Home

ଜାଗରରେ ଶିବଙ୍କୁ ଏସବୁ ଅର୍ପଣ କଲେ ମିଳିଥାଏ ଶୁଭଫଳ

ପ୍ରତିବର୍ଷ ଅମାବାସ୍ୟା ତିଥି ଚତୁର୍ଦ୍ଦଶୀରେ ପଡ଼ିଥାଏ ଜାଗର। ଏହା ଶିବଙ୍କ ପ୍ରିୟ ପୂଜା ହୋଇଥିବାରୁ ଏହାକୁ ଶିବରାତ୍ରି ମଧ୍ୟ କୁହାଯାଇଥାଏ। ଚଳିତବର୍ଷ ୨୧ ତାରିଖ ଅର୍ଥାତ୍‌ ଶୁକ୍ରବାର ପାଳନ କରାଯିବ ଶିବରାତ୍ରି। ଏହି ଶୁଭଦିନରେ ଭଗବାନ ଶିବଙ୍କର ଏପରି କିଛି ପ୍ରିୟ…

ବିଜେଡି ନେତ୍ରୀ ମିନାକ୍ଷୀଙ୍କ ଆତ୍ମାହୁତି ଘଟଣା: ୯ ଦିନ ପରେ ଆଖି ବୁଜିଲେ

ବ୍ରହ୍ମପୁର ଅଫିସ/ ଭୁବନେଶ୍ୱର,୨୦।୨(ବ୍ୟୁରୋ): ମହିଳା ବିଜେଡିର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ମିନାକ୍ଷୀ ମିଶ୍ର ଗତ ୧୨ ତାରିଖରେ ତାଙ୍କ ପୁଅ ରାଜା ଓରଫ କୃତିବାସ ମିଶ୍ରଙ୍କୁ ପୋଲିସ ମିଥ୍ୟା ମାମଲାରେ ଗିରଫ କରିଥିବା ପ୍ରତିବାଦରେ ବ୍ରହ୍ମପୁର ଏସ୍‌ପିଙ୍କୁ ଭେଟିବାକୁ ଯାଇଥିଲେ। ସେଠାରେ…

କ୍ରିକେଟ ପରେ ଏବେ ଅଭିନୟରେ ଜଲଓ୍ବା ଦେଖାଇବେ ଯୁବରାଜ ସିଂ

ପୂର୍ବତନ ଭାରତୀୟ ଅଲରାଉଣ୍ଡର ଯୁବରାଜ ସିଂ କ୍ରିକେଟରୁ ଅବସର ନେବା ପରେ ବିଭିନ୍ନ ଟି୨୦ ଲିଗ୍‌ରେ ନଜର ଆସିଥିଲେ। ଏବେ କ୍ରିକେଟ ଛାଡି ଅଭିନୟ ଜଗତରେ କ୍ୟାରିୟର ଆରମ୍ଭ କରିବାକୁ ଯାଉଛନ୍ତି। ସେ ଖୁବ୍‌ଶୀଘ୍ର ଏକ ଓ୍ବେବ୍‌ ସିରିଜ୍‌ରେ ସ୍ତ୍ରୀ ହେଜେଲ…

ମହିଳାଙ୍କ ପ୍ରଜନନ ଅଧିକାର ସୁରକ୍ଷା ବିଲ୍‌କୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୦ା୨(ଆଇଏଏନ୍‌ଏସ୍‌): କେନ୍ଦ୍ର କ୍ୟାବିନେଟ ବୁଧବାର ‘ଆସିଷ୍ଟେଡ୍‌ ରିପ୍ରଡକ୍ଟିଭ୍‌ ଟେକ୍ନୋଲୋଜି ରେଗୁଲେଶନ୍‌ ବିଲ୍‌ ୨୦୨୦’କୁ ମଞ୍ଜୁରୀ ଦେଇଛି। ମହିଳାଙ୍କ ପ୍ରଜନନ ଅଧିକାରକୁ ସୁରକ୍ଷା ଦେବା ପାଇଁ ଉଦ୍ଦିଷ୍ଟ ଏହି ବିଧେୟକକୁ ଏକ ଐତିହାସିକ ବିଲ୍‌ ଭାବେ ଅଭିହିତ କରିଛନ୍ତି ମହିଳା ଓ ଶିଶୁ…

