Home

ତେଜୁଛି ସିଏଏ ବିରୋଧୀ ଆନ୍ଦୋଳନ

ନୂଆଦିଲ୍ଲୀ/କୋଲକାତା/ ଓ୍ବାଶିଂଟନ,୨୮ା୧: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ଆନ୍ଦୋଳନ ଥମିବାର ନାଁ ନେଉନାହିଁ। ଗୋଟିଏ ପରେ ଗୋଟିଏ ରାଜ୍ୟ ବିଧାନସଭାରେ ସିଏଏ ବିରୋଧୀ ସଂକଳ୍ପନାମା ଗୃହୀତ ହେବାରେ ଲାଗିଛି। କେରଳ, ପଞ୍ଜାବ, ରାଜସ୍ଥାନ ପରେ ସୋମବାର ପଶ୍ଚିମବଙ୍ଗ ବିଧାନସଭାରେ ସଂକଳ୍ପନାମା…

ଏକାମ୍ର ଯୋଜନା ପାଇଁ ସହାୟତା ପ୍ୟାକେଜ

ଭୁବନେଶ୍ୱର, ୨୮।୧ (ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ବିକାଶ ପରେ ରାଜ୍ୟ ସରକାର ଶ୍ରୀଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱର ବିକାଶ ପାଇଁ ହାତ ଖୋଲି ଦେଇଛନ୍ତି। ଏକାଦଶ ଶତାବ୍ଦୀର ଏହି ଅନନ୍ୟ କୀର୍ତ୍ତିର ପାରିପାର୍ଶ୍ୱିକ ଉନ୍ନତି, ସୌନ୍ଦର୍ଯ୍ୟକରଣ ପାଇଁ ଏକାମ୍ର ଯୋଜନା ଆରମ୍ଭ କରାଯାଇଛି।…

ରଟନ୍ତି କାଳୀପୂଜାରେ ଝଲସୁଛି ଅସୁରାଳି

ଧାମନଗର, ୨୮।୧(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ବ୍ଲକ ଅସୁରାଳିରେ ଶନିବାର ରାତିରୁ ଆରମ୍ଭ ହୋଇଛି ମା’ ରଟନ୍ତି କାଳୀପୂଜା। ଏଥିପାଇଁ ଅସୁରାଳି ଉତ୍ସବମୁଖର ହୋଇଥିବାବେଳେ ବିଭିନ୍ନ ସାଜସଜ୍ଜା ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି। ବିଭିନ୍ନ ଅଞ୍ଚଳରୁ ଶ୍ରଦ୍ଧାଳୁମାନେ ଆସି ମା’ଙ୍କୁ ଦର୍ଶନ କରୁଛନ୍ତି।…

ଚାନ୍ଦିପୁରରେ ଗାନ୍ଧୀଙ୍କୁ ନେଇ ସ୍ବତନ୍ତ୍ର କବିତା ପାଠୋତ୍ସବ

ବାଲେଶ୍ୱର ଅଫିସ, ୨୮।୧-ଚାନ୍ଦିପୁରଠାରେ ଓଡ଼ିଶା ସାହିତ୍ୟ ଏକାଡ଼େମୀ ପକ୍ଷରୁ ମହାମତ୍ା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ଦିବସ ବ୍ୟାପୀ ରାଜ୍ୟସ୍ତରୀୟ କବି ସମ୍ମିଳନୀ ଓ କାବ୍ୟ ଚର୍ଚ୍ଚା ଅନୁଷ୍ଠିତ ହୋଇଯାଇଛି। ପାନ୍ଥନିବାସ ସଭାକକ୍ଷରେ ଆୟୋଜିତ ଏହି ଉତ୍ସବରେ କବି ରାଜେନ୍ଦ୍ର…

କପିଳାସ ଆଣିବାକୁ ମସୁଧା

ଢେଙ୍କାନାଳ ଅଫିସ,୨୮ା୧ କିଛି ଦିନ ତଳେ ତାଳଚେରରେ ଉପଦ୍ରବ କରୁଥିବା ନରହନ୍ତା ଦନ୍ତାକୁ କପିଳାସ କପିଳାସ ଚିଡିଆଖାନା ପରିସରରେ ଥିବା ଏଲିଫ୍ୟାଣ୍ଟ ରେସକ୍ୟୁ ସେଣ୍ଟରକୁ ଅଣାଯାଇଥିବାବେଳେ ଏବେ ଆଉ ଏକ ଦନ୍ତାକୁ ସେଠାକୁ ଅଣାଯିବାକୁ ମସୁଧା କରାଯାଉଥିବା ସୂଚନା ମିଳିଛି। ଉଗ୍ର…

ଉପକାରୀ କୋଳଥ ଡାଲି

ସ୍ବାସ୍ଥ୍ୟ ପାଇଁ ଲାଭଦାୟକ କୋଳଥ ଡାଲି। ଏଥିରେ ପୁଷ୍ଟିସାର, ଲୌହସାର, କ୍ୟାଲସିୟମ ଭରପୁର ମାତ୍ରାରେ ଥାଏ। ଶ୍ୱେତସାର ଏବଂ ଚର୍ବିର ମାତ୍ରା କମ ରହିଥାଏ। ଏହାବ୍ୟତୀତ ଏହି ଡାଲି ନିୟମିତ ଖାଇବା ଦ୍ୱାରା ମେଦ ବହୁଳତା ହ୍ରାସ ପାଇଥାଏ। କୋଳଥ ଡାଲିର…

ଜାତୀୟ ସ୍ମୃତି ହେବ ଗୋପବନ୍ଧୁଙ୍କ ଜନ୍ମପୀଠ: ସୁଆଣ୍ଡୋରେ ୫-ଟି ସଚିବ

ସାକ୍ଷୀଗୋପାଳ,୨୭ା୧(ଡି.ଏନ.ଏ)- ଉକତ୍ଳମଣି ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମପୀଠକୁ ଜାତୀୟ ସ୍ମୃତି ଭାବେ ସଂରକ୍ଷିତ କରାଯିବାକୁ ସରକାରୀ ସ୍ତରରେ ତତ୍ପରତା ପ୍ରକାଶ ପାଇଛି। ଏଥିପାଇଁ ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି କାର୍ତ୍ତିକେୟାନ ପାଣ୍ଡିଆନ ରବିବାର ଅପରାହ୍ନରେ ପୁରୀ ଜିଲା ସତ୍ୟବାଦୀ ବ୍ଲକର ସୁଆଣ୍ଡୋ…

ଆର୍‌ଏସ୍‌ଏସ୍‌ ଆତଙ୍କବାଦୀ ସଙ୍ଗଠନ: ଆମ୍ବେଡକରଙ୍କ ଅଣନାତି

କୋଲକାତା,୨୭।୧: ଡା. ବିଆର୍‌ ଆମ୍ବେଦକରଙ୍କ ଅଣନାତି ରାଜରତ୍ନ ଆମ୍ବେଡକର ରବିବାର କୋଲକାତାରେ ଆର୍‌ଏସ୍‌ଏସ୍‌କୁ ନେଇ ଏକ ବିବାଦୀୟ ବୟାନ ଦେଇଛନ୍ତି। ସେ କହିଛନ୍ତି ଆର୍‌ଏସ୍‌ଏସ୍‌ ଭାରତର ଆତଙ୍କବାଦୀ ସଙ୍ଗଠନ। ଏହା ଉପରେ ନିଷେଧାଜ୍ଞା ଜାରି କରାଯାଉ। ଜଣେ ସାଧ୍ୱୀ ପ୍ରଧାନମନ୍ତ୍ରୀଙ୍କ ପାଖେ…

ସିଏଏ ବିବାଦ: ପୋଲିସର କାର୍ଯ୍ୟାନୁଷ୍ଠାନ ବିରୋଧରେ ଏନ୍‌ଏଚ୍‌ଆରସିଙ୍କ ଦ୍ୱାରସ୍ଥ ହେଲେ ପ୍ରିୟଙ୍କା, ରାହୁଲ

ନୂଆଦିଲ୍ଲୀ,୨୭।୧: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋମବାର ଜାତୀୟ ମାନବିକ ଅଧିକାର କମିଶନ(ଏନ୍‌ଏଚ୍‌ଆରସି)ଙ୍କ ଦ୍ୱାରସ୍ଥ ହୋଇଛନ୍ତି। ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ପ୍ରଦର୍ଶନ ସମୟରେ ପ୍ରଦର୍ଶନକାରୀଙ୍କ ଉପରେ ପୋଲିସ ନେଇଥିବା କାର୍ଯ୍ୟାନୁଷ୍ଠାନ ନେଇ…

ସଲମାନ ଖାନ୍‌ଙ୍କ ବିନା ମୁଁ ଅଧୁରା: କ୍ୟାଟ୍ରିନା

ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନ ଏବଂ କ୍ୟାଟ୍ରିନା କୈଫଙ୍କ ସମ୍ପର୍କ ବିଷୟରେ ସମସ୍ତଙ୍କ ଜଣା। ଉଭୟଙ୍କ ସମ୍ପର୍କ ଏତେ ଦୃଢ ଯେ, ବ୍ରେକ ଅପ ପରେ ବି ଦୁହିଁଙ୍କ ବନ୍ଧୁତା ବେଶ୍‌ ମଜଭୁତ ଅଛି। ଆଜି ମଧ୍ୟ ଦୁହେଁ ଏକାଠି ଫିଲ୍ମରେ…

ପଶ୍ଚିମବଙ୍ଗରେ ସିଏଏ ବିରୋଧରେ ପାସ୍‌ ହେଲା ପ୍ରସ୍ତାବ

କୋଲକାତା,୨୭।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ବିରୋଧ କରି ସୋମବାର ପଶ୍ଚିମବଙ୍ଗ ବିଧାନସଭାରେ ପ୍ରସ୍ତାବ ପାସ୍‌ ହୋଇଛି। ଏଭଳି ବିରୋଧକୁ ନେଇ ଏବେ ପଶ୍ଚିମବଙ୍ଗ ୪ର୍ଥ ରାଜ୍ୟ ହୋଇଯାଇଛି। ଏହା ପୂର୍ବରୁ କେରଳ, ପଞ୍ଜାବ ଓ ରାଜସ୍ଥାନରେ ସିଏଏ ବିରୋଧ ପ୍ରସ୍ତାବ ପାସ୍‌…

କରୋନା ଆତଙ୍କ: ଦଲାଇ ଲାମାଙ୍କ ‘ପୋଟାଲା ପ୍ୟାଲେସ’କୁ ବନ୍ଦ କଲେ ଚାଇନା ସରକାର

ବେଜିଂ,୨୭।୧: କରୋନା ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲାଗି ଚାଇନା ସରକାର ଗୋଟିଏ ପରେ ଗୋଟିଏ ପଦକ୍ଷେପ ଗ୍ରହଣ କରୁଛନ୍ତି। ସରକାର ତିବ୍ଦତରେ ଥିବା ଧର୍ମଗୁରୁ ଦଲାଇ ଲାମାଙ୍କ ବାସଭବନ ‘ପୋଟାଲା ପ୍ୟାଲେସ’କୁ ସୋମବାରଠାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରିଦେଇଛନ୍ତି। କରୋନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri