Home

ଶିକ୍ଷକଙ୍କ କାଠଫାଳିଆ ମାଡ଼ରେ ଛାତ୍ର ଗୁରୁତର: ବହି ହଜିଯିବାରୁ ପିଟିଲେ

ଦିଗପହଣ୍ଡି,୨୬ା୧(ଡି.ଏନ.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ନୋଡାଲ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ବିରେଣି କୁମାର ସାହୁଙ୍କ କାଠଫାଳିଆ ମାଡ଼ରେ ଜଣେ ୭ମ ଶ୍ରେଣୀ ଛାତ୍ର ଟି. ସୁଜିତ କୁମାର ପାତ୍ର ଗୁରୁତର ହୋଇଛନ୍ତି। ଶନିବାର ଛାତ୍ରଙ୍କ ବାପା ଟି.…

ସଚେତନତା ପାଇଁ ପୁରୀରୁ ବାହାରି ପାଟଣାରେ ପହଞ୍ଚିଲେ

ପାଟଣା,୨୬ା୧(ସ୍ବ.ପ୍ର.)- ନିଜେ ଜଣେ ଦିବ୍ୟାଙ୍ଗ ହୋଇ ଓଡ଼ିଶାରୁ କନ୍ୟା ଭ୍ରୁଣ ହତ୍ୟା,ରକ୍ତଦାନ କରି ଜୀବନ ବଞ୍ଚାଇବା ଓ ଗାଡି ଚଳାଇବାବେଳେ ହେଲମେଟ୍‌ ବ୍ୟବହାର କରିବା ଏବଂ ମୋବାଇଲ ବ୍ୟବହାର ନ କରିବା ପାଇଁ ଲୋକଙ୍କୁ ସଚେତନ କରିବା ଉଦେଶ୍ୟରେ ସେ ଅଣ୍ଟା…

ସମିତିରେ ତାଲା ପକାଇଲେ ଚାଷୀ

ବାସୁଦେବପୁର,୨୬।୧(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବରଣ୍ଡୁଆ ସେବା ସମବାୟ ସମିତିରେ ଧାନ ବିକ୍ରି କ୍ଷେତ୍ରରେ ଚାଷୀମାନେ ଅସୁବିଧାରେ ପଡ଼ିଥିବାରୁ ଏହାର ପ୍ରତିବାଦରେ ସେମାନେ ଶନିବାର ସମିତି ଫାଟକରେ ତାଲା ପକାଇ ଦେଇଛନ୍ତି। ଫଳରେ ଧାନକିଣା କାର୍ଯ୍ୟ ବନ୍ଦ ରହିଛି। ଚଳିତବର୍ଷ ୩୦ରୁ…

ସାଧାରଣତନ୍ତ୍ର ଦିବସ ଆଜି: ବାରିପଦା ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବାରିପଦା ଅଫିସ,୨୬।୧-ମୟୂରଭଞ୍ଜ ଜିଲା ସଦରମହକୁମା ବାରିପଦାରେ ରବିବାର ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ରିଜର୍ଭ ପୋଲିସ ପରେଡ୍‌ ପଡ଼ିଆରେ ପାଳନ କରାଯିବ। ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ…

ହାତୀ ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

କଣ୍ଟାବାଞ୍ଜି,୨୫ା୧(ଡି.ଏନ.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଫରେଷ୍ଟ ରେଞ୍ଜ ଅଧିନ ପଖନମୁଣ୍ଡା ଗାଁରେ ଶୁକ୍ରବାର ରାତିରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଗୁରୁତର ଜଗତରାମ ବଗର୍ତ୍ତୀଙ୍କୁ କଣ୍ଟାବାଞ୍ଜି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକ ହେଲେ…

ଦନ୍ତାହାତୀ ଆକ୍ରମଣରେ ବୃଦ୍ଧ ମୃତ

ବାଲିଶଙ୍କରା, ୨୫।୧ (ଡି.ଏନ୍‌.ଏ.)- ସୁନ୍ଦରଗଡ଼ ଜିଲା ଉଜ୍ଜଳପୁର ରେଞ୍ଜ କିଞ୍ଜିରକେଲା ସେକ୍ସନ ଅଞ୍ଚଳରେ ଦନ୍ତାହାତୀ ଆକ୍ରମଣରେ ଶନିବାର ସକାଳ ୬ଟାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ତାଙ୍କ ସହିତ ଥିବା ସ୍ତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ମୃତକ ହେଲେ ଆନନ୍ଦ ପ୍ରକାଶ…

ୟାମାଗୁଚି ମହିଳା, ନିଶିମୋତୋ ପୁରୁଷ ଫାଇନାଲରେ

ବ୍ୟାଙ୍କକ୍‌, ୨୫ା୧ (ଏଏଫ୍‌ପି)-ଟପ୍‌ ସିଡ୍‌ ତଥା ବିଶ୍ୱର ନମ୍ବର ୩ ଖେଳାଳି ଜାପାନର ଆକାନେ ୟାମାଗୁଚି ଥାଇଲାଣ୍ଡ ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଏବଂ ତାଙ୍କ ଦେଶର କେଣ୍ଟା ନିଶିମୋତୋ ପୁରୁଷ ସିଙ୍ଗଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୟାମାଗୁଚି ସେମିଫାଇନାଲରେ…