ଏମିତି ଦେଶ: ଯେଉଁଠି ନଦୀ କି ଝରଣା ନାହିଁ

ରିୟାଦ: ପ୍ରାୟ ସବୁ ଦେଶରେ ନଦୀ କିମ୍ବା ଝରଣା ରହିଥିବା ଜାଣିଥିବେ। ମାତ୍ର ବିଶ୍ୱରେ ଏମିତି ଏକ ଦେଶ ରହିଛି, ଯେଉଁଠି ସ୍ଥାୟୀ ନଦୀ କିମ୍ବା ଝରଣାଟିଏ ମଧ୍ୟ ନାହିଁ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏପରି ଦେଶ ହେଉଛି ସାଉଦି…

୩ ଦିନ ରିମାଣ୍ଡରେ ଗଲେ ଅନୁପ

ଝାରସୁଗୁଡ଼ା ଅଫିସ,୨୦ା୨: ବହୁଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍‌ଲି ହତ୍ୟା ଘଟଣାରେ ଅଧିକ ତଥ୍ୟ ସଂଗ୍ରହ ପାଇଁ ଛତିଶଗଡ଼ ଚକ୍ରଧରନଗର ପୋଲିସ ତନାଘନା ଚଳାଇଛି। ଗିରଫ ପୂର୍ବତନ ବିଧାୟକ ଅନୁପ ସାଏ ଓ ତାଙ୍କ ଡ୍ରାଇଭର ବର୍ଦ୍ଧନ ଟପ୍ପୋଙ୍କୁ…

ଅହମଦାବାଦରୁ ଆଗ୍ରା ହୋଇ ଦିଲ୍ଲୀ ଯିବେ ଟ୍ରମ୍ପ ଦମ୍ପତି

ନୂଆଦିଲ୍ଲୀ,୨୦।୨: ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପଙ୍କ ଭାରତ ଗସ୍ତକୁ ନେଇ ବେଳକୁ ବେଳ ଉତ୍ସାହ ବଢିବାରେ ଲାଗିଛି। ଏମାନେ ପ୍ରଥମେ ଗୁଜରାଟର ଅହମଦାବାଦ ସହର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।…

ମହିଳା ଶିକ୍ଷୟତ୍ରୀ ଲଣ୍ଡା ହୋଇ ରାହୁଲ ଗାନ୍ଧୀଙ୍କୁ ପଠାଇଲେ କେଶ, ଜାଣନ୍ତୁ କାହିଁକି

ଭୋପାଳ, ୨୦।୨: ମଧ୍ୟ ପ୍ରଦେଶର ଭୋପାଳରେ ଜଣେ ମହିଳା ଶିକ୍ଷୟତ୍ରୀ ଲଣ୍ଡା ହୋଇ ତାଙ୍କ କେଶ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ପାଖକୁ ପଠାଇଛନ୍ତି। ଦୀର୍ଘ ୭୨ ଦିନ ହେବ ବିଭିନ୍ନ ଦାବିକୁ ନେଇ ଧାରଣାରେ ବସିଥିବା ଶାହିନ୍‌ ଖାନ୍‌ ନାମ୍ନୀ…

