Home

ବେଜୋସ୍‌ଙ୍କ ଫୋନ୍‌ ହ୍ୟାକ୍‌ କରିଥିଲେ ଏମ୍‌ବିଏସ୍‌

ଡାଭୋସ୍‌,୨୪ା୧:୨୦୧୮ ଅକ୍ଟୋବରରେ ତୁର୍କୀସ୍ଥିତ ଇସ୍ତାନବୁଲ ଦୂତାବାସରେ ‘ଓ୍ବାଶିଂଟନ ପୋଷ୍ଟ’ ଖବରଦାତା ଜମାଲ କାଶୋଗୀଙ୍କୁ ହତ୍ୟା କରାଯାଇଥିଲା। ଏଥିରେ ସୌଦି କ୍ରାଉନ୍‌ ପ୍ରିନ୍ସ ମହମ୍ମଦ ବିନ୍‌ ସଲ୍‌ମାନଙ୍କ ହାତ ଥିବା ଅଭିଯୋଗ ହୋଇଥିଲା। ଏହା ପରଠୁ ବିଦେଶୀ ପୁଞ୍ଜିନିବେଶ ବଢ଼ାଇ ସୌଦି ଆରବର…

‘ଆଞ୍ଚଳିକତାବାଦ ରାଜନୀତିରେ ବିଶ୍ୱାସ ନାହିଁ’

୨୦୧୯ ସାଧାରଣ ନିର୍ବାଚନ ପରେ ଭାଜପାରେ ଆରମ୍ଭ ହୋଇଥିବା ସାଙ୍ଗଠନିକ ନିର୍ବାଚନୀ ପ୍ରକ୍ରିୟା ନିକଟରେ ଶେଷ ହୋଇଛି। କେନ୍ଦ୍ରରେ ଜଗତ୍‌ ପ୍ରକାଶ ନଡ୍ଡା ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷଭାବେ ଦାୟିତ୍ୱ ପାଇଛନ୍ତି। ଏପରିକି ଓଡିଶାରେ ସମୀର ମହାନ୍ତି ନୂଆ ସଭାପତି ହୋଇଛନ୍ତି। ୨୦୦୪ରୁ…

୮ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ରାଜଧାନୀରେ ପୁଣି ଲଜ୍ଜା। ଖଣ୍ଡଗିରି ଥାନା ଆଇଗଣିଆ ଅଞ୍ଚଳରେ ଥିବା ଏକ ବସ୍ତିରେ ଜଣେ ୮ବର୍ଷର ଶିଶୁ କନ୍ୟାଙ୍କୁ ଗଣବଳାକତ୍ାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତା ଶିଶୁ କନ୍ୟାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିବାପରେ ପୋଲିସ ଏକ ବଳାକତ୍ାର ମାମଲା…

କଲେଜ ପରିଚାଳନା କମିଟିରୁ ବାଦ୍‌ପଡ଼ିବେ ରାଜନେତା

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ଏବେ କଲେଜ ପରିଚାଳନା ବ୍ୟବସ୍ଥାକୁ ସୁବ୍ୟବସ୍ଥିତ କରିବାକୁ ଉଚ୍ଚଶିକ୍ଷା ବିଭାଗ ଉଦ୍ୟମ ଆରମ୍ଭ କରିଛି। କଲେଜ ପରିଚାଳନା କମିଟିରେ ସ୍ଥାନୀୟ ବିଧାୟକ କିମ୍ବା ରାଜନେତାମାନେ ସ୍ଥାନ ପାଇବେ ନାହିଁ। ଗୁରୁବାର ଓଡ଼ିଶା ଅଭିଭାବକ ମହାସଂଘର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ଉଚ୍ଚଶିକ୍ଷା…

ମାର୍ଚ୍ଚରୁ ପିଏମ୍‌ଜିଏସ୍‌ଓ୍ବାଇ-୩

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ରାଜ୍ୟ ସରକାର ସମସ୍ତ ସ୍କୁଲ ଓ ଗ୍ରାମାଞ୍ଚଳରେ ଥିବା ହସ୍ପିଟାଲଗୁଡିକୁ ରାସ୍ତା ସଂଯୋଗ କରିବାକୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ରାସ୍ତାଗୁଡିକୁ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ଓ୍ବାଇ)-୩ରେ ଅନ୍ତର୍ଭୁକ୍ତ କରାଯିବ। ମିଳିଥିବା ସୂଚନା ଅନୁଯାୟୀ ପିଏମ୍‌ଜିଏସ୍‌ଓ୍ବାଇ-୩ ଚଳିତବର୍ଷ ମାର୍ଚ୍ଚ ମାସରୁ…

୧୨୩ କୋଟି ଟଙ୍କା ଜିଏସ୍‌ଟି ଠକେଇ

କଟକ ଅଫିସ, ୨୪ା୧:ସାମଗ୍ରୀ କିଛି କିଣାବିକା ନ ହୋଇ କାଗଜରେ ୧୧୮୦ କୋଟି ଟଙ୍କାର କାରବାର ଦର୍ଶାଯାଇଛି। ଜାଲ୍‌ କାଗଜପତ୍ର ମାଧ୍ୟମରେ କୋଟି କୋଟି ଟଙ୍କାର ବ୍ୟବସାୟ ଦେଖାଇ ୧୨୩ କୋଟି ଟଙ୍କାର ଜିଏସ୍‌ଟି ଠକେଇ କରିଛନ୍ତି ବ୍ୟବସାୟୀ। ଏହି ଅସାଧୁ…

ଭକ୍ତଙ୍କ ବିଶ୍ୱାସ ସହ ଖେଳ: ଅଙ୍ଗାର ପରେ ଚାଉଳ, ପନିପରିବା ମାନକୁ ନେଇ ଉଠିଲା ପ୍ରଶ୍ନ

ପୁରୀ ଅଫିସ,୨୪ା୧:ଶ୍ରୀମନ୍ଦିର ଭିତରକୁ ଯାଉଛି ବାହାର ଅଙ୍ଗାର। ଏହି ଅଙ୍ଗାରରେ ରୋଷଘରେ ପ୍ରସ୍ତୁତ ହେଉଛି ମହାପ୍ରସାଦ। ଏ ନେଇ ଗତ ଡିସେମ୍ବର ୧୮ତାରିଖ ଛତିଶା ନିଯୋଗ ବୈଠକରେ ଅଭିଯୋଗ ଉଠିଥିଲା। ପରବର୍ତ୍ତୀ ସମୟରେ ଏହାକୁ ସୁଆର ସେବକ ଏବଂ ଶ୍ରୀମନ୍ଦିର ପ୍ରଶାସନ…

ଯୋଗୀ ୧ ନମ୍ବର ମୁଖ୍ୟମନ୍ତ୍ରୀ, ଚତୁର୍ଥରେ ନବୀନ

ନୂଆଦିଲ୍ଲୀ,୨୪ା୧:ଇଣ୍ଡିଆ ଟୁଡେ ମୁଡ୍‌ ଅଫ୍‌ ଦି ନେଶନ ପକ୍ଷରୁ ଜାନୁୟାରୀରେ କରାଯାଇଥିବା ସର୍ଭେ ଅନୁଯାୟୀ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଦେଶର ଶ୍ରେଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ଅଭିହିତ କରାଯାଇଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ…

ଶେଷ ଇଚ୍ଛା ଜଣାଉନାହାନ୍ତି ନିର୍ଭୟା ବଳାତ୍କାରୀ

ନୂଆଦିଲ୍ଲୀ,୨୪ା୧:ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ୪ ଅପରାଧୀଙ୍କୁ ଫେବୃୟାରୀ ୧ରେ ଫାଶୀ ଦିଆଯିବାକୁ ଥିବାବେଳେ ଏହାର ୯ ଦିନ ପୂର୍ବରୁ ତିହାର ଜେଲ୍‌ କର୍ତ୍ତୃପକ୍ଷ ସେମାନଙ୍କର ଶେଷ ଇଚ୍ଛା ପଚାରିଥିଲେ। ସେମାନେ ପରିବାର ସଦସ୍ୟଙ୍କୁ ଭେଟିବାକୁ ଚାହାନ୍ତି କିମ୍ବା ସେମାନଙ୍କ…

ସାବିତ୍ରୀ ରଥ ହେବେ ଓଡ଼ିଶା ହାଇକୋର୍ଟ ବିଚାରପତି

କଟକ ଅଫିସ,୨୪ା୧:ହାଇକୋର୍ଟ ଆଡଭୋକେଟ ସାବିତ୍ରୀ ରଥ ଓଡ଼ିଶା ହାଇକୋର୍ଟର ବିଚାରପତି ହେବେ। ସୁପ୍ରିମକୋର୍ଟଙ୍କ କଲେଜିୟମ ପକ୍ଷରୁ ସାବିତ୍ରୀଙ୍କ ନାମ ଗତ ବୁଧବାର ସୁପାରିସ କରାଯାଇଥିଲା। କଲେଜିୟମର ସୁପାରିସ ଉପରେ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ମୋହର ମାରିବା ପରେ ରଥ ନିଯୁକ୍ତି ପାଇବେ।…

ଫେବୃୟାରୀ ୫ରେ ପଶ୍ଚିମ ଓଡ଼ିଶା ବନ୍ଦ

ବଲାଙ୍ଗୀର ଅଫିସ, ୨୪ା୧: ପଶ୍ଚିମ ଓଡ଼ିଶାରେ ବିଭିନ୍ନ ଓକିଲ ସଂଘ ପକ୍ଷରୁ ଦୀର୍ଘବର୍ଷ ଧରି ଚାଲିଥିବା ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଆନ୍ଦୋଳନ ଏବେ ଏକ ଭିନ୍ନମୋଡ ନେଇଛି। କିଛି ଦିନ ତଳେ ବାର କାଉନସିଲ ଅଫ୍‌ ଇଣ୍ଡିଆ ଆନ୍ଦୋଳନରତ ଓକିଲମାନଙ୍କ…

ଫିଲ୍ମଫେୟାର ଦୌଡ଼ରେ ଓଡ଼ିଆ ଫିଲ୍ମମେକର

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ପ୍ରଥମଥର ପାଇଁ ଓଡ଼ିଶାରୁ ଏକ କ୍ଷୁଦ୍ର ଚଳଚ୍ଚିତ୍ର ‘ଫିଲ୍ମଫେୟାର ଶର୍ଟ ଫିଲ୍ମ ଆଓ୍ବାର୍ଡସ-୨୦୨୦’ ପ୍ରତିଯୋଗିତା ଦୌଡ଼ରେ ସାମିଲ ହୋଇଛି। ଓଡ଼ିଶା ଜନ୍ମିତ ବିଜ୍ଞାପନ ଫିଲ୍ମ ନିର୍ମାତା ଦୟାନିଧି ଦହିମାଙ୍କ ଦ୍ୱାରା ନିର୍ମିତ ପ୍ରଥମ କ୍ଷୁଦ୍ର ଚଳଚ୍ଚିତ୍ର ‘ନବାବ’ ଏହି ସମ୍ମାନଜନକ ଚଳଚ୍ଚିତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri