ଅଦନାନ ସାମିଙ୍କୁ ପଦ୍ମଶ୍ରୀ ସମ୍ମାନ ଦିଆଯିବାକୁ ନେଇ ପ୍ରଶ୍ନ ଉଠାଇଲା କଂଗ୍ରେସ
ନୂଆଦିଲ୍ଲୀ,୨୭।୧: ବଲିଉଡ୍ ଗାୟକ ଅଦନାନ ସାମିଙ୍କୁ ଚଳିତବର୍ଷ ପଦ୍ମଶ୍ରୀ ସମ୍ମାନ ଦିଆଯିବ ବୋଲି ଘୋଷଣା କରାଯାଇଛି। ଏହାକୁ ନେଇ ପ୍ରଶ୍ନ ଉଠାଇଛି କଂଗ୍ରେସ। ଏହା ‘ଏନ୍ଆର୍ସିର ମ୍ୟାଜିକ୍ ଏବଂ ସରକାରଙ୍କ ଚାମ୍ଚାଗିରି’ ବୋଲି କଂଗ୍ରେସ ମୁଖପାତ୍ର ଜୟବୀର ଶେରଗେଲ କହିଛନ୍ତି। ଅଦନାନଙ୍କ…
୮ ଦିନ ଧରି ଆତଙ୍କ ଖେଳାଇ ଚାଲିଛି ହାତୀ: ଏହାକୁ ଧରିବା ଦାବିରେ ରାସ୍ତାରୋକୋ, ଯାତାୟାତ ବାଧାପ୍ରାପ୍ତ
କଳିଙ୍ଗନଗର,୨୭।୧(ଡି.ଏନ୍.ଏ.): ଯାଜପୁର ଜିଲା କଳିଙ୍ଗନଗର-ଦାନଗଦୀ ବ୍ଲକରେ ଗତ ୮ଦିନ ଏକ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ୮ ଦିନ ଭିତରେ ହାତୀଟି ୪ ଜଣଙ୍କ ଜୀବନ ନେଇଥିବାବେଳେ ୧୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକଙ୍କ ପୁଞ୍ଜିଭୂତ ଅସନ୍ତୋଷ ଉଗ୍ରରୂପ…
ଗ୍ରାମୀ ଆଓ୍ବାର୍ଡ ଜିତିଲେ ଲେଡି ଗାଗା
ଓ୍ବାଶିଂଟନ,୨୭।୧: ଲସ ଆଞ୍ଜେଲସରେ ୬୨ତମ ଗ୍ରାମୀ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବକୁ ଏଲିସିୟା କିଜ ହୋଷ୍ଟ କରିଥିଲେ। ଆମେରିକାର ବାସ୍କେଟବଲ ଖେଳାଳି କୋବେ ବ୍ରାୟଣ୍ଟଙ୍କୁ ଶ୍ରଦ୍ଧାଞ୍ଜଳି ସହିତ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଥିଲା। ସାରା ବିଶ୍ୱର ସଙ୍ଗିତକାର ଓ ଗାୟକ…
କିଏ ସେହି ସାଲ୍ଲୁମାରଡା ଥିମ୍ମାକ୍କା, ଯାହାଙ୍କୁ ମନେପକାଇଲେ ମୋଦି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତବର୍ଷ ପ୍ରଥମ ‘ମନ୍ କୀ ବାତ୍’ କାର୍ଯ୍ୟକ୍ରମରେ ଦେଶକୁ ସମ୍ବୋଧିତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ମୋଦି ଗତବର୍ଷ ଭାଇରାଲ ହୋଇଥିବା ଏକ ଭିଡିଓ ବିଷୟରେ ଆଲୋଚନା କରି କହିଥିଲେ, ଉକ୍ତ ଭିଡିଓରେ ସାରା ଦେଶ ଦେଖିଛି କେମିତି…
ଭୁଲ ବୁଝାମଣାରେ ପୋଲିଓ ଟିମ୍କୁ ଅଟକ ରଖି ନିସ୍ତୁକ ମାଡ଼ ମାରିଲେ ଲୋକେ
ମିରଟ,୨୭।୧: ଦେଶର ବିଭିନ୍ନ ସ୍ଥାନରେ ଏବେ ବି ନାଗରିକତ୍ୱ ସଂଶୋଧନ ଆଇନ୍ (ସିଏଏ)କୁ ନେଇ ବିରୋଧ ଜାରି ରହିଛି। ଏହାକୁ ନେଇ ବିଭିନ୍ନ ପ୍ରକାରର ଗୁଜବ ସୃଷ୍ଟି ହେଉଥିବା ବେଳେ ଏଥିପାଇଁ କେତେକଙ୍କ ଜୀବନ ମଧ୍ୟ ଯାଉଥିବାର ନଜର ଆସିଛି। ଇତିମଧ୍ୟରେ…
ମାଓବାଦୀଙ୍କ ଲ୍ୟାଣ୍ଡ୍ମାଇନ୍ ବିସ୍ଫୋରଣ: ଅଳ୍ପକେ ବର୍ତ୍ତିଲେ ଯବାନ
ରାୟଗଡ଼ା ଅଫିସ,୨୭।୧: ରାୟଗଡ଼ାର ମୁନିଗୁଡା ଥାନା ଅନ୍ତର୍ଗତ ନିୟମଗିରି ପାହାଡ଼ ଉପରେ ଥିବା ଢାମୁଣିପଙ୍ଗା ଗ୍ରାମ ନିକଟରେ ରବିବାର ରାତିରେ ମାଓବାଦୀମାନେ ଲ୍ୟାଣ୍ଡମାଇନ୍ ବିସ୍ଫୋରଣ କରିଥିଲେ। ଏଥିରୁ ଅଳ୍ପକେ ସମସ୍ତ ଯବାନ ବର୍ତ୍ତି ଯାଇଛନ୍ତି। ମାଓବାଦୀଙ୍କ ଗତିବିଧିର ଖବର ପାଇ ରବିବାର…
ନିର୍ଭୟା ମାମଲା: ଆବେଦନର ଶୀଘ୍ର ଶୁଣାଣି ପାଇଁ ସୁପ୍ରିମକୋର୍ଟଙ୍କୁ ଅନୁରୋଧ କଲେ ଦୋଷୀ ମୁକେଶ
ନୂଆଦିଲ୍ଲୀ,୨୭।୧: ନିର୍ଭୟା ଗଣବଳାତ୍କାର ମାମଲାରେ ୪ଦୋଷୀଙ୍କୁ ଫେବୃୟାରୀ ୧ରେ ଫାଶୀ ଦିଆଯିବ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏବେ ଏହି ଭୟରେ ଦିନ ଗଣୁଥିବା ୪ ଦୋଷୀଙ୍କ ମଧ୍ୟରୁ ମୁକେଶ କୁମାର ସିଂ ପୁଣିଥରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରାଷ୍ଟ୍ରପତିଙ୍କ ନିକଟରୁ…
ବ୍ରାଏଣ୍ଟଙ୍କ ପଦାଙ୍କ ଅନୁସରଣ କରିଥିଲେ ଝିଅ ଜିଆନା
କାଲିଫର୍ନିଆ, ୨୭।୧: କିମ୍ବଦନ୍ତୀ ବାସ୍କେଟବଲ୍ ଖେଳାଳି କୋବେ ବ୍ରାଏଣ୍ଟଙ୍କ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ତାଙ୍କ ୧୩ବର୍ଷ ଝିଅ ଜିଆନା ମାରିଆ ମଧ୍ୟ ପ୍ରାଣ ହରାଇଛନ୍ତି। ବାପାଙ୍କ ଭଳି ଝିଅଙ୍କର ମଧ୍ୟ ବାସ୍କେଟବଲ୍ ଖେଳରେ ରୁଚି ରହିଥିଲା। ସେ…
ମଦ ନିଶାରେ ନିଜ ଶରୀରରେ ଭୁସିଦେଲେ ବୋତଲ
ରାୟଗଡ଼ା ଅଫିସ,୨୭।୧: ରାୟଗଡ଼ାର ମଝିଘରିଆଣି ମନ୍ଦିର ନିକଟରେ ଥିବା ବଙ୍ଗାଳିସାହିରେ ମହେଶ୍ୱର କଲାକା ମଦନିଶାରେ ସୋମବାର ନିଜଦେହରେ ମଦ ବୋତଲ ଭୁସି ଦେଇଛନ୍ତି। ରକ୍ତାକ୍ତ ଅବସ୍ଥାରେ ଘରୁ ଟାଉନ୍ ପୋଲିସ ଷ୍ଟେଶନକୁ ଦୌଡ଼ି ଯାଇ ନିଜେ ପୋଲିସଙ୍କୁ କହିଥିଲେ। ଏହା ପରେ…
ସାଇକେଲ୍ ମେକାନିକ୍ଙ୍କଠାରୁ କରଜ କରିଛନ୍ତି ଭାଇଜାନ
ମୁମ୍ବାଇ: ବଲିଉଡ୍ ସୁପରଷ୍ଟାର ସଲମାନ ଖାଁଙ୍କ କଥା କିଏ ବା ନ ଜାଣେ। ବଲିଉଡ୍ ହେଉ କି ତାଙ୍କ ପ୍ରଶଂସକ ସମସ୍ତଙ୍କ ହୃଦୟରେ ସେ ରାଜ କରିଥାନ୍ତି। ଫିଲ୍ମ ହେଉ ବା ସମାଜ ସେବା ପାଇଁ ସଲମାନ ସବୁବେଳେ ପ୍ରଶଂସା ପାଇଥାନ୍ତି।…
୪୦ ଦିନ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି ସେନା
ନୂଆଦିଲ୍ଲୀ,୨୭।୧: ପ୍ରାୟ ୧୩ଲକ୍ଷ ଯବାନଙ୍କୁ ନେଇ ଭାରତୀୟ ସେନା ଧୀରେ ଧୀରେ ତା’ର ଶକ୍ତି ବୃଦ୍ଧି କରୁଛି ବୋଲି ଜଣାପଡିଛି। ସେନା ରକେଟ ଓ କ୍ଷେପଣାସ୍ତ୍ରଠାରୁ ଆରମ୍ଭ କରି ହାଇ କ୍ୟାଲିବର ଟ୍ୟାଙ୍କ ଓ ଆର୍ଟିଲରି ସେଲସ୍ ମଧ୍ୟ ଗଚ୍ଛିତ କରୁଛି।…
କଙ୍ଗନାଙ୍କୁ ଶୁଭେଚ୍ଛା ଜଣାଇଲେ ଆଲିଆ
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ଭାରତ ସରକାରଙ୍କ ପକ୍ଷରୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ ଘୋଷଣା ପରେ ତାଙ୍କ ପ୍ରଶଂସକଙ୍କ ମହଲରେ ଆନନ୍ଦର ଲହରି ଖେଳିଯାଇଛି। ଫିଲ୍ମ ଇଣ୍ଡଷ୍ଟ୍ରିର ତାଙ୍କ ପ୍ରତିଦ୍ୱନ୍ଦ୍ୱୀ କୁହାଯାଉଥିବା ଅଭିନେତ୍ରୀମାନେ ମଧ୍ୟ କଙ୍ଗନାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଥିରୁ…
Archives