ଉପହାର ସିନେମା ଅଗ୍ନିକାଣ୍ଡ ଘଟଣା: ପୀଡିତଙ୍କୁ ଲାଗିଲା ଝଟ୍‌କା

ନୂଆଦିଲ୍ଲୀ,୨୦।୨: ଉପହାର ସିନେମା ଅଗ୍ନିକାଣ୍ଡ ମାମଲାରେ ପୀଡିତଙ୍କୁ ଲାଗିଛି ଝଟ୍‌କା। ସୁପ୍ରିମକୋର୍ଟ ପୀଡିତଙ୍କ ଦ୍ୱାରା କରାଯାଇଥିବା ଆବେଦନକୁ ଖାରଜ କରି ଦେଇଛନ୍ତି। ଏହାସହ ଖୋଲା ଅଦାଲତରେ ମାମଲାର ଶୁଣାଣି କରିବାକୁ ମଧ୍ୟ ମନା କରି ଦେଇଛନ୍ତି। ଗତ ୧୩ ତାରିଖରେ ମାମଲାର…

ଦିନକୁ ୧୦ଥର ଗାଧୋଇବା ସହ ନୋଟ୍‌ ଧୋଉଥିଲେ ମହିଳା, ତାଙ୍କୁ ହତ୍ୟା କରି ଆତ୍ମହତ୍ୟା କଲେ ସ୍ବାମୀ

ମହୀଶୁର, ୨୦।୨: କର୍ନାଟକର ମହୀଶୁରରେ ଏକ ଅଭାବାନୀୟ ଘଟଣା ଘଟିଛି। ଦିନରେ ୧୦ଥର ଗାଧୋଇବା ସହ ନୋଟ୍‌ ଧୋଉଥିବା ମହିଳାଙ୍କୁ ହତ୍ୟା କରି ନିଜେ ଆତ୍ମହତ୍ୟା କରିଛନ୍ତି ସ୍ବାମୀ। ଶାନ୍ତମୂର୍ତ୍ତୀ(୪୦) ଓ ପୁତ୍ତମନୀ(୩୮)ଙ୍କ ବିବାହ ୧୫ ବର୍ଷ ପୂର୍ବରୁ ହୋଇଥିଲା। ପୁତ୍ତମନୀ…

କରୋନା ଭାଇରସ ମୃତ୍ୟୁ ସଂଖ୍ୟା ୨,୧୧୨: ସୁସ୍ଥ ହେଲେ ସବୁଠାରୁ କମ୍‌ ବୟସର ଶିଶୁ

ବେଜିଂ,୨୦।୨: କରୋନା ଭାଇରସ ସଂକ୍ରମଣରେ ଚାଇନାରେ ଏବେ ସୁଦ୍ଧା ୨,୧୧୨ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାସହ ୭୪,୧୮୫ ଏହି ମାରାତ୍ମକ କରୋନା ଭାଇରସରେ ସଂକ୍ରମିତ ହୋଇ ଚିକିତ୍ସିତ ହେଉଥିବା କୁହାଯାଉଛି। ଏଥିରେ ସର୍ବାଧିକ ମୃତ୍ୟୁ ସଂଖ୍ୟା ଚାଇନାର ହୁବଇ ସହରରେ…

ଭିନ୍ନ ମେଳା: ଯେଉଁଠାରେ ବିବାହ ପାଇଁ ଅନ୍ୟର ସ୍ତ୍ରୀକୁ କରାଯାଏ ଚୋରି

ବିଶ୍ୱର ବିଭିନ୍ନ ସ୍ଥାନରେ ବିବାହର ରୀତି ଭିନ୍ନ ପ୍ରକାରର। ଏମିତି ଏକ ରୀତି ରହିଛି ଯେଉଁଠାରେ ପୁରୁଷମାନେ ଅନ୍ୟର ସ୍ତ୍ରୀକୁ ଚୋରିକରି ବିବାହ କରିଥାନ୍ତି। ପଶ୍ଚିମ ଆଫ୍ରିକାର ବୋଦାବେ ଜନଜାତିର ଲୋକମାନେ ଏପରି କରିଥାନ୍ତି। ଏପରି ବିବାହ ଏହି ଜନଜାତିଙ୍କର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?