ନ୍ୟୁଜିଲାଣ୍ଡ ଟୁର୍‌ରୁ ବାଦ୍‌ ପଡିଲେ ଖଲିଲ ଅହମ୍ମଦ

ଖ୍ରିଷ୍ଟଚର୍ଚ୍ଚ, ୨୫ା୧ (ପି.ଟି.)-ଭାରତ ଏ’ କ୍ରିକେଟ ଦଳର ଚଳିତ ନ୍ୟୁଜିଲାଣ୍ଡ ଟୁର୍‌ରୁ ବାମହାତୀ ପେସ୍‌ ବୋଲର ଖଲିଲ ଅହମ୍ମଦ ବାଦ୍‌ ପଡ଼ିଛନ୍ତି। ଜାନୁୟାରୀ ୨୨ରେ ଭାରତ ଏ’ର ନ୍ୟୁଜିଲାଣ୍ଡ ନ୍ୟୁଜିଲାଣ୍ଡ ଏ’ ବିପକ୍ଷ ମ୍ୟାଚ ବେଳେ ତାଙ୍କ ବାମ କଚଟିରେ ଆଘାତ…

ଭୋଗରାଇ ନାବାଳିକା ଜଗତ୍‌ସିଂହପୁରରୁ ଉଦ୍ଧାର

ଭୋଗରାଇ, ୨୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ଗୁନାଇବସାଣ ଗ୍ରାମର ବିଜୟ କୁମାର ଦେ ନାମକ ଯୁବକ ଜଣେ ନାବାଳିକାଙ୍କୁ ଅପହରଣ କରିନେଇଥିବା ତାଙ୍କ ବାପା ଭୋଗରାଇ ଥାନାରେ ଅଭିଯୋଗ କରିଥିଲେ। ଏହି ଘଟଣାରେ ଭୋଗରାଇ ଥାନା ପକ୍ଷରୁ ଅପହରଣକାରୀଙ୍କ ବିରୋଧରେ…

୨ ଗୋଷ୍ଠୀ ମଧ୍ୟରେ ଆକ୍ରମଣ: ୪ ଅଭିଯୁକ୍ତ ଗିରଫ

ରୂପ୍‌ସା, ୨୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅଞ୍ଚଳରେ ୨ ଗୋଷ୍ଠୀ ମଧ୍ୟରେ ମରଣାନ୍ତକ ଆକ୍ରମଣ ମାମଲାରେ ପୋଲିସ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ପିଞ୍ଛାବଣିଆ ଗ୍ରାମର ସାମେଶ୍ୱର ରାଉତ, ଆଙ୍କୋ ଗ୍ରାମର ସୁଜିତ ବେହେରା, ରମାକାନ୍ତ ବେହେରା…

ବୋଲେରୋ ଧକ୍କାରେ ମହିଳାଙ୍କ ଜୀବନ ଗଲା

ବାଲିଆପାଳ, ୨୫।୧(ସ୍ବ.ପ୍ର.)-ବାଲିଆପାଳ ବ୍ଲକ ବଉଳକୁଞ୍ଜ ପଡ଼ିଆଠାରେ ଅପକିରି ସାମନ୍ତରାୟ ନାମ୍ନୀ ମହିଳାଙ୍କୁ ବୋଲେରୋ ଧକ୍କା ଦେବାରୁ ତାଙ୍କର ମୃତ୍ୟୁ ହୋଇଯାଇଛି। ତାଙ୍କ ଘର ପ୍ରତାପୁର ଗ୍ରାମରେ। ଧକ୍କା ଦେଇଥିବା ବୋଲେରୋ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ଜାମକୁଣ୍ଡା ଫାଣ୍ଡି ଅଧିକାରୀ…

ହୃଦ୍‌ରୋଗୀଙ୍କୁ ଏସବୁ ଖାଇବା ମନା

ଆଜିକାଲି ଅନିୟମିତ ଜୀବନଶୈଳୀ ଓ ଖାଦ୍ୟପେୟ ଯୋଗୁ ଅନେକ ମାରାତ୍ମକ ରୋଗର ଶିକାର ହେବାକୁ ପଡୁଛି। ସବୁଠୁ ମାରାତ୍ମକ ହୃ୍‌ଦ୍‌ରୋଗ। କାରଣ ଏହା ହଠାତ୍‌ ରୋଗୀର ଜୀବନ ନେଇଯାଇଥାଏ। ତେବେ ହୃଦ୍‌ରୋଗୀମାନେ ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନ ଦେବା ଜରୁରୀ ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri