Home

ଓଡ଼ିଆ ଅଫିସର ସି.ପି. ମହାନ୍ତି ଦକ୍ଷିଣାଞ୍ଚଳ ସେନା କମାଣ୍ଡର

ନୂଆଦିଲ୍ଲୀ,୨୪ା୧(ପି.ଟି.):ଓଡ଼ିଆ ଅଫିସର ଲ୍ୟୁଟ୍‌ନାଣ୍ଟ ଜେନେରାଲ ସି.ପି. ମହାନ୍ତିଙ୍କୁ ଦକ୍ଷିଣାଞ୍ଚଳ ସେନା କମାଣ୍ଡର ଭାବେ ନିଯୁକ୍ତି ମିଳିଛି। ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରଓ୍ବଣେ ତାଙ୍କୁ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ସେ ଲ୍ୟୁଟ୍‌ନାଣ୍ଟ ଜେନେରାଲ ଏସ୍‌.କେ. ସାଇନିଙ୍କ ସ୍ଥାନରେ ଶନିବାର…

ପୂର୍ବତନ ବିଧାୟକ ଅନାମ ନାଏକ ଗିରଫ

କଟକ ଅଫିସ, ୨୪ା୧: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଭବାନୀପାଟଣା ବିଧାନସଭା ଆସନର ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ଏ ସମ୍ପର୍କରେ କୋରାପୁଟ ଭିଜିଲାନ୍ସ ଥାନାରେ ଏକ ମାମଲା(ନଂ. ୩/୨୦୨୦) ରୁଜୁ କରାଯାଇଛି। ଭବାନୀପାଟଣା…

ଆବର୍ଜନାରୁ ଇନ୍ଧନ ବାହାର କରିବ ପୂର୍ବତଟ ରେଳପଥ

ଭୁବନେଶ୍ୱର,୨୪ା୧(ବ୍ୟୁରୋ):ବର୍ଜ୍ୟବସ୍ତୁ ପରିଚାଳନା ଓ ଅପସାରଣ କ୍ଷେତ୍ରରେ ଇତିହାସ ରଚିଛି ପୂର୍ବତଟ ରେଳପଥ। ବର୍ଜ୍ୟବସ୍ତୁରୁ ଶକ୍ତି ଉତ୍ପାଦନ କ୍ଷେତ୍ରରେ ଦେଶର ପ୍ରଥମ ସରକାରୀ ପ୍ରକଳ୍ପ କାର୍ଯ୍ୟକ୍ଷମ ହୋଇଛି। ଗୁରୁବାର ପୂର୍ବତଟ ରେଳପଥର ମଞ୍ଚେଶ୍ୱରସ୍ଥିତ ରେଳଡବା ମରାମତି କାରଖାନାଠାରେ ରେଳବୋର୍ଡ ସଦସ୍ୟ (ରୋଲିଂ ଷ୍ଟକ୍‌)…

ଭିମ୍‌ସାର: ୪ ବର୍ଷରେ ୩୪୭୨ ଶିଶୁ ମୃତ

ସମ୍ବଲପୁର,୨୪ା୧:ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍‌ସେସ୍‌ ଆଣ୍ଡ ରିସର୍ଚ୍ଚ (ଭିମ୍‌ସାର)ରେ ସ୍ବାସ୍ଥ୍ୟସେବା ଉପରେ ସମଗ୍ର ପଶ୍ଚିମ ଓଡ଼ିଶାବାସୀ ନିର୍ଭର କରନ୍ତି। ସେଥିପାଇଁ ସରକାର ଭିମ୍‌ସାରର ସ୍ବାସ୍ଥ୍ୟସେବା ବିକାଶ ଦିଗରେ ନାନା ପଦକ୍ଷେପ ଗ୍ରହଣ କରିଛନ୍ତି।…

କଟକ ପାଇବ ନୂଆ ରୂପ

କଟକ ଅଫିସ, ୨୪।୧ :ନୂଆ ରୂପ ନେବ କଟକ। ଅନେକ ଐତିହାସିକ ସ୍ମୃତି ବହନ କରୁଛି ଏହି ସହର। ତେଣୁ ଏହାର ସମୁଚିତ ବିକାଶ ସମସ୍ତଙ୍କର ମିଳିତ ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। କଟକ ସହରର ବିକାଶ ପାଇଁ…

୭୫ ବର୍ଷରେ ସୁଭାଷ ଘାଇ: ଅଭିନେତା ହେବାକୁ ଆସି ପାଲଟି ଗଲେ ନିର୍ଦ୍ଦେଶକ

ମୁମ୍ବାଇ: ବଲିଉଡ୍‌କୁ ଅଭିନେତା ହେବା ପାଇଁ ଆସି ଶେଷରେ ସୁଭାଷ ଘାଇ ପାଲଟି ଥିଲେ ନିର୍ଦ୍ଦେଶକ। ଶୁକ୍ରବାର ସେ ୭୫ତମ ଜନ୍ମ ଦିନ ପାଳନ କରୁଛନ୍ତି। ୧୯୪୫ ଜାନୁୟାରୀ ୨୪ରେ ନାଗପୁରଠାରେ ତାଙ୍କର ଜନ୍ମ ହୋଇଥିଲା। ଦିଲ୍ଲୀରେ ଗ୍ରାଜୁଏସନ୍‌ କରିବା ପରେ…

୩୯ରେ ରିୟା ସେନ : ବିବାହ ପୂର୍ବରୁ ଗର୍ଭବତୀ ଥିବା ନେଇ ହୋଇଥିଲା ଚର୍ଚ୍ଚା

ମୁମ୍ବାଇ: ବଲିଉଡ୍‌ର ଚୁଲ୍‌ବୁଲି ଅଭିନେତ୍ରୀ ସୁନ୍ଦରୀ ରିୟା ସେନ୍‌ ଶୁକ୍ରବାର ୩୯ ବର୍ଷରେ ପଦାର୍ପଣ କରିଛନ୍ତି । ସେ ୧୯୮୧ ଜାନୁୟାରୀ ୨୪ରେ କୋଲକତାଠାରେ ଜନ୍ମଗ୍ରହଣ କରିଥିଲେ। ନିଜର ବୋଲ୍ଡ୍‌ ନେସ୍‌ ପାଇଁ ରିୟା ବଲିଉଡ୍‌ରେ ବେଶ୍‌ ଚର୍ଚ୍ଚିତ ରହିଛନ୍ତି। ୧୯୯୧ରେ…

ଓଜନ କୁଇଣ୍ଟାଲରୁ ଅଧିକ, କିନ୍ତୁ ପଡିଆରେ ଫିଟ୍‌ ଖେଳାଳିଙ୍କୁ ପଛରେ ପକାଇଦିଅନ୍ତି

ସାଧାରଣତଃ ଖେଳାଳିମାନେ ଶରୀରକୁ ଫିଟ ରଖିବା ଆବଶ୍ୟକ। ଶରୀର ଫିଟ୍‌ ନ ଥିଲେ ଖେଳରେ କ୍ୟାରିୟର ଗଢିବା ଯେପରି ଅସମ୍ଭବ ହୋଇପଡେ। କ୍ରିକେଟରେ ଏମିତି କିଛି ମୋଟା ଖେଳାଳି ଅଛନ୍ତିି, ଯେଉଁମାନେ ପଡ଼ିଆରେ ଫିଟ ଥିବା ଖେଳାଳିଠାରୁ ମଧ୍ୟ ଜବରଦସ୍ତ ପ୍ରଦର୍ଶନ…

ରିଭେରା ଇଷ୍ଟବେଙ୍ଗଲର ନୂଆ ମୁଖ୍ୟ କୋଚ୍‌

କୋଲକାତା, ୨୩ା୧ (ପି.ଟି.): ଇଷ୍ଟବେଙ୍ଗଲ ଗୁରୁବାର ମାରିଓ ରିଭେରାଙ୍କୁ ଏହାର ମୁଖ୍ୟ କୋଚ୍‌ ଭାବେ ନିଯୁକ୍ତି ଦେଇଛି। ଆଲେଜାଣ୍ଡ୍ରୋ ମେଣ୍ଡେଜ୍‌ଙ୍କ ଆକସ୍ମିକ ଇସ୍ତଫା ପରେ ଏହି ପଦବୀ ଖାଲି ପଡ଼ିଥିଲା। ରିଭେରା ପୂର୍ବରୁ ମେଣ୍ଡେଜଙ୍କ ଡେପୁଟି ଭାବେ କାର୍ଯ୍ୟ କରିଥିଲେ। ତାଙ୍କ…

ଭୋକାନାଲଙ୍କ ଉପରୁ ସସ୍‌ପେଣ୍ଡ ଆଦେଶ ପ୍ରତ୍ୟାହାର

ନୂଆଦିଲ୍ଲୀ, ୨୩ା୧ (ପି.ଟି.)- ରୋଇଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଆର୍‌ଏଫ୍‌ଆଇ) ଗୁରୁବାର ରୋୟର ଦାତୁ ଭୋକାନାଲଙ୍କ ଉପରୁ ସସ୍‌ପେଣ୍ଡ ଆଦେଶ ପ୍ରତ୍ୟାହାର କରିଛି। ୨୦୧୮ ଏସିଆନ ଗେମ୍‌ରେ କୌଣସି ଯୁକ୍ତିଯୁକ୍ତ କାରଣ ନ ଥାଇ ରେସ୍‌ ଅଧାରୁ ଓହିରିଯାଇଥିଲେ। ଭାରତୀୟ ଅଲିମ୍ପିକ…

କ୍ଷତିପୂରଣ ପ୍ରତିଶ୍ରୁତି ପରେ ହେଲା ଶବ ଦାହ

ରୂପ୍‌ସା/ବସ୍ତା/ଲଙ୍ଗଳେଶ୍ୱର, ୨୩।୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ସାର୍ଥା ଫାଣ୍ଡି ଅନ୍ତର୍ଗତ ଆଳୁମେଦା ଗ୍ରାମର ଯୁବକ ନୀଳକଣ୍ଠ ବେହେରା (୩୫) ବୁଧବାର ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଥିବା ଅଭିଯୋଗ ହୋଇଥିଲା। ସେ ବିଲରେ ଧାନ ତଳି ପକାଇବା ପାଇଁ କାଦୁଅ କରୁଥିବା…

ଏଏପିର ୫ ବିଦ୍ରୋହୀ ପ୍ରାର୍ଥୀ କେଜ୍‌ରିଓ୍ବାଲଙ୍କ ମୁଖ୍ୟ ସମସ୍ୟା

ନୂଆଦିଲ୍ଲୀ,୨୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ଦଳ ମଧ୍ୟରେ ପ୍ରଚାର ପ୍ରତିଦ୍ୱନ୍ଦ୍ୱିତା ଆରମ୍ଭ ହୋଇଛି। ଆମ୍‌ ଆଦ୍‌ମୀ ପାର୍ଟି ଚଳିତ ଥର ୧୫ ଜଣ ବିଧାୟକଙ୍କୁ ଟିକଟ ଦେବାକୁ ମନା କରିଥିଲା। ସେଥିମଧ୍ୟରୁ ୫ ବିଧାୟକ ବିଦ୍ରୋହୀ ପ୍ରାର୍ଥୀ ଭାବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri