Home

ବ୍ଲାକ୍‌ କ୍ୟାପ୍‌ ଚ୍ୟାଲେଞ୍ଜ

ଏକ ସମ୍ପୂର୍ଣ୍ଣ ସିରିଜ ଖେଳିବା ପାଇଁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ନ୍ୟୁଜିଲାଣ୍ଡ ଗସ୍ତ କରିଛି। ଭାରତ ଓ ନ୍ୟୁଜିଲାଣ୍ଡ ୫ଗୋଟି ଟି୨୦, ୩ଟି ଦିନିକିଆ ଏବଂ ୨ଟି ଟେଷ୍ଟ ମ୍ୟାଚରେ ପରସ୍ପରକୁ ଭେଟିବେ। ୨୪ ତାରିଖରେ ଅକ୍‌ଲାଣ୍ଡଠାରେ ପ୍ରଥମ ଟି୨୦…

ରାନୁ ଟ୍ରୋଲ୍‌ ହେବା ପରେ ହିମେଶ କହିଲେ ଯାହାର ସ୍ଥାନ ଯେଉଁଠି

ପଶ୍ଚିମବଙ୍ଗର ରାଣାଘାଟ ରେଲଓ୍ବେ ଷ୍ଟେଶନରେ ବସି ଲତା ମଙ୍ଗେସକରଙ୍କ କଣ୍ଠରେ ଗୀତ ଗାଇ ରାନୁ ମଣ୍ଡଳ ରାତାରାତି ସୁପରଷ୍ଟାର ପାଲଟି ଯାଇଥିଲେ। ସେତେବେଳେ ରାନୁଙ୍କ ଏକ ଭିଡିଓ ସୋସିିଆଲ ମିଡିଆରେ ବେଶ୍‌ ଭାଇରାଲ ହୋଇଥିଲା। ଏହା ପରେ ବଲିଉଡ୍‌ର ଗୀତିକାର, ଗାୟକ…

ବଜରଙ୍ଗ ଦଳର ନେତାଙ୍କୁ ହତ୍ୟା

ପାଟନା,୨୪।୧: ବିହାରର ବୈଶାଳୀସ୍ଥିତ ହାଜିପୁରରେ ଜଣେ ବଜରଙ୍ଗ ଦଳର ନେତାଙ୍କୁ ହତ୍ୟା କରାଯାଇଛି। ହାଜିପୁର ଏସଡିପିଓ ରାଘବ ଦୟାଲଙ୍କ ମୁତାବକ, ବଜରଙ୍ଗ ଦଳର କାର୍ଯ୍ୟକର୍ତ୍ତା ୩୬ ବର୍ଷୀୟ ନୀରଜ କୁମାରଙ୍କ ମୃତଦେହ ଏକ କୂଅରୁ ଉଦ୍ଧାର କରାଯାଇଛି। ନୀରଜ ଶରୀରରେ ଗୁଳି…

ଫଳ ଭେଣ୍ଡିଂ ଜୋନ୍‌ରେ ଅଗ୍ନିକାଣ୍ଡ: ଜଳିଗଲା ୧୭ ଦୋକାନ

ଭୁବନେଶ୍ବର,୨୪ା୧(ବ୍ୟୁରୋ):କଳ୍ପନା ଛକ ନିକଟ ମା’ ତାରିଣୀ ଭେଣ୍ଡିଂ ଜୋନରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟଛି। ଏଥିରେ ୧୭ରୁ ଊର୍ଦ୍ଧ୍ୱ ଫଳ ଦୋକାନ ପୋଡି ପାଉଁଶ ହୋଇଯାଇଛି। ଦୋକାନରେ ଥିବା ଫଳ ଓ ଅନ୍ୟ ସାମଗ୍ରୀ ଜଳି ଯାଇଛି। ସୂଚନାନୁଯାୟୀ,…

ମା’ଙ୍କ ଶୁଦ୍ଧିକ୍ରିୟା ପାଇଁ ଜେଲ୍‌ରୁ ବାହାରିଲେ ପୁଞ୍ଜିଲାଲ

ବଲାଙ୍ଗୀର ଅଫିସ,୨୪ା୧: ବଲାଙ୍ଗୀର ଜିଲା ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲ ଯାଇଥିବା ମୁଖ୍ୟ ଅଭିଯୁକ୍ତ ଅଧ୍ୟାପକ ପୁଞ୍ଜିଲାଲ ମେହେର ଜାମିନ ପାଇ ଜେଲରୁ ମୁକୁଳିଛନ୍ତି। ମା’ଙ୍କ ଶୁଦ୍ଧିକ୍ରିୟା ପାଇଁ ହାଇକୋର୍ଟ ସର୍ତ୍ତମୂଳକ ଭାବେ ମାତ୍ର ୪…

ବିଶ୍ୱକୁ ଭୟ ‘ସାର୍ସ’ ସଂକ୍ରମଣ

ଫୁସ୍‌ଫୁସରେ ଗୁରୁତର ପ୍ରଦାହକୁ ‘ସାର୍ସ’ (ସିଭିୟର ଆକ୍ୟୁଟ ରେସିପିରେଟୋରି ସିଣ୍ଡ୍ରୋମ୍‌ )କୁହାଯାଏ। ଭୂତାଣୁ ସଂକ୍ରମଣରୁ ଏହା ହୋଇଥାଏ। ଅଧିକ ଜ୍ୱର, କାଶ ଓ ମୁଣ୍ଡବିନ୍ଧା ହୁଏ। ବାନ୍ତି ଲାଗେ। ପ୍ରତିବର୍ଷ ଶୀତଦିନେ ଚାଇନା, କୋରିଆ ଓ ମଧ୍ୟପ୍ରାଚ୍ୟ ଦେଶରେ ଏହା ମହାମାରୀ…

ଜାତୀୟ ଶିଶୁକନ୍ୟା ଦିବସ: ସୁନିଶ୍ଚିତ କରାଯାଉ ବାଳିକାଙ୍କ ଅଧିକାର

ଭାରତରେ ମହିଳା ଓ ଝିଅମାନଙ୍କୁ ଦେବୀ ଓ ଲକ୍ଷ୍ମୀ ଭାବେ ବିବେଚନା କରାଯାଉଥିବା ବେଳେ ସେମାନେ ସମାଜରେ ଅସମାନତାର ଶିକାର ହେଉଛନ୍ତି। ଏହାକୁ ଦୂର କରି ଶିଶୁକନ୍ୟାମାନେ କିଭଳି ଏକ ସଶକ୍ତ,ସୁରକ୍ଷିତ ପରିବେଶ ପାଇପାରିବେ ସେଥିଲାଗି ପ୍ରତିବର୍ଷ ୨୪ ଜାନୁୟାରୀରେ ଜାତୀୟ…

ବନ୍ଧାପଡ଼ିଛି ଶୈଶବ

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ଶିଶୁକନ୍ୟା ତଥା ଝିଅମାନଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟର ବିକାଶ ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଏକାଧିକ ଯୋଜନା କରୁଛନ୍ତି। କେନ୍ଦ୍ର ସରକାରଙ୍କ ‘ବେଟି ବଚାଓ ବେଟି ପଢ଼ାଓ’ ଅଭିଯାନରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ‘ବିଜୁ କନ୍ୟାରତ୍ନ ଯୋଜନା’…

ଗର୍ଭବତୀଙ୍କୁ ଭିଜା ପ୍ରଦାନରେ ଆମେରିକାର କଟକଣା

ଓ୍ବାଶିଂଟନ,୨୪ା୧:‘ପ୍ରଜନନ ପର୍ଯ୍ୟଟନ’ ଉପରେ କଟକଣା ଲଗାଇବାକୁ ଯାଉଛନ୍ତି ଆମେରିକା ସରକାର। ଅନେକ ମହିଳା ପିଲା ଜନ୍ମ କରିବାକୁ ଆମେରିକା ଆସୁଛନ୍ତି, ଯେପରି ସେମାନଙ୍କ ପିଲା ସେଠାର ପାସ୍‌ପୋର୍ଟ ପାଇବାକୁ ଯୋଗ୍ୟ ହୋଇପାରିବ। ଏଭଳି ବ୍ୟବସ୍ଥା ବନ୍ଦ କରିବା ଲାଗି ଡୋନାଲ୍ଡ ଟ୍ରମ୍ପ୍‌…

ରାଜନୀତିରେ ରାଜ୍‌ ଠାକ୍‌ରେଙ୍କ ପୁଅ

ମୁମ୍ବାଇ,୨୪ା୧: ମହାରାଷ୍ଟ୍ର ନବନିର୍ମାଣ ସେନା(ଏମ୍‌ଏନ୍‌ଏସ୍‌) ମୁଖ୍ୟ ରାଜ୍‌ ଠାକ୍‌ରେ ଗୁୁରୁବାର ଦଳର ନୂଆ ପତାକା ଅନାବରଣ କରିଛନ୍ତି। ଏହାସହ ତାଙ୍କ ପୁଅ ଅମିତ ଠାକ୍‌ରେ(୨୭) ରାଜନୀତିିରେ ପାଦ ଥାପିଛନ୍ତି। ଗୋରେଗାଓଁରେ ଶିବସେନା ପ୍ରତିଷ୍ଠାତା ବାଲାସାହେବ୍‌ ଠାକ୍‌ରେଙ୍କ ୯୪ତମ ଜନ୍ମବାର୍ଷିକୀରେ ଏମ୍‌ଏନ୍‌ଏସ୍‌ର ମହାଅଧିବେଶନ…

ଆତ୍ମସମର୍ପଣ କଲେ ୬୪୪ ଉଗ୍ରପନ୍ଥୀ

ଗୁଆହାଟୀ,୨୪ା୧(ଆଇଏଏନ୍‌ଏସ୍‌):ଆସାମରେ ୮ଟି ବେଆଇନ ସଂଗଠନର ୬୪୪ ଜଣ ଉଗ୍ରପନ୍ଥୀ ଗୁରୁବାର ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲଙ୍କ ଉପସ୍ଥିତିରେ ଆତ୍ମସମର୍ପଣ କରିଛନ୍ତି। ଉଲ୍‌ଫା (ସ୍ବାଧୀନ), ଏନ୍‌ଡିଏଫ୍‌ବି, ଆର୍‌ଏନ୍‌ଏଲ୍‌ଏଫ୍‌, କେଏଲ୍‌ଓ, ସିପିଆଇ (ମାଓବାଦୀ), ଏନ୍‌ଏସ୍‌ଏଲ୍‌ଏ, ଏଡିଏଫ୍‌ ଏବଂ ଏନ୍‌ଏଲ୍‌ଏଫ୍‌ବିରୁ ଏତେସଂଖ୍ୟାରେ ଉଗ୍ରପନ୍ଥୀ ଆତ୍ମସମର୍ପଣ କରିବା ଏହା…

ଭଲ ବ୍ୟବହାର ପାଇଁ କୋହଳ ହେବନି ଫାଶୀଦଣ୍ଡାଦେଶ

ନୂଆଦିଲ୍ଲୀ,୨୪ା୧(ପି.ଟି.):ମୃତ୍ୟୁଦଣ୍ଡାଦେଶ ପାଇଥିବା ଅପରାଧୀ ଯଦି ଦୋଷୀସାବ୍ୟସ୍ତ ହେବା ପରେ ଜେଲ୍‌ରେ ଭଲ ବ୍ୟବହାର ଦେଖାନ୍ତି, ତେବେ ସେମାନଙ୍କୁ ଦଣ୍ଡରୁ ମୁକ୍ତି ଦିଆଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଛନ୍ତି। ଏପରି ହେଲେ ମୃତ୍ୟୁଦଣ୍ଡାଦେଶ ପାଇଥିବା କୌଣସି ଅପରାଧୀଙ୍କୁ ଫାଶୀ ଦିଆଯାଇପାରିବ ନାହିଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri