ପୁଣିଥରେ ଆଉ ଏକ ବୋମା ଫୁଟାଇବେ ଟ୍ରମ୍ପ, ସାରା ବିଶ୍ୱକୁ କରିବେ ଚକିତ! ୨୦ ଏପ୍ରିଲକୁ ଲାଗୁ ହୋଇପାରେ…
ଓ୍ବାଶିଂଟନ,୧୫।୪: ଜାନୁଆରୀ ୨୦ରେ ଡୋନାଲ୍ଡ ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ, ସେ ଯେଉଁ ପ୍ରଥମ ଆଦେଶ ଜାରି କରିଥିଲେ ତାହା ଦେଶର ଦକ୍ଷିଣ ସୀମାରେ ଏକ ଜାତୀୟ ଜରୁରୀକାଳୀନ ପରିସ୍ଥିତି ଲାଗୁ କରିବା ସହିତ ଜଡିତ…
ଏନ୍ଡିଏରୁ ଓହରିଲେ ପଶୁପତି ପାରସ:ଆଣିଲେ ସାଂଘାତିକ ଅଭିଯୋଗ
ନୂଆଦିଲ୍ଲୀ,୧୫।୪:ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍ଡିଏ)ରୁ ରାଷ୍ଟ୍ରୀୟ ଲୋକ ଜନଶକ୍ତି ପାର୍ଟି (ଆର୍ଏଲ୍ଜେପି) ଓହରିଯାଇଥିବା ଏହାର ମୁଖ୍ୟ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପଶୁପତି କୁମାର ପାରସ ଘୋଷଣା କରିଛନ୍ତି। ଦଳିତ ପାର୍ଟି ହୋଇଥିବାରୁ ଆର୍ଏଲ୍ଜେପି ଅନ୍ୟାୟର ସମ୍ମୁଖୀନ ହୋଇଥିଲା। ବିହାରରେ…
ମହିଳା ସେଲିବ୍ରିଟିଙ୍କୁ ମହାକାଶ ପଠାଇଲା ବ୍ଲୁ ଅରିଜିନ୍
ଓ୍ବାଶିଂଟନ,୧୪।୪:ପପ୍ ଗାୟିକା କେଟି ପେରୀ ଏବଂ ଆମେରିକୀୟ ଟିଭି ବ୍ୟକ୍ତିତ୍ୱ ଗେଲେ କିଙ୍ଗ୍ଙ୍କ ସମେତ ୬ ମହିଳା ସେଲିବ୍ରିଟିଙ୍କୁ ନେଇ ଜେଫ୍ ବେଜୋସ୍ଙ୍କ ବ୍ଲ୍ୟୁ ଅରିଜିନ୍ର ସ୍ପେସ୍କ୍ରାଫ୍ଟ ସୋମବାର ମହାକାଶକୁ ଯାଇଛି। ସେଲିବ୍ରିଟଙ୍କ ସହ ବେଜୋସ୍ଙ୍କ ପ୍ରେମିକା ଲୌରେନ୍ ସାଞ୍ଚେଜ୍ ମଧ୍ୟ…
ଜେନେଭାରେ ନିଲାମ ହେବ ଭାରତର ଦୁର୍ଲଭ ହୀରା
ଜେନେଭା, ୧୪।୪:ଭାରତର ରାଜକୀୟ ଐତିହ୍ୟକୁ ଦର୍ଶାଉଥିବା ବିରଳ ‘ଦି ଗୋଲକୋଣ୍ଡା ବ୍ଲ୍ୟୁ’ ହୀରାର ନିଲାମ ହେବାକୁ ଯାଉଛି। ଆସନ୍ତା ମେ ୧୪ରେ ସୁଇଜରଲାଣ୍ଡର ଜେନେଭାସ୍ଥିତ ‘କ୍ରିଷ୍ଟିଜ୍ ମାଗ୍ନିଫିସେଣ୍ଟ ଜୁଏଲ୍ସ ଅକ୍ସନ’ରେ ଏହି ହୀରା ନିଲାମ ହେବାକୁ ଯାଉଛି। ଐତିହାସିକଙ୍କ ଅନୁଯାୟୀ, ‘ଦି…
୪୮ ହଜାର ଟଙ୍କାରୁ ଅଧିକ ବିଦ୍ୟୁତ ବିଲ ଆସୁଥିଲେ କଟିଯିବ ପେନସନ
ଜୟପୁର,୧୪।୪: ରାଜସ୍ଥାନ ସରକାର ଏକ ବଡ଼ ଏବଂ ବହୁଚର୍ଚ୍ଚିତ ନିଷ୍ପତ୍ତି ନେବାକୁ ଯାଉଛନ୍ତି, ଯାହା ଦ୍ୱାରା ହଜାର ହଜାର ପେନସନଭୋଗୀଙ୍କ ନିଦ ହଜାଇପାରେ। ଏବେ ବାର୍ଷିକ ୪୮ ହଜାର ଟଙ୍କାରୁ ଅଧିକ ବିଦ୍ୟୁତ ବିଲ ପୈଠ କରୁଥିବା ଲୋକଙ୍କୁ ପେନସନ ଯୋଜନାରୁ…
ହନୁମାନ ଜୟନ୍ତୀରେ ଖଣ୍ଡା ବୁଲାଇଲେ ବିଧାୟକ: ଚାରିଆଡ଼େ ଚର୍ଚ୍ଚା
ବରଗଡ଼, ୧୪।୪(ପ୍ରେମାନନ୍ଦ ଖମାରୀ): ସୋମବାର ସନ୍ଧ୍ୟାରେ ବରଗଡ଼ ସହରରେ ହନୁମାନ ଜୟନ୍ତୀ ଅବସରରେ ଶୋଭାଯାତ୍ରା ହୋଇଥିଲା। ସ୍ଥାନୀୟ ସମଲେଶ୍ବରୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିଥିଲା। ଏହି ଶୋଭାଯାତ୍ରାରେ ବରଗଡ଼ ବିଧାୟକ ଅଶ୍ବିନୀ କୁମାର ଷଡଙ୍ଗୀ ସାମିଲ…
NIA ଅଧିକାରୀଙ୍କୁ ଏହି ୩ ଜିନିଷ ମାଗିଲେ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତହଉର ରାଣା
ମୁମ୍ବାଇ,୧୪।୪: ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତହଉର ହୁସେନ ରାଣାକୁ ଜାତୀୟ ତଦନ୍ତ ସଂସ୍ଥା (NIA) ଅଧିକାରୀମାନେ ପ୍ରତିଦିନ ୮ରୁ ୧୦ ଘଣ୍ଟା ପଚରାଉଚରା କରି ଏହି ଭୟଙ୍କର ଆକ୍ରମଣ ପଛର ବଡ଼ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ କରିବାକୁ ଚେଷ୍ଟା କରୁଛନ୍ତି। ସୋମବାର…
ଅନନ୍ୟ ଭାଇଚାରା: ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଲେ ଇମତିଆଜ
ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ଆଜି ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତି ତଥା ଓଡିଆ ନବବର୍ଷ । ବରଗଡ଼ ସମେତ ସବୁଠି ଉତ୍ସାହ, ଉଦ୍ଦୀପନା ସହକାରେ ଏହି ପର୍ବ ପାଳିତ ହେଉଛି । ହନୁମାନ ମନ୍ଦିର ତଥା ଶକ୍ତି ପୀଠରେ ପୂଜାର୍ଚ୍ଚନା ଚାଲିଛି। ବିଭିନ୍ନ…
ଦଣ୍ଡଯାତ୍ରା ଉଦଯାପିତ: ମେରୁ ପର୍ବରେ ମା’ କାଳୀପୀଠ ଲୋକାରଣ୍ୟ
ହିଞ୍ଜିିଳିକାଟୁ, ୧୪।୪(ଦ୍ବିତୀକୃଷ୍ଣ ପଣ୍ଡା): ସୋମବାର ହିଞ୍ଜିିଳିକାଟୁ ଏବଂ ବିଭିନ୍ନ ଗ୍ରାମରେ ମା’ଦଣ୍ଡକାଳୀଙ୍କ ମେରୁପୀଠଗୁଡିକରେ ଦଣ୍ଡଯାତ୍ରା ଉଦଯାପିତ ହୋଇଯାଇଛି। ମେରୁ ଖୁଣ୍ଟରେ ପୂଜା ନିମନ୍ତେ ଲୋକାରଣ୍ୟ ହୋଇଛି। ମେରୁଯାତ୍ରାରେ ହିଞ୍ଜିଳିର ୨ ଦଣ୍ଡ ପୁଞ୍ଜା ସମେତ ନିକଟବର୍ତ୍ତୀ ପୋଚିଲିମା, ବୁରୁପୋଡା, ସମରଝୋଳ, ଆଲପୁର,…
ପେଟ୍ରୋଲ ପମ୍ପରେ ଛାଉଣୀ ନାହିଁ: ତେଲ ଭରିବାକୁ ଆସି ଖରାରେ ଶିଝୁଛନ୍ତି ଗ୍ରାହକ
ବରଗଡ଼,୧୪।୪(ପ୍ରେମାନନ୍ଦ ଖମାରୀ): ବରଗଡରେ ଦିନକୁ ଦିନ ତାତି ବଢ଼ି ଚାଲିଛି। ଅ୍ଯଯବର୍ଷ ତୁଳନାରେ ଏଥର ତାତି ଅସମ୍ଭାଳ ହେବ ବୋଲି ଆକଳନ କରାଯାଉଛି। ଏହାସତ୍ତ୍ୱେ ତାତିର ମୁକାବିଲା ପାଇଁ ଏପର୍ଯ୍ୟନ୍ତ ସେଭଳି କିଛି ଠୋସ୍ ପଦକ୍ଷେପ ନିଆଯାଇ ନ ଥିବା ପରିଲକ୍ଷିତ…
ଜିଲାପାଳଙ୍କୁ ଝୁରୁଛନ୍ତି ଦୁର୍ଗମ ଅଞ୍ଚଳବାସୀ: ସ୍କୁଟିରେ ବୁଲି ଲୋକଙ୍କ ବୁଝୁଥିଲେ ସମସ୍ୟା
ଦାରିଙ୍ଗବାଡି, ୧୪।୪ (ଅରୁଣ ସାହୁ):କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କୁ ଝୁରୁଛନ୍ତି ଦାରିଙ୍ଗବାଡିର ଏକାଧିକ ଦୁର୍ଗମ ଅଞ୍ଚଳବାସୀ। ସେ ଆଉ ଅଞ୍ଚଳରେ ଜଣେ ସାଧାରଣ ମଣିଷ ଭଳି ସ୍କୁଟିରେ ବୁଲୁନାହାନ୍ତି। ଲୋକଙ୍କ ସମସ୍ୟା ଶୁଣୁଥିଲେ ସିଧା ଲୋକଙ୍କ ନିକଟକୁ ଯାଉଥିଲେ ହେଲେ ଗତ…
Video:ସିଂହ ସହ ଫଟୋ ଉଠାଇବାକୁ ଯାଇଥିଲେ ଏହି ବ୍ୟକ୍ତି, ତା’ପରେ ଘଟିଲା ଏମିତି, ଦେଖନ୍ତୁ ଲୋମଟାଙ୍କୁରା ଭିଡିଓ
ଆଜିକାଲି ସୋସିଆଲ ମିଡିଆରେ ଏକ ଲୋମଟାଙ୍କୁରା ଭିଡିଓ ଭାଇରାଲ ହେବାରେ ଲାଗିଛି। ସିଂହ ସହ ଫଟୋ ଉଠାଇବାକୁ ଯାଇଥିବା ଜଣେ ବ୍ୟକ୍ତିଙ୍କ ଜୀବନ କିପରି ବିପଦରେ ପଡ଼ିଯାଇଛି। ତାହା ଏହି ଭିଡିଓରେ ଦେଖିବାକୁ ମିଳିଛି। ଭିଡିଓରେ ବ୍ୟକ୍ତି ଜଣକ ଏକ ପୋଷା…
Archives


