ଜେ.କେ. ମହାନ୍ତି ହେଲେ ଏଚ୍ଏଆଇର ଅବୈତନିକ ସଚିବ
ଭୁବନେଶ୍ୱର,୨୫ା୧(ବ୍ୟୁରୋ): ହୋଟେଲ ଆସୋସିଏଶନ ଅଫ୍ ଇଣ୍ଡିଆ(ଏଚ୍ଏଆଇ)ର ୨୩ତମ ବାର୍ଷିକ ସାଧାରଣ ପରିଷଦ ବୈଠକ ଗତ ୨୦ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଥିବା ବେଳେ ଆସୋସିଏଶନ୍ର ନୂତନ ପରିଚାଳନା କମିଟି ଗଠନ କରାଯାଇଛି। ଦି’ ଇଣ୍ଡିଆନ୍ ହୋଟେଲ୍ସ କମ୍ପାନୀ ଲିମିଟେଡ୍ ତଥା ତାଜ୍…
ଏନ୍ଏବିଏଲ୍ ସହ ସହବନ୍ଧିତ ହେବ ସରକାରୀ ମେଡିକାଲ
କଟକ ଅଫିସ,୨୫ା୧: ଏସ୍ସିବି ମେଡିକାଲକୁ ବିଶ୍ୱସ୍ତରୀୟ କରିବା ନିମନ୍ତେ ତତ୍ପରତା ଜୋର ଧରିଛି। ବୁଧବାର ଭୋରରୁ ୫-ଟି ସଚିବ, ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଗସ୍ତ କରି ସମୀକ୍ଷା କରିବା ପରେ ଶୁକ୍ରବାର ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ବିହାରୀ ଧଳ…
‘ନାରୀ ଚାହିଁଲେ ନୂତନ ଜଗତ ସୃଷ୍ଟି ହୋଇପାରିବ’
କଟକ ଅଫିସ,୨୫ା୧: ସାମ୍ପ୍ରତିକ ସମୟରେ ଯେଉଁ ଜଗତ ଦେଖୁଛନ୍ତି, ତାହା ପ୍ରକୃତ ଜଗତ ନୁହେଁ। ଅନ୍ୟ ଏକ ନୂତନ ଜଗତ ସୃଷ୍ଟି କରିବାକୁ ପଡିବ। ଏଥିପାଇଁ ନାରୀମାନଙ୍କର ଭୂମିକା ଗୁରୁତ୍ୱପୂର୍ଣ୍ଣ। ନାରୀ ଚାହିଁଲେ ନୂତନ ଜଗତ ସୃଷ୍ଟି ହୋଇପାରିବ ବୋଲି କଟକ…
ସାଧାରଣତନ୍ତ୍ର ଦିବସର ଗୋଟିଏ ଦିନ ପୂର୍ବରୁ ପୁଲଓ୍ବାମାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ
ଶ୍ରୀନଗର,୨୫।୧: ରାତି ପାହିଲେ ସାଧାରଣତନ୍ତ୍ର ଦିବସ। ଏହାର ଗୋଟିଏ ଦିନ ପୂର୍ବରୁ ଦକ୍ଷିଣ କଶ୍ମୀରର ପୁଲଓ୍ବାମା ଜିଲାର ତ୍ରାଲ୍ଠାରେ ଶନିବାର ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ଆତଙ୍କବାଦୀ ସଂଗଠନ ଜୈଶ୍-ଇ-ମହମ୍ମଦ୍ର ହାର୍ଡକୋର୍ କମାଣ୍ଡରଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୨ ଜଣ…
ଲଗାତାର ୬୦ ଥର ଥରିଲା ତୁର୍କୀ: ଚାପି ହୋଇ ୧୮ଜଣଙ୍କ ଜୀବନ ଗଲା
ଆଙ୍କରା,୨୫।୧: ତୁର୍କୀରେ ଶୁକ୍ରବାର ବିଳମ୍ବିତ ରାତ୍ରରେ ଲଗାତାର ୬୦ ଥର ଭୂକମ୍ପ ଅନୁଭୁତ ହୋଇଛି। ସେଥିମଧ୍ୟରେ ୧୫ଥର ବଡ଼ ଧରଣର ଭୂକମ୍ପ ହୋଇଛି। ଏଥିରେ ୧୮ ଜଣ ଲୋକଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଏଥିରେ ୫୦୦ରୁ ଅଧିକ ଲୋକ ଆହତ ହୋଇଥିବା…
ବିଜ୍ଞାନ ବାର୍ତ୍ତାକୁ ଶୁଣୁ ଭାରତ
ଡାଭୋସ୍,୨୫ା୧: ‘ବିଜ୍ଞାନକୁ ଶୁଣ’। ଜଳବାୟୁ ପରିବର୍ତ୍ତନର ଭୟାବହତାରୁ ମୁକ୍ତିପାଇବା ପାଇଁ ଡାଭୋସ୍ ମଞ୍ଚରୁ ଶୁକ୍ରବାର ଭାରତକୁ ଏହି ବାର୍ତ୍ତା ଦେଇଛନ୍ତି ସ୍ବଳ୍ପବୟସ୍କା ପରିବେଶ କର୍ମୀ ଗ୍ରେଟା ଥନ୍ବର୍ଗ। ଅନ୍ୟପକ୍ଷରେ ବିଶ୍ୱ ଅର୍ଥନୈତିକ ମଞ୍ଚ (ଡବ୍ଲ୍ୟୁଇଏଫ୍)ରେ ଜଳବାୟୁ ପରିବର୍ତ୍ତନର ମୁକାବିଲା ପାଇଁ ଉଦ୍ଦିଷ୍ଟ…
ହିଂସାରେ ସମ୍ପୃକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉ
ନୂଆଦିଲ୍ଲୀ,୨୫ା୧: ସିଏଏ ଓ ଏନ୍ଆର୍ସିକୁ ବିରୋଧ କରିବା ଆଳରେ ବିକ୍ଷୋଭ ସହ ହିଂସାକାଣ୍ଡ ଭିଆଉଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ୧୫୪ ବିଶିଷ୍ଟ ନାଗରିକ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ନିକଟରେ ଶୁକ୍ରବାର ଦାବି କରିଛନ୍ତି। ବିଭିନ୍ନ ଅବସରପ୍ରାପ୍ତ…
କପିଲ ମିଶ୍ରାଙ୍କ ବିରୋଧରେ ମାମଲା
ନୂଆଦିଲ୍ଲୀ,୨୫ା୧: ଦିଲ୍ଲୀର ଭାଜପା ନେତା କପିଲ ମିଶ୍ରାଙ୍କ ସାମ୍ପ୍ରଦ।ୟିକ ଟୁଇଟ୍କୁ ନେଇ କଠୋର ହୋଇଛନ୍ତି ନିର୍ବାଚନ କମିଶନ(ଇସି)। ତାଙ୍କ ବିରୋଧରେ ମାମଲା ରୁଜୁ କରିବା ପାଇଁ ଇସି ଶୁକ୍ରବାର ଦିଲ୍ଲୀ ପୋଲିସକୁ ନିର୍ଦ୍ଦେଶ ଦେଇଛନ୍ତି। ନୂଆଦିଲ୍ଲୀର ଶାହିନବାଗରେ ନାଗରିକତ୍ୱ ସଂଶୋଧନ ଆଇନ…
ତଥ୍ୟ ଦେଉନାହିଁ ତିହାର ଜେଲ୍, କୋର୍ଟ ଗଲେ ଦୋଷୀ
ନୂଆଦିଲ୍ଲୀ,୨୫ା୧: ନିର୍ଭୟା ବଳାତ୍କାର, ହତ୍ୟା ମାମଲାର ଅନ୍ୟ ୨ ଦୋଷୀ ଅକ୍ଷୟ କୁମାର ସିଂ ଓ ପଓ୍ବନ ସିଂଙ୍କ ଓକିଲ ଏ.ପି. ସିଂ ତିହାର ଜେଲ୍ ଅଧିକାରୀ ତଥ୍ୟ ଦେବାରେ ଜାଣିଶୁଣି ବିଳମ୍ବ କରୁଛନ୍ତିି ବୋଲି ଅଭିଯୋଗ କରିବା ସହ ଦିଲ୍ଲୀ…
ଆଇନ ହେଲା ବ୍ରେକ୍ଜିଟ ଚୁକ୍ତି
ଲଣ୍ଡନ,୨୫ା୧(ଆଇଏଏନ୍ଏସ୍): ବ୍ରିଟିଶ୍ ପ୍ରଧାନମନ୍ତ୍ରୀ ବୋରିସ୍ ଜନ୍ସନଙ୍କ ବ୍ରେକ୍ଜିଟ ଚୁକ୍ତି ସମସ୍ତ ପାର୍ଲମେଣ୍ଟାରୀ ପ୍ରତିବନ୍ଧକ ଅତିକ୍ରମ କରି ରାଣୀଙ୍କ ମଞ୍ଜୁରୀ ପାଇବା ପରେ ଆଇନରେ ପରିଣତ ହୋଇଛି। ଫଳରେ ୟୁରୋପୀୟ ସଂଘ (ଇୟୁ)ରୁ ବ୍ରିଟେନ ବାହ।ରିଯିବା ପାଇଁ ପଥ ପରିଷ୍କାର ହୋଇଯାଇଛି। ଏନେଇ…
କରୋନା ନେଲାଣି ୨୬ ମୁଣ୍ଡ
ବେଜିଂ,୨୫ା୧(ପି.ଟି.): ଚାଇନାରେ କରୋନା ଭୂତାଣୁ ନେଲାଣି ୨୬ ଜୀବନ। ସେଠାରେ ସ୍ଥିତି ଅଣାୟତ୍ତ ହୋଇପଡ଼ିଛି। ୮୩୦ରୁ ଊର୍ଦ୍ଧ୍ୱ ଏହି ଭୂତାଣୁ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣକୁ ନିୟନ୍ତ୍ରଣ କରିବା ଲାଗି ଚାଇନା ସରକାର ଗୋଟିଏ ପରେ ଗୋଟିଏ ପଦକ୍ଷେପ ଗ୍ରହଣ କରୁଛନ୍ତି।…
ଭୋଟର ପରିଚୟପତ୍ରରେ ସଂଯୋଗ ହେବ ଆଧାର: ଜନପ୍ରତିନିଧି ଆଇନରେ ସଂଶୋଧନ ପାଇଁ ପ୍ରସ୍ତୁତି
ନୂଆଦିଲ୍ଲୀ,୨୫ା୧(ଆଇଏଏନ୍ଏସ୍): ଭୋଟର ପରିଚୟପତ୍ର ସହ ଆଧାର ନମ୍ବରକୁ ସଂଯୋଗ କରାଯିବ। ଏଥିପାଇଁ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ନୂଆ ଆଇନ ପ୍ରସ୍ତୁତ କରୁଥିବା ଜଣାପଡିଛି। ଅନେକେ ଏକାଧିକ ସ୍ଥାନରେ ନିଜକୁ ଭୋଟର ଭାବେ ପଞ୍ଜୀକୃତ କରିଛନ୍ତି। ସେଗୁଡ଼ିକୁ ବନ୍ଦ କରିବାକୁ ହେଲେ ଭୋଟର…
Archives


