Home

ଅଣନିଯୁକ୍ତି ଫାର୍ମାସିଷ୍ଟ ସଂଘର ଧାରଣା

ବାଲେଶ୍ୱର ଅଫିସ, ୨୦।୨-ବେକାରୀ ଫାର୍ମାସିଷ୍ଟମାନଙ୍କୁ ଉପେକ୍ଷା କରାଯାଇଥିବା ପ୍ରତିବାଦରେ ବୁଧବାର ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅଣନିଯୁକ୍ତି ଫାର୍ମାସିଷ୍ଟ ସଂଘ ପକ୍ଷରୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ଦିଆଯାଇଛି। ରାଜ୍ୟ ସରକାରଙ୍କ…

ଅଧିକ ଅଣ୍ଡା ଖାଇବା ଶରୀର ପାଇଁ ହାନିକାରକ

ପ୍ରୋଟିନ ଭରପୂର ଅଣ୍ଡା ସମସ୍ତେ ଖାଇବା ସ୍ବାସ୍ଥ୍ୟ ନିମନ୍ତେ ହିତକାରୀ। ୧୮ ମାସ କାନାଡାର ବିଶେଷଜ୍ଞ ଦଳ ଅନୁଧ୍ୟାନ କରିବା ପରେ ପ୍ରକାଶ କରିଛନ୍ତି, ଅଧିକ ପରିମାଣରେ ଅଣ୍ଡା ଖାଇବା ସ୍ବାସ୍ଥ୍ୟ ପାଇଁ ବିପଦ। ପ୍ରତିଦିନ ସକାଳ ଜଳଖିଆରେ ଗୋଟିଏ ଅଣ୍ଡା…

ଠେଙ୍ଗା, ବାଡ଼ି ଧରି ତୀବ୍ର ବିରୋଧ, ହୋଇପାରିଲାନି ବସ୍ତି ଉଚ୍ଛେଦ

ଭୁବନେଶ୍ୱର, ୧୯।୨(ବ୍ୟୁରୋ): ସାମନ୍ତରାଳ ରାସ୍ତା ପାଇଁ ଉଚ୍ଛେଦବେଳେ ସାଲିଆସାହିରେ ବୁଧବାର ତୀବ୍ର ବିରୋଧର ସମ୍ମୁଖୀନ ହୋଇଛି ପୋଲିସ ଓ ମିଳିତ ଉଚ୍ଛେଦକାରୀ ଟିମ୍‌। ୬ଶହ ବର୍ଗଫୁଟର ଜମି ପଟ୍ଟା ଓ ଜଙ୍ଗଲ ଜମିରୁ ବଳପୂର୍ବକ ଉଚ୍ଛେଦର ପ୍ରତିବାଦ କରି କିଛିଦିନ ଧରି…

ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ ବୈଠକ ଶେଷ: ନୃତ୍ୟଗୋପାଳ ହେଲେ ଟ୍ରଷ୍ଟର ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୯।୨: ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ନ୍ୟାସ ଟ୍ରଷ୍ଟର ପ୍ରଥମ ଔପଚାରିକ ବୈଠକ ଶେଷ ହୋଇଛି। ବୁଧବାର ଏହି ବୈଠକ ଦିଲ୍ଲୀରେ ଥିବା କେ. ପରାଶରନଙ୍କ ଘରେ ଆୟୋଜିତ ହୋଇଥିଲା। ଏହି ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବା ସହ…

ପୁରୀ ଜିଲାର ୧୨୩ କେନ୍ଦ୍ରରେ ପରୀକ୍ଷା ଦେଲେ ୨୨୪୭୮ ଛାତ୍ରୀଛାତ୍ର

ପୁରୀ ଅଫିସ, ୧୯ା୨: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ଚଳିତବର୍ଷ ପୁରୀ ଜିଲାର ୧୨୩ କେନ୍ଦ୍ରରେ ୨୨,୪୭୮ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। ସେମାନଙ୍କ ମଧ୍ୟରେ ରେଗୁଲାର ୨୧,୧୩୫, ଏକ୍ସ-ରେଗୁଲାର ୬୧୨…

ଶାନ୍ତିଶୃଙ୍ଖଳାରେ ସରିଲା ପ୍ରଥମ ଦିବସର ପରୀକ୍ଷା

ମାଲକାନଗିରି,୧୯ା୨(ଡି.ଏନ.ଏ.): ରାଜ୍ୟରେ ବୁଧବାରଠାରୁ ଦଶମ ଶ୍ରେଣୀ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିବସର ପରୀକ୍ଷା ଜିଲାରେ ପ୍ରାୟ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିପାଇଁ ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଇଛି। ମାଲକାନଗିରି ଜିଲାରେ ୫୬୭୪ ପରୀକ୍ଷାର୍ଥୀଙ୍କ ମଧ୍ୟରୁ କେତେକ କେନ୍ଦ୍ରରେ…

ପୋଲିସ-ମାଓବାଦୀ ଗୁଳି ବିନିମୟ : ଯବାନ ଶହୀଦ

ମାଲକାନଗିରି,୧୯ା୨(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ସୁକୁମା ଜିଲାରେ ବୁଧବାର ପୋଲିସ-ଲାଲବାହିନୀ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ଆଇ.ଡି.ବିସ୍ଫୋରଣରେ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। ଶହୀଦ ଯବାନଙ୍କ ନାମ କନେୟା ମାଝି ।…

ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌: ଆଶୁ ଜିତିଲେ ବ୍ରୋଞ୍ଜ

ନୂଆଦିଲ୍ଲୀ, ୧୯।୨ (ପି.ଟି.):ଏଠାରେ ଅନୁଷ୍ଠିତ ଏସିଆନ ରେସ୍‌ଲିଂ ଚାମ୍ପିୟନଶିପ୍‌ର ୨ୟ ଦିନରେ ବୁଧବାର ଭାରତୀୟ ରେସଲର୍‌ ଆଶୁଙ୍କୁ ବ୍ରୋଞ୍ଜ ପଦକ ସଫଳତା ମିଳିଛି। ୬୭ କିଗ୍ରା ଗ୍ରୀକୋ-ରୋମାନ ବର୍ଗରେ ସିରିୟାର ଅବଦୁଲକରିମ ମହମ୍ମଦଙ୍କୁ ପରାସ୍ତ କରି ଆଉ ବ୍ରୋଞ୍ଜ ପଦକ ଜିତିଛନ୍ତି।…

ବାର୍ସିଲୋନା ସ୍ପେନ ମାଷ୍ଟର୍ସ: ଦ୍ୱିତୀୟ ରାଉଣ୍ଡରେ ସାଇନା

ବାର୍ସିଲୋନା, ୧୯।୨ (ପି.ଟି.):ଏଠାରେ ଆରମ୍ଭ ହୋଇଥିବା ଏକ ଲକ୍ଷ ୭୦ ହଜାର ଆମେରିକୀୟ ଡଲାର ପୁରସ୍କାର ରାଶିବିଶିଷ୍ଟ ବାର୍ସିଲୋନା ସ୍ପେନ ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଷ୍ଟାର୍‌ ଭାରତୀୟ ଖେଳାଳି ସାଇନା ନେହ୍ବାଲ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ବୁଧବାର ଖେଳାଯାଇଥିବା ମହିଳା…

ଜାଲରେ ପଡିଲା ହ୍ବେଲ୍‌ସାର୍କ: ଉଦ୍ଧାର ପରେ ସମୁଦ୍ରରେ ଛଡ଼ାଗଲା

ଗୋପାଳପୁର,୧୯ା୨: ଗୋପାଳପୁର ଏନ୍‌ଏସିର କେତେଜଣ ମତ୍ସ୍ୟଜୀବୀ ବୁଧବାର ସମୁଦ୍ରକୁ ମାଛ ମାରିବାକୁ ଯାଇଥିଲେ। ଜାଲ ଟାଣୁଥିବାବେଳେ ସେଥିରେ ଏକ ବଡ ମାଛ ଲାଗିଥିଲା। ଜାଲ କୂଳକୁ ଟାଣି ଆଣିବା ପରେ ଏକ ବଡ ସାର୍କ ମାଛ ଲାଗିଥିବା ମତ୍ସ୍ୟଜୀବୀମାନେ ଦେଖିଥିଲେ। ଯାହାର…

ପୋଲ ଗାର୍ଡଓ୍ବାଲ ଉପରେ ଚଢିଗଲା ବସ୍‌

ପାଟପୁର,୧୯ା୨: ଗଞ୍ଜାମ-ଗଜପତି ସୀମାନ୍ତ ଟି.ଗୋବିନ୍ଦପୁର ପଞ୍ଚାୟତ ଖେମୁଣ୍ଡିଖୋଲ ନିକଟରେ ବୁଧବାର ପୂର୍ବାହ୍ନ ପ୍ରାୟ ସାଢେ ୯ଟାରେ ଏକ ଯାତ୍ରିବାହୀ ବସ୍‌ ପୋଲ ଗାର୍ଡଓ୍ବାଲ୍‌ ଉପରକୁ ଚଢିଯାଇଥିଲା। ବସ୍‌ଟି ତଳକୁ ନ ଖସି ଲାଗି ରହିଯିବାରୁ ଏଥିରେ ଥିବା ୫୫ ଯାତ୍ରୀ ଅଳ୍ପକେ…

‘ହୁନର ହାଟ’ରେ ବିହାରର ସ୍ବାଦିଷ୍ଟ ବ୍ୟଞ୍ଜନ ‘ଲିଟି-ଚୋଖା’ର ମଜା ନେଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ସମୟରେ ନିଆରା କାର୍ଯ୍ୟ କରି ସମସ୍ତଙ୍କୁ ଚକିତ କରିଦେଇଥାନ୍ତି। ଯାହାକୁ ନେଇ ପରବର୍ତ୍ତୀ ସମୟରେ ଚର୍ଚ୍ଚାର ବିଷୟ ପାଲଟିଥାଏ। ତେବେ ବୁଧବାର ମଧ୍ୟ କିଛି ଏଭଳି ଘଟିଛି। ବୁଧବାର ଦିଲ୍ଲୀର ଇଣ୍ଡିଆ ଗେଟ୍‌ ନିକଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?