ଓୟୁଏଟିରେ କୁକୁଡ଼ା ମରା ଅଭିଯାନ ଆରମ୍ଭ
ଭୁବନେଶ୍ୱର, ୨୮।୧(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) କୁକୁଡ଼ା ଫାର୍ମରେ ବାର୍ଡ ଫ୍ଲୁ ସ୍ପଷ୍ଟ ହେବା ପରେ ଆତଙ୍କ ଖେଳିଯାଇଛି। ମଙ୍ଗଳବାର ସେଠାରେ କୁକୁଡ଼ା ମରା ଅଭିଯାନ ଆରମ୍ଭ ହୋଇଛି। ୧୨ ତ୍ୱରିତ କାର୍ଯ୍ୟକାରୀ ଦଳ ଏହି କୁକୁଡ଼ା…
ଦିଲ୍ଲୀର ଏମ୍ପି ଆସନ ସଂଖ୍ୟାକୁ ନେଇ ଟ୍ରୋଲ୍ ହେଲେ ଶାହା
ନୂଆଦିଲ୍ଲୀ,୨୮।୧: ଦିଲ୍ଲୀକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର ଏମିତି ଏକ ଟୁଇଟ୍ କରିଛନ୍ତି ଯାହାକୁ ନେଇ ସେ ଏବେ ଟ୍ରୋଲ୍ ହୋଇଛନ୍ତି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ଟାର୍ଗେଟ କରି ଶାହା ଏହି ଟୁଇଟ୍ କରିଥିବା ବେଳେ ନିଜେ…
ବାର୍ଡ ଫ୍ଲୁ ସନ୍ଦେହ: ବିଦେଶାଗତ ପକ୍ଷୀଙ୍କ ନମୁନା ସଂଗ୍ରହ
ବାଲୁଗାଁ, ୨୮।୧(ଡି.ଏନ.ଏ ): ଭୁବନେଶ୍ୱରରେ ବାର୍ଡ଼ ଫ୍ଲୁ ଭୁତାଣୁ ଚିହ୍ନଟ ହେବାପରେ ଚିଲିକାରେ ବିଦେଶୀ ପକ୍ଷୀଙ୍କୁ ବ୍ୟାପିବା ଆଶଙ୍କା ନେଇ ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ସକାଳୁ ବାଲୁଗାଁ ପଶୁ ଚିକତ୍ସା ବିଭାଗ ଓ…
ଅଜଣା ଜନ୍ତୁ ଆତଙ୍କ: ଏକାଥରକେ ୪୦ଟି କୁକୁଡ଼ାକୁ ମାରିଲା
ରାଜନଗର,୨୮।୧(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ ରାଜଗଡ ଗ୍ରାମରେ ଅଜଣା ଜନ୍ତୁ ଆତଙ୍କ। ସୋମବାର ରାତିରେ ଗ୍ରାମର ପ୍ରତିମା ବିଶ୍ୱାଳଙ୍କ କୁକୁଡ଼ା ଫାର୍ମରେ ଅଜଣା କଳାରଙ୍ଗର ଜନ୍ତୁ ପଶି ୪୦ଟି କୁକୁଡାକୁ ମାରିଦେଇଛି। କୁକୁଡାର ତଣ୍ଟି ପାଖରେ ଆକ୍ରମଣ କରି ରକ୍ତ…
ଅଟୋରେ ‘ଆଇ ଲଭ୍ କେଜରିଓ୍ବାଲ’ ଲେଖା ହୋଇଥିବାରୁ କଟିଲା ଚାଲାଣ: ହାଇକୋର୍ଟ ମାଗିଲେ ଜବାବ
ନୂଆଦିଲ୍ଲୀ,୨୮।୧: ଅଟୋରେ ‘ଆଇ ଲଭ୍ କେଜରିଓ୍ବାଲ’ ଷ୍ଟିକର ଲଗାଯିବା ମାମଲାରେ ଦିଲ୍ଲୀ ହାଇକୋର୍ଟ ମଙ୍ଗଳବାର ଶୁଣାଣି କରିଛନ୍ତି। ଶୁଣାଣି ସମୟରେ କୋର୍ଟ ଦିଲ୍ଲୀ ସରକାର, ଟ୍ରାଫିକ୍ ପୋଲିସ ଓ ନିର୍ବାଚନ କମିଶନରଙ୍କୁ ନୋଟିସ ଜାରି କରି ଜବାବ ତଲବ କରିଛନ୍ତି। ସୂଚନାଯୋଗ୍ୟ,…
କରୋନା ନେଇ ହାଇ ଆଲର୍ଟ: ବୁହାନରେ ଥିବା ନିଜ ନାଗରିକଙ୍କୁ ଫେରାଇ ନେଇ ପାରୁନି ଜାପାନ
ଟୋକିଓ,୨୮।୧: ଚାଇନାର ବୁହାନରେ କରୋନା ଭୁତାଣୁ ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ଇତିମଧ୍ୟରେ ଏଠାରେ ମୃତ୍ୟୁ ସଂଖ୍ୟା ୧୦୬ରେ ପହଞ୍ଚିଛି। କରୋନା ନେଇ ଜାପାନ ସରକାର ହାଇ ଆଲର୍ଟ ଜାରି କରିଛନ୍ତି। ବୁହାନରେ ଥିବା ନିଜ ନାଗରିକଙ୍କୁ ଦେଶକୁ ଫେରାଇ ନେବାକୁ…
କୋରିଓଗ୍ରାଫର ଗଣେଶ ଆଚାର୍ଯ୍ୟଙ୍କ ନାଁରେ ଅଭିଯୋଗ
ମୁମ୍ବାଇ,୨୮।୧: କୋରିଓଗ୍ରାଫର ଗଣେଶ ଆଚାର୍ଯ୍ୟ ଏବେ ବିବାଦରେ ଫସିଯାଇଛନ୍ତି। ଅଶ୍ଳୀଳ ଭିଡିଓ ଦେଖାଇବା ଅଭିଯୋଗରେ ୩୩ ବର୍ଷୀୟ ମହିଳା ସହଯୋଗୀ କୋରିଓଗ୍ରାଫର ତାଙ୍କ ବିରୋଧରେ ମହାରାଷ୍ଟ୍ର ମହିଳା କମିଶନ ଓ ମୁମ୍ବାଇର ଅମ୍ବୋଲି ଥାନାରେ ଲିଖିତ ଅଭିଯୋଗ କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ,…
ଗୁଜରାଟ ଦଙ୍ଗା ମାମଲାର ଅଭିଯୁକ୍ତଙ୍କୁ ମିଳିଲା ଜାମିନ
ନୂଆଦିଲ୍ଲୀ,୨୮।୧: ଗୁଜରାଟ ଦଙ୍ଗା ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ସରଦାରପୁରା ଗ୍ରାମର ୧୭ ଦୋଷୀଙ୍କୁ ଜାମିନ ପ୍ରଦାନ କରିଛନ୍ତି। ମୁଖ୍ୟ ବିଚାରପତି ଏସ୍ଏ ବୋବଡେଙ୍କ ନେତୃତ୍ୱ ସେ ବସିଥିବା ଖଣ୍ଡପୀଠ ଏମାନଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜାମିନ ସମୟ ମଧ୍ୟରେ ଏମାନଙ୍କୁ ସାମଜିକ…
କରୋନା ଆତଙ୍କ: ଭାରତୀୟଙ୍କ ସ୍କ୍ରିନିଂ ପାଇଁ ମ୍ୟାନମାର୍ ସୀମାରେ ଲାଗିଲା ଇନଫ୍ରାରେଡ୍ ଥର୍ମୋମିଟର
ଇମ୍ଫାଲ୍/ନାପିତ୍ୱ,୨୮।୧: ଏବେ କରୋନା ଭୁତାଣୁ ସଂକ୍ରମଣ ନେଇ ପୃଥିବୀର ବିଭିନ୍ନ ରାଷ୍ଟ୍ରରେ ଆତଙ୍କ ଦେଖାଦେଇଛି। ଏହାକୁ ନେଇ ଭିନ୍ନ ଭିନ୍ନ ରାଷ୍ଟ୍ର ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ଳାଗିଛନ୍ତି। ଏହି ମର୍ମରେ ଭାରତୀୟଙ୍କ ସ୍କ୍ରିନିଂ ପାଇଁ ମ୍ୟାନମାର୍ ସୀମାରେ ଇନଫ୍ରାରେଡ୍ ଥର୍ମୋମିଟର…
ରିକି ପଣ୍ଟିଂଙ୍କୁ ‘ପଣ୍ଟର’ ଆଖ୍ୟା ଦେଇଥିଲେ ଏହି ପ୍ରସିଦ୍ଧ କ୍ରିକେଟର
କିଛି ଖେଳାଳିଙ୍କ ପ୍ରକୃତ ନାଁ ଅପେକ୍ଷା ଡାକ ନାମରେ ଅଧିକ ପରିଚିତ ହାସଲ କରିଥାନ୍ତି। ସେମାନଙ୍କ ମଧ୍ୟରୁ ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ ରିକି ପଣ୍ଟିଂ ଅନ୍ୟତମ। ତାଙ୍କୁ ସମସ୍ତେ ‘ପଣ୍ଟର’ ବୋଲି ଡାକିଥାନ୍ତି। କିନ୍ତୁ ତାଙ୍କର ଏହି ନାଁଟି କିଏ ଦେଇଥିଲେ…
ଆଳୁ ସମ୍ମିଳନୀରେ ମୋଦି: ୨୦୨୨ ସୁଦ୍ଧା ଚାଷୀଙ୍କ ଆୟ ହେବ ୨ ଗୁଣା
ଗାନ୍ଧିନଗର,୨୮।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଗାନ୍ଧିନଗରରେ ତୃତୀୟ ଆଳୁ ସମ୍ମିଳନୀ ଆରମ୍ଭ ହୋଇଛି। ଏଥିରେ ମୋଦି ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ କହିଛନ୍ତି ଯେ, ଭାରତ ସରକାର ୨୦୨୨ ସୁଦ୍ଧା ଦେଶର ଚାଷୀଙ୍କ ଆୟ ୨ ଗୁଣା କରିବା ଲକ୍ଷ୍ୟ…
ଚାଇନାରୁ ଦିଲ୍ଲୀକୁ ବ୍ୟାପିଲା କରୋନା ଭାଇରସ୍: ସନ୍ଦେହରେ ୩ରୋଗୀଙ୍କୁ ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ, ୨୮।୧: ଚାଇନାର କରୋନା ଭାଇରସ୍ ଆମେରିକା ସହିତ ବିଭିନ୍ନ ଦେଶକୁ ଧିରେ ଧିରେ ବ୍ୟାପିବାରେ ଲାଗିଛି। ଏଥିରୁ ମୁକୁଳିବା ପାଇଁ ସମସ୍ତ ଦେଶ ଉଦ୍ୟମ ଚଳାଇଛନ୍ତି। ଇତିମଧ୍ୟରେ ଭାରତରେ ମଧ୍ୟ କରୋନା ଭାଇରସ୍ର କିଛି ମାମଲା ସାମ୍ନାକୁ ଆସିଛି। ମୁମ୍ବାଇ,…
Archives


