Home

ନରହନ୍ତା ହାତୀକୁ ନେଇ ହଟହଟା

ଚଣ୍ଡିଖୋଲ/ ଚୌଦ୍ୱାର, ୨୯।୧ (ଡି.ଏନ୍‌.ଏ.) :ଯାଜପୁର ଜିଲାର କୋରେଇ, ସୁକିନ୍ଦା ଓ ଦାନଗଦୀ ଅଞ୍ଚଳରେ ପ୍ରାୟ ୨ସପ୍ତାହ ଧରି ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ହାତୀକୁ ନେଇ ବନ ବିଭାଗର ଚିନ୍ତା ବଢ଼ିବାରେ ଲାଗିଛି। ଉକ୍ତ ହାତୀକୁ ସୋମବାର ସନ୍ଧ୍ୟାରେ ଦାନଗଦୀ…

ବିକେଏମ୍‌ ପକ୍ଷରୁ ଆଜି ଭାରତ ବନ୍ଦ ଡାକରା

ଭୁବନେଶ୍ୱର,୨୯।୧ (ବ୍ୟୁରୋ):ସିଏଏ, ଡିଏନ୍‌ଏ ଭିତ୍ତିକ ଏନ୍‌ଆର୍‌ସି, ଇଭିଏମ୍‌ ଓ ଏନ୍‌ଆର୍‌ପିକୁ ବିରୋଧ କରିଛି ବହୁଜନ କ୍ରାନ୍ତି ମୋର୍ଚ୍ଚା (ବିକେଏମ୍‌)। କେନ୍ଦ୍ର ସରକାରଙ୍କ ଏହିସବୁକୁ ହଟାଇବାକୁ ଦାବି କରି ମୋର୍ଚ୍ଚା ପକ୍ଷରୁ ବୁଧବାର ସକାଳ ୬ରୁ ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା…

ଗର୍ଭବତୀ ମହିଳାଙ୍କ ପାଇଁ ଉପକାରୀ ବ୍ରୋକୋଲି

ବ୍ରୋକୋଲି ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିରେ ପ୍ରୋଟିନ୍‌, କ୍ୟାଲସିୟମ, କାର୍ବୋହାଇଡ୍ରେଟ୍‌, ଆଇରନ୍‌, ଭିଟାମିନ-ଏମ, ସି ଏବଂ ଅନେକ ପୋଷକ ତତ୍ତ୍ୱ ରହିଥାଏ। ଏହା ଆମକୁ ସୁସ୍ଥ ରଖିବାରେ ସାହାଯ୍ୟ କରେ। ବ୍ରୋକୋଲି ଖାଇବା ଦ୍ୱାରା ସ୍ତନ କର୍କଟ,…

୧ ରନ୍‌ ପାଇଁ ଦ୍ୱିଶତକରୁ ହୋଇଛନ୍ତି ବଞ୍ଚିତ ୫ କ୍ରିକେଟର

କ୍ରିକେଟରେ ଆଉଟ୍‌ ଏକ ଏଭଳି ଶବ୍ଦ, ଯାହା କୌଣସି ବ୍ୟାଟ୍ସମ୍ୟାନ୍‌ ଶୁଣିବାକୁ ଚାହିଁନଥାନ୍ତି । ଟେଷ୍ଟ ମ୍ୟାଚରେ ବ୍ୟାଟ୍ସମ୍ୟାନ୍‌ ୧ ରନ୍‌ କରି ଖାତା ଖୋଲିଲେ ଶତକ କିମ୍ବା ଦ୍ୱିଶତକ କରିବାର ଲକ୍ଷ୍ୟ ରଖିଥାନ୍ତି। କିନ୍ତୁ ଯଦି ୧୯୯ରେ ପହଞ୍ଚି ଦ୍ୱିଶତକ…

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌: ଅଷ୍ଟ୍ରେଲିଆକୁ ହରାଇ ସେମିରେ ଭାରତ

ପୋଚେଫ୍ସଟ୍ରୁମ୍‌, ୨୮।୧(ପି.ଟି.)- ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ଗତଥରର ଚାମ୍ପିୟନ ଭାରତ ସେମିଫାଇନାଲରେ ପ୍ରବେଶ କରିଛି। ବିଶ୍ୱକପ୍‌ର ଏହି ୧୩ତମ ସଂସ୍କରଣରେ ଭାରତ ମଙ୍ଗଳବାର ଖେଳାଯାଇଥିବା କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୭୪ ରନରେ ପରାସ୍ତ କରି…

ଜେଲ୍‌ରେ ପୂରାଇଥିବା ଦୁଇ ଝିଅଙ୍କୁ କାଢ଼: ଲେଖାଶ୍ରୀ

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଜାନୁୟାରୀ ୨୬ତାରିଖ ଦିନ ଦୁଇ ଆଦିବାସୀ ଝିଅ ଦମୟନ୍ତୀ ଓ ପାର୍ବତୀଙ୍କୁ ରାଜ୍ୟ ସରକାର ପୋଲିସ ଲଗାଇ ପରେଡ୍‌ ଗ୍ରାଉଣ୍ଡରୁ ଉଠାଇ ନେଇଛନ୍ତି। ସେମାନଙ୍କୁ ଗିରଫ କରିବା ସହିତ ଦୁଇଜଣଙ୍କ ବିରୋଧରେ ୩୦୭ ସମେତ ୯ଟି ଆପରାଧିକ ଦଫା ଲଗାଇବା…

ଓଡ଼ିଶା ପ୍ରଜ୍ଞାପନ ମେଢ଼ ପୁରସ୍କୃତ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୮ା୧(ବ୍ୟୁରୋ)- ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଜାତୀୟ ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ଓଡ଼ିଶାକୁ ସଫଳତା ମିଳିଛି। ପରେଡ଼ରେ ସାରା ଦେଶରୁ ସାମିଲ୍‌ ହୋଇଥିବା ୨୨ ପ୍ରଜ୍ଞାପନ ମେଢ଼ ମଧ୍ୟରେ ଓଡ଼ିଶା ଦ୍ୱିତୀୟ ହୋଇଛି। ମଙ୍ଗଳବାର ରାଷ୍ଟ୍ରୀୟ ରଙ୍ଗଶାଳା ଶିବିରରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ…

ଅଟୋ ସହ ଧକ୍କା ହେବା ପରେ କୂଅରେ ପଡ଼ିଲା ବସ୍‌: ୧୧ ମୃତ, ଉଦ୍ଧାର କାର୍ଯ୍ୟ ଜାରି

ନାସିକ୍‌,୨୮।୧: ମହାରାଷ୍ଟ୍ରର ନାସିକ୍‌ ଅନ୍ତର୍ଗତ ଦେଓଲା ଅଞ୍ଚଳରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମାଲାଗାଓଁରୁ କଲଓ୍ବାନ୍‌ ଯାଉଥିବା ଏକ ବସ୍‌ ଅଟୋ ସହ ଧକ୍କା ଖାଇ କୂଅ ଭିତରକୁ ପଶିଯାଇଛି। ଫଳରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ…

ସିଟି ବଜାଇବାରେ କିଏ ଆଗରେ ଧୋନୀ ନା ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ

ରାଞ୍ଚି,୨୮।୧: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଏବେ କ୍ରିକେଟରୁ ନିଜକୁ ଦୂରେଇ ରଖିଛନ୍ତି। ସେ ପୁଣି କେବେ ପଡିଆକୁ ଫେରିବେ ତାହା ଏବେ ପ୍ରଶ୍ନବାଚୀ ହୋଇ ରହିଛି। ଧୋନୀ କ୍ରିକେଟରୁ ଦୂରେଇ ଏବେ ନିଜ ପରିବାର…

ସୁଖ, ସମୃଦ୍ଧି ପାଇଁ ଘରେ ରଖନ୍ତୁ ଏହି ମାଛ

ଘରେ ସୁଖ-ସମୃଦ୍ଧି ଓ ଶାନ୍ତି ଆଣିବା ପାଇଁ ଲୋକମାନେ ବିଭିନ୍ନ ପ୍ରକାର ଉପାୟ ଆପଣାଇଥାନ୍ତି। ଗୋଲ୍ଡ ଫିସ୍‌ ସହ ଏରୋଓ୍ବାନା ମାଛକୁ ବାସ୍ତୁଶାସ୍ତ୍ରରେ ଶୁଭ ବୋଲି ବିଶ୍ୱାସ କରାଯାଏ। ଆଉ ଏହାକୁ ଘରେ ଏକ୍ୱାରିୟମ୍‌ ରଖିଲେ ସୁନ୍ଦର ଦେଖାଯିବା ସହ ସମସ୍ତଙ୍କୁ…

ରାଗିଯାଇ ପ୍ରଶଂସକଙ୍କ ହାତରୁ ଫୋନ୍‌ ଛଡ଼ାଇନେଲେ ସଲମାନ, ଭିଡିଓ ଭାଇରାଲ

ବମ୍ବେ: ରାଗିଗଲେ ଦବଙ୍ଗ ଖାଁ। ରାଗ ପୁଣି ଏପରି ଯେ, ପ୍ରଶଂସକଙ୍କ ହାତରୁ ଫୋନକୁ ଛଡ଼ାଇନେଲେ। ଏପରି କିଛି ଦୃଶ୍ୟ ଦେଖିବାକୁ ମିଳିଛି ଗୋଆ ବିମାନବନ୍ଦର ପରିସରରେ। ପ୍ରଶଂସକ ଜଣଙ୍କ ସଲମାନ୍‌ଙ୍କ ସହ ଏକ ଫଟୋ ନେବାକୁ ଚାହୁଁଥିବା ବେଳେ ସେ…

ଏକତରଫା ପ୍ରେମକୁ ନେଇ ଯୁବକଙ୍କ ଉପରେ ଏସିଡ୍‌ ମାଡ଼ କଲେ ଯୁବତୀ

ଉନ୍ନାଓ,୨୮।୧: ପ୍ରତିଦିନ ରୋଡ ରୋମିଓଙ୍କ ଓ ଏସିଡ୍‌ ମାଡ଼ ଘଟଣା ସାମ୍ନାକୁ ଆସୁଛି। ହେଲେ ଉତ୍ତରପ୍ରଦେଶ ଉନ୍ନାଓରୁ ଏକ ବିଚଳିତ କରିଦେବା ଭଳି ଘଟଣା ଦେଖିବାକୁ ମିଳିଛି। ଏକ ତରଫା ପ୍ରେମକୁ ନେଇ ଜଣେ ଯୁବତୀ ଜଣେ ଯୁବକଙ୍କ ଉପରେ ଏସିଡ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri