙ୍କ ନାମ…
ଧାନକେଣ୍ଡାରେ ଅଗାଡ଼ି: ଜିଲାପାଳଙ୍କୁ ଫେରାଦ ହେଲେ ବରଗଡ଼ ଚାଷୀ
ବରଗଡ଼,୧୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚାଷୀଙ୍କୁ ସମସ୍ୟା ପିଛା ଛାଡୁ ନାହିଁ। କେତେବେଳେ ଫସଲରେ ରୋଗପୋକ ତ ଆଉକେବେ ଝଡବର୍ଷା ଯୋଗୁ ଚାଷୀଙ୍କ ଫସଲ ଉଜୁଡି ଯାଉଛି। ବର୍ତ୍ତମାନ ଫସଲର ଧାନକେଣ୍ଡା ଅଗାଡି ହୋଇ ଯାଉଥିବା ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି।…
ବଡ଼ ଖବର: ବିଜେଡି ସଭାପତିଙ୍କ ନାଁ ଘୋଷଣା
ଭୁବନେଶ୍ୱର,୧୫।୪: ବଡ଼ ଖବର। ବିଜେଡିକୁ ମିଳିଛି ୧୮ ସଭାପତି। ଅର୍ଥାତ ୧୮ ଜିଲାକୁ ମିଳିଲା ବିଜେଡି ସଭାପତି । ବିଜେଡି ସାଗଂଠନିକ ନିର୍ବାଚନରେ ୧୮ ଜିଲାର ସଭାପତି ଚୟନ ହୋଇଛନ୍ତି। ବିଜେଡିର ସାଗଂଠନିକ ନିର୍ବାଚନରେ ୩୩ ସାଗଂଠନିକ ଜିଲାରୁ ୧୮ଟି ଜିଲା ସଭାପତିଙ୍କ…
PhonePe UPI Circle Feature: ୟୁପିଆଇରେ ଆସିଲା ନୂଆ ଫିଚର୍, ଏବେ ପେମେଣ୍ଟ କରିବା ହୋଇଯିବ ସହଜ…
ନୂଆଦିଲ୍ଲୀ,୧୫।୪: ଭାରତରେ ଡିଜିଟାଲ ପେମେଣ୍ଟର ଯୁଗ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ବର୍ତ୍ତମାନ ସମୟରେ ଆପଣ ଗାଁରୁ ସହର ପର୍ଯ୍ୟନ୍ତ ଅନଲାଇନ୍ ପେମେଣ୍ଟର ବିକଳ୍ପ ପାଇବେ। ଏହାକୁ ଦୃଷ୍ଟିରେ ରଖି PhonePe ଏକ ନୂତନ ଫିଚର ’UPI ସର୍କଲ’ ଲଞ୍ଚ କରିଛି,…
୧୬ ପିଲା…ପ୍ରେମିକଙ୍କ ପାଇଁ ବଡ଼ କାମ କଲେ ସ୍ମୃତି ମନ୍ଧାନା
ନୂଆଦିଲ୍ଲୀ,୧୫।୪: ଭାରତୀୟ ମହିଳା କ୍ରିକେଟର ସ୍ମୃତି ମନ୍ଧାନା କ୍ରିକେଟରୁ ବିରତି ନେଇ ଏବେ ତାଙ୍କ ଜନ୍ମସ୍ଥାନ ସାଙ୍ଗଲିରେ ଛୁଟି କାଟୁଛନ୍ତି। ଏହାର ଟିକିନିକି ଅପ୍ଡେଟ୍ ସେ ତାଙ୍କ ଇନଷ୍ଟାଗ୍ରାମ ମାଧ୍ୟମରେ ଦେଉଛନ୍ତି। ଏହି ରହଣି ସମୟରେ ସେ ତାଙ୍କ ପ୍ରେମିକଙ୍କୁ ତାଙ୍କ…
ପୁଣି ଆହତ ହେଲେ CSK ଅଧିନାୟକ ଧୋନୀ! ଚିନ୍ତା ବଢ଼ାଇଲା ଏହି Video
ନୂଆଦିଲ୍ଲୀ,୧୫।୪: ଚଳିତ ଆଇପିଏଲ୍ ସିଜନ୍ରେ ଚେନ୍ନାଇ ସୁପର କିଙ୍ଗ୍ସ ନୈରାଶ୍ୟଜନକ ପ୍ରଦର୍ଶନ କରିଆସୁଛି। ପ୍ରାରମ୍ଭିକ ୭ ମ୍ୟାଚ୍ରୁ ୨ ମ୍ୟାଚ୍ ଦଳ ଜିତିଥିବା ବେଳେ ଆଘାତ ସମସ୍ୟା ଯୋଗୁ ଅଧିନାୟକ ଋତୁରାଜ ଗାଏକଓ୍ବାଡ ପୁରା ସିଜନ୍ରୁ ବାଦ୍ ପଡ଼ିଛନ୍ତି। ଏମିତିରେ ତାଙ୍କ…
ବିଜୁବାବୁଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ: କହିଲେ, ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର.୧୫।୪: ବଲାଙ୍ଗିର ଜିଲାର ପାଟଣାଗଡ ଠାରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ପୋଡି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଏହି ଘଟଣାର ତୀବ୍ର ନିନ୍ଦା କରିଛନ୍ତି। ଏ ଘଟଣାରେ ସଂପୃକ୍ତ ଥିବା…
ଏସବୁ ଖାଦ୍ୟ ଖାଇବା ପରେ ପାଣି ପିଇବା ଆଦୌ ଠିକ୍ ନୁହେଁ, ଜାଣନ୍ତୁ…
ଶରୀରକୁ ସୁସ୍ଥ ରଖିବାରେ ପାଣିର ଭୂମିକା ଯଥେଷ୍ଟ ରହିଥାଏ। କୁହାଯାଏ, ଜଣେ ସୁସ୍ଥ ବ୍ୟକ୍ତିଙ୍କୁ ପ୍ରତିଦିନ ୬ରୁ ୧୦ ଗ୍ଲାସ ପାଣି ପିଇବା ନିହାତି ଆବଶ୍ୟକ। କିନ୍ତୁ ଜରୁରୀ ନୁହେଁ, ସବୁ ଲୋକଙ୍କୁ ସମାନ ମାତ୍ରାର ପାଣି ପିଇବା ଦରକାର। ଶରୀରର…
କିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ବଡ଼ ଖୁଲାସା କଲେ ନୀତୀଶ କୁମାରଙ୍କ ପୁଅ
ପାଟନା,୧୫।୪: ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ପୁଅ ନିଶାନ୍ତ କୁମାର ମଙ୍ଗଳବାର ପାଟନାରେ ଗଣମାଧ୍ୟମକୁ ସମ୍ବୋଧିତ କରିଛନ୍ତି। ନୀତୀଶ କୁମାର ହେଉଛନ୍ତି ବିହାରରେ ମୁଖ୍ୟମନ୍ତ୍ରୀଙ୍କ ଚେହେରା। ଅମିତ ଶାହ ଏବଂ ସମ୍ରାଟ ଚୌଧୁରୀ ମଧ୍ୟ ଏହାକୁ ଗ୍ରହଣ କରିଛନ୍ତି ବୋଲି ନିଶାନ୍ତ କହିଛନ୍ତି।…
ତାଣ୍ଡବ ରଚିଲା କାଳବୈଶାଖୀ: ଏକାଧିକ ଘର ଛପର ଉଡିଲା
ଦାରିଙ୍ଗବାଡି, ୧୫।୪ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ମଙ୍ଗଳବାର ଅପରାହ୍ନ ରେ ପ୍ରବଳ ଝଡ଼ ତୋଫାନ ସହ ବିଜୁଳି ଏବଂ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି।ଫଳରେ ଏକାଧିକ ସ୍ଥାନରେ ଘର ଛପର ଉଡିବା ସହ ଦୋକାନ ଗୃହ ଭାଙ୍ଗିଛି।…
US-China Tariff War: ଟାରିଫ୍ ଯୁଦ୍ଧ ମଧ୍ୟରେ ଟ୍ରମ୍ପକୁ ଝଟ୍କା ଦେଲା ଚାଇନା
ବେଜିଂ,୧୫।୪: ଏବେ ଆମେରିକା ଏବଂ ଚାଇନା ମଧ୍ୟରେ ଆରମ୍ଭ ହୋଇଥିବା ଟାରିଫ୍ ଓ୍ବାର୍ କବଳରେ ବିମାନ ଚଳାଚଳ କ୍ଷେତ୍ର ମଧ୍ୟ ପଡ଼ିଯାଇଛି। ଆମେରିକୀୟ କମ୍ପାନୀ ବୋଇଂଠାରୁ ଜେଟ ଡେଲିଭରି ନ ନେବାକୁ ଚାଇନା ତାର ବିମାନ କମ୍ପାନୀଗୁଡ଼ିକୁ ନିର୍ଦ୍ଦେଶ ଦେଇଛି। ଚାଇନା…
ବାଂଲାଦେଶ ଗସ୍ତ ପାଇଁ କାର୍ଯ୍ୟସୂଚୀ ଘୋଷଣା: ଜାଣନ୍ତୁ କେବେ ଭେଟିବ ଭାରତ
ନୂଆଦିଲ୍ଲୀ,୧୫।୪: ଭାରତୀୟ କ୍ରିକେଟ ଦଳ ଅଗଷ୍ଟରେ ବାଂଲାଦେଶ ଗସ୍ତରେ ୩ଟି ଦିନିକିଆ ଏବଂ ୩ଟି ଟି-୨୦ ମ୍ୟାଚର ସିରିଜ ଖେଳିବ। ଏହି ଗସ୍ତ ଦିନିକିଆ ସିରିଜ ସହିତ ଆରମ୍ଭ ହେବ। ସିରିଜ୍ର ପ୍ରଥମ ମ୍ୟାଚ ଅଗଷ୍ଟ ୧୭ରେ ଖେଳାଯିବ। ଟି-୨୦ ସିରିଜ…
Archives


