ଅକ୍ସଫୋର୍ଡ ଡିକ୍ସନାରିରେ ‘ଆଧାର’
ନୂଆଦିଲ୍ଲୀ,୨୫ା୧: ଅକ୍ସଫୋର୍ଡ ଡିକ୍ସନାରିରେ ‘ଆଧାର’ ଶବ୍ଦ ସ୍ଥାନ ପାଇଛି। ଏହାର ଦଶମ ସଂସ୍କରଣରେ ଆହୁରି ୨୫ଟି ଭାରତୀୟ ଶବ୍ଦକୁ ସାମିଲ କରାଯାଇଛି। ଅକ୍ସଫୋର୍ଡ ଆଡଭାନ୍ସଡ ଲର୍ନର ଡିକ୍ସନାରି(ଓଏଏଲ୍ଡି)ର ସଦ୍ୟ ସଂସ୍କରଣକୁ ଶୁକ୍ରବାର ଉନ୍ମୋଚନ କରାଯାଇଛି। ଏଥିରେ ୩୮୪ଟି ଭାରତୀୟ ଶବ୍ଦ ରହିଛି।…
ରାଜନୀତିକୁ ଅପରାଧମୁକ୍ତ କରାଯାଉ
ନୂଆଦିଲ୍ଲୀ,୨୫ା୧,(ପି.ଟି./ଆଇଏଏନ୍ଏସ୍) : ଆପରାଧିକ ପୃଷ୍ଠଭୂମିର ବ୍ୟକ୍ତିମାନଙ୍କୁ ରାଜନୀତିରୁ ବାହାର କରାଯିବ। ସେମାନଙ୍କ ଉପସ୍ଥିତି ରାଜନୈତିକ ବାତାବରଣକୁ କଳୁଷିତ କରିବାରେ ଲାଗିଛି। ଏଥିପାଇଁ ରାଜନୀତିର ଅପରାଧୀକରଣକୁ ନେଇ ଶୁକ୍ରବାର ସୁପ୍ରିମକୋର୍ଟ ଚିନ୍ତାବ୍ୟକ୍ତ କରିଛନ୍ତି। ଜଷ୍ଟିସ୍ ଆର୍.ଏଫ୍. ନରିମାନ ଏବଂ ଏସ୍. ରବୀନ୍ଦ୍ର ଭଟ୍ଟଙ୍କୁ…
ଅତ୍ୟଧିକ ଟିକସ ସାମାଜିକ ଅନ୍ୟାୟ: ସିଜେଆଇ
ନୂଆଦିଲ୍ଲୀ, ୨୫ା୧ (ଆଇଏଏନ୍ଏସ୍) : ଟିକସ ଠକେଇ ହେଉଛି ଭାରତୀୟ ନାଗରିକମାନଙ୍କ ପ୍ରତି ସାମାଜିକ ଅନ୍ୟାୟ। ସେହିପରି ସରକାରଙ୍କ ପକ୍ଷରୁ ଲୋକଙ୍କ ଉପରେ ସ୍ବେଚ୍ଛାଚାର ଭାବେ କିମ୍ବା ଅତ୍ୟଧିକ ଟାକ୍ସ ଲଗାଇବା ମଧ୍ୟ ସାମାଜିକ ଅନ୍ୟାୟ ଶ୍ରେଣୀରେ ଆସୁଛି ବୋଲି ଶୁକ୍ରବାର…
ମଧୁମେହ ରୋଗୀଙ୍କ ପାଇଁ ଉପକାରୀ ମେଥି ଶାଗ
ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁସାରେ, ମେଥି ଶାଗ ଶରୀର ପାଇଁ ଉପକାରୀ ହୋଇଥାଏ। ମେଥି ଶାଗରେ ପ୍ରୋଟିନ୍, ଫାଇବର୍ ଏବଂ ଆଇରନ୍ ପ୍ରଚୁର ମାତ୍ରାରେ ମିଳିଥାଏ। ଏଥିରେ ଥିବା ଆଣ୍ଟି ଇନ୍ଫ୍ଲାମେଟରୀ ଗୁଣ ଶରୀରର ବିଭିନ୍ନ ଯନ୍ତ୍ରଣା ଦୂର ହୋଇଥାଏ। ମେଥି ଶାଗରେ…
ଜାତୀୟ ଜୁନିୟର ଭଲିବଲ: ସମୀର, ପାର୍ବତୀଙ୍କୁ ଓଡ଼ିଶାର ନେତୃତ୍ୱ
ଭୁବନେଶ୍ୱର, ୨୪।୧ (ସ୍ପୋଟର୍ସ ବ୍ୟୁରୋ)- ଆନ୍ଧ୍ର ପ୍ରଦେଶର ଓ୍ବାଇଏସ୍ଆର୍ କଡପ୍ପା ଜିଲାସ୍ଥିତ ରାଜାମପେଟ୍ଠାରେ ଆସନ୍ତା ୨୬ରୁ ୩୧ ତାରିଖ ପର୍ଯ୍ୟନ୍ତ ଜାତୀୟ ଜୁନିୟର ଭଲିବଲ୍ (ବାଳକ/ବାଳିକା) ଚାମ୍ପିୟନଶିପ୍ର ୪୬ତମ ସଂସ୍କରଣ ଅନୁଷ୍ଠିତ ହେବ। ଏଥିଲାଗି ଓଡ଼ିଶା ବାଳିକା ଓ ବାଳକ ଦଳ…
ପ୍ରଥମ ଟି୨୦ରେ ପାକିସ୍ତାନ ବିଜୟୀ
ଲାହୋର, ୨୪।୧- ଭ୍ରମଣକାରୀ ବାଂଲାଦେଶ ବିପକ୍ଷରେ ଶୁକ୍ରବାର ଏଠାରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍କୁ ପାକିସ୍ତାନ ୫ ଉଇକେଟ୍ରେ ଜିତିନେଇଛି। ବାଂଲାଦେଶ ପକ୍ଷରୁ ଧାର୍ଯ୍ୟ ୧୪୨ ରନର ଲକ୍ଷ୍ୟକୁ ବାବର ଆଜାମଙ୍କ ନେତୃତ୍ୱାଧୀନ ପାକିସ୍ତାନ ୩ଟି ବଲ୍ ଓ ୫ ଉଇକେଟ୍…
କେଜରିଓ୍ବାଲଙ୍କୁ ଟାର୍ଗେଟ କଲେ ଶାହା
ନୂଆଦିଲ୍ଲୀ,୨୪।୧: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ନେଇ ଏବେ ରାଜନୀତି ହୋଇଛି ସରଗରମ। ଏବେ ପ୍ରାୟ ସବୁ ଦଳର ଷ୍ଟାର ପ୍ରଚାରକମାନେ ମଇଦାନକୁ ଓହ୍ଲାଇଛନ୍ତି। ଏହି କ୍ରମରେ ଶୁକ୍ରବାର ଭାଜପାର ଷ୍ଟାର ପ୍ରଚାରକ ତଥା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପ୍ରଚାରରେ ବାହାରିଛନ୍ତି। ଏହି…
ନିର୍ଭୟା ଦୋଶୀଙ୍କ ଫାଶୀ ଘୁଞ୍ଚାଇବାକୁ କୌଶଳ କରୁଛନ୍ତି ଓକିଲ: ଉପ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ,୨୪।୧: ବହୁ ଚର୍ଚ୍ଚିତ ୨୦୧୨ ନିର୍ଭୟା ଗଣବଳାତ୍କାର ମାମଲାର ଦୋଷୀଙ୍କ ଫାଶୀ ତାରିଖକୁ ଘୁଞ୍ଚାଇ ଦେବାକୁ ଦୋଷୀଙ୍କ ପକ୍ଷରୁ ଲଢୁଥିବା ଓକିଲ କୌଶଳ କରୁଛନ୍ତି ବୋଲି ଶୁକ୍ରବାର କହିଛନ୍ତି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଶ ସିସୋଦିଆ। ଏହାସହ ଓକିଲ ନ୍ୟାୟ ବ୍ୟବସ୍ଥାର ମଜା…
ଶିକ୍ଷାରୁ ବଞ୍ଚିତ ହେବେ ନାହିଁ ଘାଟିର ଜଣେ ବି ଶିଶୁ: ରମେଶ ପୋଖରିଓ୍ବାଲ
ଶ୍ରୀନଗର,୨୪।୧: ଭାରତ ସରକାର ସମସ୍ତଙ୍କ ପାଇଁ ଶିକ୍ଷା ସୁନିଶ୍ଚିତ କରିବାକୁ ଏଠାରେ ଶିକ୍ଷା ଅଧିନିୟମ ଲାଗୁ କରିଛନ୍ତି। ତେଣୁ ଏବେ ଘାଟିରେ କୌଣସି ଶିଶୁ ଶିକ୍ଷାରୁ ବଞ୍ଚିତ ହେବେ ନାହିଁ ବୋଲି ଶୁକ୍ରବାର ଶୀଗନରରେ ଏହା କହିଛନ୍ତି ମାନବ ସମ୍ବଳ ବିକାଶ…
୬ ଦିନ ମଧ୍ୟରେ ଦ୍ୱିତୀୟଥର କେ-୪ ବାଲିଷ୍ଟିକ କ୍ଷେପଣାସ୍ତ୍ରର ହେଲା ସଫଳ ପରୀକ୍ଷଣ
ବିଶାଖାପାଟନମ,୨୪।୧: ସରକାରୀ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି ଯେ ମାତ୍ର ୬ ଦିନ ମଧ୍ୟରେ ଦ୍ୱିତୀୟଥର ଭାରତ କେ-୪ ବାଲିଷ୍ଟିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଛି। ୩୫୦୦ କିଲୋମିଟର ପର୍ଯ୍ୟନ୍ତ ଲକ୍ଷ୍ୟ ଭେଦ କରିବାର କ୍ଷମତା ରଖୁଥିବା ଏହି କ୍ଷେପଣାସ୍ତ୍ରକୁ ବିଶାଖାପାଟନମ…
ନେପାଳରେ ଚିହ୍ନଟ ହେଲେ ପ୍ରଥମ କୋରୋନା ଭାଇରସ ରୋଗୀ
କାଠମାଣ୍ଡୁ,୨୪।୧: ଚାଇନାର ଉହାନ ସହରରୁ ଆସିଥିବା ଜଣେ ଛାତ୍ରଙ୍କ ନିକଟରେ କୋରୋନା ଭାଇରସ ପଜିଟିଭ ଥିବା ଚିହ୍ନଟ ହୋଇଛି। ନେପାଳ ସ୍ବାସ୍ଥ୍ୟମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ଏହି ଭାଇରସ ଗତବର୍ଷ ଡିସେମ୍ବରରେ ଚାଇନାର ଉହାନ ସହରରେ ଚିହ୍ନଟ ହୋଇଥିବା ବେଳେ ଏବେ…
ଡିଗ୍ରୀ କଲେଜ ଗଭର୍ଣ୍ଣିଂ ବଡି ଭାଙ୍ଗିଲା
ଭୁବନେଶ୍ୱର,୨୪।୧(ବ୍ୟୁରୋ): ଭାଙ୍ଗିଲା ଡ୍ରିଗ୍ରୀ କଲେଜ ଗଭର୍ଣ୍ଣିଂ ବଡି। ସମସ୍ତ ବେସରକାରୀ ଅନୁଦାନପ୍ରାପ୍ତ ଡିଗ୍ରୀ କଲେଜର ଗଭର୍ଣ୍ଣିଂ ବଡି ଭାଙ୍ଗିବା ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ଦ୍ଦେଶନାମାକୁ ତତ୍କାଳ ଲାଗୁ କରିବା ନେଇ ଏଥିରେ ଉଲ୍ଲେଖ ରହିଛି।…
Archives


