Home

ବିଧାୟକ ଦଳ ନେତାରୁ ଇସ୍ତଫା ଦେଲେ ସିଦ୍ଧରମୟା

ବେଙ୍ଗାଲୁରୁ,୯।୧୨: କର୍ନାଟକର ୧୫ ବିଧାନସଭା ପାଇଁ ହୋଇଥିବା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ଏବେ ସୁଦ୍ଧା ୭ଟି ଆସନରେ ବିଜୟ ଲାଭ କରିଥିବା ବେଳେ ୫ଟି ଆସନରେ ଆଗୁଆ ରହିଛି। ତେଣୁ ଭାଜପା ଖାତାକୁ ୧୨ ଆସନ ଯାଉଥିବା ବେଳେ କଂଗ୍ରେସକୁ…

ଧୋନୀଙ୍କ ୪୦ ଫୁଟ ଉଚ୍ଚତାର ପୋଷ୍ଟର ଲଗାଇଲେ ୧୦ ହଜାର ପ୍ରଶଂସକ

ଥିରୁଭାନନ୍ତପୁରମ୍‌,୯।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୫ ମାସ ହେବ କ୍ରିକେଟରୁ ଦୂରେଇ ଅଛନ୍ତି। କିନ୍ତୁ ଭାରତ ଖେଳୁଥିବା ପ୍ରତ୍ୟେକ ମ୍ୟାଚ୍‌ରେ ପ୍ରଶଂସକ ତାଙ୍କୁ ମିସ୍‌ କରୁଥିବାର ଦେଖାଯାଇଛି। ଷ୍ଟାଡିୟମରେ ଅନେକ ଦର୍ଶକ ପ୍ଲା-କାର୍ଡରେ ଧୋନୀ…

ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର

ବରୀ,୯।୧୨(ସ୍ବ.ପ୍ର.) : ଯାଜପୁର ଜିଲା ବରୀ ଥାନା ଅନ୍ତର୍ଗତ ଏରଡ଼ା ଗାଁ ନିକଟ ଏକ ନାଳପାର୍ଶ୍ୱରେ ସୋମବାର ପୂର୍ବାହ୍ନରେ ଜଣେ ଅଚିହ୍ନା ଯୁବକ(୨୨)ଙ୍କ ମୃତଦେହକୁ ବରୀ ପୋଲିସ ଉଦ୍ଧାର କରିଛି। ଅପରାହ୍ନ ସୁଦ୍ଧା ମୃତଦେହ ଚିହ୍ନଟ ହୋଇପାରିନାହିଁ। କେମିତି କ’ଣ ମୃତ୍ୟୁ…

ନାଗରିକତା ସଂଶୋଧନ ବିଲ୍‌କୁ ନେଇ ପୂର୍ବଭାରତରେ ବିରୋଧ ପ୍ରଦର୍ଶନ

ଗୁଆହାଟି,୯।୧୨: ଆସାମ ସମେତ ପୂର୍ବ ଭାରତର ବିଭିନ୍ନ ସ୍ଥାନରେ ନାଗରିକତା ସଂଶୋଧନ ବିଲ୍‌ (ସିଏବି)କୁ ଲଗାତାର ଭାବେ ବିରୋଧ ପ୍ରଦର୍ଶନ କରାଯାଉଛି। ରବିବାର ଅଲ୍‌ ଆସାମ ମଟକ ଷ୍ଟୁଡେଣ୍ଟ ୟୁନିୟନ ପକ୍ଷରୁ ଶିବସାଗର ରାସ୍ତାରେ ବିରୋଧ ପ୍ରଦର୍ଶନ କରାଯାଇଥିବା ବେଳେ କିଛି…

ଶିକ୍ଷକ ଯୋଗାଇବା ଦାବିରେ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ପଟ୍ଟାମୁଣ୍ଡାଇ,୯।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅଧୀନ ୧୫ ନଂ. ଓ୍ବାର୍ଡର ଅଳଭା ୟୁଜିୟୁପି ସ୍କୁଲର ପରିଚାଳନା କମିଟିର ସଭାପତି ଅଭୟ ପାତ୍ରଙ୍କ ସମେତ ସଦସ୍ୟ ଓ ଅଭିଭାବକମାନେ ଶିକ୍ଷକ ଯୋଗାଇବା ଦାବିରେ ସୋମବାର ପଟ୍ଟାମୁଣ୍ଡାଇ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ…

ଗୋଟିଏ ମଣ୍ଡପରେ ସ୍ତ୍ରୀ, ଶାଳୀଙ୍କୁ ବିବାହ କଲେ ଏହି ବ୍ୟକ୍ତି, ଜାଣନ୍ତୁ କାହିଁକି

ଭୋପାଳ,୯।୧୨: ମଧ୍ୟ ପ୍ରଦେଶରେ ଏକ ନିଆରା ବିବାହ ଅନୁଷ୍ଠିତ ହୋଇଯାଇଛି। ଭିଣ୍ଡ୍‌ ଜିଲାର ଜଣେ ଏକ ବିବାହ ମଣ୍ଡପରେ ଜଣେ ବ୍ୟକ୍ତି ନିଜ ସ୍ତ୍ରୀଙ୍କ ଭଉଣୀ ଅର୍ଥାତ୍‌ ଶାଳୀଙ୍କୁ ବିବାହ କରିଛନ୍ତି। ଏହାସହ ସେ ଉକ୍ତ ମଣ୍ଡପରେ ନିଜ ସ୍ତ୍ରୀଙ୍କୁ ପୁଣି…

ଅଯୋଗ୍ୟ ହେଲେ ଯୋଗ୍ୟ: କର୍ନାଟକରେ ଫୁଟିିଲା ପଦ୍ମ

ବେଙ୍ଗାଲୁରୁ,୯।୧୨: କର୍ନାଟକ ବିଧାନସଭା ଉପନିର୍ବାଚନରେ ୧୫ ଆସନ ମଧ୍ୟରୁ ଭାଜପା ୧୨ଟି ଆସନରେ ବିଜୟ ଲାଭ କରିବାକୁ ଯାଉଛିି। ଗୋଟିଏ ଆସନରେ ସ୍ବାଧୀନ ପ୍ରାର୍ଥୀ ଜିତିବା ଆଶା ଥିବାବେଳେ ୨ଟି ଆସନ କଂଗ୍ରେସ ଖାତାକୁ ଯିବ ବୋଲି କୁହାଯାଉଛି। ଉପନିର୍ବାଚନରେ ବାଚସ୍ପତିଙ୍କ…

ଅତ୍ୟାବଶ୍ୟକୀୟ ସାମଗ୍ରୀର ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ଜୟପୁର,୯।୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରଠାରେ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ନେତୃତ୍ୱରେ ସୋମବାର କଂଗ୍ରେସ ପକ୍ଷରୁ ପିଆଜ, ଆଳୁ, ପନିପରିବା ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକୀୟ ସାମଗ୍ରୀର ଅହେତୁକ ଦର ବୃଦ୍ଧିକୁ ବିରୋଧ କରାଯାଇଛି। ଜିଲା କଂଗ୍ରେସ ଭବନଠାରୁ କର୍ମୀମାନେ ଏକ ଶୋଭାଯାତ୍ରା ବାହାରି…

ନାଗରିକତ୍ୱ ସଂଶୋଧନ ବିଧେୟକକୁ ସମର୍ଥନ କଲା ବିଜେଡି

ଭୁବନେଶ୍ୱର,୯ା୧୨:(ବ୍ୟୁରୋ): ସୋମବାର ପାର୍ଲାମେଣ୍ଟରେ ନାଗରିକତ୍ୱ ସଂଶୋଧନ ବିଧେୟକ-୨୦୧୯ ଆଗତ ହୋଇଛି। ପୂର୍ବାହ୍ନରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଲୋକ ସଭାରେ ବିବାଦୀୟ ନାଗରିକତ୍ୱ ସଂଶୋଧନ ବିଧେୟକ ଆଗତ କରିଛନ୍ତି। ଏହି ବିଧେୟକକୁ ସମର୍ଥନ ଦେଇଛି ବିଜେଡି। ଗୃହରେ ବିଧେୟକକୁ ଗୃହୀତ କରିବା…

ଏବେ ଏହି ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନୀତ ହେବେ ଇମ୍ରାନ

ମାନାମା,୯।୧୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କୁ ମୁସ୍‌ଲିମ ଦେଶ ବାହରିନ ତାଙ୍କୁ ନିଜ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନରେ ସମ୍ମାନୀତ କରିବ। ‘କିଙ୍ଗ୍‌ ହମାଦ ଅର୍ଡର ଅଫ୍‌ ରେନେସା’ ନାମକ ଏହି ଆଓ୍ବାର୍ଡରେ ଇମ୍ରାନଙ୍କୁ ଏକ ସ୍ବତନ୍ତ୍ର ପୁରସ୍କାର ଦିଆଯିବ। ତେବେ…

କର୍ନାଟକରେ କଂଗ୍ରେସକୁ ବୁଦ୍ଧି ଶିଖାଇଲେ ଜନତା: ମୋଦି

ବରହି,୯।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଗୋଟିଏ ପଟେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏକ ଜନସଭାକୁ ଉଦ୍‌ବୋଧନ ଦେଉଥିବା ବେଳେ ଅନ୍ୟପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରହିରେ ଏକ ଜନସଭାକୁ ଉଦ୍‌ବୋଧନ ଦେଇଛନ୍ତି। ମୋଦି ତାଙ୍କ ଭାଷଣ ସମୟରେ କଂଗ୍ରେସକୁ…

ମଣିଷଙ୍କୁ ନିମିଷକେ ମାରିପାରୁଥିବା ଏହି ଜୀବର ମୃତ୍ୟୁ ନାହିଁ…

ଓ୍ବାଶିଂଟନ: ଏଭଳି ଏକ ସାମୁଦ୍ରିକ ଜୀବ ରହିଛି ଯାହାର ବିଷ ଦ୍ୱାରା ନିମିଷକେ ମଣିଷର ମୃତ୍ୟୁ ଘଟିଥାଏ। ତେବେ ଏହି ଜୀବଟିର ମୃତ୍ୟୁ କେବେ ହୋଇ ନ ଥାଏ ବୋଲି ପ୍ରାଣୀ ବିଜ୍ଞାନୀ କହିଥାନ୍ତି। ଏହାକୁ ଦୁଇ ଭାଗ କରି କାଟିଦେଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri